Latest Odisha News

BREAKING NEWS

Browsing Category

ରାଜନୀତି

ସଂସଦରେ ବିଜେଡିର ଆଦିବାସୀ ପ୍ରୀତିକୁ ଦୋମୁହାଁ କହି ଘେରିଲେ ବିରୋଧୀ

ଭୁବନେଶ୍ୱର: ସଂସଦରେ ବିଜୁ ଜନତା ଦଳ ସାଂସଦ ସସ୍ମିତ ପାତ୍ରଙ୍କ ଆଦିବାସୀଙ୍କ ସମ୍ପର୍କରେ ଦେଇଥିବା ବୟାନକୁ ନେଇ ଗୁରୁବାର ବିଜେପି ଓ କଂଗ୍ରେସ ପକ୍ଷରୁ ସମାଲୋଚନା କରାଯାଇଛି। ଏହା ବିଜେଡିର ଦୋମୁହାଁ ନୀତି କହି କଡା ସମାଲୋଚନା କରିଛନ୍ତି। ନିକଟରେ ଛତିଶଗଡ଼ ଓ ମଧ୍ୟପ୍ରଦେଶରେ ବିଜେପି ବିଜୟୀ…

କିଏ ହେବେ ଓଡ଼ିଶା କଂଗ୍ରେସର ‘ରେବନ୍ତ ରେଡ୍ଡୀ’?

ଭୁବନେଶ୍ୱର: ତେଲେଙ୍ଗାନାରେ ଆରମ୍ଭ ହୋଇଛି କଂଗ୍ରେସ ସରକାରର ରାଜ୍ । ଆଉ ମୁଖ୍ୟମନ୍ତ୍ରୀ ଗାଦିରେ ବସିଛନ୍ତି ଯୁବ କଂଗ୍ରେସ ନେତା ରେବନ୍ତ ରେଡ୍ଡୀ । ବିଜେପି ଛାଡି କଂଗ୍ରେସର ଯୋଗ ଦେଇଥିବା ଏହି ନେତା ଆଜି ଶପଥ ନେବା ବେଳେ ଫିଲ୍ମ Bharat Ane Nenu Bharathର ହିରୋ ମହେଶ ବାବୁଙ୍କ…

ମଦ ୟୁନିଟରେ ଆୟକର ଚଢାଉ ବେଳେ ମୁହାଁମୁହିଁ ହେଲେ ବିଜେପି-ବିଜେଡି

ସୁନ୍ଦରଗଡ: ବିଜେପି ବିଧାୟିକା କୁସୁମ ଟେଟେ ଅଭିଯୋଗ କରିଛନ୍ତି ଯେ ଆୟକର ବିଭାଗ ତଦନ୍ତ କରୁଥିବା ମଦ ଉତ୍ପାଦନ ୟୁନିଟର ଜମି ପୂର୍ବତନ ବିଧାୟକ ଯୋଗେଶ ସିଂହଙ୍କ ମା' ଓ ଭାଇଙ୍କ ମାଲିକାନାରେ ଥିଲା। ତେବେ ଏହି ଦାବିକୁ ଯୋଗେଶ ସିଂହ ପ୍ରତ୍ୟାଖ୍ୟାନ କରିଛନ୍ତି ଏବଂ ଯଦି ସେ ତାଙ୍କ ବୟାନକୁ…

ହିନ୍ଦୁତ୍ବ କାର୍ଡ: ଟ୍ରେଣ୍ଡ ସହ ଫ୍ରେଣ୍ଡ ହୋଇପାରିବ ତ କଂଗ୍ରେସ?

ଭୁବନେଶ୍ୱର: ହିନ୍ଦୀ ହାର୍ଟଲ୍ୟାଣ୍ଡରେ କଂଗ୍ରେସ ବିଜେପିକୁ ଚେକ୍ ଦେବାକୁ ଯାଇ ଗ୍ରହଣ କରିଥିବା ନରମ ହିନ୍ଦୁତ୍ବ କାର୍ଡ ବିଫଳ ହୋଇଛି। ଏପରି ସ୍ଥିତିରେ ଆଗାମୀ ଦିନରେ ରାଜ୍ୟ କଂଗ୍ରେସ ଏହି ରଣନୀତିରୁ ଶିକ୍ଷାଲାଭ କରିବ ନା ଅନ୍ୟ ପ୍ରସଙ୍ଗକୁ ଅଧିକ ଫୋକସ କରିବ ତାହା ଏବେ ଚର୍ଚ୍ଚାର ବିଷୟ…

‘ଧର୍ମକୁ ଆଖି ଠାର ପରି ଫସଲ କ୍ଷୟକ୍ଷତିର ଆକଳନ କରାନଯାଉ’

