Latest Odisha News

BREAKING NEWS

Browsing Category

ରାଜନୀତି

ଭୋଟ ଦେଲେ ଦୀପାଳି, ଟଙ୍କଧର; ପୂର୍ବାହ୍ନ ୧୧ଟା ସୁଦ୍ଧା ୨୦.୩୮% ମତଦାନ

ଝାରସୁଗୁଡା: ଖରାର ତାତି ଯେତେ ବଢୁଛି, ଝାରସୁଗୁଡାରେ ରାଜନୈତିକ ବାତାବରଣ ସେତେ ତାତୁଛି । ଆଜି ସକାଳ ୭ଟାରେ ଆରମ୍ଭ ହୋଇ ଯାଇଛି ମତଦାନ । ମତଦାନ ମନ୍ଥର ଗତିରେ ଚାଲିଥିବା ଦେଖିବାକୁ ମିଳିଛି । ସକାଳ ୯ଟା ସୁଦ୍ଧା ୯.୭୫ ପ୍ରତିଶତ ମତଦାନ ହୋଇଥିଲା । ଦିନ ବଢିବା ସହ ଭୋଟରଙ୍କ ଭିଡ ମତଦାନ…

ଝାରସୁଗୁଡାରେ ଚାଲିଛି ମତଦାନ: ଭୋଟରଙ୍କୁ ଫୁଲଚନ୍ଦନ ଦେଇ ସ୍ୱାଗତ

ଝାରସୁଗୁଡ଼ା:ଝାରସୁଗୁଡ଼ାରେ ଚାଲିଛି ମତଦାନ । ନବଙ୍କ ପରେ କିଏ ନେବ ଜିଲ୍ଲାର ଦାୟିତ୍ୱ ? ଏଥିପାଇଁ ଆଜି ନେତା ବାଛିବେ ଝାରସୁଗୁଡ଼ବାସୀ । ତିନି ପ୍ରମୁଖ ବିଜେଡି, ବିଜେପି, କଂଗ୍ରେସ ସହ ମୋଟ୍ ୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ଲକ୍ଷ ୨୧ ହଜାର ୭୧୯ ଜଣ ଭୋଟର ମତଦାନ କରିବେ । ଏଥିପାଇଁ…

ବିଜେଡି-ବିଜେପି ମୁହାଁମୁହିଁ ବେଳେ ନୀତୀଶଙ୍କୁ ଭେଟି ନରେନ୍ଦ୍ର ମୋଦୀଙ୍କୁ ବଡ଼ ବାର୍ତ୍ତା ଦେଲେ ନବୀନ

ଭୁବନେଶ୍ୱର: ଜନତା ଦଳ (ୟୁନାଇଟେଡ୍) ଦାବି କରିଛି ଯେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କେନ୍ଦ୍ରରେ ବିଜେପି ନେତୃତ୍ୱାଧୀନ ଏନଡିଏ ସରକାର ବିରୋଧରେ ବିରୋଧୀ ଏକତା ଦଳର ନେତା ହୋଇଛନ୍ତି। ଏହି କ୍ରମରେ ସେ ଦେଶରେ ବିଭିନ୍ନ ନେତାଙ୍କୁ ଭେଟୁଛନ୍ତି। ଆଉ ମଙ୍ଗଳବାର ନୀତୀଶ କୁମାର ମୁଖ୍ୟମନ୍ତ୍ରୀ…

ଉପନିର୍ବାଚନ ସଂକେତ, ରାଜସ୍ଥାନରେ ହାରିବ ହାତ!

ଭୁବନେଶ୍ୱର: କର୍ଣ୍ଣାଟକ ନିର୍ବାଚନ ପ୍ରଚାର ସରିବା ପରେ ଏବେ ବିଜେପି ଫୋକସରେ ରାଜସ୍ଥାନ। କଂଗ୍ରେସର ଗେହଲଟ ପାଇଲଟ ଲଢେଇ ମଧ୍ୟରେ ବିଜେପି ରାଜସ୍ଥାନରେ ଫାଇଦା ନେବାକୁ ଯୋଜନା ଆରମ୍ଭ କରିଥିବା କୁହାଯାଉଛି। ଏହି କ୍ରମରେ ମେ ୧୦ ତାରିଖ ଅର୍ଥାତ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଶ୍ରୀମନ୍ଦିର ରତ୍ନ ଭଣ୍ଡାରକୁ ନେଇ ସରକାରଙ୍କୁ ଘେରିଲା ବିଜେପି, କହିଲା ‘୫ ବର୍ଷରେ ବି ହୋଇନି ଗୋଟିଏ…

ଭୁବନେଶ୍ୱର: ପୁଣି ତାଜା ହୋଇଛି ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମାମଲା । ବିରୋଧୀ ବିଜେପି କହିଛି, ରତ୍ନ ଭଣ୍ଡାର ଚାବି ହଜିବା ଓଡ଼ିଶା ଜଗନ୍ନାଥ ମନ୍ଦିର ଇତିହାସରେ ସବୁଠାରୁ କଳଙ୍କିତ ଅଧ୍ୟାୟ । ରତ୍ନ ଭଣ୍ଡାର ଚାବି ହଜିବା ଘଟଣା ସରକାରଙ୍କ ନଜରକୁ ଆସିଥିଲା ୨୦୧୮ରେ । ସେବେଠାରୁ ଓଡିଶାର…

