Latest Odisha News

BREAKING NEWS

Browsing Category

ରାଜନୀତି

୨୦୨୪ ନିର୍ବାନନ ପାଇଁ ଗଡ଼ ସଜାଡୁଛି କଂଗ୍ରେସ: ତିନି ରାଜ୍ୟରେ ପରାଜୟ ପରେ ଏବେ ଆସଛି ବଡ ପରିବର୍ତ୍ତନ

ଭୁବନେଶ୍ୱର: ପାଗ ଭିଡୁଛି କଂଗ୍ରେସ । ତିଆରି କରିଛି ନୂଆ ରଣନୀତି । ୨୦୨୪ ମୁକାବିଲା ପାଇଁ ହେଉଛି ସଜବାଜ । ଏକାଧିକ ରାଜ୍ୟରେ ବଦଳାଇଛି ପ୍ରଭାରୀ । ଓଡ଼ିଶା ବି ସେଥିରୁ ବାଦ ଯାଇନି । ପ୍ରଦେଶ କଂଗ୍ରେସ ନେତା ଦିଲ୍ଲୀରୁ ଫେରିବାର ଗୋଟିଏ ଦିନ ପରେ ହୋଇଛି ଏପରି ପରିବର୍ତ୍ତନ ।…

ନୂଆ ଜିଲ୍ଲା ମାନ୍ୟତା ପ୍ରସଙ୍ଗରେ ହାଇକୋର୍ଟଙ୍କ ନିଷ୍ପତ୍ତି: ଘେରିଲେ ବିରୋଧୀ, ବ୍ୟାକଫୁଟରେ ଶାସକ ଦଳ

ଭୁବନେଶ୍ୱର: ନୂଆ ଜିଲ୍ଲା ପ୍ରତିଷ୍ଠା ନେଇ ସରକାରଙ୍କ ସାମର୍ଥ୍ୟ ଉପରେ ଓଡ଼ିଶା ହାଇକୋର୍ଟ କଟକଣା ଜାରି କରିବା ପରେ ଶୁକ୍ରବାର ଓଡ଼ିଶାର ରାଜନୈତିକ ଦୃଶ୍ୟପଟ୍ଟ ଦୋହଲି ଯାଇଛି। ପଦ୍ମପୁରକୁ ଜିଲ୍ଲା ମାନ୍ୟତା ଦେବା ପାଇଁ ରାଜ୍ୟ ସରକାରଙ୍କର ପ୍ରକୃତ ଉଦ୍ଦେଶ୍ୟ ନଥିବା ଅଭିଯୋଗ କରି ବିଜେପି ନେତା…

ରାଜ୍ୟ କଂଗ୍ରେସ ସାମାଜିକ ଗଣମାଧ୍ୟମ ବିଭାଗକୁ ଅଧିକ କ୍ରିୟାଶୀଳ କରାଯିବ: ଅମିୟ ପାଣ୍ଡବ

ଭୁବନେଶ୍ୱର: ରାଜ୍ୟ ସାମାଜିକ ଗଣମାଧ୍ୟମ ବିଭାଗକୁ ଅଧିକ କ୍ରିୟାଶୀଳ କରିବାପାଇଁ ଏଆଇସିସି ପକ୍ଷରୁ ପୁର୍ନଗଠନ କରାଯାଇଛି । ପିସିସି ମୁଖପାତ୍ର ତଥା ପିସିସି ଇସ୍ତାହାର କମିଟି ସଦସ୍ୟ ଅମିୟ ପାଣ୍ଡବଙ୍କୁ ରାଜ୍ୟ ଗଣମାଧ୍ୟମ ବିଭାଗର ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି । ଏଆଇସିସି ପକ୍ଷରୁ…

ମୁଖ୍ୟମନ୍ତ୍ରୀ ଡାହାଣି ହୋଇ ଲାଗୁଛନ୍ତି ଓ ଗୁଣିଆ ହୋଇ ଝାଡୁଛନ୍ତି: ବିଜେପି

ଭୁବନେଶ୍ୱର: ସାଧାରଣ ଲୋକକଥା ଅଛି ‘ବ୍ରହ୍ମା ବିଳିବିଳି ହେଲେ ବେଦ’ କିନ୍ତୁ ବିଜୁ ଜନତା ଦଳର ମୁଖିଆ ନବୀନ ବାବୁ ଯାହା ବିଳିବିଳି ହୋଇ କୁହନ୍ତି ତାହା ସିଦ୍ଧ ବୋଲି ବିଜେଡି ବିଶ୍ୱାସ କରେ । ବାସ୍ତବତା ହେଉଛି କୌଣସିଥିରେ ବି ସିଦ୍ଧାନ୍ତରେ ପହଁଚିପାରନ୍ତି ନାହିଁ । ଏଥିପାଇଁ ସାରା ଦେଶରେ…

 ବିଜେଡିର କାଉଣ୍ଟର: ସଂକୀର୍ଣ୍ଣ ସ୍ୱାର୍ଥ ପାଇଁ ମିଥ୍ୟା ପ୍ରଚାର ଚଳାଇଛି ରାଜ୍ୟ ବିଜେପି

ଭୁବନେଶ୍ୱର: ଓଡିଶାର ଶିଳ୍ପ ବିକାଶରେ ଅସହିଷ୍ଣୁ ହୋଇପଡିଛି ବିଜେପି ।  ସଂକୀର୍ଣ୍ଣ ସ୍ୱାର୍ଥ ପାଇଁ ମିଥ୍ୟା ପ୍ରଚାର ଚଳାଇଛି ରାଜ୍ୟ ବିଜେପି । ଓଡିଶାକୁ ଦେଶ ବିଦେଶରେ ବଦନାମ ପାଇଁ ଷଡଯନ୍ତ୍ର କରୁଛି ଏହି ଦଳ । ଏମିତି କହି ବିଜେପି ଉପରେ ଜୋରଦାର ବର୍ଷିଛି ବିଜେଡି । ଏଥିସହିତ ଦଳ ତାର ଶାସନ…

