Latest Odisha News

BREAKING NEWS

Browsing Category

ରାଜନୀତି

ଓଡିଶା ଗସ୍ତରେ କେନ୍ଦ୍ର ନିର୍ବାଚନ ଆୟୋଗ ଟିମ୍, ସମସ୍ତ ଜିଲ୍ଲାପାଳଙ୍କ ସହ ବୈଠକ ଜାରି

ଭୁବନେଶ୍ଵର: ଓଡିଶା ଗସ୍ତରେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ଟିମ୍ । ଆଜି ଖାରବେଳ ଭବନ ଠାରେ ରାଜ୍ୟର ସବୁ ଜିଲ୍ଲାପାଳ ମାନଙ୍କ ସହ ବୈଠକ ଜାରି ରଖିଛନ୍ତି ନିର୍ବାଚନ ଆୟୋଗ । ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ପାଇଁ ଚାଲିଛି ଆଲୋଚନା । ନିର୍ବାଚନ କମିଶନରଙ୍କ ଟିମ୍ ଆସିବା ପୂର୍ବରୁ ରାଜ୍ୟ…

ରାଜ୍ୟ ସରକାରଙ୍କ ନିଷ୍ପତ୍ତି: ଚଳିତ ବର୍ଷ ମଧ୍ୟ ହେବନି ଛାତ୍ର ସଂସଦ ନିର୍ବାଚନ

ଭୁବନେଶ୍ଵର: ପୂର୍ବ ବର୍ଷଗୁଡ଼ିକ ଭଳି ଏଥର ବି ହେବନି ଛାତ୍ର ସଂସଦ ନିର୍ବାଚନ । ଚଳିତବର୍ଷ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ଛାତ୍ର ସଂସଦ ନିର୍ବାଚନ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଲଗାତାର ଭାବରେ ଗତ ୬ ବର୍ଷ ହେବ ରାଜ୍ୟର ବିଶ୍ଵବିଦ୍ୟାଳୟ ଓ ମହାବିଦ୍ୟାଳୟରେ…

ତେଲେଙ୍ଗାନାରେ କେସିଆର ଖରାପ ବିଧାୟକ ଭଲ, ଛତିଶଗଡରେ ବଘେଲ ଭଲ ବିଧାୟକ ଖରାପ!

ଭୁବନେଶ୍ୱର: ଦେଶର ଚାରୋଟି ପ୍ରମୁଖ ରାଜ୍ୟର ନିର୍ବାଚନ ପୂର୍ବରୁ ଏକ ସର୍ଭେକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜସ୍ଥାନ, ଛତିଶଗଡ଼, ମଧ୍ୟପ୍ରଦେଶ ଓ ତେଲେଙ୍ଗାନାରେ ନିର୍ବାଚନ ହେବାକୁ ଥିବାରୁ ସେଠାରେ ଥିବା ନିର୍ବାଚିତ ବିଧାୟକ ମାନଙ୍କ ଉପରେ ଲୋକେ କେତେ ସନ୍ତୁଷ୍ଟ ତାକୁ ନେଇ ରିପୋର୍ଟ…

ଉଚ୍ଚଶିକ୍ଷା ପ୍ରତି ରାଜ୍ୟ ସରକାରଙ୍କ ନିଚ ଦୃଷ୍ଟି କ୍ଷମଣୀୟ ନୁହେଁ: କଂଗ୍ରେସ

ଭୁବନେଶ୍ୱର: ଆଜି କଂଗ୍ରେସ ଭବନରେ ଆହୁତ ସାମ୍ବାଦିକ ସମ୍ମିଳନୀରେ ଉଚ୍ଚଶିକ୍ଷା ପ୍ରତି ନିଚ ଦୃଷ୍ଟି ସଂପର୍କରେ ପିସିସି ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ଉଦ୍‌ବୋଧନ ଦେଇ କହିଥିଲେ ଯେ ଉଚ୍ଚଶିକ୍ଷା ପ୍ରତି ନୀଚ ଦୃଷ୍ଟି ଅକ୍ଷମଣୀୟ। ଶ୍ରୀ ବେହେରା ରାଜ୍ୟର ଉଚ୍ଚଶିକ୍ଷାର ସ୍ଥିତି ଓ…

ପଦରୁ ବାହାରିବା ପରେ ମୁହଁ ଖୋଲିଲେ ସୌମ୍ୟ: କହିଲେ, ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ଅସଲି ନା ନକଲି ?

