Latest Odisha News

BREAKING NEWS

Browsing Category

ରାଜନୀତି

‘ସଚିବ ବଡ଼ ନା ମନ୍ତ୍ରୀ ବଡ଼’ ! ଟୁକୁନି ସାହୁଙ୍କୁ ମୁହଁତୋଡ଼ ଜବାବ ଦେଲେ କୁସୁମ ଟେଟେ

ଭୁବନେଶ୍ୱର: କୁଚକ୍ରୀ ଗୋଷ୍ଠୀଙ୍କ ଉପରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ ବର୍ଷିବା ପରେ ସୋସିଆଲ ମିଡିଆ ଏକ୍ସରେ ବିରୋଧୀ ଦଳ ଓ ଶାସକ ଦଳ ମଧ୍ୟ ଆରମ୍ଭ ହୋଇଯାଇଛି ବାକ୍ ଯୁଦ୍ଧ। ମନ୍ତ୍ରୀ ଟୁକୁନି ସାହୁଙ୍କ ପୋଷ୍ଟରେ ମୁହଁତୋଡ଼ ଜବାବ ଦେଇଛନ୍ତି ବିଜେପି ବିଧାୟିକା କୁସୁମ ଟେଟେ। ସେ କହିଛନ୍ତି,…

ପ୍ରିୟବ୍ରତ ମାଝୀଙ୍କୁ ବିଜେଡିର ନୂଆ ମିଡ଼ିଆ ସଂଯୋଜକ ଭାବେ ଦାୟିତ୍ୱ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଘୋଷଣା ହେଲା ବିଜେଡିର ନୂଆ ମିଡ଼ିଆ ସଂଯୋଜକଙ୍କ ନାମ। ରାଜ୍ୟରେ ଆଗୁଆ ନିର୍ବାଚନ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ନିକଟରେ ତିନି ପ୍ରମୁଖ ରାଜନୈତିକ ଦଳ ନିଜ ସଂଗଠନରେ ନୂଆ ନେତାଙ୍କୁ ଦାୟିତ୍ୱ ପ୍ରଦାନ କରିଥିବା ଦେଖିବାକୁ ମିଳିଛି। ତେବେ ଆଜି ବିଜେଡି ସୁପ୍ରିମୋ ନବୀନ…

‘କୁଚକ୍ରୀ ଗୋଷ୍ଠୀ’ଙ୍କ ଉପରେ ବର୍ଷିଲେ ପରିବହନ ମନ୍ତ୍ରୀ ଟୁକୁନି ସାହୁ

ଭୁବନେଶ୍ୱର: ଫାଇବ-ଟି ସଚିବ ଭି.କେ ପାଣ୍ଡିଆନଙ୍କୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ବିରୋଧୀ ଦଳ ଭିନ୍ନ ମନ୍ତବ୍ୟ ଦେଉଛନ୍ତି। କିଏ ସରକାରଙ୍କୁ ଟାର୍ଟେଗ କରୁଛି ତ କିଏ ପାଣ୍ଡିଆନଙ୍କ ରାଜ୍ୟ ଭ୍ରମଣ ନେଇ ପ୍ରଶ୍ନ ଉଠାଉଛି। ନିକଟରେ ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ନାଁ ନେଇ ବିଜେପି ସିଧାସଳଖ…

ଉପ-ନିର୍ବାଚନ ପୂର୍ବରୁ ଟିଏମସିକୁ ଝଟକା, ଦଳ ଛାଡି ବିଜେପିରେ ଯୋଗ ଦେଲେ ପୂର୍ବତନ ବିଧାୟକ

କୋଲକାତା: ପଶ୍ଚିମବଙ୍ଗର ଧୁପଗୁରୀ ଆସନରେ ଉପ-ନିର୍ବାଚନ ପୂର୍ବରୁ ଟିଏମସିକୁ ଲାଗିଲା ଶକ୍ତ ଝଟକା। ଉପ-ନିର୍ବାଚନର ଦୁଇ ଦିନ ପୂର୍ବରୁ ପୂର୍ବତନ ବିଧାୟକ ମିତାଲି ରାୟ ଟିଏମସି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି। ମିତାଲି ରାୟ ୨୦୧୬ରେ ଟିଏମସି ଟିକେଟରେ ଧୁପଗୁରୀ ଆସନରୁ ଜିତିଥିଲେ। ତେବେ ୨୦୨୧…

