Latest Odisha News

BREAKING NEWS

Browsing Category

ରାଜନୀତି

ବିଧାନସଭାରେ ହଟ୍ଟଗୋଳ: ଗୃହ ମୁଲତବୀ, ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜି ବିଧାନସଭା ଆରମ୍ଭରୁ ବିଜେପି ସଦସ୍ୟମାନେ ହଟ୍ଟଗୋଳ କରିଛନ୍ତି। ସେମାନେ ବାଚସ୍ପତିଙ୍କ ପୋଡିୟମ ପାଖକୁ ଆସି ହଟ୍ଟଗୋଳ କରିଥିଲେ। ଫଳରେ ବାଚସ୍ପତି ଗୃହକୁ ମୁଲତବୀ ଘୋଷଣା କରିଥିଲେ। ଏହାଦ୍ବାରା ଆଜି ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ଠିକରେ ଚାଲିପାରି ନ ଥିଲା । ଆଜି ବିରୋଧୀ…

ସେପ୍ଟେମ୍ବର ୨୫ରୁ ଅକ୍ଟୋବର ୧୫ ସାରା ଓଡ଼ିଶାରେ ଆରମ୍ଭ ହେବ କଂଗ୍ରେସର ପଦଯାତ୍ରା

ଭୁବନେଶ୍ୱର: ଆସନ୍ତାକାଲିଠାରୁ ଅକ୍ଟୋବର ମାସ ୧୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ପ୍ରତ୍ୟେକ ପଞ୍ଚାୟତରେ କଂଗ୍ରେସ ପଦଯାତ୍ରା କରିବ। ଏନେଇ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଆହୁତ ଏକ ସାମ୍ବାଦିକ ସମ୍ମିଳିନୀରେ ସାମ୍ବାଦିକମାନଙ୍କୁ ସମ୍ବୋଦିତ କରି ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ସୂଚନା…

ହାତରେ ହାତ ଯୋଡିବ କଂଗ୍ରେସ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ କଂଗ୍ରେସ ଆରମ୍ଭ କରିବ ଘରେ ଘରେ ହାତ କାର୍ଯ୍ୟକ୍ରମ। ଯାହାକୁ ନେଇ ଦଳୀୟ ନେତା ବେଶ ଉତ୍ସାହିତ। ଘରେ ଘରେ କଂଗ୍ରେସ ଘରେ ଘରେ ହାତ କାର୍ଯ୍ୟକ୍ରମ ପାଇଁ ଦଳ ପକ୍ଷରୁ କେବେଠୁ ପ୍ରସ୍ତୁତି କରାଯାଉଛି। ରାଜ୍ୟର ପ୍ରତ୍ୟେକ ପଂଚାୟତ ଓ ଗାଁ ଗାଁରେ ଏହି ଅଭିଯାନକୁ…

ଏନଡିଏରେ ସାମିଲ ହୋଇ ଫସିଗଲା ଜେଡିଏସ !

ଭୁବନେଶ୍ୱର: ଏନଡିଏ ସହ ବିଧିବଦ୍ଧ ଭାବେ ମେଣ୍ଟ କରି ଆଗକୁ ବଢିଛି ଜେଡିଏସ। ଆଗାମୀ ଲୋକସଭା ନିର୍ବାଚନରେ କର୍ଣ୍ଣାଟକରେ କଂଗ୍ରେସକୁ ମାତ ଦେବା ପାଇଁ ବିଜେପି ଓ ଜେଡିଏସ ଏକାଠି ହୋଇଛନ୍ତି। କିନ୍ତୁ ଏହା ଜେଡିଏସକୁ ମହଙ୍ଗା ପଡିଛି। ବିଜେପି ସହ ମିଶି ଆଗକୁ ବଢିବା ପରେ ଜେଡିଏସ ନେତା ଦଳ…

ବିନା ମୁଖ୍ୟମନ୍ତ୍ରୀ ଚେହେରାରେ ଓଡ଼ିଶାରେ ନିର୍ବାଚନ ଲଢ଼ି ଜିତିବ ବିଜେପି: ଧର୍ମେନ୍ଦ୍ର

ଭୁବନେଶ୍ୱର: ଶନିବାର ଭୁବନେଶ୍ୱରରେ ଓଡ଼ିଶା ଲିଟେରାରୀ ଫେଷ୍ଟିଭାଲରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ବିନା ମୁଖ୍ୟମନ୍ତ୍ରୀ ଚେହେରାରେ ବିଜେପି ନିର୍ବାଚନ ଲଢିବ। ଆମେ ମହାରାଷ୍ଟ୍ର ଓ ହରିଆଣାରେ ବିନା ମୁଖ୍ୟମନ୍ତ୍ରୀ ଚେହେରାରେ ବିଧାନସଭା ନିର୍ବାଚନ ଲଢ଼ି…

ୟୁପିରେ ସୋନିଆଙ୍କ ରାଏବରେଲି ଦଖଲ ପାଇଁ ବିଜେପିର ପ୍ଲାନ !

