Latest Odisha News

BREAKING NEWS

Browsing Category

ରାଜନୀତି

ନିର୍ଲୋଜ ଆମେରିକା: ଭାରତ-ପାକିସ୍ତାନ ଯୁଦ୍ଧ ବନ୍ଦର ଶ୍ରେୟ ଟ୍ରମ୍ପ କହି ନୋବେଲେ ଦାବି କଲା ହ୍ୱାଇଟ୍ ହାଉସ

ଭାରତ ମନାକରିବା ପରେ ବି ଆମେରିକା ପୁଣିଥରେ କହିଛି ଯେ ଭାରତ-ପାକିସ୍ତାନ ଯୁଦ୍ଧବିରତି କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ବଢିଲା ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ଅଡୁଆ !

ଭୁବନେଶ୍ବର: ବଢିଲା ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ଅଡୁଆ ! ଜମିକିଣା ଠକାମୀ ମାମଲା, ଫସିଯିବେ କି ମନ୍ତ୍ରୀ? ମନ୍ତ୍ରୀ ହେବା ପରଠୁ କେତେବେଳେ ଆଳୁ ତ କେତେବେଳେ ଧାନ ବିକ୍ରୀକୁ ନେଇ ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ରହିଥିବା ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ଟ୍ରମ୍ପଙ୍କୁ କଡ଼ା ଜବାବ ଦେଲେ ପୀୟୂଷ ଗୋୟଲ୍; ଭାରତ ତୃତୀୟ ସର୍ବବୃହତ ଅର୍ଥନୀତି ହେବାକୁ ଯାଉଛି

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଦିନ ଭାରତକୁ ସମାଲୋଚନା କରି ଏହାକୁ "ମୃତ ଅର୍ଥନୀତି" ଭାବରେ ବର୍ଣ୍ଣନା କରିଥିଲେ। ଯାହାର ଜବାବ ଦେବାକୁ ଯାଇ ପୀୟୂଷ ଗୋୟଲ୍ କହିଛନ୍ତି ଯେ ଏକ ଦଶନ୍ଧିରୁ କମ୍ ସମୟ ମଧ୍ୟରେ ଭାରତ ପାଞ୍ଚ ଅର୍ଥନୀତିରୁ ବାହାରି ଆସିବା ସହ…

ରାହୁଲ, ତେଜସ୍ବୀ କରିବେ ଅଗଷ୍ଟ କ୍ରାନ୍ତି

ନୂଆଦିଲ୍ଲୀ: ବିହାରରେ ୨୦ବର୍ଷ ହେଲା ଆରଜେଡି ଓ ଚାରି ଦଶନ୍ଧୀ ଧରି କଂଗ୍ରେସ କ୍ଷମତାଠୁ ଦୂରରେ ରହିଛି । ଆସନ୍ତା ଅକ୍ଟୋବର ନଭେମ୍ବରରେ ବିହାର ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ କ୍ଷମତାର ବନବାସ ସାରି ଫେରିବାକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଆରଜେଡି ନେତା ତେଜସ୍ବୀ ଯାଦବ…

୫ ଆଇଏଏସ୍ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ଵ…

ଭୁବନେଶ୍ୱର: ଓଡ଼ିଶା ସରକାର ଗୁରୁବାର ଦିନ ଆଇଏଏସ୍ କ୍ୟାଡରରେ ଏକ ଛୋଟ ପ୍ରଶାସନିକ ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ପାଞ୍ଚ ଜଣ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ଶିଳ୍ପ ନିର୍ଦ୍ଦେଶକ ଆବୋଲି ସୁନୀଲ…

ଜାତୀୟ ସ୍ୱାର୍ଥ ସର୍ବୋପରି; ଟ୍ରମ୍ପଙ୍କ ୨୫% ଶୁଳ୍କ ଉପରେ ଭାରତର ପ୍ରତିକ୍ରିୟା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅଗଷ୍ଟ ୧ ତାରିଖରୁ ଭାରତ ଉପରେ ନୂଆ ଶୁଳ୍କ ଲାଗୁ ନେଇ ଘୋଷଣା କରିଛନ୍ତି। ଡୋନାଲ୍ଡ ଟ୍ରମ୍ପ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ୍ ସୋସିଆଲରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ଟ୍ରୁଥ୍ ସୋସିଆଲରେ ଏକ ପୋଷ୍ଟରେ ଟ୍ରମ୍ପ…

