Latest Odisha News

BREAKING NEWS

Browsing Category

ରାଜନୀତି

ସାଂସଦ ପଦ ଯିବାର ୧୧ ଦିନ ପରେ ଲଢ଼ିବେ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ: ସବୁ ଚୋରଙ୍କ ସାଙ୍ଗିଆ କାହିଁକି ମୋଦି… ରାହୁଲଙ୍କ ଏହି ବୟାନ ତାଙ୍କ ସାଂସଦ ପଦ ନେଇଛି । ଏହି ବୟାନ ପାଇଁ ରାହୁଲଙ୍କୁ ସୁରଟ କୋର୍ଟ ମାର୍ଚ୍ଚ ୨୩ରେ ଦୋଷୀ ସାବ୍ୟସ୍ତ କରିଥିଲେ । ଆଉ ଠିକ୍ ଦିନକ ପରେ ଚାଲି ଯାଇଥିଲା ରାହୁଲ ଗାନ୍ଧୀଙ୍କ ସାଂସଦ ପଦ । ସୁରଟ କୋର୍ଟଙ୍କ ରାୟର ୧୧ ଦିନ…

ଝାରସୁଗୁଡ଼ାରୁ ବିଜେପି, କଂଗ୍ରେସରୁ କିଏ?

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିବା ପରେ ବିଜେପି ଓ କଂଗ୍ରେସର ପ୍ରାର୍ଥୀ କିଏ ହେବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ବିଜେଡି ପ୍ରାର୍ଥୀ ଘୋଷଣା ପରେ ତତ୍ପର ହୋଇଉଠିଛି କଂଗ୍ରେସ। ପ୍ରାର୍ଥୀ ଚୟନ ପାଇଁ ପିସିସି ସଭାପତି ଶରତ ପଟ୍ଟନାୟକ ଝାରସୁଗୁଡ଼ା…

‘କାଳିଆ’ କୁ ନେଇ ରାଜନୀତି !

ଭୁବନେଶ୍ୱର: ଉତ୍କଳ ଦିବସରେ ଚାଷୀଙ୍କୁ ଭେଟି। କାଳିଆ ସହାୟତା ଆକାରରେ ରାଜ୍ୟର ୪୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୮୭୭ କୋଟି ଟଙ୍କାର କାଳିଆ ସହାୟତା ଦିଆଯାଇଛି। ଉତ୍କଳ ଦିବସ ଅବସରରେ ଚାଷୀଙ୍କୁ ସହାୟତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଝାରସୁଗୁଡ଼ା ଉପନିର୍ବାଚନ ଘୋଷଣା ହୋଇଥିବା ବେଳେ ଝାରସୁଗୁଡାକୁ…

ବରପୁତ୍ରଙ୍କୁ ସମ୍ମାନ: ଓଡ଼ିଆ ଓ ଓଡ଼ିଶା ପ୍ରେମ କାହାର କେତେ?

ଭୁବନେଶ୍ୱର: ଆଗକୁ ବିଧାନସଭା ଓ ଲୋକସଭା ନିର୍ବାଚନ। ଏହାପୂର୍ବରୁ ଉଭୟ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ବରପୁତ୍ରଙ୍କୁ ସମ୍ମାନ ଦେବା ପାଇଁ ଜୋରଦାର ପ୍ରୟାସ କରୁଥିବା ଦେଖିବାକୁ ମିଳିଛି। ଏହି ଧାରାରେ ଆଉ ଏକ ଝଲକ ଦେଖିବାକୁ ମିଳିଛି ପବିତ୍ର ଉତ୍କଳ ଦିବସରେ। ଗୋଟିଏ ପଟେ ରାଜ୍ୟ ସରକାରଙ୍କ…

ଚକ୍ରବ୍ୟୁହରେ ରାହୁଲ, ଘେରିଛନ୍ତି ସପ୍ତରଥୀ, ବାହାରିପାରିବେ ତ?

ଭୁବନେଶ୍ୱର: ଗୋଟିଏ ପ୍ରସଙ୍ଗରେ ସଦସ୍ୟ ପଦ ହରାଇଥିବା ରାହୁଲଙ୍କୁ ଏବେ ଚାରିଆଡୁ ବିପଦ ଘୋଟି ଆସିଛି। ସୁରଟ କୋର୍ଟଙ୍କ ଦଣ୍ଡବିଧାନ ପରେ ସଦସ୍ୟ ପଦ ହରାଇଥିବା ରାହୁଲଙ୍କୁ ପାଟନା କୋର୍ଟ ସମନ କରିଛନ୍ତି। ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ପକ୍ଷରୁ କରାଯାଇଥିବା ମାନହାନି…

