Latest Odisha News

BREAKING NEWS

Browsing Category

ରାଜନୀତି

ବିଜେଡି ସମର୍ଥନରେ ରାଜ୍ୟସଭାରେ ପାରିତ ହେଲା ଦିଲ୍ଲୀ ସେବା ବିଲ୍

ନୂଆଦିଲ୍ଲୀ: ଦିଲ୍ଲୀ ସେବା ବିଲ ୨୦୨୩ ଲୋକସଭା ପରେ ଆଜି ରାଜ୍ଯସଭାରେ ପାରିତ ହୋଇଛି। ବିଜୁ ଜନତା ଦଳ ଏବଂ ଆନ୍ଧ୍ରପ୍ରଦେଶର ଶାସକ ଦଳ ଓ୍ୱାଇଏସଆର କଂଗ୍ରେସର ସମର୍ଥନରେ ୧୩୧ରୁ ୧୦୨ ଭୋଟରେ ରାଜ୍ୟସଭାରେ ପାରିତ ହୋଇଛି। ଏହାପରେ ଆମ୍ ଆଦମୀ ପାର୍ଟିର ସାଂସଦ ରାଘବ ଚଢା ବିଜେପିକୁ ଦିଲ୍ଲୀକୁ…

ୟୁପିରେ ଅଖିଲେଶ ବାଣ, ସତ ‘ଯୋଗୀ’ ହୁଅନ୍ତୁ, ମଣିପୁର ପ୍ରସଙ୍ଗରେ କୁହନ୍ତୁ

ଭୁବନେଶ୍ୱର: ମଣିପୁରକୁ ନେଇ ଉତ୍ତରପ୍ରଦେଶରେ ଲଢେଇ ଦେଖିବାକୁ ମିଳିଛି। ଉତ୍ତରପ୍ରଦେଶ ବିଧାନସଭାର ବିରୋଧୀ ଦଳ ନେତା ଅଖିଲେଶ ଯାଦବ ବିଧାନସଭାରେ ମଣିପୁର ପ୍ରସଙ୍ଗରେ ଆଲୋଚନା ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିଥିଲେ। ଗୃହରେ ନିନ୍ଦା ପ୍ରସ୍ତାବ ଆଗତ ପାଇଁ ଦାବି କରିଥିଲେ। ସାରା ଦେଶରେ ଏ…

ଦିଲ୍ଲୀ ସେବା ବିଲକୁ ସମର୍ଥନ କରିବା ଅର୍ଥ ନୁହେଁ, ବିଜେପି ସହ ମେଣ୍ଟ ହେବ: ବିଜେଡି ସାଂସଦ

ଭୁବନେଶ୍ୱର: ରାଜ୍ୟସଭାରେ ଦିଲ୍ଲୀ ସର୍ଭିସ ବିଲ୍କୁ ସମର୍ଥନ କରିଛି ଓଡ଼ିଶାର ଶାସକ ବିଜୁ ଜନତା ଦଳ (ବିଜେଡି)। ଦଳ କହିଛି ଯେ ଏହି ବିଲ୍କୁ ସମର୍ଥନ କରିବା ଅର୍ଥ ବିଜେପି ସହ ମେଣ୍ଟ କରିବା ବୋଲି କହିବା ଉଚିତ ନୁହେଁ। ରାଜ୍ୟସଭାରେ ଏହି ବିଲ୍କୁ ସମର୍ଥନ କରି ବିଜେଡିର ରାଜ୍ୟସଭା ସଦସ୍ୟ…

ଲୋକସଭା ନିର୍ବାଚନ: ଗୁଜୁରାଟରେ ହେବ ଆପ୍-କଂଗ୍ରେସର ମେଣ୍ଟ, ଆପ୍ ନେତାଙ୍କ ଘୋଷଣା

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନକୁ ଆଉ ମାତ୍ର କିଛି ମାସ ବାକି ଥିବାବେଳେ ଉଭୟ ବିରୋଧୀ ଏବଂ ଶାସକ ଦଳ ଛୋଟ-ବଡ଼ ଦଳ ସହ ମେଣ୍ଟ କରୁଛନ୍ତି। ଗୁଜୁରାଟରେ ମଧ୍ୟ ଆମ୍ ଆଦମୀ ପାର୍ଟି ଲୋକସଭା ନିର୍ବାଚନ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି। ଆମ୍ ଆଦମୀ ପାର୍ଟିର ଶୀର୍ଷ ନେତା ଇସୁଦାନ ଗଢଭୀ କହିଛନ୍ତି…

ସଦସ୍ୟତା ହରାଇ ପାରନ୍ତି ବିଜେପି ସାଂସଦ ରାମଶଙ୍କର କଠେରିୟା

ନୂଆଦିଲ୍ଲୀ; ଉତ୍ତରପ୍ରଦେଶ ଇଟାବାର ବିଜେପି ସାଂସଦ ରାମଶଙ୍କର କଠେରିୟାଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଆଗ୍ରା ସ୍ଵତନ୍ତ୍ର କୋର୍ଟ । ଏଯାବତ୍ ଏହି ଦଣ୍ଡାଦେଶ ଆଦେଶ ଲୋକସଭା ପର୍ଯ୍ୟନ୍ତ ପହଞ୍ଚିନାହିଁ । କୋର୍ଟର ଏହି ଆଦେଶ ମିଳିବା ପରେ ରାମଶଙ୍କର କଠେରିୟାଙ୍କ ସଂସଦର ସଦସ୍ୟ ପଦ…

