Latest Odisha News

BREAKING NEWS

Browsing Category

ରାଜନୀତି

କର୍ଣ୍ଣାଟକର କୋଲାରରେ ଗର୍ଜିଲେ ରାହୁଲ, କହିଲେ ‘ମୋତେ କେହି ଅଟକାଇ ପାରିବେନି’

ବେଙ୍ଗଳୁରୁ: କଂଗ୍ରେସ ନେତା ରାହୁଲ ଗାନ୍ଧି ରବିବାର କର୍ଣ୍ଣାଟକ କୋଲାରଠାରେ ଏକ ବିଶାଳ ଦଳୀୟ ସଭାକୁ ସମ୍ବୋଧନ କରି କେନ୍ଦ୍ରର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଏଠାରେ କହି ରଖିବାକୁ ଚାହିଁବୁ, କୋଲାର ସେହି ଜାଗା, ଯେଉଁଠି ୨୦୧୯ ମସିହାରେ ମୋଦି ସାଙ୍ଗିଆକୁ ନେଇ ରାହୁଲ ମନ୍ତବ୍ୟ ଦେବା…

ଝାରସୁଗୁଡ଼ା ଉପନିର୍ବାଚନ, ଜୁଏଲ ଓରାମ ଓ ସୁରେଶ ପୂଜାରୀଙ୍କୁ ଦାୟିତ୍ୱ ଦେଲା ବିଜେପି

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ସୁପରିଚାଳନା ଓ ପ୍ରଚାର ଲାଗି ରାଜ୍ୟ ବିଜେପି ୨ଟି କମିଟି ଗଠନ କରିଛି । ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମଙ୍କ ଅଧ୍ୟକ୍ଷତାରେ ୮ ଜଣ ସଦସ୍ୟ ବିଶିଷ୍ଟ ନିର୍ବାଚନ ପରିଚାଳନା କମିଟି ଗଠିତ ହୋଇଛି । ସେହିଭଳି ବରଗଡ଼ ସାଂସଦ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ…

ପିଏମ୍ ଆବାସ ଯୋଜନା ବିବାଦ ! ବିଜେପିର ଆରୋପକୁ କାଉଣ୍ଟର କରି ଦୋଷ ଲଦିଲା ବିଜେଡି

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ରବିବାର ବିଜେପି ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ଆରୋପ ଉପରେ ବିଜେଡି ପ୍ରତିକ୍ରିୟା ରଖିଛି। ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ କହିଛନ୍ତି, ଡାହାଣୀ ହୋଇ ଲାଗିବା ଗୁଣିଆ ହୋଇ ଝାଡ଼ିବା ଭଳି କାମ କେନ୍ଦ୍ର ସରକାର କରୁଛନ୍ତି ।…

‘ବର୍ଷାଦିନ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ନମିଳିଲେ ରାଜ୍ୟ ରାଜରାସ୍ତାରେ ନିଆଁ ଜଳିବ’:…

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓଡ଼ିଶାରେ ସମ୍ପୂର୍ଣ୍ଣ ଅଚଳ ଅବସ୍ଥାରେ ଅଛି । କଂଗ୍ରେସ ଶାସନ ଅମଳରେ ଓଡ଼ିଶାକୁ ଯେତେ ପକ୍କା ଘର ଆସିଛି, ମୋଦି ସରକାର ଅମଳରେ ୨୦୧୪ ରୁ ୨୦୨୨ ମସିହା ଭିତରେ ବିଗତ ୮ବର୍ଷରେ ତାଠାରୁ ତିନିଗୁଣା ପକ୍କା ଘର ଓଡ଼ିଶାକୁ ମିଳିଛି । ଯଦି ରାଜ୍ୟ ସରକାର ଠିକ୍…

ପିଏମ୍ ଆବାସ ଓ ସମ୍ବଲପୁର ହିଂସା ଘଟଣାରେ ରାଜ୍ୟ ସରକାରଙ୍କ ଉପରେ ଗର୍ଜିଲେ କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ

ଭୁବନେଶ୍ୱର : ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗ୍ରାମୀଣ ବିକାଶ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହ ବିଭିନ୍ନ ପ୍ରସଙ୍ଗରେ ବିଜେଡି ସରକାରଙ୍କୁ ଘେରିଛନ୍ତି । ଖାସ କରି ପିଏମ୍ ଆବାସ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ଗିରିରାଜ। କହିଛନ୍ତି, ୟୁପିଏ ସରକାର ସମୟରେ ମାତ୍ର ୧୦…

ଧର୍ମେନ୍ଦ୍ରଙ୍କ ପାଇଁ ଫୋକସରେ ଢେଙ୍କାନାଳ !

