Latest Odisha News

BREAKING NEWS

Browsing Category

ରାଜନୀତି

ଏପମିରେ ଜାତିକୁ ନେଇ ବିଜେପିକୁ ଖେଳାଉଛି କଂଗ୍ରେସ !

ଭୁବନେଶ୍ୱର: ମଧ୍ୟପ୍ରଦେଶରେ କଂଗ୍ରେସ ଜାତି ପ୍ରସଙ୍ଗକୁ ନେଇ ବିଜେପିକୁ ଘେରିବାକୁ ଯୋଜନା କରିଛି। ଏମପିରେ ବିଜେପି ଏ ପର୍ଯ୍ୟନ୍ତ ଚାରୋଟି ପର୍ଯ୍ୟାୟରେ ୧୩୬ ସିଟ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଲାଣି। ସେସବୁ ସିଟରେ ଜାତିଗତ ଆଧାରକୁ ନେଇ କଂଗ୍ରେସ ବିଜେପିକୁ ଘେରିବାକୁ ସବୁ ପ୍ରସ୍ତୁତି…

କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ମୁଖ୍ୟ ମୁଖପାତ୍ର ଭାବେ ବିନୋଦ ମହାପାତ୍ର ନିଯୁକ୍ତ

ଭୁବନେଶ୍ୱର: କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ଗଣମାଧ୍ୟମ ବିଭାଗକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ, ରୂପକ ତୁରୁକଙ୍କ ସ୍ଥାନରେ ବିନୋଦ ମହାପାତ୍ରଙ୍କୁ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ମୁଖ୍ୟ ମୁଖପାତ୍ର ଭାବରେ ନିଯୁକ୍ତି…

ପୁରୀ ନଗର କଂଗ୍ରେସ (କ) ପକ୍ଷରୁ ‘ଘରେ ଘରେ କଂଗ୍ରେସ, ଘରେ ଘରେ ହାତ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ପୁରୀ: ପୁରୀ ନଗର କଂଗ୍ରେସ (କ) ପକ୍ଷରୁ ସଭାପତି ଛବିନ୍ଦ୍ର ପଢ଼ିଆରୀଙ୍କ ନେତୃତ୍ୱରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଏକ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି 'ଘରେ ଘରେ କଂଗ୍ରେସ, ଘରେ ଘରେ ହାତ'। ବିଜେଡ଼ି/ବିଜେପିର…

ଦଳୀୟ ସଂଗଠନକୁ ମଜବୁତ କରିବାକୁ ୨୦୨୪ରେ ପୁରୀରୁ ପ୍ରାର୍ଥୀ ହେବେ କି ନବୀନ ଏବଂ ମୋଦୀ?

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଗତ ନିର୍ବାଚନରେ ସେ ଦୁଇଟି ଆସନରୁ ପ୍ରାର୍ଥୀ ହୋଇଥିଲେ, ଏଥର ମଧ୍ୟ ସେ ସେପରି କରିପାରନ୍ତି ବୋଲି କେତେକ ରାଜନୈତିକ ବିଶ୍ଳେଷକ…

ବସ୍ତାର ବିଧାୟକ ପ୍ରାର୍ଥୀ ଭାବେ ରବି ଜେନାଙ୍କ ପତ୍ନୀଙ୍କ ଏଂଟ୍ରି, ନିତ୍ୟାନନ୍ଦ ଆଉଟ୍!

ବାଲେଶ୍ୱର: ପର୍ଯ୍ଯଟନ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ଆଗାମୀ ନିର୍ବାଚନରେ ବସ୍ତା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜୁ ଜନତା ଦଳର ନୂଆ ପ୍ରାର୍ଥୀଙ୍କ ନାମ ଘୋଷଣା କରି ବାଲେଶ୍ୱର ଜିଲ୍ଲାର ରାଜନୈତିକ ମହଲରେ ଆଲୋଡ଼ନ ସୃଷ୍ଟି କରିଥିବା ଜଣାପଡିଛି। ଦଳର ଜନସମ୍ପର୍କ…

ପୁରୀରୁ ଲୋକସଭା ଲଢ଼ିପାରନ୍ତି ପ୍ରଧାନମନ୍ତ୍ରୀ, ବିଜେପି ବିଧାୟକ ଦେଲେ ସୂଚନା

ପୁରୀ: ପାଖେଇ ଆସିଲାଣି ୨୦୨୪ ନିର୍ବାଚନ। ଏହି ସମୟରେ କେଉଁ ଦଳ କେଉଁ ଆସନରୁ ଲଢିବେ ସେନେଇ ଚାଲିଛି ଜୋରଦାର ଆଲୋଚନା। ତେବେ ପୁରୀରୁ ଲୋକସଭା ନିର୍ବାଚନ ଲଢିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ! ଏଭଳି ପ୍ରତିକ୍ରିୟା ରଖିଲେ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ। ଲୋକସଭା ନିର୍ବାଚନରେ ପୁରୀରୁ ମୋଦି…

‘ଏମପିରେ ନିର୍ବାଚନ କଟକଣା’, ହେଲିକ୍ୟାପ୍ଟର ଉଡାଇଲେ ୨ ଲକ୍ଷ,ମିଠା ଖୁଆଇଲେ ୪୯୫!

