Latest Odisha News

BREAKING NEWS

Browsing Category

ରାଜନୀତି

ବିଜେପିରେ ରାଷ୍ଚ୍ରୀୟ ଉପାଧ୍ୟକ୍ଷ ଭାବେ ବୈଜୟନ୍ତ ପଣ୍ଡା ତୃତୀୟ ଥର ପାଇଁ ନିଯୁକ୍ତ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି ଶନିବାର ଏହାର କେନ୍ଦ୍ରୀୟ ପଦାଧିକାରୀଙ୍କ ତାଲିକା ପ୍ରକାଶ କରିଛି। ଯେଉଁଥିରେ କେନ୍ଦ୍ରାପଡାର ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ତୃତୀୟ ଥର ପାଇଁ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ବୈଜୟନ୍ତ ଏବେ ଦିଲ୍ଲୀର ପ୍ରଭାରୀ ସହିତ ଆସାମର…

ମହିଳା ସଂରକ୍ଷଣ ପାଇଁ ସଂସଦରେ ଦାବି କଲା ବିଜେଡି, ବିରୋଧୀ କହିଲେ କେବଳ ମହିଳା ଭୋଟ୍ ଉଦ୍ଦେଶ୍ୟ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସାଂସଦ ସସ୍ମିତ ପାତ୍ର ରାଜ୍ୟସଭାରେ ସ୍ୱତନ୍ତ୍ର ଉଲ୍ଲେଖ ମାଧ୍ୟମରେ ଉଭୟ ସଂସଦ ଓ ବିଧାନସଭାରେ ମହିଳାଙ୍କ ପାଇଁ ୫୦ ପ୍ରତିଶତ ସଂରକ୍ଷଣ ଦାବିକୁ ଜୋରଦାର କରିଛନ୍ତି। ଯାହାକୁ ନେଇ ଏବେ ବିଜେଡି ସରକାରକୁ ରାଜ୍ୟରେ…

ଲିଭ-ଇନ ଚାହୁଁନି ବିଜେପି!

ଭୁବନେଶ୍ୱର: ଦେଶରେ ଚାଲିଥିବା ଲିଭ ଇନ ରିଲେସନସିପ ଉପରେ ବ୍ୟାନ ଲଗାଇବାକୁ ଦାବି। ଖୋଦ କେନ୍ଦ୍ରର ଶାସକ ଦଳ ବିଜେପି ସାଂସଦ ଅଜୟ ପ୍ରତାପ ସିଂ ଏଭଳି ଦାବି କରିଛନ୍ତି। ଲିଭ ଇନ ରିଲେସନସିପକୁ ବେଆଇନ କରିବା ପାଇଁ ଆଇନ ଆଣିବାକୁ ସାଂସଦ ଅଜୟ ପ୍ରତାପ ସିଂ ରାଜ୍ୟସଭାରେ ଦାବି ରଖିଛନ୍ତି।…

ବିରୋଧୀ ସଂଖ୍ୟା ଦେଖାଇଲେ, ଶାସନ ହାତେଇବେ!

ଭୁବନେଶ୍ୱର: ବିରୋଧୀ ମେଣ୍ଟ ଇଣ୍ଡିଆ ଉପରେ ବିଜେପି ଲଗାତର ଆକ୍ରମଣ ଜାରି ରଖିଥିବା ବେଳେ ବିରୋଧୀ ମଧ୍ୟ ଏହାକୁ ନେଇ କାଉଣ୍ଟର ଆଟାକ କରୁଛନ୍ତି। ଇଷ୍ଟ ଇଣ୍ଡିଆ କମ୍ପାନୀ ଓ ଇଣ୍ଡିଆନ ମୁଜାହିଦ୍ଦିନ କଥା କହି ବିରୋଧୀ ମେଣ୍ଟ ଇଣ୍ଡିଆକୁ ପ୍ରଧାନମନ୍ତ୍ରୀ ମୋଦି ସମାଲୋଚନା କରିବା ପରେ କଂଗ୍ରେସ…

ମଣିପୁର ହିଂସା ମାମଲାରେ ରବି କିଷାନଙ୍କ ବୟାନ; ବିରୋଧୀଙ୍କୁ ପାକିସ୍ତାନ, ଶ୍ରୀଲଙ୍କା ଓ ଚୀନ ଯିବା ଉଚିତ୍

ଓଡ଼ିଶା ସମ୍ବାଦ ବ୍ୟୁରୋ: ମଣିପୁରରେ ଘଟିଥିବା ଘଟଣାକୁ ନେଇ ସଡ଼କଠୁ ସଂସଦ ସବୁଠି ମାହୋଲ ଗରମ। ଏହି ସମୟରେ ବିରୋଧୀ ଦଳର ସାଂସଦମାନେ ଏକ ପ୍ରତିନିଧୀ ଦଳ ଗଠନ କରି ଜୁଲାଇ ୨୯ ଏବଂ ୩୦ ରେ ମଣିପୁର ଗସ୍ତ କରିବେ। ତେବେ ଏନେଇ ବିଜେପି ସାଂସଦ ରବି କିଷାନ ବଡ଼ ବୟାନ ଦେଇଛନ୍ତି। ଯାହାକୁ ନେଇ ଏବେ…

