Latest Odisha News

BREAKING NEWS

Browsing Category

ରାଜନୀତି

ଛାତ୍ର ବୃତ୍ତି ପ୍ରଦାନରେ ରାଜ୍ୟ ସରକାରଙ୍କ ବିଳମ୍ବ ପ୍ରକ୍ରିୟା ଚିନ୍ତାଜନକ: ଜୁଏଲ ଓରାମ

ଭୁବନେଶ୍ୱର: ରାଜ୍ୟ ଅନୁସୂଚିତ ଜାତି ମୋର୍ଚ୍ଚାର ସାଙ୍ଗଠନିକ ବୈଠକ ଅନୁଷ୍ଠିତ । ରାଜ୍ୟ କାର୍ଯ୍ୟାଳୟ ଠାରେ ଆଜି ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚାର ରାଜ୍ୟ ସଭାପତି ଡଃ. ବିଭୂ ପ୍ରସାଦ ତରାଇଙ୍କ ସଭାପତିତ୍ୱରେ ବୈଠକ ଅନୁଷ୍ଠିତ ହୋଇଛି । ଉକ୍ତ ବୈଠକରେ ମୁଖ୍ୟ ଅତିଥିଭାବେ…

ନୁରୀ ପାଇଁ ଫସିଗଲେ ରାହୁଲ !

ଭୁବନେଶ୍ୱର: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମା ସୋନିଆଙ୍କୁ ଦେଇଥିବା କୁକୁର ଛୁଆକୁ ନେଇ ବିବାଦ। ଏହି ଛୁଆର ନାଁ ନୁରୀ ରଖିବାକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏହି ପ୍ରସଙ୍ଗ ଏବେ ଅଦାଲତରେ ପହଞ୍ଚିଛି । ୟୁପିର ପ୍ରୟାଗରାଜରେ ଜଣେ ବ୍ୟକ୍ତି ଏ ପ୍ରସଙ୍ଗକୁ ନେଇ ଅଦାଲତଙ୍କ ଦ୍ୱାରସ୍ଥ…

ଏମପିରେ କମଳନାଥଙ୍କ ତନ୍ତ୍ର ସାଧନାରେ ‘ବଳି’ ପଡିବେ ଶିବରାଜ !

ଭୁବନେଶ୍ୱର: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଲଢେଇ ତୀବ୍ରତର ହେବାରେ ଲାଗିଛି। ନିର୍ବାଚନରେ ଶାସକ ବିଜେପିକୁ ମାତ ଦେବାକୁ କଂଗ୍ରେସ ଲାଗିପଡିଛି। ଏହି କ୍ରମରେ ଦଳକୁ କ୍ଷମତାକୁ ଆଣିବାକୁ ଦଳ ଭିନ୍ନ ଭିନ୍ନ କୌଶଳ ଆପଣାଉଥିବା ଦେଖିବାକୁ ମିଳିଛି। ଏହି ଅବସରରେ କଂଗ୍ରେସକୁ କ୍ଷମତାକୁ…

ଭୁବନେଶ୍ୱର ଉତ୍ତରରେ ଏଥର ବାପୁ, ବୁଲୁ ଲଢେଇ !

ଭୁବନେଶ୍ୱର: ନିର୍ବାଚନ ନିକଟତର ହେଉଥିବା ବେଳେ ରାଜ୍ୟରେ ନିର୍ବାଚନୀ ମାହୋଲ ସରଗରମ ହେବାରେ ଲାଗିଛି। ତେଣୁ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି ବିଭିନ୍ନ ନିର୍ବାଚନ ମଣ୍ଡଳୀର ଦଳୀୟ ଟିକେଟ ପ୍ରସଙ୍ଗ। ପ୍ରମୁଖ ଦଳରୁ କିଏ ପ୍ରାର୍ଥୀ ହେବେ ତାକୁ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଏହି…

ଝାଡଖଣ୍ଡର ରଘୁବର ଦାସଙ୍କୁ ରାଜ୍ୟପାଳ କରାଇ ନିଶ୍ବାସ ମାରିଲା କେନ୍ଦ୍ର ବିଜେପି?

