Latest Odisha News

BREAKING NEWS

Browsing Category

ରାଜନୀତି

ମୋକିମ୍ ଓ ଚିରଞ୍ଜୀବଙ୍କ ନିଲମ୍ବନକୁ ବିରୋଧ, କଂଗ୍ରେସ ଭବନ ଆଗରେ ସମର୍ଥକଙ୍କ ଆନ୍ଦୋଳନ

ଭୁବନେଶ୍ୱର: ନିଲମ୍ବନକୁ ନେଇ ବଢ଼ୁଛି ଅଡ଼ୁଆ, ବଢ଼ୁଛି ବିବାଦ । ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଏଆଇସିସି ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ନିଲମ୍ବିତ କରିଥିଲା । ଆଉ ନିଲମ୍ବନ ନିଆଁ ଏବେ କର୍ମୀଙ୍କ ମଧ୍ୟରେ ଆକ୍ରୋଶ ହୋଇ ବ୍ୟାପିବାରେ ଲାଗିଛି । ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ…

ମଣିପୁର ଉଲଗ୍ନ ଭିଡିଓ ଘଟଣା: ମୁଖ୍ୟ ଅଭିଯୁକ୍ତର ଘର ଜାଳିଦେଲେ ଉତ୍ତ୍ୟକ୍ତ ଜନତା

ମଣିପୁର: ମଣିପୁର ରାଜରାସ୍ତାରେ ଶତାଧିକ ଲୋକ ଦୁଇ ଜଣ ମହିଳାଙ୍କୁ ଉଲଗ୍ନ କରି ଚଲାଇ ଚଲାଇ ନେବା ସହ ଅସଦାଚରଣ କରୁଥିବା ଭିଡିଓ ସମଗ୍ର ଦେଶବାସୀଙ୍କୁ ସ୍ତବ୍ଧ କରି ଦେଇଛି। କାକୁତିମିନତୀ ହୋଇ ଛାଡ଼ି ଦେବାକୁ ନେହୁରା ହେଉଥିବା ମହିଳାଙ୍କ ପ୍ରତି ଏପରି ପାଶବିକ ଅତ୍ୟାଚାର ଯୋଗୁ ସମଗ୍ର…

ବିନା ସର୍ତ୍ତରେ ରାହୁଲଙ୍କ ହାତ ଧରିବେ ଶର୍ମିଳା!

ଭୁବନେଶ୍ୱର: କଂଗ୍ରେସର ନୂଆ ଫଣ୍ଡା ଏକତା। ନିଜ ଭିତରେ ଲଢେଇ ନ କରି ସମସ୍ତେ ଗୋଟିଏ ପ୍ଲାଟଫର୍ମରେ ଏକାଠି ହେବାକୁ ଦଳ ସବୁଠୁ ଅଧିକ ଧ୍ୟାନ ଦେଉଛି। ତେଲେଙ୍ଗାନାରେ ଏହାର ବଡ଼ ପ୍ରତିଫଳନ ଦେଖିବାକୁ ମିଳିଛି। ପୂର୍ବରୁ ରାଜସ୍ଥାନ ଓ ଛତିଶଗଡ଼ରେ ଦଳୀୟ ନେତାଙ୍କୁ ମ୍ୟାନେଜ କରି ଗୋଟିଏ…

ଆଇନ ଜାଲରେ ‘ଇଣ୍ଡିଆ’

ଭୁବନେଶ୍ୱର: ଗଠନ ହେବାଠାରୁ ବିବାଦ ଇଣ୍ଡିଆର ପିଛା ଛାଡୁନି। ମିଳିତ ବିରୋଧୀ ମେଣ୍ଟର ନୂଆ ନାଁ ଇଣ୍ଡିଆ ରଖାଯିବା ପରେ ବିଜେପି ଏହାକୁ ତୀଵ୍ର ବିରୋଧ କରିଛି। ଇଣ୍ଡିଆ ନାଁ ପଞ୍ଜିକୃତ ହୋଇପାରିବ କି ନାହିଁ ତାକୁ ନେଇ ବିତର୍କ ଆରମ୍ଭ ହୋଇଛି। ସେପଟେ ଠିକ ଏଭଳି ସମୟରେ ବିରୋଧୀ ମେଣ୍ଟର ନାଁ…

ଜଘନ୍ୟ ଅପରାଧରେ ସଂପୃକ୍ତ ବିଜେପି ନେତା ଅପରାଧ ସଂପର୍କରେ ପ୍ରବଚନ ଦେବା ବିଡ଼ମ୍ବନା: ବିଜେଡି

ଭୁବନେଶ୍ୱର: ହତ୍ୟା ମାମଲାଠୁ ଆରମ୍ଭ କରି ସବୁ ପ୍ରକାର ଗୋଲକ ଧନ୍ଦାରେ ସଂପୃକ୍ତ ଓଡ଼ିଶା ବିଜେପିର ଜଣେ କୁହାଳିଆ ନେତା କିଭଳି କଳଙ୍କିତ ଚରିତ୍ରର ବ୍ୟକ୍ତି, ତାହା ସମସ୍ତଙ୍କୁ ଜଣା । ରାଜ୍ୟ ବିଜେପିର ବଡ଼ବଡ଼ ପଦପଦବିରେ ବସିଥିବା ଏଭଳି ଅଭ୍ୟାସଗତ ଅପରାଧୀମାନେ ଅପରାଧ ସଂପର୍କରେ ପ୍ରବଚନ…

ବିରୋଧୀଙ୍କ ବୈଠକରେ ଆଇଏଏସଙ୍କ କାମ କଣ?

