Latest Odisha News

BREAKING NEWS

Browsing Category

ରାଜନୀତି

ବିଜେଡି ଛାଡ଼ି ବିଜେପିରେ ମିଶିଲେ ପାଟଣାଗଡ଼ ଏନ୍‌ଏସି ଉପାଧ୍ୟକ୍ଷଙ୍କ ସମେତ ୭ କାଉନ୍‌ସିଲର 

ଭୁବନେଶ୍ୱର: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଏନ୍‌ଏସିର ଉପାଧ୍ୟକ୍ଷ ପ୍ରଫୁଲ୍ଲ କୁମାର ମେହେରଙ୍କ ନେତୃତ୍ୱରେ ୭ ଜଣ କାଉନ୍‌ସିଲର ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି। ଏହାଦ୍ୱାରା ବଲାଙ୍ଗୀର ଜିଲ୍ଲା, ପାଟଣାଗଡ ବିଧାନସଭା ଓ ଏନ୍‌ଏସିରେ ଦଳର ସଂଗଠନ ଆହୁରି ମଜଭୁତ ହୋଇପାରିଛି। ଦେଶର ୨୧…

ତାମିଲନାଡୁ ଗଡ ହାତେଇବାକୁ ଏନଡିଏର କସରତ, ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରାଲି ମେଣ୍ଟ…

ଚେନ୍ନାଇ: ତାମିଲନାଡୁ ବିଧାନସଭା ନିର୍ବାଚନକୁ ମାତ୍ର ଚାରି ମାସ ବାକି ଥିବା ବେଳେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (ଜାନୁଆରୀ ୨୩) ଚେନ୍ନାଇରୁ ପ୍ରାୟ ୧୦୦ କିଲୋମିଟର ଦୂର ମଦୁରନ୍ତକମରେ ଏକ ବିଶାଳ ରାଲିରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ଅଭିଯାନ ଆରମ୍ଭ କରିବେ। ଏହି…

ଟ୍ରମ୍ପଙ୍କ ‘ଶାନ୍ତି ବୋର୍ଡ’; କାହିଁକି ଦୂରେଇଲା ଭାରତ…

ନୂଆଦିଲ୍ଲୀ: ବିଶ୍ୱବ୍ୟାପୀ ଚାଲିଥିବା ଆଲୋଚନା ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ "ଶାନ୍ତି ବୋର୍ଡ" ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହା ଗାଜାରେ ସ୍ଥାୟୀ ଶାନ୍ତି ଆଣିବା ସହ ବିଶ୍ୱବ୍ୟାପୀ ଅନ୍ୟାନ୍ୟ ବିବାଦର ସମାଧାନ କରିବାରେ ସାହାଯ୍ୟ…

କ୍ରୋଏସିଆ ଭାରତୀୟ ଦୂତାବାସରେ ଭଙ୍ଗାରୁଜା; ନିନ୍ଦା କଲା ମନ୍ତ୍ରଣାଳୟ…

ନୂଆଦିଲ୍ଲୀ: କ୍ରୋଏସିଆର ରାଜଧାନୀ ଜାଗ୍ରେବରେ ଥିବା ଭାରତୀୟ ଦୂତାବାସରେ ଅନଧିକୃତ ପ୍ରବେଶ ଏବଂ ଭଙ୍ଗାରୁଜାର ଏକ ଭିଡିଓ ଇଣ୍ଟରନେଟରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ ଗୁରୁବାର ଭାରତ କଡ଼ା ପ୍ରତିବାଦ କରିଛି। ତେବେ ୟୁରୋପୀୟ ସଂଘ (ଇୟୁ) ନେତାଙ୍କ ଭାରତ ଗସ୍ତ ପୂର୍ବରୁ ଖାଲିସ୍ତାନି…

ଉପରାଷ୍ଟ୍ରପତିଙ୍କ ଗସ୍ତ; ସୁରକ୍ଷା ବ୍ୟବସ୍ଥାରେ ୩୦ ପ୍ଲାଟୁନ୍ ଫୋର୍ସ ନିୟୋଜିତ ହେବେ

କଟକ: ମହାନ ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଇଁ ଉପରାଷ୍ଟ୍ରପତି ସି.ପି.ରାଧାକ୍ରିଷ୍ଣନ କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ତାଙ୍କ ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ମଧ୍ଯ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଆସିବେ। ତାଙ୍କ ଗସ୍ତକୁ ନଜରରେ…

