Latest Odisha News

BREAKING NEWS

Browsing Category

ରାଜନୀତି

ମହାନଦୀକୁ ନେଇ ମୁହାଁମୁହିଁ ହେଲେ ବିଜେଡି-ବିଜେପି, ପୁଣି ତେଜିଲା ମାଟି ଓ ପାର୍ଟି ନାରା

ଭୁବନେଶ୍ୱର: ମହାନଦୀକୁ ନେଇ ପୁଣି ଥରେ ବିଜେଡି-ବିଜେପି ମୁହାଁମୁହିଁ ହୋଇଛନ୍ତି । ମହାନଦୀର ଉପର ମୁଣ୍ଡରେ ଛତିଶଗଡ଼ର ବ୍ୟାରେଜ୍ ନିର୍ମାଣକୁ ନେଇ ଶାସକ ବିଜେଡି ଉଭୟ ବିଜେପି ଓ କଂଗ୍ରେସକୁ ସମାଲୋଚନା କରିଛି । ବିଜେଡି କହିଛି, ମହାନଦୀ ଓଡ଼ିଶାର ଜୀବନ ରେଖା । ଛତିଶଗଡ଼ର ବେଆଇନ୍ କାର୍ଯ୍ୟ…

ସମ୍ବଲପୁର ହିଂସାର ତଦନ୍ତ ପାଇଁ ବିଜେପି ଅଧ୍ୟକ୍ଷ ନଡ୍ଡା ଗଠନ କଲେ ୪ ଜଣିଆ ଟିମ୍

ଭୁବନେଶ୍ୱର: ହନୁମାନ ଜୟନ୍ତୀ ଶୋଭାଯାତ୍ରାକୁ ନେଇ ସମ୍ବଲପୁରରେ ହିଂସାର ତଦନ୍ତ କରିବ ବିଜେପିର ୪ ଜଣିଆ ଟିମ୍ । ରାଷ୍ଟ୍ରୀୟ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ସମ୍ବଲପୁର ହିଂସାକୁ ନେଇ ଦୁଃଖ ପ୍ରକାଶ କରିବା ସହ ତଦନ୍ତ ପାଇଁ ୪ ଜଣିଆ ଟିମ୍ ଗଠନ କରିଛନ୍ତି । ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି…

‘ମହାରାଷ୍ଟ୍ର ରାଜନୀତି’, ଘରକୁ ପଳେଇଲେ ସିନ୍ଦେ !

ଭୁବନେଶ୍ୱର: ମହାରାଷ୍ଟ୍ର ରାଜନୀତିକୁ ନେଇ ପ୍ରତିଦିନ ନୂଆ ନୂଆ ଚର୍ଚ୍ଚା ପଦାକୁ ଆସୁଛି। ସିନ୍ଦେ ବିଜେପି ସରକାରର ଭବିଷ୍ୟତ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଉଥିବା ଆଲୋଚନା ହେଉଛି। ଗୋଟିଏ ପଟେ ସିନ୍ଦେ ଗୋଷ୍ଠୀ ବିଧାୟକଙ୍କ ସମ୍ପର୍କିତ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ହେବାକୁ ଥିବା…

‘ମାନହାନି ମାମଲା’, ରାହୁଲଙ୍କ ପରେ ତେଜସ୍ୱୀଙ୍କ ପାଳି

ଭୁବନେଶ୍ୱର: ମାନହାନି ମାମଲା ପ୍ରସଙ୍ଗକୁ ନେଇ ରାହୁଲ ବିବାଦରେ ଛନ୍ଦି ହୋଇ ପଡ଼ିଥିବା ବେଳେ ଏବେ ଆରଜେଡି ନେତା ତଥା ବିହାରର ଉପମୁଖ୍ୟମନ୍ତ୍ରୀ ତେଜସ୍ୱି ଯାଦବଙ୍କ ବିରୋଧରେ ମାନହାନି ମକଦ୍ଦମା ହୋଇଛି। ବିରୋଧୀ ପକ୍ଷର ଅନ୍ୟ ଏକ ପ୍ରମୁଖ ଚେହେରା ତେଜସ୍ୱୀ ଯାଦବଙ୍କୁ ନେଇ ଏବେ ଚର୍ଚ୍ଚା ଜୋର…

‘କର୍ଣ୍ଣାଟକ ନିର୍ବାଚନ’, ଶାହାଙ୍କୁ ଥାନାକୁ ଟାଣିଲା କଂଗ୍ରେସ !

ଭୁବନେଶ୍ୱର: ନିର୍ବାଚନ ପ୍ରଚାରରେ କର୍ଣ୍ଣାଟକ କମ୍ପୁଥିବା ବେଳେ ଅମିତ ଶାହାଙ୍କ ବିରୋଧରେ କଂଗ୍ରେସ ପୋଲିସ ପାଖରେ ଫେରାଦ ହୋଇଛି। କର୍ଣ୍ଣାଟକରେ କଂଗ୍ରେସ କ୍ଷମତାକୁ ଆସିଲେ ଦଙ୍ଗା ହେବ ବୋଲି ନିର୍ବାଚନ ପ୍ରଚାର ବେଳେ ଅମିତ ଶାହା କହିଛନ୍ତି। ଯାହାକୁ ନେଇ କଂଗ୍ରେସର ବରିଷ୍ଠ ନେତାମାନେ ତୀବ୍ର…

ରାଜ୍ୟ ସହ ରାଜ୍ୟପାଳଙ୍କ ଲଢ଼େଇ!