‘ନୀତିଶ କୁମାର’, ନିଜେ ଯୋଡୁଛନ୍ତି କିନ୍ତୁ ନିଜର ଭାଙ୍ଗୁଛି

ଭୁବନେଶ୍ୱର: ଗୋଟିଏ ପଟେ ବିରୋଧୀଙ୍କୁ ଯୋଡିବାରେ ଲାଗିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର। ସାରା ଦେଶର ବିଭିନ୍ନ ଅଣବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ବିରୋଧୀ ଦଳ ଗୁଡ଼ିକର ମୁଖିଆଙ୍କୁ ଭେଟୁଛନ୍ତି। ପାଟନାରେ ବିରୋଧୀଙ୍କ ମହାମେଳି ପାଇଁ ପ୍ରସ୍ତୁତି ଜୋରଦାର କରୁଛନ୍ତି।…

ମଧ୍ୟପ୍ରଦେଶ ବିଜେପିକୁ କଂଗ୍ରେସ ଡର!

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ଏବେ କଂଗ୍ରେସ ବିଜେପି ମୁହାଁମୁହିଁ ସ୍ଥିତିକୁ ଆସି ଯାଇଛନ୍ତି। ଗତ ନିର୍ବାଚନରେ କଂଗ୍ରେସ ମଧ୍ୟପ୍ରଦେଶରେ ଜିତିବା ସହ ସରକାର ଗଢିଥିଲା। କିନ୍ତୁ ପୂର୍ବତନ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ କିଛି କଂଗ୍ରେସ ବିଧାୟକଙ୍କୁ ନେଇ ବିଜେପିକୁ ଯିବା ପରେ କଂଗ୍ରେସ…

କର୍ଣ୍ଣାଟକରେ ମୋଦିଙ୍କ ଗଣିତକୁ ମାତ ଦେବେ କି ରାହୁଲ ?

ଭୁବନେଶ୍ୱର: ରାତି ପାହିଲେ କର୍ଣ୍ଣାଟକ ନିର୍ବାଚନ ପାଇଁ ମତଦାନ ହେବ। ଦୀର୍ଘ ଦିନ ଧରି ଜୋରଦାର ପ୍ରଚାର ପରେ ବର୍ତ୍ତମାନ ବିଭିନ୍ନ ସିଟକୁ ନେଇ ଅଙ୍କକଷା ଆରମ୍ଭ ହୋଇଛି। କର୍ଣ୍ଣାଟକରେ ୨୨୪ ବିଧାନସଭା ଆସନ ଥିବାବେଳେ ଗତ ନିର୍ବାଚନରେ ୭୪ ଟି ବିଧାନସଭା କ୍ଷେତ୍ରରେ ପ୍ରାର୍ଥୀଙ୍କ ଜିତିବା…

ଆଜି ନବୀନଙ୍କୁ ଭେଟିବେ ନୀତୀଶ; ମୋଦୀ ବିରୋଧୀ ମେଳିରେ ସାମିଲ ହେବ ବିଜେଡି?

ଭୁବନେଶ୍ୱର: ଆଜି ଓଡ଼ିଶା ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ନବୀନ ପଟ୍ଟନାୟକଙ୍କୁ ଭେଟି ୨୦୨୪ ଲୋକସଭା ନିର୍ବାଚନରେ ବିଜେପି ବିରୋଧରେ ମିଳିତ ବିରୋଧୀ ସାମ୍ମୁଖ୍ୟ ଗଠନ ନେଇ ଆଲୋଚନା କରିବେ। ଏହି ବୈଠକ ପ୍ରାୟ ଘଣ୍ଟାଏ ଧରି ଚାଲିବ ବୋଲି…

ନିରବ ରହୁଥିବା ଚିରଞ୍ଜୀବଙ୍କ ବିସ୍ଫୋରଣ ପରେ ବଢ଼ିଲା ଦଳ ବଦଳ ଚର୍ଚ୍ଚା

ଭୁବନେଶ୍ୱର: ବିଭିନ୍ନ ପ୍ରସଙ୍ଗରେ ନିରବ ରହୁଥିବା ରାଜ୍ୟ କଂଗ୍ରେସର ଅନ୍ୟତମ ବରିଷ୍ଠ ନେତା ତଥା ପୂର୍ବତନ ପିସିସି କାର୍ଯ୍ୟକାରିଣୀ ସଭାପତି ଚିରଞ୍ଜୀବ ବିଶ୍ବାଳଙ୍କ 'ବିସ୍ଫୋରଣ'କୁ ନେଇ ବଢ଼ିଲା ଚର୍ଚ୍ଚା। ପିସିସି ସଭାପତି ରେସରେ ଥିବା ନେଇ ନିକଟରେ ଚର୍ଚ୍ଚାକୁ ଆସିଥିବା ଏହି ନେତା ଏବେ ନୂଆ…