Latest Odisha News

BREAKING NEWS

Browsing Category

ରାଜନୀତି

ବିଜେପିକୁ ଲାଗିଛି ରାହୁଲ ଭୂତ !

ଭୁବନେଶ୍ୱର: କର୍ଣ୍ଣାଟକରେ ରାହୁଲଙ୍କୁ ଲଗାତର ଟାର୍ଗେଟ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରାହୁଲଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି। ମୋଦି ଆଦାନୀ ସମ୍ପର୍କକୁ ନେଇ ରାହୁଲ ଲଗାତର ବିଜେପିକୁ ଟାର୍ଗେଟ କରୁଥିବାରୁ ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣ ରାହୁଲଙ୍କ ଉପରେ ବର୍ଷିଛନ୍ତି।…

ପଦ୍ମ ଧରିଲେ ପୂର୍ବତନ ଆନ୍ଧ୍ର ମୁଖ୍ୟମନ୍ତ୍ରୀ କିରଣ ରେଡ୍ଡୀ, ବିଜେପିରେ ଯୋଗ ଦେବା କ୍ଷଣି କଲେ କଂଗ୍ରେସକୁ କଟାକ୍ଷ

ନୂଆଦିଲ୍ଲୀ : କଂଗ୍ରେସ ହାତ ଛାଡିବା ପରେ ଶୁକ୍ରବାର ବିଜେପି କ୍ୟାମ୍ପରେ ଯୋଗ ଦେଇଛନ୍ତି କିରଣ କୁମାର ରେଡ୍ଡୀ । ଆନ୍ଧ୍ରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ କିରଣ କୁମାର ରେଡ୍ଡୀ ନୂଆଦିଲ୍ଲୀର ବିଜେପି କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବରେ ଦଳରେ ସାମିଲ ହୋଇଛନ୍ତି । ଆଉ ବଡ଼ କଥା ହେଲା…

ଝାରସୁଗୁଡ଼ା ପାଇଁ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନେ ଯୋଗ ଦେଇଛନ୍ତି। ଏପ୍ରିଲ ୧୩ ତାରିଖରେ ଗେଜେଟ୍‌ ନୋଟିଫିକେସନ୍‌ ପ୍ରକାଶ ପାଇବା ସହ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଏପ୍ରିଲ…

ଜେଲ ଭିତରୁ ମୋଦିଙ୍କୁ ସିସୋଦିଆଙ୍କ ଟାର୍ଗେଟ, ଶିକ୍ଷାଗତ ଯୋଗ୍ୟତା ନେଇ ଚିଠିରେ ଉଠାଇଲେ ଅନେକ ପ୍ରଶ୍ନ

ନୂଆଦିଲ୍ଲୀ : ଜେଲରୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏକ ଚିଠି ଲେଖିଛନ୍ତି ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । ଆଉ ସିସୋଦିଆଙ୍କ ଏହି ଚିଠିକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଶୁକ୍ରବାର ନିଜ ଟ୍ୱିଟର ଆକାଉଣ୍ଟରେ ସେୟାର କରିଛନ୍ତି। ଚିଠିରେ ପ୍ରଧାନମନ୍ତ୍ରୀ…

ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତକୁ ବିଜେପିର କଟାକ୍ଷ, ସତ୍ୟବ୍ରତ କହିଲେ; ଛୁଟି କଟାଇବାକୁ ଯାଇଛନ୍ତି ନବୀନ ଓ ତାଙ୍କ…

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜାପାନ ଗସ୍ତକୁ ନେଇ ଶୁକ୍ରବାର ପ୍ରଶ୍ନ ଉଠାଇଛି ବିଜେପି । ସାମ୍ବାଦିକ ସମ୍ମିଳନୀ କରି ନବୀନଙ୍କ ଏହି ଗସ୍ତକୁ କଡ଼ା ସମାଲୋଚନା କରିଛନ୍ତି ବିଜେପି ମୁଖପାତ୍ର ସତ୍ୟବ୍ରତ ପଣ୍ଡା । ସତ୍ୟବ୍ରତ କହିଛନ୍ତି, ମୁଖ୍ୟମନ୍ତ୍ରୀ ଓ ତାଙ୍କର ଟିମ…

ଝାରସୁଗୁଡ଼ା ଉପନିର୍ବାଚନ, ୫ ମନ୍ତ୍ରୀଙ୍କ ସହ ୭ ବରିଷ୍ଠ ନେତାଙ୍କୁ ବ୍ଲକ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେଡି

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶାସକ ବିଜେଡି ନବ ଦାସଙ୍କ ଝିଅକୁ ପ୍ରାର୍ଥୀ ଘୋଷଣା କରିବା ସହ ରଣନୀତିରେ ଆଗେଇ ଚାଲିଛି । ଉପନିର୍ବାଚନ ପାଇଁ ଦଳ ୩ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର ଓ ସାରଦା ପ୍ରସାଦ ନାୟକଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଥିଲା । ଆଜି…

ଜୟଙ୍କ ପାଇଁ ଟାର୍ଗେଟରେ ସମ୍ବଲପୁର

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନରେ ଶାସକ ବିଜେଡିର ନଜର ସମ୍ବଲପୁର ବିଧାନସଭା କ୍ଷେତ୍ର ଉପରେ। ରାଜ୍ୟର ଅନ୍ୟ ନିର୍ବାଚନ ମଣ୍ଡଳୀ ପାଇଁ ଶାସକ ବିଜେଡିର ଯେତିକି ଚିନ୍ତା ନାହିଁ ତାଠୁ କାହିଁ କେତେ ଗୁଣରେ ଅଧିକ ଚିନ୍ତା ସମ୍ବଲପୁର ପାଇଁ ବୋଲି ଚର୍ଚ୍ଚା ହେଉଛି। ବିଜେଡି ପାଇଁ ଏବେ ସବୁଠୁ…

ଦିଲ୍ଲୀରେ ପିଏମ୍ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଭୁବନେଶ୍ୱର: ରାଜ୍ୟ ବିଜେପିର ନୂଆ ସଭାପତି ମନମୋହନ ସାମଲ ଦଳର ସ୍ଥାପନା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଆଲୋଚନା କରିଛନ୍ତି । ଏନେଇ ମନମୋହନ ଟ୍ୱିଟ୍ କରି ଲେଖିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ସହ ବେଶ୍ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ପ୍ରଧାନମନ୍ତ୍ରୀ ତାଙ୍କର ବହୁ…

ଅଦାନୀ ଷ୍ଟକ୍‌ ମାମଲାର ଜେପିସି ତଦନ୍ତ ପାଇଁ ବିରୋଧୀ ସାଂସଦଙ୍କ ‘ତ୍ରିରଙ୍ଗା ଶୋଭାଯାତ୍ରା’

ନୂଆଦିଲ୍ଲୀ : ବିଭିନ୍ନ ବିରୋଧୀ ଦଳର ସାଂସଦମାନେ ଗୁରୁବାର ସଂସଦରୁ ବିଜୟ ଚୌକ ପର୍ଯ୍ୟନ୍ତ ‘ତ୍ରିରଙ୍ଗା ଶୋଭାଯାତ୍ରା’ କରଛନ୍ତି। ଆଉ ଏହି ‘ତ୍ରିରଙ୍ଗା ଶୋଭାଯାତ୍ରା’ ଅଦାନୀ ଷ୍ଟକ୍‌ ମାମଲାର ଯୁଗ୍ମ ସଂସଦୀୟ କମିଟି (ଜେପିସି) ତଦନ୍ତ ପାଇଁ କରାଯାଇଥିଲା । ବିରୋଧୀ ଦଳଗୁଡ଼ିକ ପ୍ରଥମେ ପ୍ରତିବାଦ…

ଏଥର ସଫଳ ହେବ ବିରୋଧୀ ମେଳି !

ଭୁବନେଶ୍ୱର: ବିଜେପିକୁ ଶାସନରୁ ହଟାଇବା ପାଇଁ ଏକାଠି ହେଉଛନ୍ତି ବିରୋଧୀ। ଧୀରେ ଧୀରେ ଏହା ବ୍ୟାପକ ହେଉଛି। କିନ୍ତୁ ନେତୃତ୍ୱକୁ ନେଇ ସ୍ପଷ୍ଟତା ଆସୁ ନାହିଁ। କାହା ନେତୃତ୍ୱରେ ବିରୋଧି ଏକାଠି ହେବେ ତାକୁ ନେଇ ଦ୍ବନ୍ଦ୍ୱ ଏବେ ବି ରହିଛି। ରାହୁଲଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଓ ତାଙ୍କ…