ଭୁବନେଶ୍ୱର: ବିଜେଡି ଉପସଭାପତି ପଦରୁ ବାହାରିବା ପରେ ମୁହଁ ଖୋଲିଲେ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ । ପ୍ରତିକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତକୁ ନେଇ ସନ୍ଦେହ ପ୍ରକାଶ କରିଛନ୍ତି ବିଧାୟକ । ଏହି ଦସ୍ତଖତ  ଅସଲି  ନା ନକଲି ବୋଲି ପ୍ରଶ୍ନ କରିଛନ୍ତି ସୌମ୍ୟ । ଆଜି ବିଜୁ…

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ କେତେ ରୋଗୀ, କେତେ ଖର୍ଚ୍ଚ..ଶ୍ୱେତପତ୍ର ଜାରି କର-ବିଜେପି

ଭୁବନେଶ୍ୱର:ରାସ୍ତାଘାଟରେ ଗର୍ଭବତୀଙ୍କ ସନ୍ତାନ ପ୍ରସବ, ଆାମ୍ବୁଲାନ୍ସ ନ ଥିବାରୁ ରୋଗୀ ଅଟୋ ଓ ଖଟରେ ବୁହାହେବ, ଶବକୁ ଟ୍ରଲି, ସାଇକେଲରେ ଘରକୁ ନେବା ଏସବୁ ନିତିଦିନିଆ ଘଟଣା  ହୋଇପଡିଲାଣି । ହେଲେ ରାଜ୍ୟ ସରକାର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନେଇ ଆତ୍ମବିଭୋର ହେଉଛନ୍ତି । ଓଡିଶାରେ…

ସୌମ୍ୟଙ୍କୁ ଉପ ସଭାପତି ପଦରୁ ହଟାଇଲା ବିଜେଡି

ଭୁବନେଶ୍ୱର: ଶେଷରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ପଟ୍ଟନାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ବିଜେଡି । ତାଙ୍କୁ ଦଳର ଉପସଭାପତି ପଦରୁ ହଟା   ଯାଇଛି ।  ବିଜେଡି ବିଧାୟକ ସୌମ୍ୟ ପଟ୍ଟନାୟକ ନିଜ ଖବରକାଗଜ ସମ୍ବାଦରେ ଏକ ଆଲେଖ୍ୟ ଲେଖି ବିବାଦୀୟ ହୋଇ ପଡିଥିଲେ। ଏଥିରେ ସେ ୫ଟି ସଚିବଙ୍କ…

ଅକ୍ଟୋବର ସୁଦ୍ଧା ପ୍ରସ୍ତୁତ ହେବ କଂଗ୍ରେସର ନିର୍ବାଚନୀ ଇସ୍ତାହାର

ଭୁବନେଶ୍ୱର: ଜୋର ଧରିଲାଣି ନିର୍ବାଚନୀ ତାତି । ଦଳ,କର୍ମୀ ସମସ୍ତେ ଚଳଚଞ୍ଚଳ । ଏସବୁ ଭିତରେ କଂଗ୍ରେସ ପକ୍ଷରୁ ନିର୍ବାଚନୀ ଇସ୍ତାହାର ପ୍ରକାଶ ନେଇ ଚାଲିଛି ଜୋରଦାର ଉଦ୍ୟମ । ଅକ୍ଟୋବର ସୁଦ୍ଧା କଂଗ୍ରେସର ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ କରାଯିବ ବୋଲି କହିଛନ୍ତି ପିସିସି ସଭାପତି ଶରତ…

ସରକାରୀ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଜେପି ବିଧାୟକ ଓ ସାଂସଦ ଅନୁପସ୍ଥିତ ରହିବା ବଢ଼ାଇଲା ଚର୍ଚ୍ଚା

ବାରିପଦା : ବାରିପଦା ସହରରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆୟୋଜିତ 'ଆଦିରନ ମାରାଥନ'ରେ ହଜାର ହଜାର ଯୁବ କ୍ରୀଡ଼ାପ୍ରେମୀଙ୍କ ସମାଗମ ହୋଇଥିଲା। ଜିଲ୍ଲାପାଳ ବିନୀତ ଭରଦ୍ୱାଜ, ଏସପି ବି. ଗଙ୍ଗାଧର ଓ ବିଜେଡିରୁ ଆସିଥିବା ରାଜନୈତିକ ନେତାମାନେ ପତାକା…

୨୦୨୪ ପାଇଁ ତିନି ଦଳର ସମରସଜ୍ଜା, ଜାଣନ୍ତୁ ତିନି ଦଳ କେମିତି ଭୋଟ୍ ଭିକ୍ଷା କରିବେ

ଭୁବନେଶ୍ୱର: ୨୦୨୪ ନିର୍ବାଚନ ପାଇଁ ଓଡ଼ିଶାର ପ୍ରମୁଖ ରାଜନୈତିକ ଦଳ ଗୁଡ଼ିକ ପ୍ରସ୍ତୁତି ଆରମ୍ଭ କରିଦେଇଥିବା ବେଳେ ଶାସକ ବିଜୁ ଜନତା ଦଳ ପକ୍ଷରୁ ଏହାର ନେତା ଓ କର୍ମୀଙ୍କ ପାଇଁ ଏକ ବିଶାଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସେହିପରି ବିଜେପି ପକ୍ଷରୁ କଣ୍ଟ୍ରୋଲ ରୁମ୍ ଓ ଓ୍ୱାର ରୁମ୍…