Latest Odisha News

BREAKING NEWS

Browsing Category

ରାଜନୀତି

ଫଡନାଭିଶଙ୍କ ‘ପାୱାର’ ଗେମ, ଫସିଗଲେ ସିନ୍ଦେ!

ଭୁବନେଶ୍ୱର: ମହାରାଷ୍ଟ୍ରରେ ରାଜନୀତି ଦିନକୁ ଦିନ ଗୋଳମାଳିଆ ହେଉଛି। ଏନସିପିର ଦୁଇ ଗୋଷ୍ଠୀ ଶକ୍ତି ପ୍ରଦର୍ଶନ କରିଛନ୍ତି। ଶରଦ ପାୱାର ନା ଅଜିତ ପାୱାରଙ୍କ ମଧ୍ୟରେ କାହା ସପକ୍ଷରେ ଅଧିକ ବିଧାୟକ ଅଛନ୍ତି ତାକୁ ନେଇ ବଳ କସିଛନ୍ତି ଉଭୟ ନେତା। ସେପଟେ ଅଜିତ ପାୱାର ଗୋଷ୍ଠୀ ସରକାରରେ ସାମିଲ…

ବିଜେପିକୁ ବନ୍ଦୀ ଭୟ, ମୋତେ କାଢ଼ିଲ ତୁମେ ହାରିବ!

ଭୁବନେଶ୍ୱର: ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି ବିଜେପି ନିଜର ସଂଗଠନ ସଜାଡ଼ିବା କାର୍ଯ୍ୟ ଆରମ୍ଭ କରିଛି। ବିଭିନ୍ନ ରାଜ୍ୟର ସଂଗଠନ ସହ ଜାତୀୟ ସଂଗଠନ ଓ ମନ୍ତ୍ରୀମଣ୍ଡଳରେ ବ୍ୟାପକ ପରିବର୍ତ୍ତନ ନେଇ ଚର୍ଚ୍ଚା ହେଉଛି। ଏହି ଅବସରରେ ଦେଶର ଚାରୋଟି ପ୍ରମୁଖ ରାଜ୍ୟ ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ,…

ମହାରାଷ୍ଟ୍ର ଭଳି ଓଡ଼ିଶାରେ ରାଜନୈତିକ ହଟଚମଟ ହେବ କି? ଜବାବ ରଖିଲେ ତାରା

ଭୁବନେଶ୍ୱର: ରବିବାର ହଠାତ ମହାରାଷ୍ଟ୍ର ରାଜନୀତିରେ ଯେଉଁଭଳି ହଟଚମଟ ହେଲା ବା ସ୍ଥିତି ଉପୁଜିଲା, ସମାନ ଅବସ୍ଥା ଓଡ଼ିଶା ରାଜନୀତିରେ ହେବ କି ବୋଲି ଗଣମାଧ୍ୟମ ପ୍ରଶ୍ନର ଉତ୍ତର ରଖିଛନ୍ତି ଜୟପୁର ବିଧାୟକ ବାହିନୀପତି। ଯେଉଁଠି ବିଜେପି ଦୁର୍ବଳ ହେଉଛି କିମ୍ବା ପ୍ରତିପକ୍ଷ ଦଳକୁ ଦୁର୍ବଳ…

ଲୋକଙ୍କ ପାଖକୁ ଯାଇ ସମସ୍ୟା ସମାଧାନକୁ ବିରୋଧ କାହିଁକି: ବିଜେଡି

ଭୁବନେଶ୍ୱର: ଭୁବନେଶ୍ୱରର ଶୀତତାପ ନିୟନ୍ତ୍ରିତ ଚାମ୍ବରରେ ବସି ଲୋକଙ୍କ ସମସ୍ୟା ବୁଝିବାକୁ ଚେଷ୍ଟା କରିବା ପରିବର୍ତ୍ତେ, ଗାଁ ଗହଳିରେ ରହୁଥିବା ଲୋକଙ୍କ ପାଖକୁ ଯାଇ ସେମାନଙ୍କ ସମସ୍ୟା ଶୁଣିବା ଏବଂ ସମାଧାନ କରିବା ଭଲ ନୁହେଁ କି ? କାହିଁକି କିଛି ଲୋକ ଏଭଳି ପଦକ୍ଷେପ ଉପରେ କ୍ରୋଧିତ ଏବଂ…

ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି, ମାନହାନି ମାମଲାରେ ଦଣ୍ଡ ଉପରେ ହାଇକୋର୍ଟଙ୍କ ରୋକ!

