Latest Odisha News

BREAKING NEWS

Browsing Category

ରାଜନୀତି

ଛତିଶଗଡ଼ରେ ସରକାର ଭାଙ୍ଗିବାକୁ ଚାହୁଁଛି ବିଜେପି !

ଭୁବନେଶ୍ୱର: ଛତିଶଗଡ଼ ବିଧାନସଭା ନିର୍ବାଚନ ଆଉ ମାତ୍ର ଅଳ୍ପ କିଛି ମାସ ବାକି ଥିବାବେଳେ କଂଗ୍ରେସ ପୁଣିଥରେ ଶାସନକୁ ଫେରିବାକୁ ସବୁ ପ୍ରୟାସ କରୁଛି। ଲୋକଙ୍କ ପାଇଁ ବିଭିନ୍ନ ପ୍ରକାର ଯୋଜନା ସହ ପ୍ରଚାର ପ୍ରସାରକୁ ମଧ୍ୟ ଜୋରଦାର କରାଯାଉଛି। ଏଭଳି ସ୍ଥିତିରେ ପୁଣିଥରେ ଦଳର ପୁରୁଣା ରୋଗ ମନେ…

ରାହୁଲଙ୍କ ପିଛା ଛାଡୁନି କର୍ଣ୍ଣାଟକ

ଭୁବନେଶ୍ୱର: ପୁଣିଥରେ ରାହୁଲଙ୍କ ବିରୋଧରେ ମାନହାନି ମାମଲା। ତାହା ପୁଣି ସେହି କର୍ଣ୍ଣାଟକରେ ଓ କର୍ଣ୍ଣାଟକ ପାଇଁ। ସଦ୍ୟ ଶେଷ ହୋଇଥିବା କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ ପୂର୍ବ ବିଜେପି ସରକାର ୪୦ ପ୍ରତିଶତ କମିଶନ ସରକାର ବୋଲି କଂଗ୍ରେସ ଅଭିଯୋଗ କରିଥିଲା। ଏହାକୁ ନେଇ ବ୍ୟାପକ ପ୍ରଚାର…

ଦିଲ୍ଲୀରେ ନୋ ପାୱାରକଟ, ୨୪ ଘଣ୍ଟା ମାଗଣା ବିଜୁଳି ଆଉ ଓଡ଼ିଶାରେ?

ଭୁବନେଶ୍ୱର: ଗୋଟିଏ ପଟେ ବିଜୁଳି ବଳକା ରାଜ୍ୟ କହୁଥିବା ଓଡିଶାରେ ବାରମ୍ବାର ବିଜୁଳି କାଟ ଓ ବିଜୁଳି ବିଭ୍ରାଟକୁ ନେଇ ରାଜନୀତି ତୀଵ୍ର ହେବାରେ ଲାଗିଛି। ଏଭଳି ସ୍ଥିତିରେ ଦିଲ୍ଲୀର ଏକ ପ୍ରସଙ୍ଗ ରାଜ୍ୟର ବିଜୁଳି ପ୍ରସଙ୍ଗକୁ ନେଇ ହେଉଥିବା ରାଜନୀତିକୁ ଆହୁରି ତୀଵ୍ର କରିଛି। ଦିଲ୍ଲୀରେ…

ଦିଲ୍ଲୀରୁ ଚାଲୁଛି କର୍ଣ୍ଣାଟକ ସରକାର !

ଭୁବନେଶ୍ୱର: କର୍ଣ୍ଣାଟକ ସରକାର ମଧ୍ୟରେ କଂଗ୍ରେସ କେନ୍ଦ୍ରୀୟ ନେତୃତ୍ବର ହସ୍ତକ୍ଷେପକୁ ନେଇ ବିବାଦ ଆରମ୍ଭ ହୋଇଛି। କର୍ଣ୍ଣାଟକ ସରକାରଙ୍କ ପକ୍ଷରୁ ଆୟୋଜିତ ଏକ ସରକାରୀ ବୈଠକରେ କଂଗ୍ରେସ ସାଧାରଣ ସମ୍ପାଦକ ରଣଦୀପ ସୂରଜେୱାଲାଙ୍କ ଅଧ୍ୟକ୍ଷତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବିଜେପି ଓ ଜେଡିଏସ।…

କଂଗ୍ରେସର ନୂଆ ନିର୍ବାଚନୀ ଫର୍ମୁଲା, ଦଳ ସାଜିଛି ଅନାଥର ନାଥ !