ଭୁବନେଶ୍ୱର: ସାମୁଦ୍ରିକ ଝଡ଼ 'ମିଗଜୋମ' ପ୍ରଭାବରେ ଦକ୍ଷଣି ଓଡ଼ିଶା ସମେତ ଅନ୍ୟାନ୍ୟ ଜିଲ୍ଲା ଗୁଡ଼ିକରେ ଧାନ, କପା ଓ ଅନ୍ୟାନ୍ୟ ପନିପରିବା ଫସଲ ବିପୁଳ ଭାବରେ ପ୍ରଭାବିତ ହୋଇଛି । ବର୍ଷା ଓ ବାତ୍ୟା ପୂର୍ବରୁ ସରକାର କେବଳ ଚାଷୀଙ୍କୁ ସତର୍କତା ସୂଚନା ଆଦେଶାବଳୀ ଜାରି କରିବା ଛଡ଼ା ଫସଲ ସୁରକ୍ଷା…

ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ଡରୁଛନ୍ତି ରାଜ୍ୟ ସରକାର: ବିଜେପି

ଭୁବନେଶ୍ୱର: ରାଜ୍ୟରେ ଏବେ କୌଣସି ବନ୍ୟା ଓ ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ନଥିବାବେଳେ କାହିଁକି ସେବା ପରିଚାଳନା ଆଇନ (ଏସମା) ଲାଗୁ କରୁଛନ୍ତି ରାଜ୍ୟ ସରକାର?  ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କର ଏତେ ଭୟ କାହିଁକି ? ସରକାର ଜାଣି ରଖିବା ଦରକାର ଜୋର ଜବରଦସ୍ତ କରି…

‘ରାଜ୍ୟର ୫୭ଟି ସଂରକ୍ଷିତ ବିଧାନସଭା ନର୍ବାଚନ ମଣ୍ଡଳୀରେ ନେତୃତ୍ୱ ବିକାଶ ମିଶନକୁ ତୃଣମୂଳସ୍ତରରୁ ସୁଦୃଢ଼…

ଭୁବନେଶ୍ୱର: ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଭୁବନେଶ୍ୱର ଠାରେ ନେତୃତ୍ୱ ବିକାଶ ମିଶନ (ଏଲଡିଏମ)ର ସମୀକ୍ଷା ବୈଠକ ଅନୁସୂଚିତ ଜାତି ବିଭାଗ ଅଧ୍ୟକ୍ଷ ବାଙ୍କନିଧି ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯୋଗଦେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ…

ପିସିସି ପକ୍ଷରୁ ଡ. ଆମ୍ବେଦକରଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର: ଆଜି ଭାରତୀୟ ସମ୍ବିଧାନ ପ୍ରଣେତା ଭାରତ ରତ୍ନ ଡ. ବିଆର ଆମ୍ବେଦକରଙ୍କ ଶ୍ରାଦ୍ଧ ବାର୍ଷିକୀ । ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ଆମ୍ବେଦକରଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ସମେତ କଂଗ୍ରେସ…

ରାଜ୍ୟରେ ‘ମହିଳା ସୁରକ୍ଷା ବ୍ୟବସ୍ଥା’ କେବଳ ‘ନୀଳ ରଙ୍ଗ ବୋର୍ଡ’ରେ ସୀମିତ: ବିଜେପି

ଭୁବନେଶ୍ୱର: ମହିଳା ଓ ଶିଶୁମାନଙ୍କ ପ୍ରତି ଘଟୁଥିବା ହିଂସା ପାଇଁ ଗୃହ ବିଭାଗ ସଂପୂର୍ଣ୍ଣ ଦାୟୀ । ରାଜ୍ୟରେ 'ମହିଳା ସୁରକ୍ଷା ବ୍ୟବସ୍ଥା' କେବଳ 'ନୀଳ ରଙ୍ଗ ବୋର୍ଡ'ରେ ସୀମିତ ହୋଇ ରହିଛି । ଗତକାଲି ଏନ୍‌ସିଆର୍‌ବି ରିପୋର୍ଟ ପ୍ରକାଶ ପାଇବା ପରେ ବିଜେଡି ଉପରେ ବର୍ଷିଛନ୍ତି ରାଜ୍ୟ ମୁଖପାତ୍ର…

ରାଜ୍ୟରେ କୃଷି ସମସ୍ୟା ନେଇ ଗର୍ଜିଲା ବିଜେପି; ଚାଷୀଙ୍କୁ ନ୍ୟାୟ ଦାବିରେ କେନ୍ଦ୍ରମନ୍ତ୍ରୀଙ୍କୁ ଦାବିପତ୍ର

ନୂଆଦିଲ୍ଲୀ/ଭୁବନେଶ୍ବର: କେନ୍ଦ୍ରରୁ ଚାଷୀଙ୍କ ପାଇଁ ଆସୁଛି ସହାୟତା । ହେଲେ ଚାଷୀଙ୍କୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର । ଯାହାକୁ ନେଇ ଦିନକୁ ଦିନ ବଢିଚାଲିଛି କୃଷି ଓ କୃଷକ ସମସ୍ୟା । ଦେଶରେ ବିଜେପି ୯ ବର୍ଷର ଶାସନକାଳରେ ଚାଷୀମାନଙ୍କ ଆୟ ଦୁଇ ଗୁଣା କରିଥିବାବେଳେ ବିଜେଡି ର ଦୀର୍ଘ ୨୪…