ଭୁବନେଶ୍ୱର: ମାନହାନୀ ମାମଲାରେ ରାହୁଲଙ୍କୁ ଆସ୍ୱସ୍ତି। ମୋଦି ସାଙ୍ଗିଆ ସଂପର୍କିତ ମାନହାନି ମାମଲାରେ ଝାଡ଼ଖଣ୍ଡ ହାଇକୋର୍ଟ ପକ୍ଷରୁ ରାହୁଲଙ୍କୁ ସାମୟିକ ଆସ୍ୱସ୍ତି ମିଳିଛି। ଝାଡ଼ଖଣ୍ଡ ହାଇକୋର୍ଟ ଏ ସମ୍ପର୍କରେ ଶୁଣାଣି କରିବା ସହ ରାହୁଲ ଗାନ୍ଧୀଙ୍କ ବିରୋଧରେ ଦଣ୍ଡମୂଳକ…

ରାସ୍ତା ତିଆରି ପାଇଁ ଯନ୍ତ୍ରୀଙ୍କୁ ପନିପରିବା ଭେଟି ଦେଲେ କଂଗ୍ରେସ ନେତା

ଭୁବନେଶ୍ୱର: ରାସ୍ତା ତିଆରି ପାଇଁ ଯନ୍ତ୍ରୀଙ୍କୁ ପରିବା ଭେଟି । ଏଭଳି ନିଆରା ପ୍ରତିବାଦ କରିଛନ୍ତି କଂଗ୍ରେସ ନେତା । କଟକ ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀଙ୍କ ନେତୃତ୍ୱରେ କର୍ମୀ ପ୍ରତିବାଦ କରିଛନ୍ତି । ପ୍ରାଚୀ ଡିଭିଜନର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କୁ…

ରାହୁଲଙ୍କ ଆଟାକରେ ଘାଇଲା କେସିଆର, ଏବେ ଶାହା ହେବେ ଅଖିଲେଶ !

ଭୁବନେଶ୍ୱର: କଂଗ୍ରେସ ଏବେ ତେଲେଙ୍ଗାନାରେ ବିଆରଏସ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। କେବଳ ବିଆରଏସ ନୁହେଁ କେନ୍ଦ୍ରରେ ଶାସକ ବିଜେପି ଓ ବିରୋଧୀଙ୍କ ଟେନସନ ମଧ୍ୟ ବଢାଇଛି ଦଳ। ଗୋଟିଏ ପଟେ ବିଜେପି ବିରୋଧୀଙ୍କ ପାଇଁ କାଳ ସାଜିଥିବା କୁହାଯାଉଥିବା ବେଳେ ବିଜେପିକୁ ଶାସନରୁ ହଟାଇବା…

ବିଜେପିକୁ ବିଶୃଙ୍ଖଳିତ ଦଳର ଆଖ୍ୟା !

ଭୁବନେଶ୍ୱର: କର୍ଣ୍ଣାଟକରେ ଗୋଷ୍ଠୀକନ୍ଦଳ ମଧ୍ୟରେ ନିଜର ସ୍ଥିତି ସଜାଡ଼ିବାକୁ ଉଦ୍ୟମ କରୁଥିବା ବିଜେପିକୁ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା ଟାର୍ଗେଟ କରିଛନ୍ତି। ବିଜେପିକୁ ସବୁଠୁ ବିଶୃଙ୍ଖଳିତ ଦଳ ବୋଲି କହିବା ସହ ଜୋରଦାର ସମାଲୋଚନା କରିଛନ୍ତି। ଲୋକଙ୍କ ସମ୍ମୁଖରେ ନିଜ ନିଜ ମଧ୍ୟରେ ଲଢେଇ ଓ…

୨୦୨୪ ନିର୍ବାଚନ ପାଇଁ ବିଜେପିର ପ୍ରସ୍ତୁତି, ବଦଳିଲେ ୪ ରାଜ୍ୟ ସଭାପତି

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ବିଜେପି ରାଜ୍ୟ ସଂଗଠନରେ ପରିବର୍ତ୍ତନ କରିଛି । ବଦଳିଛନ୍ତି ୪ ରାଜ୍ୟର ବିଜେପି ମୁଖ୍ୟ । ପଞ୍ଜାବ, ଝାଡ଼ଖଣ୍ଡ, ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାରେ ନୂତନ ରାଜ୍ୟ ସଭାପତିଙ୍କୁ ନିଯୁକ୍ତି ଦେଇଛନ୍ତି ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ।…

ଭୁବନେଶ୍ବର ମଧ୍ୟ ବିଧାୟକଙ୍କ ବିରୋଧରେ ସକ୍ରିୟ ହେଉଛନ୍ତି ସ୍ଥାନୀୟ ନେତା!

ଭୁବନେଶ୍ୱର: ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ପାଇଁ ଆଗାମୀ ବିଧାନସଭା ନିର୍ବାଚନ ଚ୍ୟାଲେଞ୍ଜ ହେବାକୁ ଯାଉଛି । କାରଣ ତାଙ୍କ ପ୍ରତିପକ୍ଷଠୁ ଯେତିକି ଆହ୍ବାନ ନାହିଁ ତାଠୁ ଅଧିକ ଆହ୍ବାନ ରହିଛି ଦଳୀୟ ନେତା ବା ପୂର୍ବତନ କର୍ପୋରେଟରଙ୍କଠୁ। ଯେଉଁମାନେ କି ୨୦୨୨ ମହାନଗର ନିଗମ…