Latest Odisha News

BREAKING NEWS

Browsing Category

ରାଜନୀତି

ସୌମ୍ୟାଶ୍ରୀ ମୃତ୍ୟୁ ମାମଲା: ବୁଧବାର ବାଲେଶ୍ୱର ବନ୍ଦ ଡାକରା ଦେଲା ବିଜେଡି

ଭୁବନେଶ୍ୱର: ଏଫ୍ଏମ୍ ସ୍ୱୟଂଶାସିତ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ନ୍ୟାୟ ଦାବିରେ ଆସନ୍ତାକାଲି (ବୁଧବାର) ସମଗ୍ର ବାଲେଶ୍ୱର ଜିଲ୍ଲାରେ ବିଜୁ ଜନତା ଦଳ ୮ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର ଏକ ପ୍ରେସ୍ ବିବୃତିରେ ସୂଚନା…

କାନାଡା ରଥଯାତ୍ରା ସମୟରେ ଭକ୍ତଙ୍କ ଉପରକୁ ଅଣ୍ଡାମାଡ, ନିନ୍ଦା କଲା ବୈଦେଶିକ ମନ୍ତ୍ରଣାଳୟ

ଭୁବନେଶ୍ୱର: କାନାଡାର ଟୋରଣ୍ଟୋରେ ରଥଯାତ୍ରା ପାଳନ ସମୟରେ ଭକ୍ତଙ୍କ ଉପରେ ଅଣ୍ଡା ଫିଙ୍ଗାଯିବା ଘଟଣାରେ ଦୁଃଖ ପ୍ରକାଶ କଲା ବୈଦେଶିକ ମନ୍ତ୍ରଣାଳୟ। ଇନଷ୍ଟାଗ୍ରାମ ୟୁଜର୍ସ ସାଙ୍ଗନା ବଜାଜ ରଥଯାତ୍ରା ଏବଂ ଫୁଟପାଥରେ ଭଙ୍ଗା ଅଣ୍ଡା ପଡିଥିବାର ଏକ ଭିଡିଓ ସେୟାର କରିଥିଲେ। ଯାହାପରେ ରାଜନୀତି…

ଭୁବନେଶ୍ୱର ଏମ୍ସର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୧୪ ତାରିଖରେ ଭୁବନେଶ୍ୱରର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ପଞ୍ଚମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ଏହି ଅବସରରେ ସ୍ନାତକ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା…

ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା…

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜ୍ୟର ବିକାଶ ଏବଂ ଭବିଷ୍ୟତ ରଣନୀତି ସମ୍ବନ୍ଧୀୟ ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ…

‘ଅବାନ୍ତର ଓ ମିଛ କଥା କହୁଛନ୍ତି’: ରାହୁଲଙ୍କ ଭାଷଣ ଶୁଣି ଚିହିଁକି ଉଠିଲେ ବିଜେପି ନେତା, ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିବା ପରେ ବରମୁଣ୍ଡା ପଡ଼ିଆ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ଏହି ସମୟରେ ଜୋରସୋରରେ ବିଜେପି ଉପରେ ବର୍ଷିଛନ୍ତି ରାହୁଲ। ଏହାସହ ବିଜେଡିକୁ ମଧ୍ୟ ଟାର୍ଗେଟ…

ସୁସ୍ଥ ହେଲେ ନବୀନ, ଖୁବ୍ ଶୀଘ୍ର ଓଡିଶା ଫେରିବେ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି। ଆସନ୍ତା ୨-୩ ଦିନ ମଧ୍ୟରେ ସେ ଓଡ଼ିଶା ଫେରିବେ ବୋଲି ଗୁରୁବାର ଦିନ ସୂଚନା ମିଳିଛି। ଜୁନ୍ ୨୨ ତାରିଖରେ ମୁମ୍ବାଇର କୋକିଲାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ…

ମନ୍ତ୍ରିମଣ୍ଡଳ ସଂପ୍ରସାରଣ…ପ୍ରଭାବଶାଳୀ ଗୋଷ୍ଠୀର ପକ୍ଷଛେଦନ!

ଭୁବନେଶ୍ବର: ଆଉ ଦିନ କେଇଟା ଅପେକ୍ଷା । ହେବ ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ । ରାଜ୍ୟ ବିଜେପି ସଭାପତି ହେବା ପରେ ଏନେଇ ଇସାରା କରିଛନ୍ତି ମନମୋହନ ସାମଲ । ଏହାପରଠୁ ମନ୍ତ୍ରିମଣ୍ଡଳରୁ ବାଦ ପଡିବା ଆଶଙ୍କାରେ ଥିବା ମନ୍ତ୍ରୀଙ୍କ ହାର୍ଟବିଟ୍ ବଢିଛି । ସେପଟେ ମନ୍ତ୍ରୀ ପଦ ପାଇଁ ଆଶାୟୀଙ୍କ…

ହାତ ଧରିଲେ ସୁନୀତା

ଆସନ୍ତାକାଲି ଓଡିଶା ଗସ୍ତ କରୁଛନ୍ତି ଲୋକସଭା ବିରୋଧୀଦଳ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଏହି ଅବସରରେ ରାଜ୍ୟ କଂଗ୍ରେସ ପାଇଁ ଖୁସି ଖବର ଆସିଛି । ଦଳକୁ ଫେରିଛନ୍ତି ସୁନୀ ତା ବିଶ୍ୱାଳ । ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ଶଙ୍ଖ ଛାଡି ବିଦ୍ଧିବଦ୍ଧଭାବେ…

ସୁକାନ୍ତଙ୍କୁ ଗିରଫ ପାଇଁ ଦାବି କଲା ବିଜେଡି

ଭୁବନେଶ୍ୱର : ନୀଳଗିରିର ବିଜେପି ବିଧାୟକ ସୁକାନ୍ତ ଖଟୁଆଙ୍କ ବିରୋଧରେ ବାହାରିଛି ରାଜ୍ୟ ମହିଳା ବିଜେଡି । ସୁକାନ୍ତଙ୍କୁ ଗିରଫ ଦାବି କରି ରାଜ୍ୟ ମହିଳା ବିଜେଡି ରାଜରାସ୍ତାକୁ ଓହ୍ଲାଇଛି । ଶତାଧିକ ବିଜେଡି ମହିଳା କର୍ମୀ ଏକତ୍ରିତ ହୋଇ ନୀଳଗିରି ବିଜେପି ବିଧାୟକ ସୁକାନ୍ତ ଖଟୁଆଙ୍କୁ ମନଇଛା…

ଆସୁଛନ୍ତି ରାହୁଲ…ବଦଳିବ ରାଜ୍ୟ କଂଗ୍ରେସ ଭାଗ୍ୟ !

ଭୁବନେଶ୍ବର: ୧୧ତାରିଖରେ ଓଡିଶା ଆସୁଛନ୍ତି ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ରାହୁଲଙ୍କ ଗସ୍ତକୁ ନେଇ ଚଳଚଞ୍ଚଳ କଂଗ୍ରେସ ଶିବିର। ତୃଣମୂଳସ୍ତରର କର୍ମୀରୁ ନେତାଙ୍କ ମନରେ ଜୋଶ୍ ଭରିବେ ରାହୁଲ। ରାଜନୈତିକ ସମୀକ୍ଷକ ରାହୁଲଙ୍କ ଗସ୍ତକୁ ଭିନ୍ନ ଦୃଷ୍ଟିରେ ଦେଖୁଛନ୍ତି। ରାଜ୍ୟରେ ବିଜେପି…