Latest Odisha News

BREAKING NEWS

Browsing Category

ରାଜନୀତି

ରାହୁଲ ଗାନ୍ଧିଙ୍କୁ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ଟାର୍ଗେଟ, କହିଲେ; ଗଣତନ୍ତ୍ର ସହିତ ଖେଳୁଛି କଂଗ୍ରେସ

କଂଗ୍ରେସ ପାଇଁ କିଛି ଫାଷ୍ଟ୍ କ୍ଲାସ ଓ ବାକି ଥାର୍ଡ କ୍ଲାସ୍ ସିଟିଜେନ୍ । ଏକଥା ଆମେ ନୁହେଁ, ସାମ୍ବାଦିକ ସମ୍ମିଳନୀ କରି ବୁଧବାର କିଛି ଏଭଳି କହିଛନ୍ତି ବିଜେପି ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ । ଦିନେ ରାହୁଲ ଗାନ୍ଧିଙ୍କ ନିକଟତମ ଭାବେ ପରିଚିତ ଜ୍ୟୋତିରାଦିତ୍ୟ ସିନ୍ଧିଆ, କଂଗ୍ରେସ…

ବିଜେଡିର ଅତାବିରା ଓ ହିନ୍ଦୋଳରେ ବିଜୟ ୨୦୨୪ ପାଇଁ ସଂକେତ : ମାନସ ମଙ୍ଗରାଜ

ଭୁବନେଶ୍ବର : ଉଭୟ ଅତାବିରା ଓ ହିନ୍ଦୋଳ ଏନଏସି ନିର୍ବାଚନରେ ବିଜେଡିର ବାଜିମାତ ପରେ ଖୁସି ପ୍ରକାଶ କରିଛନ୍ତି ଦଳୀୟ ସାଂସଦ ମାନସ ମଙ୍ଗରାଜ । ଗଣମାଧ୍ୟମରେ ନିଜ ପ୍ରତିକ୍ରିୟା ରଖି ସମସ୍ତ ଭୋଟର ଓ ଦଳୀୟ କର୍ମୀଙ୍କୁ ସେ ଧନ୍ୟବାଦ ଦେଇଛନ୍ତି । ସାଢେ ୪ କୋଟି ଓଡିଆ ମୁଖ୍ୟମନ୍ତ୍ରୀ ନବୀନ…

ପୋଲିସ ହେପାଜତରେ ତେଲଙ୍ଗାନା ବିଜେପି ମୁଖ୍ୟ, ପ୍ରତିଶୋଧ ନେଉଛି କି ବିଆରଏସ୍ ?

ହାଇଦ୍ରାବାଦ: ଦେଶରେ ବିରୋଧୀ ଦଳର ନେତାଙ୍କୁ ଟାର୍ଗେଟ୍ କରି ଇଡି, ସିବିଆଇ ଭଳି କେନ୍ଦ୍ରୀୟ ସଂସ୍ଥା ମାଧ୍ୟମରେ ବିଜେପି ରେଡ୍ କରୁଥିବା ଅଭିଯୋଗ ହେଉଛି । ଅନ୍ୟପଟେ ତେଲଙ୍ଗାନା ବିଜେପି ମୁଖ୍ୟ ବନ୍ଦୀ ସଞ୍ଜୟ କୁମାରଙ୍କୁ ମଙ୍ଗଳବାର ରାତିରୁ ଉଠାଇ ନେଇଛି ପୋଲିସ । ତେବେ କାହିଁକି ବନ୍ଦୀ ସଞ୍ଜୟ…

ଏନଏସି ନିର୍ବାଚନ, କିଏ ମାରିବ ବାଜି ?

ଭୁବନେଶ୍ୱର: ରାତି ପାହିଲେ ଅତାବିରା ଓ ହିନ୍ଦୋଳ ଏନଏସି ନିର୍ବାଚନ ଫଳାଫଳ। ଯାହାକୁ ନେଇ ଏବେ ରାଜନୀତି ଚଳଚଞ୍ଚଳ। ଆଗକୁ ଝାରସୁଗୁଡ଼ା ଉପନିର୍ବାଚନ ଥିବାରୁ ଏହି ଫଳାଫଳ ବହୁ ଗୁରୁତ୍ୱ ରଖୁଥିବା ଚର୍ଚ୍ଚା ହେଉଛି। ଉଭୟ ଏନଏସି ଫଳାଫଳ ଯେଉଁ ଦଳ ସପକ୍ଷରେ ଯିବ ସେ ଦଳ ଏହାକୁ ପ୍ରଚାରରେ…

କର୍ଣ୍ଣାଟକ ନିର୍ବାଚନ, ନିଦ ହଜାଇଦେଲେଣି ରାହୁଲ !

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ କର୍ଣ୍ଣାଟକ ନିର୍ବାଚନ ବହୁ ଦିଗରୁ ଗୁରୁତ୍ୱ ବହନ କରୁଛି। ଗୋଟିଏ ପଟେ କର୍ଣ୍ଣାଟକ ନିର୍ବାଚନ ଫଳାଫଳ ଆଗାମୀ ନିର୍ବାଚନ ପାଇଁ ଗୋଟେ ବଡ଼ ବାର୍ତା ହେବ। ସେପଟେ ରାହୁଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଓ ସଦସ୍ୟ ପଦ ରଦ୍ଦ ପରେ ବିଜେପି ବିରୋଧରେ…

ଝାରସୁଗୁଡା ଲଢେଇ, ବହୁ ଆଗରେ ବିଜେଡି !