ଭୁବନେଶ୍ୱର: ରାଜ୍ୟସଭା ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାଧାରଣ ନିର୍ବାଚନ ଲଢ଼ିବେ ବୋଲି କହିଛନ୍ତି। ଏହାପରେ ନିଜେ ମନ୍ତ୍ରୀ ଓ ତାଙ୍କ ପତ୍ନୀ ମୃଦୁଳା ଠାକୁରଙ୍କ ଢେଙ୍କାନାଳ ଓ ସମ୍ବଲପୁର ଜିଲ୍ଲା ଗସ୍ତ କରୁଥିବା ନେଇ ଦେଖିବାକୁ ମିଳୁଥିଲା। ଏହାରି ଭିତରେ କେନ୍ଦ୍ର…

ଯାହା ନ ହେଉଛି ବିଜେପି ଆସିଲେ ହେବ !

ଭୁବନେଶ୍ୱର: ଦେଶର ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଜେପି ଭିନ୍ନ ଢଙ୍ଗରେ ପ୍ରଚାର ଆରମ୍ଭ କରିଛି। ବିଭିନ୍ନ ରାଜ୍ୟର ସ୍ଥିତି ଓ ଲୋକଙ୍କ ଭାବାବେଗକୁ ଦେଖି ପ୍ରସଙ୍ଗ ଉଠାଇଛି ଦଳ। ଦଳର ହେଭିୱେଟ ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ପଶ୍ଚିମବଙ୍ଗରେ ପ୍ରଚାର କରିଛନ୍ତି।…

‘ବିରୋଧୀ ଦଳ’ ଯେତେ ବିରୋଧ କରିବେ, ସେତେ ଫସିବେ !

ଭୁବନେଶ୍ୱର: ଗୋଟିଏ ପଟେ ବିରୋଧୀ ଏକାଠି ହେଉଛନ୍ତି। ଆଉ ଗୋଟିଏ ପଟେ ସିବିଆଇ ଇଡିର ସଂଢୁଆସି ଆକ୍ରମଣ ଜୋରଦାର ହେଉଛି। ପ୍ରମୁଖ ବିରୋଧୀ ବୋଲି କୁହାଯାଉଥିବା କଂଗ୍ରେସର ନେତା ରାହୁଲ ଗାନ୍ଧୀଙ୍କ ଅବସ୍ଥାକୁ ନେଇ ସବୁଆଡେ ଚର୍ଚ୍ଚା। ଏଥିସହିତ ଅନ୍ୟ ପ୍ରମୁଖ ବିରୋଧି ମାନେ ହେଲେ ଆମ ଆଦମୀ ପାର୍ଟି,…

ରାହୁଲଙ୍କୁ ଘରୁ କାଢ଼ିଦେଲେ !

ଭୁବନେଶ୍ୱର: ରାହୁଲ ଗାନ୍ଧୀଙ୍କ ଭାଗ୍ୟ ଏବେ ଫିଟୁଥିବା କୁହାଯାଉଛି। ସୁରଟ କୋର୍ଟଙ୍କ ଦଣ୍ଡବିଧାନ ରାହୁଲଙ୍କ ଭାଗ୍ୟ ଫିଟାଇ ଦେଲା ବୋଲି ଆଲୋଚନା ହେଉଛି। ରାହୁଲଙ୍କୁ ଦଣ୍ଡାଦେଶ ପରେ ପରେ ତାଙ୍କ ଲୋକସଭା ସଦସ୍ୟ ପଦ ରଦ୍ଦ କରାଯିବା ତାଙ୍କ ପାଇଁ ସୋନେ ପେ ସୁହାଗା ଭଳି ହୋଇଥିବା କୁହାଯାଉଛି।…

‘କର୍ଣ୍ଣାଟକରେ ରାହୁଲ’ ଯେଉଁ କୋଲାର ପାଇଁ ଭୋଗୁଛନ୍ତି, ସେଇ କୋଲାରରେ କରିବେ ପ୍ରଚାର

ଭୁବନେଶ୍ୱର: କର୍ଣ୍ଣାଟକରେ ଆର ପାରର ଲଢେଇ। ବିଜେପି କଂଗ୍ରେସ ମୁହାଁମୁହିଁ। ଉଭୟ ଦଳ ପାଇଁ କର୍ଣ୍ଣାଟକ ନିର୍ବାଚନ କେବଳ କର୍ଣ୍ଣାଟକ ନୁହେଁ ସାରା ଦେଶରେ ବେଶ ଗୁରୁତ୍ୱ ବହନ କରୁଛି। ରାହୁଲ ଗାନ୍ଧୀଙ୍କ ସଦସ୍ୟ ପଦ ରଦ୍ଦ ପ୍ରସଙ୍ଗ ପରେ ସବୁ ବିରୋଧୀ ଏକ ହୋଇଛନ୍ତି। ତେଣୁ କର୍ଣ୍ଣାଟକରେ…