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ…

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନକୁ ନେଇ ମୁହଁ ଖୋଲିଛନ୍ତି। ସେ ବିଧାୟକଙ୍କ ନିଲମ୍ବନକୁ ସମର୍ଥନ କରି କହିଛନ୍ତି ଯେ ବିଜେଡି ତାଙ୍କୁ ପାଟକୁରା…

କାହିଁକି ୟୁ-ଟର୍ଣ୍ଣ ନେଲା ଟ୍ରମ୍ପଙ୍କ ବିମାନ…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡରେ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ତାଙ୍କର ସ୍ୱତନ୍ତ୍ର ବିମାନ ଏୟାର ଫୋର୍ସ ୱାନ ହଠାତ୍ ୟୁ-ଟର୍ଣ୍ଣ କରିବାରୁ ସେ କାର୍ଯ୍ୟକ୍ରମରେ ଯୋଗ ଦେଇପାରିନଥିଲେ। ଉଡ଼ାଣ ଭରିବା ପୂର୍ବରୁ…

ଟ୍ରମ୍ପ ଆମେରିକାର ସବୁଠୁ ବଡ ଦୁର୍ନୀତିଗ୍ରସ୍ତ ରାଷ୍ଟ୍ରପତି; କାହିଁକି ଏଭଳି କହିଲେ ବ୍ରିଟିଶ ସାଂସଦ

ନୂଆଦିଲ୍ଲୀ: ଆମେରିକାର ବୈଦେଶିକ ନୀତିକୁ କଡା ନିନ୍ଦା କରି ଜଣେ ବ୍ରିଟିଶ ସାଂସଦ ଟ୍ରମ୍ପଙ୍କୁ ଆମେରିକାର ସବୁଠାରୁ ଦୁର୍ନୀତିଗ୍ରସ୍ତ ରାଷ୍ଟ୍ରପତି ବୋଲି କହିବା ସହ ତାଙ୍କୁ ଏକ ଅନ୍ତର୍ଜାତୀୟ ଗ୍ୟାଙ୍ଗଷ୍ଟର ମଧ୍ୟ କହିଛନ୍ତି। ସଂସଦରେ ବ୍ରିଟିଶ ସରକାରଙ୍କୁ ସମ୍ବୋଧିତ କରି, ଏଡ୍ ଡେଭି…

ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ସାହିତ୍ୟିକଙ୍କ କାର୍ଯ୍ୟକ୍ରମ ବାତିଲ; ଓଡ଼ିଶା ସରକାରଙ୍କ ଉପରେ ବର୍ଷିଲା ବିଜେଡି…

ଭୁବନେଶ୍ୱର: ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ସାହିତ୍ୟିକଙ୍କ କାର୍ଯ୍ୟକ୍ରମ ବାତିଲ ଘଟଣାରେ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଲା ବିଜେଡି। ସୂଚନା ଅନୁଯାୟୀ, ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ ପ୍ରତିଷ୍ଠିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଚେୟାର ତରଫରୁ ସନ୍ଥକବି ଭୀମ ଭୋଇଙ୍କ ଉପରେ…

Republic Day 2026: ଗଣତନ୍ତ୍ର ଦିବସରେ କିଏ, କେଉଁଠି କରିବେ ପତାକା ଉତ୍ତୋଳନ…

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୨୬ ତାରିଖରେ ଗଣତନ୍ତ୍ର ଦିବସ ପାଳନ ପାଇଁ ସରକାର ପ୍ରସ୍ତୁତ ହେଉଛନ୍ତି। ରାଜ୍ୟପାଳ ହରି ବାବୁ କମ୍ଭମପାଟି ଭୁବନେଶ୍ୱରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଆନୁଷ୍ଠାନିକ ଭାବରେ ଅଭିବାଦନ ଗ୍ରହଣ କରିବା ନେଇ ସୋମବାର ସୂଚନା ଦିଆଯାଇଛି। ଗୃହ ବିଭାଗ ଦ୍ୱାରା ଜାରି…