Latest Odisha News

BREAKING NEWS

Browsing Category

ରାଜନୀତି

ଧର୍ମେନ୍ଦ୍ରଙ୍କ ଉପରେ ବର୍ଷିଲେ ବର୍ଷା ! କହିଲେ ମୋତେ ବ୍ୟକ୍ତିଗତ ଆକ୍ଷେପ ବେଳେ କେଉଁଠି ଥିଲେ

ଭୁବନେଶ୍ବର : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝାରସୁଗୁଡାରେ ନାବାଳକକୁ ଅପହରଣ ଓ ହତ୍ୟା ପ୍ରସଙ୍ଗ ସମ୍ବଳିତ ଟ୍ବିଟ ଉପରେ ବିଜେଡି ତାର ପାଲଟା ଜବାବ ଜାରି ରଖିଛି । ଗୁରୁବାର ସାସଂଦ ସସ୍ମିତ ପାତ୍ର ଧର୍ମେନ୍ଦ୍ରଙ୍କୁ ଜବାବ ଦେଇଥିବାବେଳେ ଶୁକ୍ରବାର ବିଜେଡିର ନବ ନିର୍ବାଚିତ ପଦମପୁର…

ବିନା ରାଜୁ ଦାସରେ କଣ ବିଜେଡି ହାରିବ?

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ଝାରସୁଗୁଡ଼ା ଉପନିର୍ବାଚନ ଶେଷ ଉପନିର୍ବାଚନ ହୋଇପାରେ ବୋଲି କୁହାଯାଉଛି। ତେଣୁ ଏହା ପ୍ରମୁଖ ଦଳ ଗୁଡିକ ପାଇଁ ସେମିଫାଇନାଲ ମ୍ୟାଚ ବୋଲି ଆଲୋଚନା ହେଉଛି। ସାଧାରଣ ଭାବେ ରାଜ୍ୟରେ ଶାସକ ଦଳ ବିଜେଡି ସବୁଠୁ ପ୍ରଭାବୀ ଦଳ ଭାବେ ଉଭା ହୋଇଛି।…

ଟାର୍ଗେଟରେ ‘ରାହୁଲ’ ସଂସଦରୁ ବିଦା କଲେ, ଘରୁ ତଡିଦେବେ, ଆଗକୁ କଣ ?

ଭୁବନେଶ୍ୱର: ସଦସ୍ୟ ପଦ ରଦ୍ଦ ପରେ ରାହୁଲ ଗାନ୍ଧୀଙ୍କୁ ନେଇ ଏବେ ଦେଶବ୍ୟାପୀ ଚର୍ଚ୍ଚା। ରାହୁଲଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ସାରା ଦେଶରେ ରାହୁଲଙ୍କ ସପକ୍ଷରେ ଏକ ମାହୋଲ ତିଆରି କରିଛି। କିନ୍ତୁ ରାହୁଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆଜି ନୁହେଁ କେବେଠୁ ରାହୁଲ ଟାର୍ଗେଟରେ…

ବାରମ୍ବାର ଗସ୍ତକୁ ନେଇ ଚର୍ଚ୍ଚା, କଟକ ଲୋକସଭା ଆସନରୁ ପ୍ରାର୍ଥୀ ହେବେ କି ଅଶ୍ଵିନୀ !

କଟକ : ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କ ବାରମ୍ଵାର କଟକ ଗ୍ରସ୍ତ ଏବେ ରାଜନୀତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ଗୁରୁବାର କଟକ ରେଳ ଷ୍ଟେସନଠାରେ ଭଦ୍ରକ – ନୟାଗଡ଼ ଟାଉନ – ଭଦ୍ରକ ମେମୁ ଟ୍ରେନର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ରେଳ ମନ୍ତ୍ରୀ। ‌ଆଉ ଏହି ସବୁ କାର୍ଯ୍ୟକ୍ରମ ଗୁଡିକରେ…

ରାହୁଲଙ୍କୁ ବ୍ରିଟେନ କୋର୍ଟକୁ ଭିଡିବାକୁ ଲଳିତ ମୋଦିଙ୍କ ଧମକ, କହିଲେ ଅଦାଲତରେ ହେବ ଭେଟ

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ 'ମୋଦି ସରନେମ୍' ବିବାଦ ଯେମିତି ପିଛା ଛାଡିବାର ନାଁ ନେଉଁନି । ବର୍ତ୍ତମାନ ଆଇପିଏଲର ପ୍ରତିଷ୍ଠାତା ଲଳିତ ମୋଦି ମଧ୍ୟ ରାହୁଲ ଗାନ୍ଧୀଙ୍କର ଏହି ବୟାନ ପାଇଁ ତାଙ୍କୁ କୋର୍ଟକୁ ଟାଣିବାକୁ ନିଷ୍ପତ୍ତି ନେଇଛନ୍ତି। ସଂସଦ ପଦ ରଦ୍ଦ ପରେ ଏବେ ନିଜ ରାଜନୈତିକ…