ଭୁବନେଶ୍ୱର: ଆଗାମୀ ଲୋକସଭା ନିର୍ବାଚନରେ ଉତ୍ତରପ୍ରଦେଶରେ ଅଧିକ ସିଟ ଜିତିବା ପାଇଁ ବିଜେପି ଜୋରଦାର ଉଦ୍ୟମ ଆରମ୍ଭ କରିଛି। ପୂର୍ବରୁ ୟୁପି ଉପରେ ଦଳର ଫୋକସ ଥିଲେ ମଧ୍ୟ ଘୋଷି ଉପନିର୍ବାଚନରେ ଦଳ ହାରିବା ପରେ ପୁଣିଥରେ ସ୍ୱତନ୍ତ୍ର ରଣନୀତି ସହ ପ୍ରସ୍ତୁତି ଆରମ୍ଭ ହୋଇଛି। ଯେଉଁଥିପାଇଁ…

ନୂଆ ସଂସଦ ଭବନକୁ ମୋଦି ମଲ୍ଟିପ୍ଲେକ୍ସ କହିଲେ ଜୟରାମ, ବିଜେପି କହିଲା ଏହା ଭାରତୀୟଙ୍କୁ ଅସମ୍ମାନ

ଭୁବନେଶ୍ୱର: ନୂଆ ସଂସଦ ଭବନରେ ସଂସଦର ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହୋଇଛି। ନୂଆ ସଂସଦ ଭବନକୁ ନେଇ ଜୋରଦାର ପ୍ରଚାର ପ୍ରସାର କରାଯାଉଥିବା ବେଳେ ଏହାକୁ ନେଇ ରାଜନୈତିକ ଲଢେଇ ଜୋର ଧରିଛି । ନୂଆ ସଂସଦ ଭବନର ନିର୍ମାଣଶୈଳୀକୁ ନେଇ କଂଗ୍ରେସ ନେତା ଜୟରାମ ରମେଶ ପ୍ରଶ୍ନ ଉଠାଇଛନ୍ତି। ନୂଆ…

ରାଜସ୍ଥାନରେ ସ୍କୁଟିରେ ବୁଲିଲେ, ବିଜେପି ଉପରେ ବର୍ଷିଲେ ରାହୁଲ

ଭୁବନେଶ୍ୱର: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭିନ୍ନ ଭିନ୍ନ ବର୍ଗଙ୍କ ସହ ଭିନ୍ନ ଭିନ୍ନ ବେଶରେ ଦେଖିବାକୁ ମିଳୁଛି। ସାଧାରଣ ଲୋକଙ୍କ ସହ ସାମିଲ ହୋଇ ଚର୍ଚ୍ଚାରେ ରହିଛନ୍ତି ରାହୁଲ। ପୂର୍ବରୁ ଡେଲିଭରି ବୟଙ୍କ ସହ ସ୍କୁଟିରେ ବୁଲିବା ସହ ଟ୍ରକ ଚାଳକଙ୍କ ସହ ଟ୍ରକରେ ଯାତ୍ରା କରିବା। ପରେ…

ନବୀନ ବାବୁଙ୍କ ଅସଲ ଚେହେରା; ଦଳ ଭିତରେ ଚୁପ୍ ରହିଲେ ଦୁର୍ନୀତି ଚଳିବ, ପାଟି ଖୋଲିଲେ ଜେଲ ଯିବ: ଆପ୍

ଭୁବନେଶ୍ୱର: ବିଜେଡି ସରକାରଙ୍କୁ ଆମ୍ ଆଦମୀ ପାର୍ଟିର ଟାର୍ଗେଟ। ଦଳୀୟ ନେତା ଯେତେ ଅନ୍ୟାୟ କରିଲେ ସୁଦ୍ଧା ତାଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ ବୋଲି ପ୍ରଶ୍ନ କରିଛନ୍ତି ଆପର ରାଜ୍ୟ ଆବାହକ ନିଶିକାନ୍ତ ମହାପାତ୍ର। ସେ କହିଛନ୍ତି, ସୋନପୁରର ବିଧାୟକ ତଥା ସ୍ୱାସ୍ଥ୍ୟ…

ସୋନିଆଙ୍କ ଘର ଜାଳିବା କଥା କହିଲେ ଆସାମ ମୁଖ୍ୟମନ୍ତ୍ରୀ! ପୋଲିସରେ ଫେରାଦ ହେଲା କଂଗ୍ରେସ

ଭୁବନେଶ୍ୱର: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମାଙ୍କ ବିରୋଧରେ ପୋଲିସରେ ଅଭିଯୋଗ କରିଛି କଂଗ୍ରେସ। ଆସାମର ବରିଷ୍ଠ କଂଗ୍ରେସ ନେତା ଦେଵବ୍ରତ ସାଇକିଆ ବିଶ୍ଵଶର୍ମାଙ୍କ ସୋନିଆ ଗାନ୍ଧୀଙ୍କ ବିରୋଧରେ ଘୃଣା ମନ୍ତବ୍ୟକୁ ନେଇ ପୋଲିସରେ ଅଭିଯୋଗ କରିଛନ୍ତି। ମଧ୍ୟପ୍ରଦେଶ ବିଧାନସଭା…