Latest Odisha News

BREAKING NEWS

Browsing Category

ରାଜନୀତି

ସଂସଦକୁ ‘ନମୋ ହାଟ୍ରିକ’ ଟି-ସାର୍ଟ ପିନ୍ଧି ଆସିଲେ ଅନୁରାଗ ଠାକୁର

ନୂଆଦିଲ୍ଲୀ:ପୁଣି ଦେଶରେ ଆସିବ ମୋଦି ଲହର। ପୁଣି ଚାଲିବ ନରେନ୍ଦ୍ର ମୋଦୀଙ୍କ ଶାସନ। ଯାହାର ପ୍ରମୋସନରେ ଲାଗିପଡିଛନ୍ତି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର। ଶନିବାର ସଂସଦ ଭବନରେ ଅନୁରାଗ ଠାକୁରଙ୍କୁ ନେଇ ବେଶ ଚର୍ଚ୍ଚା। ହେଲେ ତାଙ୍କର କୌଣସି ଭାଷଣ ବା ଘୋଷଣାକୁ ନେଇ ନୁହେଁ। ସେ ଆଜି ପିନ୍ଧି…

ନିର୍ବାଚନ ପୂର୍ବରୁ ଲଗୁହେବ ସିଏଏ: ଅମିତ ଶାହ

ନୂଆଦିଲ୍ଲୀ:ସାରା ଦେଶରେ ଲାଗୁ ହେବ ନାଗରିକତା ସଂଶୋଧନ ଅଧିନିୟମ ବା ସିଏଏ। ତାହା ବି ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ। ଏପରି ଘୋଷଣା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଲୋକସଭା ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଲାଣି ଭାରତୀୟ ଜନତା ପାର୍ଟି । ଏଥର ଏନଡିଏ ୪୦୦…

କଂଗ୍ରେସରୁ ହାତ ଟିକେଟ ପାଇଁ ବଢ଼ୁଛି କି ଆଶାୟୀଙ୍କ ସଂଖ୍ୟା?

ଭୁବନେଶ୍ୱର:ଆଉ ମାତ୍ର ଦିନ କେଇଟାର ଅପେକ୍ଷା। ଅନୁଷ୍ଠିତ ହେବ ସାଧାରଣ ନିର୍ବାଚନ। ଯାହା ପାଇଁ ସବୁ ରାଜନୈତିକ ଶିବିରରେ ଏବେ ଟିକେଟ କାହାକୁ ଦିଆଯିବ ସେ ନେଇ ଏବେ ଦଳର ସୁପ୍ରିମୋଙ୍କ ପାଖରେ ଲାଗୁଛି ଲମ୍ବା ଲାଇନ। ରାଜ୍ୟରେ ବିଜେପି ଓ ବିଜେଡିକୁ ବାଦ୍ ଦେଲେ କଂଗ୍ରେସରୁ ଟିକେଟ ପାଇବା ପାଇଁ…

ପରିବାର ସଦସ୍ୟଙ୍କୁ ମିଳିଲା ଭାରତରତ୍ନ, ସେଥି ପାଇଁ ବିଜେପିରେ ମିଶୁଛନ୍ତି କି ଆରଏଲଡି ନେତା ଜୟନ୍ତ ଚୌଧୁରୀ?

ନୂଆଦିଲ୍ଲୀ:କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ବିଜେତାଙ୍କ ନାଁ। ଯେଉଁଥିରେ ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହଙ୍କୁ ଏହି ତାଲିକାରେ ସ୍ଥାନ ମିଳିଛି। ଯାହାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ତାଙ୍କ ନାତି ତଥା ଆରଏଲଡି ମୁଖ୍ୟ ଜୟନ୍ତ…

ସକାଳେ ଦଳରେ ମିଶିଲେ, ଦ୍ୱିପ୍ରହରେ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ 

ଭୁବନେଶ୍ୱର:ଦଳରେ ପାଦ ଦେଉ ଦେଉ ମିଳିଗଲା ଦାୟିତ୍ୱ। ଏବେ ଜାତୀୟ ସ୍ତରରେ ଦଳର ପ୍ରଚାର ପ୍ରସାର କରିବେ। ଶଙ୍ଖ ଫୁଙ୍କୁ ଫୁଙ୍କୁ ସନ୍ତୃପ୍ତ ମିଶ୍ରଙ୍କୁ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଡ଼ଃ. ସଂତୃପ୍ତ ମିଶ୍ରଙ୍କୁ ଜାତୀୟ ମୁଖପାତ୍ର କରିଥିବା ବେଳେ ସଞ୍ଜୟ କୁମାର…