ରାଜ୍ୟରେ କମୁଛି ପିଏମ-କିଷାନ ସମ୍ମାନ ନିଧି ଯୋଜନାର ହିତାଧିକାରୀ, ବିଜେଡି-ବିଜେପି ମୁହାଁମୁହିଁ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ରାଜ୍ୟରେ ହିତାଧିକାରୀଙ୍କ ସଂଖ୍ୟାକୁ ନେଇ ଓଡ଼ିଶା ବିଜେପି ଓ ଶାସକ ବିଜୁ ଜନତା ଦଳ ମଧ୍ୟରେ ଟଣାଓଟରା ଚାଲିଛି। ଯେତେବେଳେ ପ୍ରଥମ ଥର ପାଇଁ ଏହି ଯୋଜନାର ଶୁଭାରମ୍ଭ ହୋଇଥିଲା, ସେତେବେଳେ ରାଜ୍ୟର ୯ ଲକ୍ଷ ୭୩ ହଜାର ୮୬୦ ଜଣ ଚାଷୀ ଏହି…

ମୌକା ଦେଖି ଚୌକା ମାରିବ କି ବିଜେଡି? ୮ରୁ ଖସିବ ବିଜେପି ସାଂସଦଙ୍କ ସଂଖ୍ୟା!

ଭୁବନେଶ୍ୱର: ରାଜନୀତିରେ ବାରନେଗିଂ ହେଉଛି ଏକ ରଣକୈଶଳ। ଯାହାର ବାରନେଗିଂ ଯେମିତି ତାର ଦବଦବା ମଧ୍ୟ ସେମିତି। କ୍ଷମତାରେ ଆସନରେ ବସିବାକୁ କେହି ନୁହେଁ ଚିରାଚରିତ ଶତ୍ରୁ ବା ମିତ୍ର ଆଧାରରେ ଏବେ ବିଜେଡି ବିଜେପି ସହ ଗୋଟିଏ ବଡ ଡିଲ କରିବାକୁ ଯାଉଛି ବୋଲି ଚର୍ଚ୍ଚା ହେଉଛି। ସଂସଦରେ…

ମୋଦି, ଯୋଗୀ, ରାହୁଲ ଓ କେଜ୍ରିୱାଲ… ୨୦୨୪ରେ ପ୍ରଧାନମନ୍ତ୍ରୀ ଭାବେ କାହାକୁ ଦେଖିବାକୁ ଚାହାଁନ୍ତି ଲୋକେ ?

ନୂଆଦିଲ୍ଲୀ: ୨୦୨୪ ନିର୍ବାଚନକୁ ଆଉ କିଛି ମାସ ବାକି ଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବିଜେପି ବିଜୟ ନେଇ ଆଶାବାଦୀ ଅଛି । ସେପଟେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ବି ଦାବି କରୁଛି ୨୪ରେ ଦିଲ୍ଲୀରେ ସରକାର ଗଢ଼ିବେ । ଏଭଳି ସ୍ଥିତିରେ ଜନତା କାହାକୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ…

ରାହୁଲଙ୍କୁ କହୁଥିଲେ, ଏବେ ମୋଦି ନିଜେ ସେୟା କଲେ!

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଛ ପ୍ରସଙ୍ଗକୁ ନେଇ ଟାର୍ଗେଟ କରିଛି କଂଗ୍ରେସ। ଦେଶରେ ଏବେ ପ୍ରତିବର୍ଷ ନୂଆ ଆଇଆଇଟି ଓ ଆଇଆଇଏମ କରାଯାଉଛି ବୋଲି ପ୍ରଧାନମନ୍ତ୍ରୀ ମୋଦି ଆମେରିକାରେ କହିଥିବା କଂଗ୍ରେସ ପକ୍ଷରୁ କୁହାଯାଇଛି। ମୋଦି ଆମେରିକାରେ ଏ କଥା କହିଥିଲେ ମଧ୍ୟ ଗତ…

ଘାରିଲା ହାରିବା ଭୟ, ରାଜସ୍ଥାନରୁ ‘ଇଣ୍ଡିଆ’ କୁ ଗାଳି କଲେ ମୋଦି!

ଭୁବନେଶ୍ୱର: ରାଜସ୍ଥାନରୁ ଇଣ୍ଡିଆକୁ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜସ୍ଥାନର ଶିକାର ଠାରେ ପିଏମ କିଷାନ ସମୃଦ୍ଧି କେନ୍ଦ୍ରର ଉଦଘାଟନ କରିବା ସହ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ସେଥିରେ ମୋଦି ସିଧାସଳଖ ବିରୋଧୀ ମେଣ୍ଟ ଇଣ୍ଡିଆକୁ ଟାର୍ଗେଟ କରିଛନ୍ତି।…