ଭୁବନେଶ୍ୱର: ଦେଶରେ ବିରୋଧୀ ଦଳଗୁଡିକ ଏବେ ସାମ୍ବିଧାନିକ ସଂସ୍ଥା ବିରୋଧରେ ଲଢେଇ ଆରମ୍ଭ କରିଛନ୍ତି। ଉଦେଶ୍ୟମୂଳକ ଭାବେ ବିରୋଧୀଙ୍କ ଉପରେ ବିଭିନ୍ନ ସ୍ୱାଧୀନ ସଂସ୍ଥା ଦ୍ୱାରା ଚଢ଼ାଉ କରାଯିବା ଅଭିଯୋଗ ହୋଇଆସୁଛି। ବିରୋଧୀଙ୍କ ସ୍ୱର ଚାପିବା ପାଇଁ କେନ୍ଦ୍ରର ବିଜେପି ସରକାର ଏଭଳି କରୁଥିବା…

୨୧୨, ତଥାପି ଅସନ୍ତୋଷ

ଭୁବନେଶ୍ୱର: ବହୁ ବିଳମ୍ବରେ ହେଲେ ମଧ୍ୟ ପିସିସିର ନୂଆ କମିଟି ଗଠନ ହେଲା। ଯୁବ ପିଢିଙ୍କୁ ପଦପଦବୀ ମିଳିଲା। ଏପରିକି ବଡ଼ ଟିମ କରି ପୁରୁଣା ନେତାଙ୍କୁ ମଧ୍ୟ ଏକଜେକ୍ୟୁଟିଭ କମିଟିରେ ନିଆଯାଇଛି। ବରିଷ୍ଠ ଯୁବଙ୍କ ମଧ୍ୟରେ ଏକ ସମନ୍ୱୟ ମଧ୍ୟ ରଖାଯିବାକୁ ଉଦ୍ୟମ ହେଲା। କିନ୍ତୁ କଥା ଯାହାକୁ…

ମହାରାଷ୍ଟ୍ରରେ ପୁଣିଥରେ ଏମଭିଏ ସରକାର !

ଭୁବନେଶ୍ୱର: ମହାରଷ୍ଟ୍ର ରାଜନୀତି କେତେବେଳେ କେଉଁ ମୋଡ଼ ନେବ ତାକୁ ନେଇ ଭିନ୍ନ ଭିନ୍ନ ଚର୍ଚ୍ଚା ମୁଣ୍ଡ ଟେକୁଛି। ପ୍ରତ୍ୟେକ ଦିନ ବଡ଼ ନେତାମାନେ ଭିନ୍ନ ଭିନ୍ନ ମନ୍ତବ୍ୟ ଦେଉଛନ୍ତି। ଏନସିପି ନେତା ତଥା ମହାରଷ୍ଟ୍ର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ନିଜ ସମର୍ଥିତ ପ୍ରାୟ ୪୦ ଜଣ…

ରାହୁଲଙ୍କ ସହ ଆଇନର ଲୁଚକାଳି ଖେଳ !

ଭୁବନେଶ୍ୱର: ମୋଦି ସାଙ୍ଗିଆ ପ୍ରସଙ୍ଗକୁ ନେଇ ରାହୁଲଙ୍କ ପଛେ ପଛେ ବିବାଦ ଗୋଡାଉଛି। ସୁରଟ କୋର୍ଟଙ୍କ ଦଣ୍ଡାଦେଶ ପରେ ସଦସ୍ୟ ପଦ ହରାଇଛନ୍ତି ରାହୁଲ। ସୁରଟ ସେସନ୍ସ କୋର୍ଟ ମଧ୍ୟ ରାହୁଲଙ୍କ ଆବେଦନ ଖାରଜ କରିଛନ୍ତି। ତେଣୁ ଏ ମାମଲାରେ ଦଣ୍ଡ ଉପରେ ରୋକ ଲଗାଇବା ପାଇଁ ଗୁଜରାଟ ହାଇକୋର୍ଟଙ୍କ…

‘କର୍ଣ୍ଣାଟକ ନିର୍ବାଚନ’, ଯୋଗୀ ଖେଳିଲେ ରାମମନ୍ଦିର କାର୍ଡ!

ଭୁବନେଶ୍ୱର: କର୍ଣ୍ଣାଟକ ନିର୍ବାଚନ ପ୍ରଚାରରେ ମୁସଲମାନ ସଂରକ୍ଷଣ ପ୍ରସଙ୍ଗକୁ ବିଜେପି ପ୍ରମୁଖ ମୁଦ୍ଦା କରିଛି। ମୁସଲମାନ ସଂରକ୍ଷଣ କାହିଁକି ବୋଲି ଗୃହମନ୍ତ୍ରୀ ଅମିତ ଶାହା ପ୍ରଶ୍ନ କରିଛନ୍ତି। କୌଣସି ଧର୍ମ ଭିତ୍ତିରେ ସଂରକ୍ଷଣ କାହିଁକି ବୋଲି ପ୍ରଶ୍ନ କରିବା ସହ କଂଗ୍ରେସ ଉପରେ…