Latest Odisha News

BREAKING NEWS

Browsing Category

ରାଜନୀତି

କଂଗ୍ରେସ ରାସ୍ତାରେ ଆନ୍ଧ୍ରର ଟିଡିପି, ଆପଣାଇଲା ଗ୍ୟାରେଣ୍ଟି ଫଣ୍ଡା

ଭୁବନେଶ୍ୱର: ଦେଶର ସାଧାରଣ ନିର୍ବାଚନ ସହ ବିଭିନ୍ନ ରାଜ୍ୟର ଆସନ୍ନ ବିଧାନସଭା ନିର୍ବାଚନକୁ ଦେଖି ଦେଶର ବିଭିନ୍ନ ପ୍ରମୁଖ ରାଜନୈତିକ ଦଳ ଆଗୁଆ ପ୍ରସ୍ତୁତିକୁ ଜୋରଦାର କରୁଛନ୍ତି। ବିଶେଷ କରି ଲୋକଙ୍କ ଆବଶ୍ୟକତାକୁ ଆଖି ଆଗରେ ରଖି ବିଭିନ୍ନ ଆଗୁଆ ସ୍କିମ ଘୋଷଣା ବେଶ ଲାଭଦାୟୀ ହେଉଛି।…

କର୍ଣ୍ଣାଟକର ଗ୍ୟାରେଣ୍ଟି, ସବୁଆଡେ ଜିତାଇବ!

ଭୁବନେଶ୍ୱର: କର୍ଣ୍ଣାଟକରେ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୫ ଟି ଗ୍ୟାରେଣ୍ଟି ପୂରଣ ପାଇଁ ବଢୁଛି ଚାପ। ଲୋକଙ୍କଠୁ ଆରମ୍ଭ କରି ବିରୋଧୀ ଚାପ ପକାଉଥିବା ବେଳେ ଖୋଦ ଦଳୀୟ ହାଇକମାଣ୍ଡଙ୍କ ପକ୍ଷରୁ ମଧ୍ୟ ତୁରନ୍ତ ଗ୍ୟାରେଣ୍ଟି ପୂରଣ ପାଇଁ କୁହାଯାଇଛି। ଯାହାକୁ ନେଇ ସିଦ୍ଦରମେୟା ସରକାରଙ୍କ ଚିନ୍ତା…

ନବ ଦାସ ହତ୍ୟାକାଣ୍ଡ ଚାର୍ଜସିଟକୁ ନେଇ ତେଜିଲା ରାଜନୀତି; ମୁହାଁମୁହିଁ ହେଲେ ବିଜେପି-ବିଜେଡି

ଭୁବନେଶ୍ୱର: ନବଦାସ ହତ୍ୟା ଘଟଣାର ଚାର୍ଜସିଟ ରିପୋର୍ଟକୁ ନେଇ ମୁହାଁମୁହିଁ ହେଲେ ବିଜେଡି-ବିଜେପି । ସିବିଆଇ ରିପୋର୍ଟକୁ ନେଇ ବିଜେପି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ଏପରିକି ଏହି ଘଟଣାରେ ଅଭିଯୁକ୍ତ ଗୋପାଳ ଦାସଙ୍କୁ ଖସାଇବା ଉଦ୍ୟମ କରାଯାଉଥିବା ବିଜେପି ଅଭିଯୋଗ ଆଣିଛି । ଏପରିକି…

ରାଜନୀତିରେ ‘ମୋ ଘର’, ବିଜେପି କହିଲା କେନ୍ଦ୍ର ଯୋଜନାର ନକଲ, ସରକାର କହିଲେ ଅବହେଳିତଙ୍କୁ ଗୁରୁତ୍ୱ

କଟକ: ରାଜ୍ୟ ସରକାରଙ୍କ 'ମୋ ଘର' ଯୋଜନା ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ କରିବା ଲକ୍ଷ୍ୟରେ କେନ୍ଦ୍ରୀୟ ଯୋଜନାର ଏକ ନକଲ ମାତ୍ର ବୋଲି କହି ସୋମବାର ଭାରତୀୟ ଜନତା ପାର୍ଟି ପକ୍ଷରୁ କୁହାଯାଇଛି। ଏପରି କହି ଶାସକ ଦଳକୁ କଡା ସମାଲୋଚନା କରିଛି ବିଜେପି। ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ…

‘ତେଲେଙ୍ଗାନା ରାଜନୀତି’, ୱାଇଏସଆର ସହ ମେଣ୍ଟ କରିବ କଂଗ୍ରେସ !

ଭୁବନେଶ୍ୱର: ତେଲେଙ୍ଗାନାରେ ଆସନ୍ନ ନିର୍ବାଚନ ତାତି ବଢ଼ିବାରେ ଲାଗିଛି। ରାଜ୍ୟରେ ଶାସକ ବିଆରଏସକୁ ହରାଇବାକୁ ପ୍ରମୁଖ ଶକ୍ତି ମାନେ ଲାଗି ପଡିଛନ୍ତି। ବିଜେପିଠୁ ଆରମ୍ଭ କରି କଂଗ୍ରେସ ଓ ୱାଇଏସଆର ତେଲେଙ୍ଗାନା ପାର୍ଟି ମଧ୍ୟ ଜିତିବାକୁ ଯୋଜନା ପ୍ରସ୍ତୁତିରେ ଲାଗିଛନ୍ତି। କର୍ଣ୍ଣାଟକରେ…

‘ମଧ୍ୟପ୍ରଦେଶରେ ୧୫୦ ସିଟରେ ଜିତିବ କଂଗ୍ରେସ’

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ୧୫୦ ଆସନ ଜିତିବ କଂଗ୍ରେସ। ମଧ୍ୟପ୍ରଦେଶ ନିର୍ବାଚନ ପ୍ରସ୍ତୁତି ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏଭଳି ମନ୍ତବ୍ୟ ଦେଇଛନ୍ତି। କର୍ଣ୍ଣାଟକରେ କଂଗ୍ରେସ ଯେଭଳି ଜିତିଲା ମଧ୍ୟପ୍ରଦେଶରେ ସେଭଳି ରିପିଟ କରିବ ବୋଲି ସେ…

ହ୍ୟାଟ୍ରିକ ପାଇଁ ମୋଦିଙ୍କ ପ୍ଲାନ

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନରେ ହ୍ୟାଟ୍ରିକ ପାଇଁ ବିଜେପିର ବଡ଼ ପ୍ରସ୍ତୁତି। ଲୋକସଭା ନିର୍ବାଚନରେ ସଫଳତା ଦୋହରାଇବାକୁ କୌଣସି ବି ସୁଯୋଗ ହାତଛଡା କରିବାକୁ ଚାହୁଁନି ବିଜେପି। ସେଥିପାଇଁ ପ୍ରଧାନମନ୍ତ୍ରୀ ମୋଦି ଜୋରଦାର ଉଦ୍ୟମ ଆରମ୍ଭ କରିଛନ୍ତି। ମୋଦି ବିଜେପି ଶାସିତ ରାଜ୍ୟର…

ନୂଆ ସଂସଦ ଭବନ ଉଦଘାଟନକୁ ବର୍ଜନ କଲା ଟିଏମସି, କିନ୍ତୁ ସାମିଲ ହେଲେ ୨ ସାଂସଦ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ନୂଆ ସଂସଦ ଗୃହର ଉଦଘାଟନ କରିଛନ୍ତି। ଉଦ୍‌ଘାଟନୀ ସମାରୋହରେ ବିରୋଧୀ ଦଳ ସମେତ ଟିଏମସି ଏହାକୁ ବର୍ଜନ କରିଛି। କିନ୍ତୁ ଏହି କାର୍ଯ୍ୟକ୍ରମରେ ଦୁଇ ଟିଏମସି ସାଂସଦ ଶିଶିର ଅଧିକାରୀ ଏବଂ ଦ୍ବିବେନ୍ଦୁ ଅଧିକାରୀ ଉପସ୍ଥିତ ଥିଲେ। ନୂଆ ସଂସଦ…

ନୂଆ ସଂସଦ ଭବନ ଉଦଘାଟନ, ବିଜେଡି ସୁପ୍ରିମୋଙ୍କ ନିରବତା ଓ ଭର୍ତ୍ତୃହରିଙ୍କ ଫଟୋ ବଢ଼ାଇଲା ଚର୍ଚ୍ଚା

ଭୁବନେଶ୍ୱର: ନୂଆ ସଂସଦ ଭବନ ଉଦଘାଟନ ଅବସରରେ ଯଦିଓ ବିଜେଡି ଯୋଗ ଦେଇଛି ବୋଲି କହିଛି କିନ୍ତୁ ଏହାକୁ ନେଇ ଦଳ ଆନ୍ତରିକ ଭାବେ କେତେ ଖୁସି ଅଛି ତାହା ଏବେ ବଡ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି? କାରଣ ଉଦଘାଟନୀ ଉତ୍ସବରେ ବିଜେଡି ସାଂସଦ ଯୋଗ ଦେଇଥିଲେ ବୋଲି ଦଳ କହିଛି। କିନ୍ତୁ ଯେଉଁ ସାଂସଦ…

ପ୍ରତ୍ୟେକ ବୁଥ୍‌ରେ କଂଗ୍ରେସ ସେବା ଦଳ କର୍ମୀଙ୍କୁ ନିଯୁକ୍ତି ଦିଆଯିବ: ଶରତ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳ ପକ୍ଷରୁ ଆଜି ପୂର୍ବାହ୍ନରେ କଂଗ୍ରେସ ଭବନଠାରେ କଂଗ୍ରେସ ସେବାଦଳର ଜିଲ୍ଲା କର୍ମକର୍ତ୍ତା ସମ୍ମିଳନୀକୁ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି । ସମ୍ମିଳନୀକୁ ଉଦଘାଟନ କରି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକ କହିଛନ୍ତି,…