ରାଞ୍ଚି: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ବୁଧବାର ବିଳମ୍ବିତ ରାତିରେ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି କରିଛନ୍ତି ରାଷ୍ଟ୍ରପତି। କେନ୍ଦ୍ର ସରକାର ତଥା ଶାସକ ଦଳ ବିଜେପିର ସୁପାରିଶ କ୍ରମେ ରାଷ୍ଟ୍ରପତି ରଘୁବରଙ୍କୁ ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି। ଝାଡଖଣ୍ଡ…

ଶେଷ ହେବ ନଓ୍ବାଜ ସରିଫଙ୍କ ବନବାସ, ଫେରିବେ ସ୍ବଦେଶ

ଇସଲାମବାଦ: ନିଜ ଦେଶକୁ ଫେରିବେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ। ସେ ଆସନ୍ତା ଶନିବାର ପାକିସ୍ତାନ ଫେରିପାରନ୍ତି । ପାକିସ୍ତାନର ଏକ କୋର୍ଟ ଆଜି ଆଭେନଫିଲ୍ଡ ଏବଂ ଅଲ-ଅଜିଜିଆ ଦୁର୍ନୀତି ମାମଲାରେ ନୱାଜ ସରିଫଙ୍କୁ ସୁରକ୍ଷା ଜାମିନ ପ୍ରଦାନ କରିଛନ୍ତି। ଗତ ୪ ବର୍ଷ ଧରି…

ରାହୁଲ ଜଣେ ‘ନିର୍ବାଚନ ଗାନ୍ଧୀ’: କେ.କବିତା

ହାଇଦ୍ରାବାଦ: ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାରତ ରାଷ୍ଟ୍ର ସମିତି (BRS) ନେତ୍ରୀ କେ. କବିତା । ବୁଧବାର ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି) ନେତା ରାହୁଲ ଗାନ୍ଧୀଙ୍କୁ 'ନିର୍ବାଚନ ଗାନ୍ଧୀ' ବୋଲି କହି ସେ ସମ୍ବୋଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ କେ.…

ରାଜସ୍ଥାନରେ ଦଳୀୟ ନେତାଙ୍କ ଚକ୍ରବ୍ୟୁହରେ ଫସିଛି ବିଜେପି, ଆଗପଛ ହେଉଛି କଂଗ୍ରେସ !

ଭୁବନେଶ୍ୱର: ରାଜସ୍ଥାନ ନିର୍ବାଚନ ପାଇଁ କଂଗ୍ରେସ ଓ ବିଜେପିର ଟିକେଟ ଅଙ୍କ ଛିଡୁନି। ପ୍ରଥମ ପର୍ଯ୍ୟାୟରେ ୪୧ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରି ବିଦ୍ରୋହର ସମ୍ମୁଖୀନ ହେଉଥିବା ବିଜେପି ଏବେ ପରବର୍ତ୍ତୀ ପ୍ରାର୍ଥୀ ଘୋଷଣା ପାଇଁ ଲଗାତର ବୈଠକ ଜାରି ରଖିଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ…

ବିଜେପି କହିଲା ପରିବାରବାଦର ମାନେ ଜାଣିନାହାନ୍ତି ରାହୁଲ !

ଭୁବନେଶ୍ୱର: ଦେଶରେ ପରିବାରବାଦ ରାଜନୀତିକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବିଜେପିର ଶୀର୍ଷ ନେତୃତ୍ୱଙ୍କୁ ଟାର୍ଗେଟ କରିବା ପରେ ଏହାକୁ ନେଇ ରାଜନୀତି ଜୋର ଧରିଛି। ପରିବାରବାଦ ପ୍ରସଙ୍ଗକୁ ନେଇ ବିଜେପି ଲଗାତର କଂଗ୍ରେସ ଓ ଗାନ୍ଧୀ ପରିବାରକୁ ଆଟାକ କରୁଥିବା ବେଳେ ରାହୁଲ ଗାନ୍ଧୀ ଅମିତ…

କଂଗ୍ରେସର ପ୍ରାର୍ଥୀ ତାଲିକା ପ୍ରସ୍ତୁତ କରବା ପାଇଁ ଜିଲ୍ଲା ସଭାପତିଙ୍କୁ ଦାୟିତ୍ୱ: ଶରତଙ୍କ ପଦକ୍ଷେପକୁ ପ୍ରଶଂସା କଲେ…

ଭୁବନେଶ୍ୱର: ପାଖେଇ ଆସୁଛି ନିର୍ବାଚନ । ପ୍ରାର୍ଥୀ ଚୟନ ପାଇଁ କଂଗ୍ରେସ ପକ୍ଷରୁ ଆରମ୍ଭ ହୋଇଗଲାଣି ଉଦ୍ୟମ । ଦଳ ଖୋଜୁଛି ଉପଯୁକ୍ତ ପ୍ରାର୍ଥୀ । ପ୍ରାର୍ଥୀ ତାଲିକା ପଠାଇବା ପାଇଁ ପିସିସି ସଭାପତି ଶରତ ପଟ୍ଟନାୟକ ଜିଲ୍ଲା ସଭାପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସେହି ଅନୁସାରେ ପ୍ରାର୍ଥୀ…