ରାହୁଲ ପ୍ରଥମେ ନିଜକୁ ନ୍ୟାୟ ଦିଅନ୍ତୁ: ଧର୍ମେନ୍ଦ୍ର ପ୍ରଧାନ 

ଝାରସୁଗୁଡା:ଝାରସୁଗୁଡାରେ ମୋଦିଙ୍କୁ ନେଇ ଗର୍ଜିଲେ ରାହୁଲ।ଉତ୍ତର ରଖିଲେ ଧର୍ମେନ୍ଦ୍ର। ମୋଦୀଙ୍କ ଜାତି ଭାଷଣକୁ ନେଇ ରାହୁଲଙ୍କ କଟାକ୍ଷ ପରେ ଧର୍ମେନ୍ଦ୍ରଙ୍କ ବାଣୀରେ ସ୍ପଷ୍ଟ କରାଇଲେ ରାହୁଲଙ୍କ ପ୍ରତି ହେଉଥିବା ଅନ୍ୟାୟ। ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

କାହିଁକି ବିଧାନସଭାକୁ ମୁଣ୍ଡିଆ ମାରିଲେ ସୁର ରାଉତରାୟ?

ଭୁବନେଶ୍ୱର: ଶେଷ ଦିନରେ ବିଧାନସଭାକୁ ମୁଣ୍ଡିଆ ମାରିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ। ସବୁବେଳେ ନିଜର କୌତୁହଳପୂର୍ଣ୍ଣ ବୟାନ ପାଇଁ ସଭିଙ୍କ ପସନ୍ଦରେ ଥାନ୍ତି ଜଟଣୀ ବିଧାୟକ। ସମୟ ସମୟରେ କିଛି ନ କିଛି କାର୍ଯ୍ୟ କରିଥାନ୍ତି ଯାହା ଚର୍ଚ୍ଚାର ପରିସରକୁ ଆଣିଥାଏ। ବର୍ତ୍ତମାନ ବଜେଟ୍…

ଅଧିବେଶନର ଶେଷ ଦିନ: ପ୍ରଶ୍ନକାଳରେ ଭତ୍ତା ବୃଦ୍ଧି ପ୍ରସଙ୍ଗ ତାତି 

ଭୁବନେଶ୍ୱର:ଶୁକ୍ରବାର ବିଧାନସଭା ବଜେଟ ଅଧିବେଶନର ଶେଷ ଦିନ। ପଞ୍ଚମ ଦିନରେ ଅଧିବେଶନ ପହଞ୍ଚିବା ପରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ଗୃହ ବେଶ୍ ସରଗରମ ରହିବା ଆଶା କରାଯାଉଥିବାବେଳେ ଗୃହ କାର୍ଯ୍ୟ ଆରମ୍ଭ ହୋଇଛି। ଆଜି ପ୍ରଶ୍ନକାଳରେ ଶିଳ୍ପ, ଶକ୍ତି,…

ଗୋପାଳପୁରରୁ ବିଜେଡି ପ୍ରାର୍ଥୀ ହେବେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା!

ଭୁବନେଶ୍ୱର: ୨୦୨୪ ନିର୍ବାଚନ ପାଇଁ ଶାସକ ବିଜୁ ଜନତା ଦଳ ଗୋପାଳପୁର ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦୁର୍ନୀତି ଅଭିଯୋଗରେ ଦଳରୁ ବହିଷ୍କୃତ ହୋଇଥିବା ବର୍ତ୍ତମାନର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସ୍ଥାନରେ ଦଳ କାହାକୁ ପ୍ରାର୍ଥୀ କରିବ ବୋଲି ଚର୍ଚ୍ଚା ଲାଗି ରହିଛି। ଏହାରି…

ପାଣ୍ଡିଆନଙ୍କ ସାକ୍ଷାତକାର: ରାଜ୍ୟରେ ବିଜେଡି-ବିଜେପି ମେଣ୍ଟ ନେଇ ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର: ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେପି ଓ ବିଜେଡି ମଧ୍ୟରେ ମେଣ୍ଟ ହୋଇପାରେ ବୋଲି ରାଜନୈତିକ ମହଲରେ କଳ୍ପନାଜଳ୍ପନା ଜୋର ଧରିଛି। ଗତବର୍ଷ ଆଇଏଏସ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇ ବିଜେଡିରେ ଯୋଗ ଦେଇଥିବା ମୁଖ୍ୟମନ୍ତ୍ରୀ ନବୀନ…