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ କଂଗ୍ରେସ ଆଗ୍ରେସିଭ ଢଙ୍ଗରେ ପ୍ରଚାରକୁ ଜୋରଦାର କରିଛି। ଯେଉଁଠି ଦଳର ସରକାର ଅଛି ସେସବୁ ସ୍ଥାନରେ କିଭଳି ଦଳ ବିଭିନ୍ନ ପ୍ରତିଶ୍ରୁତି ପୂରଣ କରୁଛି ଓ ଆଗକୁ ଅନ୍ୟ ରାଜ୍ୟରେ ଯେଉଁ ପ୍ରତିଶ୍ରୁତି ଦିଆଯାଇଛି ତାହା ତୁରନ୍ତ ପୂରଣ ହେବ ବୋଲି ପ୍ରଚାର ମାଧ୍ୟମରେ…

ଜୁନ୍ ୧୭ରେ ଓଡ଼ିଶା ଆସିବେନି ଅମିତ୍ ଶାହ, ଦ୍ୱିତୀୟ ଥର ପାଇଁ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ

ଭୁବନେଶ୍ୱର: ଏବେ ଓଡ଼ିଶା ଆସିବେ ନାହିଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ । ବାତ୍ୟା ‘ବିପର୍ଯ୍ୟୟ’ ଗୁଜରାଟ ମୁହାଁ ହୋଇଥିବା ବେଳେ ଆସନ୍ତାକାଲି ଉପକୂଳ ଛୁଇଁବ । ବାତ୍ୟା ଉପରେ କେନ୍ଦ୍ର ସରକାର ତୀକ୍ଷଣ ନଜର ରଖିବା ସହ ମନିଟରିଂ କରୁଛନ୍ତି । ତେଣୁ ଆସନ୍ତା ୧୭ରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ…

ଆସନ୍ତା ୧୯ରେ କଂଗ୍ରେସ ଘେରିବ ଗ୍ରୀଡକୋ କାର୍ଯ୍ୟାଳୟ

ଭୁବନେଶ୍ୱର: ଗ୍ୟାସ ଦର ବୃଦ୍ଧିକୁ ନେଇ ବିଜେଡି ଓ ବିଦ୍ୟୁତ୍ କାଟକୁ ନେଇ ବିଜେପି ରାଜନୀତି କରୁଥିବା ବେଳେ କଂଗ୍ରେସ ଦୁଇ ଦଳକୁ ସମାଲୋଚନା କରିଛି । ବୁଧବାର ସାମ୍ବାଦିକ ସମ୍ମିଳନୀରେ ପିସିସି ସଭାପତି ଉଭୟ ବିଜେଡି, ବିଜେପି ଉପରେ ବର୍ଷିଛନ୍ତି । କହିଛନ୍ତି, ବିଜେପି ଓ ବିଜେଡି ଉଭୟ ଦଳ…

ଗ୍ୟାସ୍ ଦରକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜିଲା ବିଜେଡି

ଭୁବନେଶ୍ୱର: ଗ୍ୟାସ୍ ସହ ଅନ୍ୟ ସାମଗ୍ରୀର ଦରବୃଦ୍ଧିକୁ ନେଇ ରାଜଧାନୀରେ ବିଜୁ ଜନତା ଦଳ ପ୍ରତିବାଦ କରିଛି । ରାଜଭବନ ସମ୍ମୁଖରେ ଦଳ ପକ୍ଷରୁ ପ୍ରତିବାଦ କରାଯିବା ସହ ଶତାଧିକ ନେତା ଓ କର୍ମୀ ଚୂଲିରେ ପ୍ରତିବାଦ ସ୍ଥଳରେ ରୋଷେଇ କରିଛନ୍ତି । ରାଜଭବନ ସମ୍ମୁଖରେ ଦରଦାମ ବୃଦ୍ଧିକୁ ନେଇ…

୧୪ ଓ ୧୫ ତାରିଖରେ ରାଜ୍ୟର ସମସ୍ତ ଟାଟା ପାୱାର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିବ ବିଜେପି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପ୍ରତ୍ୟକ୍ଷ ପ୍ରୋତ୍ସାହନରେ ବିଜୁଳି ବିତରଣ କଂପାନୀ ଟାଟା ପାୱାରର ଅରାଜକତା ସମସ୍ତ ସୀମା ଉଲ୍ଲଂଘନ କରିଛି । ସରକାରଙ୍କ ନିୟନ୍ତ୍ରଣ ବାହାରେ ଟାଟା ପାୱାର ଅଛି ଏବଂ ସାଧାରଣ ଉପଭୋକ୍ତା ନାହିଁ ନଥିବା କଷ୍ଟ ଭୋଗୁଛନ୍ତି । ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରୀ…

‘ମହାରାଷ୍ଟ୍ର’, ଗାଦିରେ ବସିଲେ, ଲାତ ମାରିଲେ !

ଭୁବନେଶ୍ୱର: ଚର୍ଚ୍ଚାରେ ମହାରାଷ୍ଟ୍ରର ସର୍ଭେ ରାଜନୀତି। ସିନ୍ଦେ ଗୋଷ୍ଠି ଶିବସେନା ପକ୍ଷରୁ ମହାରାଷ୍ଟ୍ରର ଏକ ସର୍ଭେ ସମ୍ପର୍କିତ ବିଜ୍ଞାପନକୁ ନେଇ ଦେଶର ରାଜନୀତି ଚଳଚଞ୍ଚଳ ହୋଇଛି। ଏହି ସର୍ଭେ ଅନୁଯାୟୀ ମହାରାଷ୍ଟ୍ର ଜନତା ଏକନାଥ ସିନ୍ଦେଙ୍କୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ…