Latest Odisha News

BREAKING NEWS

Browsing Category

ରାଜନୀତି

ଆସନ୍ତାକାଲି ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ

ଭୁବନେଶ୍ବର: ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ସରିଛି ପ୍ରଚାର । ଏବେ କେବଳ ଭାଗ୍ୟ ନିର୍ଦ୍ଧାରଣର ପାଳି ଆସିଛି।ନେତାମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ଆସନ୍ତାକାଲି ପଡିବ ଭୋଟ୍। ଗଞ୍ଜାମ ଜିଲ୍ଲାର ଆସିକା ସମେତ ବଲାଙ୍ଗିର, ସୁନ୍ଦରଗଡ଼,ବରଗଡ଼, ଓ କନ୍ଧମାଳ ଲୋକସଭା ଏବଂ…

ବିଜେଡି ଘେରିବା ପରେ ରାଜ୍ୟ ବିଜେପି ମୈଦାନକୁ ଛାଡିଲାକି ମୁଖ୍ୟମନ୍ତ୍ରୀ ଚେହେରା?

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ଗଢ଼ିବ ବୋଲି ଦାବି କରୁଛି, କିନ୍ତୁ କିଏ ମୁଖ୍ୟମନ୍ତ୍ରୀ ଚେହେରା ତାହା ଦଳ ଅସ୍ପଷ୍ଟ ରଖିଛି। ଯାହାକୁ ନେଇ ବିଜେଡି ରାଜ୍ୟ ବିଜେପି ସହିତ କେନ୍ଦ୍ରୀୟ ନେତାଙ୍କୁ ଘେରୁଛି। ଶାସକ ଦଳର ନମ୍ବର ଟୁ ନେତା ଭି.କେ ପାଣ୍ଡିଆନ୍ ହୁଅନ୍ତୁ ଅବା ଦଳର ସାଂଗଠନିକ…

ତେଜୁଛି ମାଗଣା ବିଜୁଳି ରାଜନୀତି: ବିଜେପିର ଆହ୍ବାନ, ଘରୁ ମିଟର ହଟେଇବାକୁ ନିର୍ଦ୍ଦେଶ ଦିଆଯାଉ

ଭୁବନେଶ୍ୱର: ତେଜୁଛି ମାଗଣା ବିଜୁଳି ରାଜନୀତି । ବିଜେଡି ନିର୍ବାଚନୀ ସଭାରେ ଜୁଲାଇରୁ ଆଉ ଆସିବନି ବିଜୁଳି ବିଲର ନାରା ଦେଇ ଭୋଟ ହାତେଇବାକୁ ଚେଷ୍ଟା କରୁଥିବା ବେଳେ ବିରୋଧୀ ବିଜେପି ମଧ୍ୟ ଏହାକୁ ନେଇ ଘେରିବା ଆରମ୍ଭ କରିଛି। ରାଜ୍ୟ ବିଜେପି ଏହି ଯୋଜନାକୁ ଚ୍ୟାଲେଞ୍ଜ କରି ଶାସକ ଦଳକୁ…

ଗତ ୧୦ ବର୍ଷ ହେବ ଚିଲିକା ନିର୍ବାଚନ ମଣ୍ଡଳୀରେ ଯେତିକି ଉନ୍ନତି ହେବା କଥା ହୋଇନାହିଁ: ପାଣ୍ଡିଆନ

ବାଣପୁର: ସାଧାରଣ ନିର୍ବାଚନ ପାଇଁ ଚାରିଆଡ଼େ ନିର୍ବାଚନୀ ଉଷ୍ମତା ଲାଗିରହିଛି। ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ନିଜର ପ୍ରଚାରକୁ ଜୋରଦାର କରୁଛନ୍ତି। ଏହାରିଭିତରେ ଚିଲିକା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । ସେଠାରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗ ଦେଇ ଯୋଡି…

ରୋଡ୍ ଶୋ ରାଜନୀତି

ଭୁବନେଶ୍ବର : ନିର୍ବାଚନ ପ୍ରଚାର ପାଇଁ ରୋଡ୍ ଶୋ କରୁଛନ୍ତି ହେଭିଓ୍ବେଟ୍ ନେତା। ଭୁବନେଶ୍ବର ଜନପଥରେ ମୋଦି ରୋଡ୍ ଶୋ କରିଛନ୍ତି ତ ସିଲଭର ସିଟିରେ ପାଓ୍ବାର ଶୋ କରିଛନ୍ତି ବିଜେପିର ନମ୍ବର ଟୁ ଅମିତ ଶାହା। ଜେପି ନଡ୍ଡା, ହେମାମାଳିନୀ ବି ଗୋଟେ ପରେ ଗୋଟେ ରୋଡ୍ ଶୋ କରି ଲୋକଙ୍କ ପାଖରେ…

କଟକରେ ସଂତୃପ୍ତ ନା ଭର୍ତ୍ତୃହରି ?