ଭୁବନେଶ୍ୱର: ଝାରସୁଗୁଡା ଉପନିର୍ବାଚନ ରେସରେ ବହୁ ଆଗରେ ବିଜେଡି। ରାଜ୍ୟରେ ସବୁଠୁ ଶକ୍ତିଶାଳୀ ଦଳ ବିଜେଡି ଆଗୁଆ ପ୍ରାର୍ଥୀ ଘୋଷଣା କରିବା ସହ ଉପନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକଙ୍କୁ ମଧ୍ୟ ନିଯୁକ୍ତି ଦେଇଛି। ଦଳର ୩ ଜଣ ବରିଷ୍ଠ ନେତାଙ୍କୁ ଝାରସୁଗୁଡା ଉପନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ଭାବେ…

ପଶ୍ଚିମବଙ୍ଗ ହିଂସା ନେଇ କୋଠୋର ହେଲା କେନ୍ଦ୍ର, ୩ ଦିନ ମଧ୍ୟରେ ରିପୋର୍ଟ ମାଗିଲା ଗୃହ ମନ୍ତ୍ରଣାଳୟ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗରେ ରାମନବମୀ ଅବସରରେ ଘଟିଥିବା ହିଂସାକାଣ୍ଡ ଏବଂ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଜି(ମଙ୍ଗଳବାର) ପଶ୍ଚିମବଙ୍ଗ ସରକାରଙ୍କଠାରୁ ରିପୋର୍ଟ ମାଗିଛି କେନ୍ଦ୍ର ସରକାର। ସୂଚନା ଅନୁସାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ପଶ୍ଚିମବଙ୍ଗରେ ଘଟିଥିବା…

ବିଜେପିର କଂଗ୍ରେସ ଫାଇଲ୍ : ତୃତୀୟ ଏପିସୋଡରେ ୨୦୧୨ର କୋଇଲା ବ୍ଲକ୍‌ ଆବଣ୍ଟନ ଦୁର୍ନୀତି

ନୂଆଦିଲ୍ଲୀ : ‘କଂଗ୍ରେସ ଫାଇଲ୍ସ’ ସିରିଜ୍‌ର ଏପିସୋଡ୍‌-୨ ରିଲିଜ୍‌ ହେବାର ଠିକ୍ ଗୋଟିଏ ଦିନ ପରେ ବିଜେପି ଏହାର ଏପିସୋଡ୍‌-୩ ରିଲିଜ୍‌ କରିଛି । ‘କଂଗ୍ରେସ ଫାଇଲ୍ସ’ ଏପିସୋଡ୍‌-୩ରେ ୨୦୧୨ର ବହୁ ଚର୍ଚ୍ଚିତ କୋଇଲା ବ୍ଲକ୍‌ ଆବଣ୍ଟନ ଦୁର୍ନୀତି ଉପରେ ଆଲୋକପାତ କରିଛି। ମଙ୍ଗଳବାର ରିଲିଜ…

‘ମୋଦି କେବେ ପ୍ରତିଶୋଧ ନେଇ ନାହାଁନ୍ତି’: ଗୁଲାମ ନବୀ ଆଜାଦ

ଶ୍ରୀନଗର: କଂଗ୍ରେସ ଛାଡ଼ି ନୂଆ ଦଳ ଗଠନ କରିଥିବା ଗୁଲାମ ନବୀ ଆଜାଦ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରିଛନ୍ତି । ଏଥିସହ ଗୁଲାମ ନବୀ ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ଓ ସଲମାନ ଖୁର୍ଶିଦଙ୍କ ଉପରେ ବଡ଼ ଅଭିଯୋଗ ଆଣିଛନ୍ତି ।…

ବିଜେପିକୁ ରାହୁଲଙ୍କ ପୁଣି ଟାର୍ଗେଟ୍ ! ପଚାରିଲେ; ଅଦାନୀଙ୍କ ସେଲ୍ କମ୍ପାନିରେ ୨୦ ହଜାର କୋଟି କାହାର ?

ନୂଆଦିଲ୍ଲୀ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ପୁଣିଥରେ ବିଜେପିକୁ ଟାର୍ଗେଟ କରିଛନ୍ତି । ଆଉ ସେହି ସମାନ ପ୍ରଶ୍ନ ପୁଣିଥରେ ଦୋହରାଇଛନ୍ତି । ମାନେ, ଅଦାନୀଙ୍କ ସେଲ୍ କମ୍ପାନିରେ ୨୦ ହଜାର କୋଟି କାହାର? କର୍ଣ୍ଣାଟକ ବିଧାନସଭା ନିର୍ବାଚନକୁ ନେଇ ଏଆଇସିସି କାର୍ଯ୍ୟାଳୟରେ ସିଇସି…