ଭୁବନେଶ୍ୱର: ନିର୍ବାଚନ ତାରିଖ ଘୋଷଣା ହେବା ପରେ ମଧ୍ୟପ୍ରଦେଶରେ ଜୋରଦାର ପ୍ରଚାର ଦେଖିବାକୁ ମିଳିଛି। ହାତରେ ସମୟ ଅଳ୍ପ ଥିବାରୁ ବିଭିନ୍ନ ରାଜନୈତିକ ଦଳର ପ୍ରମୁଖ ନେତାମାନେ ଭିନ୍ନ ଭିନ୍ନ ରଣନୀତି ସହ କାର୍ଯ୍ୟକୁ ତ୍ୱରାନ୍ୱିତ କରୁଛନ୍ତି। ଏଭଳି ସ୍ଥିତିରେ ନିର୍ବାଚନ ଆୟୋଗ ମଧ୍ୟ ସ୍ଵଛ…

‘ମହାରାଷ୍ଟ୍ର ରାଜନୀତି’, ଉଦ୍ଧବଙ୍କୁ ବୁଡାଇଦେବେ ସିନ୍ଦେ!

ଭୁବନେଶ୍ୱର: ନିର୍ବାଚନ ପାଖେଇ ଆସୁଥିବା ବେଳେ ମହାରାଷ୍ଟ୍ର ରାଜନୀତି ପୁଣିଥରେ ଚଳଚଂଚଳ ହୋଇଉଠିଛି। ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଗୋଷ୍ଠୀ ନିଜର ଶକ୍ତି ବୃଦ୍ଧିରେ ଲାଗି ପଡିଛନ୍ତି। ମୁମ୍ବାଇର ୪୦ ଜଣ ପୂର୍ବତନ କର୍ପୋରେଟର ସିନ୍ଦେଙ୍କ ଶିବସେନା…

ଏମପିରେ ଆପ ନିର୍ବାଚନ ଲଢୁଛି, କିନ୍ତୁ କଂଗ୍ରେସ ପାଇଁ ପ୍ରଚାର କରୁଛି !

ଭୁବନେଶ୍ୱର: ଇଣ୍ଡିଆ ମେଣ୍ଟର ପ୍ରମୁଖ ସଦସ୍ୟ ହେଲେ ମଧ୍ୟ ଆମ ଆଦମୀ ପାର୍ଟି ଆଗାମୀ ବିଧାନସଭା ନିର୍ବାଚନରେ ମଧ୍ୟପ୍ରଦେଶ, ଛତିଶଗଡ଼ରେ ସବୁ ଶକ୍ତି ଖଟାଇ ଲଢୁଛି। ଉଭୟ ରାଜ୍ୟରେ କଂଗ୍ରେସ ଓ ବିଜେପି ମଧ୍ୟରେ ଲଢେ଼ଇ ହୁଏ। ତେଣୁ ଇଣ୍ଡିଆ ମେଣ୍ଟର ଅନ୍ୟତମ ପ୍ରମୁଖ ଦଳ କଂଗ୍ରେସ ବିଜେପିକୁ…

ପ୍ରାର୍ଥୀ ଘୋଷଣା ପରେ ବିଜେପିରେ ବିଦ୍ରୋହ,ବାଜି ମାରିନେବ କଂଗ୍ରେସ !

ଭୁବନେଶ୍ୱର: ଦେଶର ପାଞ୍ଚୋଟି ରାଜ୍ୟରେ ନିର୍ବାଚନ ତାରିଖ ଘୋଷଣା ହୋଇସାରିଥିବା ବେଳେ ବିଜେପି ବହୁ ଆଗରୁ ପ୍ରାର୍ଥୀ ଘୋଷଣା କରିଛି। ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ଦଳ ବହୁ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବାବେଳେ ନିର୍ବାଚନ ତାରିଖ ଘୋଷଣା ପରେ ମଧ୍ୟ ଆଉ କିଛି ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା…