Latest Odisha News

BREAKING NEWS

Browsing Category

ରାଜନୀତି

ଚୌହାନଙ୍କୁ ଚେତାବନୀ, ଘର ସଜାଡ ନ ହେଲେ କର୍ଣ୍ଣାଟକ ଦଶା ଭୋଗିବ

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ବିଜେପିର ଚିନ୍ତା ବଢିଛି। ଦଳର କାର୍ଯ୍ୟକର୍ତା ବୈଠକରେ ଏହାର ପ୍ରତିଫଳନ ଦେଖିବାକୁ ମିଳିଥିବା କୁହାଯାଉଛି। ଦଳର ବରିଷ୍ଠ ନେତାମାନେ ବୈଠକରେ ମଧ୍ୟପ୍ରଦେଶ ବିଜେପି ଭିତରେ ଚାଲିଥିବା ଅନ୍ତଃକନ୍ଦଳକୁ ନେଇ ଚିନ୍ତା ପ୍ରକଟ…

କର୍ଣ୍ଣାଟକ ପରେ ସବୁ ଜିତିବା ଯୋଜନାରେ କଂଗ୍ରେସ

ଭୁବନେଶ୍ୱର: କର୍ଣ୍ଣାଟକରେ ବଡ଼ ବିଜୟ ସହ ମନ୍ତ୍ରୀମଣ୍ଡଳର ଶପଥ ପରେ ଏବେ କଂଗ୍ରେସ ନେତୃତ୍ୱ ନିର୍ବାଚନ ହେବାକୁ ଥିବା ଅନ୍ୟ ରାଜ୍ୟ ଉପରେ ଫୋକସ କରିବା ଆରମ୍ଭ କରିଛନ୍ତି। ଖୁବ କମ ଦିନ ମଧ୍ୟରେ ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼ ଓ ତେଲେଙ୍ଗାନାରେ ନିର୍ବାଚନ ହେବ। ତେଣୁ ଏ ସବୁ ରାଜ୍ୟରେ…

କେନ୍ଦ୍ର-ଦିଲ୍ଲୀ କଳି, ରାଜ୍ୟସଭାରେ ବିଜେପିର ସାଥ୍ ଦେବ କି ବିଜେଡି ?

ଭୁବନେଶ୍ୱର: ଦିଲ୍ଲୀ ଉପରାଜ୍ୟପାଳଙ୍କ କ୍ଷମତାକୁ ନେଇ କେନ୍ଦ୍ର ଅଧ୍ୟାଦେଶ ଆଣିବା ପରେ ଅରବିନ୍ଦ କେଜ୍ରିୱାଲ୍ ସମର୍ଥନ ପାଇଁ ବିରୋଧୀଙ୍କୁ ଅନୁରୋଧ କରିଛନ୍ତି । କହିଛନ୍ତି, ସମସ୍ତେ ବିଲକୁ ରାଜ୍ୟସଭାରେ ବିରୋଧ କରି ବିଜେପିକୁ ହରାଇବା । ୨୦୨୪ ପୂର୍ବରୁ ଏହି ହାର୍ ସେମି ଫାଇନାଲ୍ ହେବ ।…

ନବୀନଙ୍କ ମନ୍ତ୍ରିମଣ୍ଡଳ ପୁନର୍ଗଠନକୁ ‘ନୂଆ ବୋତଲ ପୁରୁଣା ମଦ’ ଆଖ୍ୟା ଦେଲା ବିଜେପି

ଭୁବନେଶ୍ୱର: ନବୀନଙ୍କ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ଭାବେ ବିକ୍ରମ କେଶରୀ ଆରୁଖ, ସୁଦାମ ମାରାଣ୍ଡି ଓ ସାରଦା ନାୟକ ଶପଥ ନେଇଛନ୍ତି । ମନ୍ତ୍ରିମଣ୍ଡଳରେ ଛୋଟ ଅଦଳବଦଳ ହୋଇଥିବା ବେଳେ ଏହାକୁ ନେଇ ବିଜେପି ଏକାଧିକ ପ୍ରଶ୍ନ କରିଛି । ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର…

ନବୀନ ନିବାସରୁ ଗଲା ଫୋନ୍, ମନ୍ତ୍ରୀ ହେବେ ଆରୁଖଙ୍କ ସହ ସୁଦାମ ଓ ସାରଦା

ଭୁବନେଶ୍ୱର: ନବୀନଙ୍କ ମନ୍ତ୍ରିମଣ୍ଡଳରେ କେଉଁ ୩ ଜଣ ସାମିଲ୍ ହେବେ ? ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି । ନବୀନ ନିବାସରୁ ୩ ଜଣଙ୍କୁ ମନ୍ତ୍ରୀ ଭାବେ ଶପଥ ଗ୍ରହଣ ପାଇଁ ଫୋନ୍ ଯାଇଛି । ବାଚସ୍ପତି ପଦରୁ ଇସ୍ତଫା ଦେଇଥିବା ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପାଇଁ…

ଏଏସ୍‌ଓ ମେଧା ତାଲିକା ରଦ୍ଦ ପ୍ରସଙ୍ଗ, ଓପିଏସ୍‌ସିକୁ ନେଇ ବିଜେଡିକୁ ଟାର୍ଗେଟ୍ କଲା ବିଜେପି

ଭୁବନେଶ୍ୱର: ରାଜ୍ୟର ଶିକ୍ଷିତ ବେକାର ଯୁବକ ଯୁବତୀମାନଙ୍କ ଭବିଷ୍ୟତ ପାଇଁ ଆଦୌ ଚିନ୍ତିତ ନୁହଁନ୍ତି ବିଜେଡି ସରକାର । ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ନିଯୁକ୍ତିକୁ ନେଇ ବହୁ ଦୁର୍ନୀତି ଓ ଅନିୟମିତତା ପଦାକୁ ଆସିଛି । ଅତୀତରେ ଆରଆଇ ଓ ଅମିନ ପରୀକ୍ଷାରେ ଦୁର୍ନୀତି ହୋଇଥିଲା । ରାଜ୍ୟରେ…

ଅଧ୍ୟାଦେଶ ଅଡ଼ୁଆ, ବିଜେପି ବିରୋଧୀଙ୍କୁ ଭେଟି ସମର୍ଥନ ଲୋଡ଼ିବେ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀର ପ୍ରକୃତ ବସ୍ ଦିଲ୍ଲୀ ସରକାର ବୋଲି ସୁପ୍ରିମକୋର୍ଟଙ୍କ ରାୟର ୮ ଦିନ ପରେ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶ ପୁଣି ଉପରାଜ୍ୟପାଳଙ୍କୁ ସବୁ କ୍ଷମତା ଦେଇଛି । ଯାହାକି ସମ୍ବିଧାନ ବିରୋଧୀ ବୋଲି ଆମ୍ ଆଦମୀ ପାର୍ଟି କହିବା ସହ ବିରୋଧୀଙ୍କୁ ଏ ପ୍ରସଙ୍ଗରେ ଏକାଠି ହେବାକୁ…

ତୋଗଲକି ଶାସନ ସହ ନୋଟବନ୍ଦୀର ତୁଳନା କଲା କଂଗ୍ରେସ

ଭୁବନେଶ୍ୱର: ପ୍ରଦେଶ କଂଗ୍ରେସ ଦ୍ୱାରା ଆହୁତ ଏକ ସାମ୍ବାଦିକ ସମ୍ମିଳନୀରେ ଆଜି ସାମ୍ବାଦିକ ମାନଙ୍କୁ ସମ୍ବୋଧିତ କରି ପ୍ରଦେଶ କଂଗ୍ରେସ ମୁଖପାତ୍ର ରଜନୀ କୁମାର ମହାନ୍ତି କହିଛନ୍ତି, ୨୦୧୬ ନଭେମ୍ବର ମାସ ୮ ତାରିଖରେ ଯେଉଁ ନୋଟବନ୍ଦୀ ଘୋଷଣା କରାଯାଇଥିଲା ତାହା କାହାର ସ୍ୱାର୍ଥକୁ ପୂରଣ…

ମଧ୍ୟପ୍ରଦେଶରେ ମହିଳା କାର୍ଡ, ହାତ ଉଠିବ ନା ପଦ୍ମ ଫୁଟିବ?

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ଆସନ୍ନ ନିର୍ବାଚନ ଥିବାରୁ ଏବେ ଫୋକସରେ ମହିଳା। ସରକାରରେ ଥିବା ବିଜେପି ଓ ବିରୋଧୀ ଦଳରେ ଥିବା କଂଗ୍ରେସ ମଧ୍ୟରେ ମହିଳାଙ୍କୁ ଆକର୍ଷିତ କରିବାକୁ ଲଢେଇ ତୀଵ୍ର ହୋଇଛି। କିଏ କେଉଁ ମାଧ୍ୟମରେ ମହିଳା ବର୍ଗଙ୍କୁ ନିଜ ପକ୍ଷରେ ରଖିବ ସେ ନେଇ ଚାଲିଛି ପ୍ରତିଦ୍ବନ୍ଦିତା।…

‘ଭୋଟ ଦିଅନି ନୋଟ ବଦଳିବନି’

ଭୁବନେଶ୍ୱର: ଦୁଇ ହଜାର ଟଙ୍କିଆ ନୋଟକୁ ବଜାରରୁ ଫେରାଇ ନେବା ନିଷ୍ପତ୍ତିକୁ ନେଇ ଦେଶର ରାଜନୀତି ସରଗରମ। ବ୍ୟାଙ୍କଗୁଡ଼ିକ ୨୦୦୦ ଟଙ୍କିଆ ନୋଟ୍ ଜାରି କରିବା ବନ୍ଦ କରିବାକୁ ଆରବିଆଇ ପକ୍ଷରୁ କୁହାଯାଇଛି। ୨୦୧୬ ନଭେମ୍ବରରେ ବିମୁଦ୍ରୀକରଣ ପରେ ୨ ହଜାର ଟଙ୍କା ନୋଟ୍ ବଜାରକୁ ଅଣାଯାଇଥିଲା ।…