ଛତିଶଗଡରେ ରାହୁଲ ଶାହା ଲଢେଇ

ଭୁବନେଶ୍ୱର: ଛତିଶଗଡ଼ରେ ଦୁଇ ଜାତୀୟ ଦଳର ପ୍ରମୁଖ ନେତାଙ୍କ ମଧ୍ୟରେ ଲଢେ଼ଇ। ଆଗକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଛତିଶଗଡ଼ରେ ମୁହାଁମୁହିଁ ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଗୋଟିଏ ଦିନରେ ଉଭୟ ନେତା ବିଶାଳ ସମାବେଶକୁ ଉଦବୋଧନ…

‘ଏବେ ୱାନ ନେସନ ୱାନ ଇଲେକ୍ସନ, ଆଗକୁ ୱାନ ନେସନ ୱାନ ପାର୍ଟି’

ଭୁବନେଶ୍ୱର: ସଂସଦର ସ୍ୱତନ୍ତ୍ର ଅଧିବେଶନ ଓ ୱାନ ନେସନ ୱାନ ଇଲେକ୍ସନ ପ୍ରସଙ୍ଗ ଏବେ ଚର୍ଚ୍ଚାର ପ୍ରମୁଖ ପ୍ରସଙ୍ଗ ପାଲଟିଛି। ସାଧାରଣ ଲୋକଙ୍କଠୁ ଆରମ୍ଭ କରି ରାଜନୈତିକ ଦଳର ନେତାମାନେ ଏହାକୁ ନେଇ ନାନା ପ୍ରକାର ତର୍ଜମା କରୁଥିବା ଦେଖିବାକୁ ମିଳିଛି। ସେପଟେ ବିରୋଧୀ ଦଳର ନେତାମାନେ ଏ…

ଏଥର ବାଙ୍କୀରେ ପୁଣିଥରେ ଦେବୀ!

ଭୁବନେଶ୍ୱର: ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଆଶାୟୀ ପ୍ରାର୍ଥୀମାନେ ନିର୍ବାଚନ ମଣ୍ଡଳୀରେ ରାଜନୈତିକ କାର୍ଯ୍ୟକ୍ରମକୁ ଜୋରଦାର କଲେଣି। ବିଭିନ୍ନ ଦଳର ବହୁ ଆଶାୟୀ ଥିଲେ ମଧ୍ୟ ପ୍ରମୁଖ ପ୍ରାର୍ଥୀମାନେ ଟିକେଟ ପାଇବା ସମ୍ଭାବନା ଅଧିକ। ସେଥିପାଇଁ ସେମାନେ ବିଭିନ୍ନ ମାଧ୍ୟମରେ ମାହୋଲ ତିଆରି…

ସରକାରୀ କାମ ନୁହେଁ, ବାହାଘର ଭୋଜି ଖାଇବା ପାଇଁ ହେଲିକପ୍ଟରରେ ଉଡୁଛନ୍ତି ପାଣ୍ଡିଆନ- ବିଜେପି

ଭୁବନେଶ୍ୱର: ସରକାରୀ କାମ ନୁହେଁ, ପାରିବାରିକ ଆମୋଦ ପ୍ରମୋଦ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ହେଲିକପ୍ଟରରେ ଯାଉଛନ୍ତି । କେତେବେଳେ ବାହାଘର ଭୋଜି ଖାଇବା ପାଇଁ ତ କେତେବେଳେ ପାରିବାରିକ ଭୋଜିରେ ଯୋଗ ଦେବା ପାଇଁ ୫ଟି ସଚିବ ହେଲିକପ୍ଟର ବ୍ୟବହାର କରୁଛନ୍ତି । ସେ ସରକାରୀ ଅର୍ଥର…

ଟିଟିଲାଗଡ଼ ସଇଁତଳାରେ କଂଗ୍ରେସ କର୍ମୀ ସମ୍ମିଳନୀରେ ଯୋଗ ଦେଲେ ପିସିସି ସଭାପତି

ଭୁବନେଶ୍ୱର: ଆଜି ସଇଁତଳା ବ୍ଲକସ୍ଥିତ କଂଗ୍ରେସ ଭବନ ଠାରେ ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀ ସ୍ତରୀୟ ସକ୍ରୀୟ କଂଗ୍ରେସ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବ୍ଲକ କଂଗ୍ରେସ କମିଟି ସଭାପତି ଗୁଣସାଗର ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କର୍ମୀ ସମ୍ମୀଳନୀରେ ପ୍ରଦେଶ କଂଗ୍ରେସ କମିଟି ସଭାପତି…