ଭୁବନେଶ୍ବର : କଟକରେ ସଂତୃପ୍ତ ମିଶ୍ର ବନାମ ଭର୍ତ୍ତୃହରି ମହତାବ ମହାମୁକାବିଲା। କଟକ ଲୋକସଭା ଆସନରୁ ଗତ ୬ଥର ହେଲା ଜିତି ଆସୁଛନ୍ତି ଭର୍ତ୍ତୃହରି ମହତାବ । ତେବେ ଏଥର ସେ ଟିମ୍ ବଦଳାଇଛନ୍ତି। ବିଜେଡି ଛାଡି ବିଜେପିରେ ମିଶିଛନ୍ତି, ପ୍ରାର୍ଥୀ ବି ହୋଇଛନ୍ତି । ସେପଟେ ବିଜେଡି କର୍ପୋରେଟ୍…

‘ଚାନ୍ଦା କରି ପାଣ୍ଡିଆନଙ୍କୁ ତାମିଲନାଡୁ ପଠାଅ’; ବିଶ୍ବଶର୍ମା

ସତ୍ୟବାଦୀ: ‘ଚାନ୍ଦା କରି ପାଣ୍ଡିଆନଙ୍କୁ ତାମିଲନାଡୁ ପଠାଅ । ଟଙ୍କାଏ ଦୁଇଟଙ୍କା ଚାନ୍ଦା କର, ପାଣ୍ଡିଆନଙ୍କୁ ପ୍ଲେନ୍ ଟିକଟ କିଣିକି ଦିଅନ୍ତୁ ।’ ଏମିତି କିଛି କହି ବିଜେଡି ନେତା ଭି. କେ ପାଣ୍ଡିଆନଙ୍କୁ ସମାଲୋଚନା କରିଛନ୍ତି ବିଶ୍ବଶର୍ମା । ଆଜି ପୁରୀ ଜିଲ୍ଲା ସତ୍ୟବାଦୀରେ ନିର୍ବାଚନୀ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିଜେପି ଉପରେ ବର୍ଷିଲେ ପାଣ୍ଡିଆନ

ବ୍ରହ୍ମଗିରି: ବ୍ରହ୍ମଗିରି କେରାଣ୍ଡିଆ ପଡ଼ିଆରେ ବିଜେଡି ବରିଷ୍ଠ ନେତା ପାଣ୍ଡିଆନଙ୍କ ଜୋରଦାର ନିର୍ବାଚନ ପ୍ରଚାର । ସଭାରେ ବିଜେପି ଉପରେ ବର୍ଷିଲେ ପାଣ୍ଡିଆନ । କହିଲେ ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ଦେଖି ସେମାନଙ୍କ ମୁଣ୍ଡ କାମ କରୁନି, କୋଉଠି କ’ଣ କହୁଛନ୍ତି ଜାଣିପାରୁନାହାନ୍ତି ।…

କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ପାଣ୍ଡିଆନଙ୍କ ଟାର୍ଗେଟ୍; ‘୧୦ ବର୍ଷରେ ଚିଲିକାରେ ସେତୁ ହେଲା କି?’

ବ୍ରହ୍ମଗିରି: ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ କୃଷ୍ଣପ୍ରସାଦରେ ପ୍ରଚାର ସମୟରେ ବିଜେପିକୁ ଜୋରଦାପ ଆକ୍ରମଣ କରିଛନ୍ତି ବିଜେଡିର ବରିଷ୍ଠ ନେତା ଭିକେ ପାଣ୍ଡିଆନ । କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ସମାଲୋଚନା କରିଛନ୍ତି ପାଣ୍ଡିଆନ । ବିଜେପି ଦଳରୁ ବହୁ ନେତା ଆସି କହୁଛନ୍ତି ଚିଲିକାରେ…

ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ: ଆଜି ଶେଷ ହେବ ପ୍ରଚାର, ସରିଲାଣି ସମସ୍ତ ପ୍ରସ୍ତୁତି

ଭୁବନେଶ୍ବର: ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ । ଏଥିପାଇଁ ସରିଲାଣି ସମସ୍ତ ପ୍ରସ୍ତୁତି । ଏନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ। ସେ କହିଛନ୍ତି, ‘ଆସନ୍ତା ମେ ୨୦ରେ ହେବ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ଯାହା ମଧ୍ୟରେ…