Latest Odisha News

BREAKING NEWS

Browsing Category

ରାଜନୀତି

ସୁକାନ୍ତଙ୍କୁ ଗିରଫ ପାଇଁ ଦାବି କଲା ବିଜେଡି

ଭୁବନେଶ୍ୱର : ନୀଳଗିରିର ବିଜେପି ବିଧାୟକ ସୁକାନ୍ତ ଖଟୁଆଙ୍କ ବିରୋଧରେ ବାହାରିଛି ରାଜ୍ୟ ମହିଳା ବିଜେଡି । ସୁକାନ୍ତଙ୍କୁ ଗିରଫ ଦାବି କରି ରାଜ୍ୟ ମହିଳା ବିଜେଡି ରାଜରାସ୍ତାକୁ ଓହ୍ଲାଇଛି । ଶତାଧିକ ବିଜେଡି ମହିଳା କର୍ମୀ ଏକତ୍ରିତ ହୋଇ ନୀଳଗିରି ବିଜେପି ବିଧାୟକ ସୁକାନ୍ତ ଖଟୁଆଙ୍କୁ ମନଇଛା…

ଆସୁଛନ୍ତି ରାହୁଲ…ବଦଳିବ ରାଜ୍ୟ କଂଗ୍ରେସ ଭାଗ୍ୟ !

ଭୁବନେଶ୍ବର: ୧୧ତାରିଖରେ ଓଡିଶା ଆସୁଛନ୍ତି ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ରାହୁଲଙ୍କ ଗସ୍ତକୁ ନେଇ ଚଳଚଞ୍ଚଳ କଂଗ୍ରେସ ଶିବିର। ତୃଣମୂଳସ୍ତରର କର୍ମୀରୁ ନେତାଙ୍କ ମନରେ ଜୋଶ୍ ଭରିବେ ରାହୁଲ। ରାଜନୈତିକ ସମୀକ୍ଷକ ରାହୁଲଙ୍କ ଗସ୍ତକୁ ଭିନ୍ନ ଦୃଷ୍ଟିରେ ଦେଖୁଛନ୍ତି। ରାଜ୍ୟରେ ବିଜେପି…

ଓଡ଼ିଶା ଗସ୍ତ ବେଳେ ରୁଦ୍ଧ ଦ୍ଵାର ବୈଠକ କରିବେ ରାହୁଲ

ଭୁବନେଶ୍ୱର: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜୁଲାଇ ୧୧ ତାରିଖରେ ଓଡ଼ିଶା ଗସ୍ତ କରିବେ। ଏହି ସମୟରେ ସେ କଂଗ୍ରେସ ଶିବିରରେ ଏକ ରୁଦ୍ଧ ଦ୍ଵାର ବୈଠକ କରିବେ ବୋଲି ଜଣାପଡିଛି। ଆଗାମୀ ନିର୍ବାଚନକୁ ନଜରରେ ରଖି ଓଡ଼ିଶାରେ ତୃଣମୂଳ ସ୍ତରର ଗଠନକୁ ମଜବୁତ କରିବା ପାଇଁ ଏହି ଗସ୍ତର…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନାମିବିୟାର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନାମିବିୟାର ସର୍ବୋଚ୍ଚ ନାଗରିକ ସମ୍ମାନ 'ଅର୍ଡର ଅଫ୍ ଦି ମୋଷ୍ଟ ଆନସିଣ୍ଟ ୱେଲୱିଟସ୍ଚିଆ ମିରାବିଲିସ୍' ପ୍ରଦାନ କରାଯାଇଥିଲା। ଏହି ପୁରସ୍କାର ୧୯୯୫ରେ ବିଶିଷ୍ଟ ସେବା ଏବଂ ନେତୃତ୍ୱକୁ ସ୍ୱୀକୃତି ଦେବା ପାଇଁ ପ୍ରତିଷ୍ଠା କରାଯାଇଥିଲା।…

ଓପିସିସି ପକ୍ଷରୁ ମୁଖପାତ୍ର ଓ ମିଡିଆ ପ୍ୟାନେଲିଷ୍ଟଙ୍କ ତାଲିକା ଜାରି…

ଭୁବନେଶ୍ୱର: ଏଆଇସିସି ବୁଧବାର ଦିନ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି)ର ପଦାଧିକାରୀ, ମୁଖପାତ୍ର ଏବଂ ମିଡିଆ ପ୍ୟାନେଲିଷ୍ଟଙ୍କ ତାଲିକା ଘୋଷଣା କରିଛି। ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ଦ୍ୱାରା ପ୍ରକାଶିତ ତାଲିକା ଅନୁଯାୟୀ ବରିଷ୍ଠ ନେତା ଅମୀୟ ପାଣ୍ଡବଙ୍କୁ ଭାଇସ…