ଓଡ଼ିଶାର ଆଇନଶୃଙ୍ଖଳା ନେଇ ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ, ଜବାବ ଦେଲେ ବିଜେଡି ସାଂସଦ ସସ୍ମିତ ପାତ୍ର

ଓଡ଼ିଶାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଏବଂ ଏହା ହିଁ ବାସ୍ତବତା ବୋଲି ଝାରସୁଗୁଡାରେ ନାବାଳକ ସମର୍ଥଙ୍କ ହତ୍ୟା ଘଟଣାରେ ଟ୍ୱିଟ୍ କରି ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଓଡ଼ିଶାରେ ବାସ୍ତବ ରୂପ…

‘ସତ୍ୟମେବ ଜୟତେ’ ନେଇ ଜାତୀୟ ରାଜନୀତି ସରଗରମ ! କର୍ଣ୍ଣାଟକର କୋଲାରରୁ ଋଣହୁଙ୍କାର ଦେବେ ରାହୁଲ

ନୂଆଦିଲ୍ଲୀ : ଯେଉଁଠି ମୋଦି ସାଙ୍ଗିଆକୁ ନେଇ ବୟାନ ଦେଇଥିଲେ, ସେହିଠାରୁ ଆନ୍ଦୋଳନ ଆରମ୍ଭ କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧି । ଆଉ ବଜାଇବେ 'ସତ୍ୟମେବ ଜୟତେ' ମୁହିମର ବିଗୁଲ୍ । କର୍ଣ୍ଣାଟକ କଂଗ୍ରେସ ଅଧ୍ୟକ୍ଷ ଡିକେ ଶିବ କୁମାରଙ୍କ ସୂଚନା ଅନୁସାରେ ରାହୁଲ ଏପ୍ରିଲ ୫ ତାରିଖ କର୍ଣ୍ଣାଟକ…

ଝାରସୁଗୁଡାରେ ବିଜେଡିର ବଡ଼ ବିଜୟ ନେଇ ଦେବୀଙ୍କ ଦୃଢୋକ୍ତି, ସମାଲୋଚନା କଲେ ସାଲୁଜା

ଭୁବନେଶ୍ୱର : ଝାରସୁଗୁଡା ଉପନିର୍ବାଚନ ତାରିଖ ଘୋଷଣା ସହ ସରଗରମ ହୋଇଛି ରାଜନୈତିକ ମାହୋଲ । ଉପନିର୍ବାଚନରେ ବିଜେଡିର ବଡ଼ ବିଜୟ ହେବ ବୋଲି ଗୁରୁବାର ଦୃଢୋକ୍ତି ପ୍ରକାଶ କରିଛନ୍ତି ବିଜେଡିର ବରିଷ୍ଠ ନେତା ଦେବୀ ମିଶ୍ର। ଦେବୀ କହିଛନ୍ତି, ଲୋକେ ମନସ୍ଥ କରି ସାରିଛନ୍ତି ବିଜେଡିକୁ ଭୋଟ ଦେବା…

ଝାରସୁଗୁଡା ଉପନିର୍ବାଚନ, ନବଙ୍କ ଜାଗା କିଏ ନେବ ?

ଭୁବନେଶ୍ୱର: ଝାରସୁଗୁଡା ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ସହ ଆରମ୍ଭ ହୋଇଛି ରାଜନୈତିକ ଅଙ୍କକଷା। ଆସନ୍ତା ମେ ୧୦ ତାରିଖରେ ଝାରସୁଗୁଡା ଉପନିର୍ବାଚନ ପାଇଁ ମତଦାନ ହେବ। ମେ ୧୩ ତାରିଖରେ ଫଳାଫଳ ବାହାରିବ। ତାରିଖ ଘୋଷଣା ପରେ ରାଜ୍ୟର ତିନି ପ୍ରମୁଖ ଦଳ ଝାରସୁଗୁଡା ଉପନିର୍ବାଚନ ପାଇଁ…

‘ରାହୁଲ’ ଯେଉଁ କର୍ଣ୍ଣାଟକ ନେଇଛି ସେହି କର୍ଣ୍ଣାଟକ ଦେବ !

ଭୁବନେଶ୍ୱର: ଦେଶବ୍ୟାପୀ ଏବେ ରାହୁଲ ଗାନ୍ଧୀଙ୍କୁ ନେଇ ଚର୍ଚ୍ଚା ଜୋର ହେଉଥିବା ବେଳେ କର୍ଣ୍ଣାଟକ ନିର୍ବାଚନ ତାରିଖ ଘୋଷଣା ହୋଇଛି। ଯେଉଁ କର୍ଣ୍ଣାଟକରେ ଏକ ନିର୍ବାଚନୀ କାର୍ଯ୍ୟକ୍ରମରେ ମୋଦି ସାଙ୍ଗିଆ ମନ୍ତବ୍ୟକୁ ନେଇ ରାହୁଲ ଦଣ୍ଡିତ ହେବା ସହ ସଦସ୍ୟ ପଦ ହରାଇଛନ୍ତି ସେହି କର୍ଣ୍ଣାଟକରେ…