ମଣିପୁରରେ ବୀରେନ୍ ସରକାରଙ୍କୁ ଝଟକା, ବିଜେପି ଠାରୁ ସମର୍ଥନ ପ୍ରତ୍ୟାହାର କଲା କୁକି ପିପୁଲ୍ସ ଆଲିଆନ୍ସ

ଇମ୍ଫାଲ୍: ୩ ମାସରୁ ଅଧିକ ସମୟ ଧରି ମଣିପୁର ଜଳୁଛି । ଏତିକି ବେଳେ ହିଂସା ପାଇଁ ଏକ ଦଳ ମୁଖ୍ୟମନ୍ତ୍ରୀ ଏନ୍ ବୀରେନ୍ ସିଂହଙ୍କ ହାତ ଛାଡ଼ି ଦେଇଛି । ଏନଡିଏର ସହଯୋଗୀ ଦଳ କୁକି ପିପୁଲ୍ସ ଆଲିଆନ୍ସ ସରକାର ଠାରୁ ସମର୍ଥନ ପ୍ରତ୍ୟାହାର କରି ନେଇଛି । ରବିବାର ସନ୍ଧ୍ୟାରେ ଦଳ ସମର୍ଥନ ଫେରାଇ…

ସୋମବାର ସଂସଦକୁ ଫେରିବେ କି ରାହୁଲ ଗାନ୍ଧୀ ?

ନୂଆଦିଲ୍ଲୀ: ସରି ସରି ଆସୁଛି ସଂସଦର ମୌସୁମୀ ଅଧିବେଶନ । ଜୁଲାଇ ୨୦ରୁ ଆରମ୍ଭ ହୋଇଥିବା ସଂସଦର ମୌସୁମୀ ଅଧିବେଶନ ଅଗଷ୍ଟ ୧୧ରେ ସରିବ । ଚଳିତ ଅଧିବେଶନର ଶେଷ ସପ୍ତାହ ଆସନ୍ତାକାଲି ଠାରୁ ଆରମ୍ଭ ହେବ । ଏଥିସହ ୱାୟନାଡ଼ ସାଂସଦ ଭାବେ ପଦ ହରାଇଥିବା ରାହୁଲ ଗାନ୍ଧୀ ଆସନ୍ତାକାଲି ସଂସଦକୁ ଫେରିବା…

ଅନାସ୍ଥା ଭୋଟ୍ ପୂର୍ବରୁ ଶାହ-ନବୀନ ଭେଟ, ବଢିଲା ଇଣ୍ଡିଆ ମେଣ୍ଟର ଚିନ୍ତା

ଭୁବନେଶ୍ୱର: କେବେ ପୋଡା ଟ୍ରାନ୍ସଫର ତ ଆଉ କେତେବେଳେ ଚିଟଫଣ୍ଡ ଭଳି ପ୍ରସଙ୍ଗ ଉଠାଇ ରାଜ୍ୟରେ ଦୁର୍ନୀତିଗ୍ରସ୍ତ ସରକାର ଚାଲିଛି କହି ଭରା ସଭାରେ ନବୀନ ସରକାରଙ୍କୁ ସମାଲୋଚନା କରିଥିବା ତତ୍କାଳୀନ ବିଜେପି ସଭାପତି ତଥା ଏବେର ଗୃହମନ୍ତ୍ରୀ ଅମିତ ଶାହ ଆଜି ସରକାରୀ କାର୍ଯ୍ୟକ୍ରମ ଜରିଆରେ…

ମାତିଲେଣି ମମତା, ହେବେ ଇଣ୍ଡିଆର ପିଏମ ଚେହେରା!

ଭୁବନେଶ୍ୱର: ବିରୋଧୀ ମେଣ୍ଟ ଇଣ୍ଡିଆ ଆଗାମୀ ନିର୍ବାଚନ ପୂର୍ବରୁ ବଡ଼ ବାତାବରଣ ତିଆରି କରିବା ଆରମ୍ଭ କରିଛି। କେନ୍ଦ୍ରର ଶାସକ ଦଳ ବିଜେପି ପକ୍ଷରୁ ଇଣ୍ଡିଆ ମେଣ୍ଟକୁ ଜୋରଦାର ସମାଲୋଚନା କରାଯାଉଥିବାରୁ ବିରୋଧୀ ଆହୁରି ଆଗ୍ରେସିଭ ଢଙ୍ଗରେ କାମ କରିବା ଆରମ୍ଭ କରିଛନ୍ତି। ଏହି କ୍ରମରେ…

ରୁଟ୍ ବଦଳାଉଛନ୍ତି ରାହୁଲ, ଚୁପ୍ ରହିବେ, ଖେଳ କରିବେ

ଭୁବନେଶ୍ୱର: ସୁପ୍ରିମକୋର୍ଟ ରାହୁଲଙ୍କ ଦଣ୍ଡାଦେଶ ଉପରେ ରୋକ ଲଗାଇବା ପରେ ଏବେ ତାଙ୍କ ସଦସ୍ୟତା ଫେରିବା ପ୍ରସଙ୍ଗକୁ ନେଇ ଚର୍ଚ୍ଚା ଜୋର ଧରିଛି। ସର୍ବୋଚ୍ଚ କୋର୍ଟଙ୍କ ରାୟ ଆସିବା ସହ କଂଗ୍ରେସ ପକ୍ଷରୁ ଲୋକସଭା ବାଚସ୍ପତିଙ୍କୁ ରାହୁଲ ଗାନ୍ଧୀଙ୍କ ସଦସ୍ୟତା ଫେରାଇବା ପାଇଁ ଅନୁରୋଧ କରାଯାଇଛି।…