ରାଜ୍ୟ ବିଜେପି ସଭାପତି ମନମୋହନଙ୍କ ବଡ଼ ଘୋଷଣା: ଖୁଶୀଘ୍ର ସଂପ୍ରସାରଣ ହେବ ମନ୍ତ୍ରିମଣ୍ଡଳ

ଭୁବନେଶ୍ୱର: ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ବଡ଼ ଘୋଷଣା। ଖୁଶୀଘ୍ର ସଂପ୍ରସାରଣ ହେବ ମନ୍ତ୍ରିମଣ୍ଡଳ। ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ଆଶିଷ ନେଲା ବେଳେ ଦେଲେ ଏପରି ସୂଚନା। ରାଜ୍ୟ ମନ୍ତ୍ରିମଣ୍ଡଳରେ ୬ଟି ପଦ ଖାଲି ଅଛି ଏବଂ ଖୁବଶୀଘ୍ର ସଂପ୍ରସାରଣ ହେବ। ଖୁବଶୀଘ୍ର ବୋର୍ଡ ନିଗମ…

ମନମୋହନଙ୍କ ଆଗରେ ଏସବୁ ଚ୍ୟାଲେଞ୍ଜ

ଭୁବନେଶ୍ବର: ପୁଣି ବିଜେପି ସଭାପତି ହୋଇଛନ୍ତି ମନମୋହନ ସାମଲ । ପୁଣି ତାଙ୍କ ଉପରେ ଭରସା କରିଛନ୍ତି ବିଜେପି ହାଇକମାଣ୍ଡ । ରାଜ୍ୟ ବିଜେପି ସଭାପତି ପଦ ପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ ମନମୋହନ । ଫଳରେ ସେ ଚତୁର୍ଥ ଥର ପାଇଁ ଦଳର ରାଜ୍ୟ ସଭାପତି ପଦରେ ବସିଛନ୍ତି । ତେବେ…

ନିର୍ବାଚନ ପୂର୍ବରୁ ନୀତିଶଙ୍କ ମାଷ୍ଟରଷ୍ଟ୍ରୋକ୍: ସରକାରୀ ଚାକିରିରେ ମହିଳାଙ୍କୁ ୩୫ ପ୍ରତିଶତ ସଂରକ୍ଷଣ ଘୋଷଣା

ପାଟନା: ବିହାରରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏକ ମାଷ୍ଟରଷ୍ଟ୍ରୋକ୍ ଖେଳିଛନ୍ତି। ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ କ୍ୟାବିନେଟ ବୈଠକରେ ୪୩ଟି ପ୍ରସ୍ତାବକୁ…

‘ସମ୍ବିଧାନ ବଞ୍ଚାଅ ସମାବେଶ’ ପାଇଁ ଓଡ଼ିଶା କଂଗ୍ରେସ ପକ୍ଷରୁ ସଂଯୋଜକ ନିଯୁକ୍ତ

ଭୁବନେଶ୍ୱର: ସମ୍ବିଧାନ ବଞ୍ଚାଅ ସମାବେଶ ପାଇଁ ଓଡ଼ିଶା କଂଗ୍ରେସ ପକ୍ଷରୁ ସଂଯୋଜକମାନଙ୍କୁ ନିଯୁକ୍ତ କରାଯାଇଛି। ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ ଏଆଇସିସି ସାଧାରଣ ସମ୍ପାଦକ (ସଂଗଠନ) କେ.ସି. ଭେଣୁଗୋପାଳଙ୍କ ଗସ୍ତ ସମୟରେ 'ସମ୍ବିଧାନ…

ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁରେ ବାଜିଲା ମୋହର

ଭୁବନେଶ୍ୱର: ପୁଣି ଥରେ ରାଜ୍ୟ ବିଜେପି ସଭାପତି ପଦରେ ବସିଲେ ମନମୋହନ ସାମଲ। ଏନେଇ ଆଜି ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି। ବିଧିବଦ୍ଧ ଭାବେ ଘୋଷଣା କଲେ ନିର୍ବାଚନ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ବାଲ। ସୂଚନା ଅନୁଯାୟୀ, ଲଗାତର ଦ୍ବିତୀୟ ଏବଂ ମୋଟ୍ ଚତୁର୍ଥ ଥର ପାଇଁ ନିର୍ଦ୍ବନ୍ଦ୍ବରେ ରାଜ୍ୟ…