ପ୍ରଧାନମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା ଉପରେ ପୁଣି ତଥ୍ୟ ମାଗିଲେ କେଜ୍ରିୱାଲ

ନୂଆଦିଲ୍ଲୀ : ସାମ୍ବାଦିକ ସମ୍ମିଳନୀ କରି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଡିଗ୍ରୀ ଓ ଶିକ୍ଷାଗତ ଯୋଗ୍ୟତା ବିଷୟରେ ପୁଣି ତଥ୍ୟ ମାଗିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଏଠାରେ କହି ରଖିବାକୁ ଚାହିଁବୁ, ପ୍ରଧାନମନ୍ତ୍ରୀଙ୍କ ଶିକ୍ଷାଗତ ଡିଗ୍ରୀ ସମ୍ପର୍କରେ କେଜ୍ରିୱାଲଙ୍କ ଆବେଦନକୁ…

କୋଟିଆରେ ଉତ୍କଳ ଦିବସ ପାଳିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର, କହିଲେ ‘ଗୋ ବ୍ୟାକ୍ ଆନ୍ଧ୍ର’

ଭୁବନେଶ୍ୱର: କୋରାପୁଟ ଜିଲ୍ଲା କୋଟିଆରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉତ୍କଳ ଦିବସ ପାଳିଛନ୍ତି । ଧର୍ମେନ୍ଦ୍ର କହିଛନ୍ତି, ୨୦୨୩ ଏପ୍ରିଲ୍ ୧ ତାରିଖ ମୋ ପାଇଁ ଅବିସ୍ମରଣୀୟ ହୋଇ ରହିବ । ଆନ୍ଧ୍ର ଓଡ଼ିଶାର ଭୂମି ଉପରେ ଲୋଲୁପ ଦୃଷ୍ଟି ପକାଉଛି । ଆଜି ଫାଟୁସିନେରୀରେ ଆନ୍ଧ୍ରକୁ କଡ଼ା…

କୋଟିଆକୁ ନେଇ କେନ୍ଦ୍ରକୁ ପ୍ରଶ୍ନ କଲେ ବିଜେଡି ନେତା ପ୍ରଦୀପ ମାଝୀ, ପଚାରିଲେ ଦେଇଛ କ’ଣ ?

କୋରାପୁଟ : ଉତ୍କଳ ଦିବସ ଅବସରରେ କୋରାପୁଟ ଗସ୍ତରେ ଅଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଉ ଠିକ୍ ଏହି ସମୟରେ କୋଟିଆକୁ ନେଇ ଉଭୟ କେନ୍ଦ୍ର ସରକାର ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସମାଲୋଚନା କରିଛନ୍ତି ବିଜେଡି ନେତା ପ୍ରଦୀପ ମାଝୀ । ପ୍ରଦୀପ କହିଛନ୍ତି,…

ଝାରସୁଗୁଡା ଉପନିର୍ବାଚନରେ ବିଜେଡି ବିପୁଳ ଭୋଟରେ ବିଜୟୀ ହେବ : ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ୱର : ଝାରସୁଗୁଡା ଉପନିର୍ବାଚନ ନେଇ ଶନିବାର ବିଜେଡି ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି, ବିଜୁ ଜନତା ଦଳ ବିପୁଳ ଭୋଟରେ ବିଜୟୀ ହେବ | ୩ ମାସ ପୂର୍ବରୁ ପଦମପୁର ଉପନିର୍ବାଚନ ହେଲା ଓ ବିପୁଳ ଭୋଟରେ ବିଜେଡି ବିଜୟ ହାସଲ କଲା| ଝାରସୁଗୁଡା ଉପନିର୍ବାଚନ ପାଇଁ ବିଜେଡି ସଭାପତି…

କଂଗ୍ରେସ ପଚାରିଲା ରାହୁଲ ଗାନ୍ଧୀଙ୍କୁ ମୋଦିଙ୍କ ଭୟ କାହିଁକି?

ଭୁବନେଶ୍ୱର : ଆଜି ଭୁବନେଶ୍ୱର କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟସଭା ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତା ଡଃ ଆମୀ ୟାଗ୍‌ନିକ ଉଦ୍‌ବୋଧନ ଦେଇ ଦେଶର ଗଣତନ୍ତ୍ର ତଥା ସମ୍ବିଧାନ ପ୍ରତି ହେଉଥିବା ଆକ୍ରମଣ ପ୍ରସଙ୍ଗ ଉଠାଇ ଗଭୀର ଉଦ୍‌ବେଗ ପ୍ରକାଶ କରିଥିଲେ ଓ ନିମ୍ନମତେ…