ଭୁବନେଶ୍ୱର: ବିରୋଧୀ ଏକତା ବୈଠକ ଦେଶର ରାଜନୀତିରେ ଏକ ନୂଆ ଅଧ୍ୟାୟ ଆରମ୍ଭ କରିଛି। ନୂଆ ବିରୋଧୀ ମେଣ୍ଟର ନାଁ ଇଣ୍ଡିଆ ଦେଇ ବିରୋଧୀ ଏକ ବଡ଼ କାର୍ଡ ଖେଳିଛନ୍ତି। କିନ୍ତୁ ବିରୋଧୀ ମେଣ୍ଟର ନାଁ ଦେବାଠୁ ଆରମ୍ଭ କରି ବିଭିନ୍ନ ପ୍ରସଙ୍ଗକୁ ନେଇ ବିଜେପି ସମେତ ଅନ୍ୟ କିଛି ଦଳ ବିରୋଧୀଙ୍କୁ…

ବିରୋଧୀଙ୍କ ପାଇଁ ମୋଦିଙ୍କ ପ୍ରଚାର!

ଭୁବନେଶ୍ୱର: ବିରୋଧୀ ଏକତା ବୈଠକକୁ ନେଇ ଯେତିକି ଚର୍ଚ୍ଚା ଓ ବିବାଦ ନାହିଁ ବିରୋଧୀ ମେଣ୍ଟର ନୂଆ ନାଁ ଇଣ୍ଡିଆକୁ ନେଇ ସେତିକି ଅଧିକ ଚର୍ଚ୍ଚା ହେଉଛି। ଇଣ୍ଡିଆ ନାଁ କୁ ନେଇ ବିରୋଧୀ ଦଳ ଗୁଡିକ ବେଶ ଆଶାବାଦୀ। ଏହି ନାଁ କୁ ନେଇ ଦେଶରେ ଏକ ବଡ଼ ମାହୋଲ ତିଆରି ହୋଇପାରିବ ବୋଲି ଆଶା ରଖିଛନ୍ତି…

କୌଣସି ଦଳ ସହ କରିବେ ନାହିଁ ମେଣ୍ଟ, ଲୋକସଭା ନିର୍ବାଚନରେ ଏକାକୀ ଲଢିବେ ମାୟାବତୀ

ଓଡ଼ିଶା ସମ୍ବାଦ ବ୍ୟୁରୋ: ବହୁଜନ ସମାଜବାଦୀ ପାର୍ଟିର ମୁଖ୍ୟ ମାୟାବତୀ କୌଣସି ମେଣ୍ଟରେ ସାମିଲ ନହେବା ନେଇ ଚର୍ଚ୍ଚା ଜୋର ଧରିଥିଲା। ଏହି ସମୟରେ ମାୟାବତୀ ବୁଧବାର ଲୋକସଭା ନିର୍ବାଚନ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ବହୁଜନ ସମାଜବାଦୀ ପାର୍ଟି ୨୦୨୪ରେ ସେ କୌଣସି ଦଳ…

ମେଣ୍ଟର ନାଁ ଇଣ୍ଡିଆ ରଖିବା ପରେ ‘ଜିତେଗା ଭାରତ’ ଟ୍ୟାଗ୍ ଲାଇନ୍ ରଖିଲେ ବିରୋଧୀ

ବେଙ୍ଗଳୁରୁ: କେନ୍ଦ୍ରର ମୋଦି ସରକାରଙ୍କୁ କ୍ଷମତାରୁ ହଟାଇବାକୁ ଅଣ୍ଟା ଭିଡ଼ିଥିବା ବିରୋଧୀ ଆଉ ଏକ ପାଦ ଆଗକୁ ବଢ଼ିଛନ୍ତି । ମଙ୍ଗଳବାର ମେଣ୍ଟର ନାଁ ଇଣ୍ଡିଆ ରଖିବା ପରେ ବିରୋଧୀ ଆଜି ଟ୍ୟାଗ୍ ଲାଇନ୍ ରଖିଛନ୍ତି ‘ଜିତେଗା ଭାରତ’ । ୨୦୨୪ ନିର୍ବାଚନ ପୂର୍ବରୁ ବିରୋଧୀ ଇଣ୍ଡିଆ, ଭାରତ ନାଁକୁ…

ଟିଟୋ ସହଯୋଗୀ ଜିଲ୍ଲା ବିଜେଡି ଉପସଭାପତି, ପ୍ରଶାନ୍ତ ମୁଦୁଲିଙ୍କ ଆଡ଼କୁ ଅଙ୍ଗୁଳି ଉଠାଇଲେ ସମ୍ବିତ

ଭୁବନେଶ୍ୱର: ଜଗତସିଂହପୁର ଜିଲ୍ଲା ବିଜେଡି ଉପସଭାପତି ଭାବେ ଗ୍ଯାଙ୍ଗଷ୍ଟର ଟିଟୋର ସହଯୋଗୀ ଜ୍ୟୋତିକାନ୍ତ ପରିଡ଼ା ଓରଫ ବାପୁଙ୍କୁ ନିଯୁକ୍ତି ପରେ ବିବାଦ ଉପୁଜିଛି । ବାପୁ ପରିଡ଼ା ନାଁ କିଏ ଦେଲା ? ତାକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ସରକାରୀ ମୁଖ୍ୟ…