Latest Odisha News

BREAKING NEWS

Browsing Category

ରାଜନୀତି

ହୋଲି ପରେ ବିଜେଡି ଟିକେଟ, ବିଜେପିରେ ଅସନ୍ତୋଷ !

ଭୁବନେଶ୍ୱର: ବିଜେପିର ପ୍ରାର୍ଥୀ ଘୋଷଣା ପରେ କିଛି ସ୍ଥାନରେ ବିରୋଧ ଆରମ୍ଭ ହୋଇଛି। ବାଲେଶ୍ୱରରୁ ପ୍ରତାପ ଷଡଙ୍ଗୀଙ୍କୁ ଲୋକସଭା ପ୍ରାର୍ଥୀ କରାଯାଇଛି। ସେଠାରୁ ଖାରବେଳ ସ୍ୱାଇଁ ଆଶାୟୀ ଥିବା ବେଳେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଟିକେଟ ମିଳିବା ଯୋଗୁ ସେ ଖୋଲା ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ…

ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ: ପିସିସି ସଭାପତି

ଭୁବନେଶ୍ୱର: ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହୋଇଥିବା ବେଳେ ଆଗାମୀ ମାସରେ ଉଭୟ ନିର୍ବାଚନ ପାଇଁ କଂଗ୍ରେସ ଦଳ ପ୍ରାର୍ଥୀ ଘୋଷଣା କରିବାକୁ ପ୍ରସ୍ତୁତି ଚଳାଇଛି। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ଶରତ ପଟ୍ଟନାୟକ ଏହି ସୂଚନା ଦେଇ…

ଓଡ଼ିଶାରେ ୧୫ରୁ ଅଧିକ ଲୋକସଭା ଆସନରେ ବିଜେପି ବିଜୟୀ ହେବ: ଅପରାଜିତା

ଭୁବନେଶ୍ୱର: ସ୍ଥାନୀୟ ସାଂସଦ ଅପରାଜିତା ଷଡ଼ଙ୍ଗୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ସହମତି ପ୍ରକାଶ କରି ଆଗାମୀ ନିର୍ବାଚନରେ ବିଜେପି ବିଜୟୀ ହେବାର ସମ୍ଭାବନା ଉପରେ ଆସ୍ଥା ପ୍ରକଟ କରିଛନ୍ତି। ଓଡ଼ିଶାର ୨୧ଟି ଲୋକସଭା ଆସନରୁ ଦଳ ୧୫ରୁ ଅଧିକ ଆସନ ରେ ବିଜୟୀ ହେବ ବୋଲି ସେ…

ଇତିହାସରେ ନିର୍ବାଚନ ଓ ଏହାର ଫଳାଫଳର କିଛି ରୋଚକ କଥା

ନୂଆଦିଲ୍ଲୀ: ଭାରତର ନିର୍ବାଚନ ଆୟୋଗ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ୧୯୫୨ ମସିହାରେ ଅନୁଷ୍ଠିତ ଲୋକସଭା ନିର୍ବାଚନ ପରଠାରୁ ମୋଟ ୧୭ଟି ଲୋକସଭା ନିର୍ବାଚନ ଅନୁଷ୍ଠିତ ହୋଇ ୧୮ତମ ନିର୍ବାଚନ ଘୋଷଣା କରାଯାଇଛି। ଦେଶର ସ୍ୱାଧୀନତା ପରେ ପ୍ରଥମ ଥର ପାଇଁ ୧୯୫୧-୫୨ ମସିହାରେ…

ନବରଙ୍ଗପୁର ବିଜେପିରେ ଶୁଭିଲା ବିଦ୍ରୋହର ସ୍ୱର, ବଳଭଦ୍ରଙ୍କ ପ୍ରାର୍ଥୀତ୍ଵକୁ ନେଇ ଆରମ୍ଭ ହେଲା ଗୋଷ୍ଠୀ କନ୍ଦଳ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ବିଜେପିରେ ଆରମ୍ଭ ହେଲା ଗୋଷ୍ଠୀ କନ୍ଦଳ। ବଳଭଦ୍ରଙ୍କ ପ୍ରାର୍ଥୀତ୍ଵକୁ ନେଇ ନବରଙ୍ଗପୁର ବିଜେପି ଦୁଇ ଫାଳ । ନବରଙ୍ଗପୁର ବିଜେପିରେ ଶୁଭିଲା ବିଦ୍ରୋହର ସ୍ୱର। ନବରଙ୍ଗପୁର ସଂସଦୀୟ କ୍ଷେତ୍ର ପାଇଁ ଗତକାଲି ବିଜେପି ତରଫରୁ ପୂର୍ବତନ ସାଂସଦ ବଳଭଦ୍ର ମାଝୀଙ୍କ…

କଟକ ଲୋକସଭା: ଦ୍ୱନ୍ଦ୍ୱରେ ବିଜେପି, ନୂଆ ପ୍ରାର୍ଥୀ ଦେଇପାରେ ବିଜେଡ଼ି

ଭୁବନେଶ୍ୱର: ବିଜେଡ଼ିରୁ କଟକ ସାଂସଦ ଭର୍ତ୍ତୃହରି ମହତାବ ଇସ୍ତଫା ପ୍ରଦାନ ପରେ କଟକ ସାଂସଦ ପ୍ରାର୍ଥୀକୁ ନେଇ ଚର୍ଚ୍ଚା ଜୋର ଧରିଛି। କେବଳ ବିଜେଡ଼ି ନୁହେଁ, ବିଜେପି ଓ କଂଗ୍ରେସ ମଧ୍ୟ ପ୍ରାର୍ଥିତ୍ୱକୁ ନେଇ ଅଙ୍କ କଷୁଥିବା ଆଲୋଚନା ହେଉଛି। ଏହି ଗୁରୁତ୍ତ୍ୱପୂର୍ଣ୍ଣ ଆସନ ପାଇଁ ତିନି ଦଳ ପାଇଁ…

ପଶ୍ଚିମବଙ୍ଗରେ ବିଜେପିର ମାଷ୍ଟର ଷ୍ଟ୍ରୋକ୍, ମହୁଆ ମୋଇତ୍ରଙ୍କ ବିରୋଧରେ ରାଜ ପରିବାରରୁ ଅମୃତା ରାୟଙ୍କୁ ଟିକେଟ

କୋଲକାତା: ରବିବାର (୨୪ ମାର୍ଚ୍ଚ) ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପଞ୍ଚମ ତାଲିକା ପ୍ରକାଶ କରିଛି ବିଜେପି । ଏଥିରେ ୧୧୧ ପ୍ରାର୍ଥୀଙ୍କ ନାମ ରହିଥିବାବେଳେ ଦଳ ପଶ୍ଚିମବଙ୍ଗର କୃଷ୍ଣନଗର ଆସନରୁ ରାଜମାତା ଅମୃତା ରାୟଙ୍କୁ ଟିକେଟ୍ ଦେଇଛି। ସେ ଟିଏମସି ନେତା ମହୁଆ ମୋଇତ୍ରଙ୍କ ସହ…

ଗୋଆରେ ପ୍ରଥମଥର ମହିଳା ପ୍ରାର୍ଥୀ ଉଦ୍ୟୋଗପତି ପଲ୍ଲବିଙ୍କୁ ଟିକେଟ ଦେଲା ବିଜେପି

ପଣଜୀ: ଗୋଆରେ ପ୍ରଥମ ଥର ମହିଳା ପ୍ରାର୍ଥୀଙ୍କୁ ଟିକେଟ ଦେଇଛି ବିଜେପି। ଡେମ୍ପୋ ଇଣ୍ଡଷ୍ଟ୍ରିଜର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପଲ୍ଲବି ଡେମ୍ପୋ ଗୋଆରୁ ବିଜେପି ପ୍ରାର୍ଥୀ ଭାବରେ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। ସାଧାରଣ ନିର୍ବାଚନ ପାଇଁ ୧୧୧ ଜଣ…

ବିଜେଡି ଛାଡ଼ିଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ

ଭୁବନେଶ୍ଵର: ବିଜେଡି ଛାଡ଼ିଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ଦଳର ସଭାପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ ପୂର୍ଣ୍ଣଚନ୍ଦ୍ର । ୨୦୦୯ ଓ ୨୦୧୪ରେ ବିଜେଡିରୁ ଦୁଇଥର ଜିତିଥିଲେ ପୂର୍ଣ୍ଣଚନ୍ଦ୍ର । ୨୦୧୯ରେ ବିଜେଡ଼ି ତାଙ୍କୁ…

ନିର୍ବାଚନୀ ଅଙ୍କ କସିବେ ଅଭିନେତା ଠୁ ଶିଳ୍ପପତି, ମେରଠ ଆସନରେ ମଇଦାନକୁ ଓହ୍ଲାଇବେ ପ୍ରଭୁ ଶ୍ରୀରାମ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ ତାରିଖ ଘୋଷଣା ପରେ ବିଜେପି ତା’ର ପଞ୍ଚମ ପର୍ଯ୍ୟାୟ ପାର୍ଥୀ ତାଲିକା ଘୋଷଣା କରିଛି । ଏହି ତାଲିକାରେ ୧୧୧ଜଣଙ୍କ ନାମ ଘୋଷଣା କରାଯାଇଛି । ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ, ଅଭିନେତା ଅରୁଣ ଗୋଭିଲ ଏବଂ କଂଗ୍ରେସ ଛାଡି ବିଜେପିରେ ସାମିଲ ହୋଇଥିବା…