ଅପରେସନ ସିନ୍ଦୂର, ମୁସଲିମ ସାଂସଦଙ୍କୁ ସଂସଦରେ କହିବାକୁ ସୁଯୋଗ ଦେଲେନି ବିରୋଧୀ

ନୂଆଦିଲ୍ଲୀ: ଏପ୍ରିଲ ୨୨ରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତୀୟ ସେନା ଆରମ୍ଭ କରିଥିବା ଅପରେସନ୍ ସିନ୍ଦୂର ଏବେ ସଂସଦର ଉଭୟ ଗୃହରେ ଜୋରଦାର ବିତର୍କର ବିଷୟ। ଜୁଲାଇ ୨୧ରୁ ଆରମ୍ଭ ହୋଇଥିବା ମୌସୁମୀ ଅଧିବେଶନରେ ଏହା ଚର୍ଚ୍ଚାର ମୁଖ୍ୟ ବିଷୟ। ଲୋକସଭାରେ ଅପରେସନ୍ ସିନ୍ଦୂର…

‘ଆକାଂକ୍ଷା ହାଟ ଅଭିଯାନ’ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ବିକଶିତ ହୋଇନଥିବା ଅଞ୍ଚଳରେ ପ୍ରସ୍ତୁତ ହେଉଥିବା ପାରମ୍ପରିକ ଉତ୍ପାଦଗୁଡ଼ିକୁ ପ୍ରୋତ୍ସାହିତ କରିବା ପାଇଁ ମଙ୍ଗଳବାର ଦିନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସପ୍ତାହବ୍ୟାପୀ 'ଆକାଂକ୍ଷା ହାଟ ଅଭିଯାନ' ଆରମ୍ଭ କରିଛନ୍ତି। ଏହି ଅଭିଯାନ ଭୁବନେଶ୍ୱରର ରାଜ୍ୟ…

ଅଗଷ୍ଟ ୧ରୁ ୧୪ ପର୍ୟ୍ୟନ୍ତ ଆନ୍ଦୋଳନ କରିବ ଛାତ୍ର ଓ ଯୁବ ବିଜେଡି

ଭୁବନେଶ୍ୱର: ରାଜ୍ୟରେ ବିପର୍ୟ୍ୟସ୍ତ ଆଇନ ଶୃଙ୍ଖଳା, ଛାତ୍ରୀ ଓ ମହିଳା ମାନେ ଅସୁରକ୍ଷିତ ଅଭିଯୋଗରେ ଆନ୍ଦୋଳନକୁ ଓହ୍ଲାଇବ ଛାତ୍ର ଓ ଯୁବ ବିଜେଡି। ବିଜୁ ଛାତ୍ର ଓ ଯୁବ ଜନତା ଦଳ ତରଫରୁ ଅଗଷ୍ଟ ୧ତାରିଖରୁ ଦ୍ଵିତୀୟ ପର୍ୟ୍ୟାୟ ଆନ୍ଦୋଳନ ଆରମ୍ଭ ହେବ ବୋଲି ଦଳ ତରଫରୁ ସୂଚନା ଦିଆଯାଇଛି। ଶଙ୍ଖ…

ଅମିତ ଶାହଙ୍କ ଉପରେ ବର୍ଷିଲେ ପ୍ରିୟଙ୍କା, ସେତେବେଳେ ମୋ ମା କାନ୍ଦିଥିଲେ…

ନୂଆଦିଲ୍ଲୀ: ଅପରେସନ ସିନ୍ଦୂର ଉପରେ ଚାଲିଥିବା ଆଲୋଚନାର ଦ୍ୱିତୀୟ ଦିନରେ କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପରେ ବର୍ଷିଛନ୍ତି। ପହଲଗାମରେ ଆତଙ୍କବାଦୀ ଘଟଣା ପରେ ମଧ୍ୟ ସେ କାହିଁକି ତାଙ୍କ ପଦରୁ ଇସ୍ତଫା ଦେଇ ନାହାଁନ୍ତି ବୋଲି ପଚାରିଛନ୍ତି। ସେ…