ଜାନୁଆରୀ ୧୫ ସୁଦ୍ଧା ଇଣ୍ଡିଆ ମେଣ୍ଟର ହେବ ଆସନ ବୁଝାମଣା: ଜାଣନ୍ତୁ, କାହାକୁ ମିଳିବ କେତେ ଆସନ

ନୂଆଦିଲ୍ଲୀ: ଆସନ ବୁଝାମଣାକୁ ନେଇ ଇଣ୍ଡିଆ ମେଣ୍ଟରେ ଚାଲିଛି ହିସାବକିତାବ । କେଉଁଦଳ କେତେ ଆସନ ପାଇବ ? ଏ ନେଇ ଦ୍ୱନ୍ଦ୍ୱର ଅବସାନ ଜାନୁଆରୀ ତୃତୀୟ ସପ୍ତାହ ଅର୍ଥାତ ଜାନୁଆରୀ ୧୫ ତାରିଖ ବେଳକୁ ସ୍ପଷ୍ଟ ହେବ ।    କଂଗ୍ରେସ ସହଯୋଗୀଙ୍କ ସହ ଆସନ ବୁଝାମଣା ପାଇଁ ୫ ଜଣ ସଦସ୍ୟଙ୍କୁ ନେଇ ଏକ…

ସଂସଦ ପରିସରରେ ଉପରାଷ୍ଟ୍ରପତିଙ୍କ ନକଲ ପ୍ରସଙ୍ଗ: ରାହୁଲଙ୍କ ଉପରେ ଦୋଷ ଲଦିଲେ ମମତା!

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସର ସାଂସଦ କଲ୍ୟାଣ ବାନାର୍ଜୀ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡଙ୍କ ନକଲ କରିବା ଘଟଣାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ନେତ୍ରୀ ମମତା ବାନାର୍ଜୀ ନିନ୍ଦା କରିଛନ୍ତି। ଏହା ଅସମ୍ମାନିତ କରିବା ପାଇଁ ଉଦ୍ଦିଷ୍ଟ ନୁହେଁ ବୋଲି ସେ ସଫେଇ…

ଶ୍ରୀମନ୍ଦିରରେ ପାଣ୍ଡିଆନ ଓ କାମିଆ ଜାନିଙ୍କ ପ୍ରବେଶ ପ୍ରସଙ୍ଗ, ଉଭୟଙ୍କ ଗିରଫଦାରୀ ଦାବି କଲା ବିଜେପି

ଭୁବନେଶ୍ୱର: 5-T ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଓ ସୋସିଆଲ ମିଡ଼ିଆ ଇନଫ୍ଲୁଏନ୍ସର କାମିଆ ଜାନିଙ୍କ ଶ୍ରୀମନ୍ଦିର ଭିତରେ ପ୍ରବେଶ କୁ ନେଇ ଏବେ ବିବାଦ ବଢିବାରେ ଲାଗିଛି । ଯାହାକୁ ନେଇ ଉଭୟଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ଦାବି କରିଛି ରାଜ୍ୟ ବିଜେପି । ଗୋମାଂସ ଭକ୍ଷଣ କରିଥିବା କାମିଆ…

‘ବିଜେଡିର ବିକଳ୍ପ ବିଜେପି, ବୈଠକରେ ଦୁର୍ନୀତିଗ୍ରସ୍ତ ସରକାର ବାବଦରେ ଆଲୋଚନା ହେବ’

ଭୁବନେଶ୍ୱର: "ମିଶନ-୨୦୨୪"ର ଅଂଶବିଶେଷ ସ୍ୱରୂପ ଓଡ଼ିଶାର ଭାରତୀୟ ଜନତା ପାର୍ଟି (ବିଜେପି) ବିଧାୟକମାନେ ନୂଆଦିଲ୍ଲୀରେ ଦଳର କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ରାଜ୍ୟ ସରକାରଙ୍କୁ କାଉଣ୍ଟର କରିବା ପାଇଁ ରଣନୀତି ବିଷୟରେ ଆଲୋଚନା କରିବେ। ଯାହାକୁ ସେମାନେ ଦୁର୍ନୀତିଗ୍ରସ୍ତ ସରକାର ବୋଲି ଦାବି…

‘ବିଜେଡି ସରକାର ବିରୋଧରେ ଚାର୍ଜସିଟ୍ ଦାଖଲ କରିବ କଂଗ୍ରେସ’

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାରେ ବିଜୁ ଜନତା ଦଳର ସରକାର ସମୟରେ ସବୁ କ୍ଷେତ୍ରରେ ହୋଇଥିବା ଦୁର୍ନୀତି ଓ ଅନିୟମିତତାକୁ ଲୋକଲୋଚନକୁ ଆଣିବା ପାଇଁ କଂଗ୍ରେସ ନେତାମାନେ ବୁଧବାର ନୂଆଦିଲ୍ଲୀରେ ଏକାଠି ହୋଇଛନ୍ତି। ଏଆଇସିସି ସାଧାରଣ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ ଏ. ଚେଲ୍ଲାକୁମାର କହିଛନ୍ତି…