Latest Odisha News

BREAKING NEWS

Browsing Category

ରାଜନୀତି

ଝାରସୁଗୁଡାରେ ଆଦର୍ଶ ଆଚରଣ ବିଧି ଲାଗୁ, ସିଇଓ କହିଲେ; ନିର୍ବାଚନକୁ ସ୍ଵଚ୍ଛ ଏବଂ ଅବାଧ କରିବା ଲକ୍ଷ୍ୟ

ଭୁବନେଶ୍ୱର : ଝାରସୁଗୁଡ଼ାରେ ଉପନିର୍ବାଚନ ନେଇ ବୁଧବାର ଭାରତୀୟ ନିର୍ବାଚନ କମିସନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡ଼ାରେ ଉପନିର୍ବାଚନ ପାଇଁ ମତଦାନ ଓ ୧୩ ତାରିଖରେ ଗଣତି ପରେ ଫଳାଫଳ ପ୍ରକାଶ ପାଇବ। ଏହି କ୍ରମରେ ଆଜି(ବୁଧବାର)ଠାରୁ ଝାରସୁଗୁଡା…

ମୁଖ୍ୟମନ୍ତ୍ରୀ ଯାହାକୁ ଚାହିଁବେ ଆମେ ସମର୍ଥନ କରିବୁ: ଦୀପାଳି ଦାସ

ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନ ନେଇ ତାରିଖ ଘୋଷଣା ପରେ କିଏ କେଉଁ ଦଳରୁ ପ୍ରାର୍ଥୀ ହେବେ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ନବ ଦାସଙ୍କ ମୃତ୍ୟୁ ପରେ ଉପନିର୍ବାଚନ ହେଉଥିବାରୁ ସମସ୍ତଙ୍କ ନଜର ରହିଛି ବିଜେଡି ଉପରେ । ଆଜି ଉପନିର୍ବାଚନ ତାରିଖ ଘୋଷଣା ପରେ ପ୍ରତିକ୍ରିୟା ରଖିଛନ୍ତି…

ଝାରସୁଗୁଡା ଉପନିର୍ବାଚନ ପାଇଁ ବାଜିଲା ବିଗୁଲ୍, ମେ’ ୧୦ରେ ଭୋଟ୍ ଓ ମେ’ ୧୩ରେ ଗଣତି

ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ ଆୟୋଗ ଆଜି ଉପନିର୍ବାଚନ ନେଇ ତାରିଖ ଘୋଷଣା ସହ ଝାରସୁଗୁଡା ଉପନିର୍ବାଚନ ପାଇଁ ବାଜିଛି ଇଲେକସନ୍ ବିଗୁଲ । ଉପ-ନିର୍ବାଚନ ନେଇ ବୁଧବାର ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର। ସିଇସିଙ୍କ ଘୋଷଣା ଅନୁସାରେ ଏପ୍ରିଲ ୧୩ ତାରିଖରେ…

ଟ୍ୱିନ୍ ସିଟିରେ ମେଟ୍ରୋ ଟ୍ରେନ୍ ଚଳାଚଳ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ଦେଇନି ରାଜ୍ୟ

ଭୁବନେଶ୍ୱର: ଦୈତ୍ୟ ନଗରୀ କଟକ-ଭୁବନେଶ୍ୱର ମଧ୍ୟରେ ଗଡ଼ିବ କି ମେଟ୍ରୋ ଟ୍ରେନ୍ ? ଏହାକୁ ନେଇ ଅନେକ ବର୍ଷ ଧରି ରାଜ୍ୟରେ ଚର୍ଚ୍ଚା ହେଉଛି । ଲୋକଙ୍କ ଆଶା ବି ରହିଛି ମେଟ୍ରୋ ଟ୍ରେନ୍ ଚଳାଚଳ ପାଇଁ କାମ ଆରମ୍ଭ ହେବ । ହେଲେ, ଟ୍ୱିନ୍ ସିଟିରେ ମେଟ୍ରୋ ଚଳାଚଳ ନେଇ ଏଯାଏ କୌଣସି ପ୍ରସ୍ତାବ ଓଡ଼ିଶା…

ଶୂନ୍ୟକାଳରେ ଉଠିଲା ମହାନଦୀ ଜଳ ବିବାଦ ପ୍ରସଙ୍ଗ, ଶାସକ-ବିରୋଧୀଙ୍କ ମୁହାଁମୁହିଁ ଭିତରେ ସଜାଗ କଲେ ସୌମ୍ୟ

ଭୁବନେଶ୍ବର : ବିଧାନସଭାର ଶୂନ୍ୟକାଳରେ ମଙ୍ଗଳବାର ଉଠିଥିଲା ମହାନଦୀ ଜଳ ବିବାଦ ପ୍ରସଙ୍ଗ । ଶାସକ ଦଳକୁ ଟାର୍ଗେଟ କରି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଥିଲେ, ମହାନଦୀ ଜଳ ବିବାଦ ନେଇ ଗୃହରେ ବହୁତ ଥର ଆଲୋଚନା ହୋଇଛି । ମହାନଦୀ ବିବାଦକୁ ନେଇ 2017ରେ ବାଚସ୍ପତି ପ୍ରଦୀପ ଅମାତଙ୍କ…

ବିଜେଡିର ‘ଜୟ ଜଗନ୍ନାଥ’

ଭୁବନେଶ୍ୱର: ଜୟ ଜଗନ୍ନାଥ। ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ମୁହଁରେ ଏହି ଧ୍ୱନି ଶୋଭା ପାଏ। ସମ୍ବୋଧନ ସମ୍ଭାଷଣଠୁ ଆରମ୍ଭ କରି କୌଣସି ସଭାସମିତିର ଶୁଭାରମ୍ଭ ହେଉ କି ଶେଷ ବହୁ ଜାଗାରେ ଲୋକେ ଜୟ ଜଗନ୍ନାଥ ଧ୍ୱନି ଉଚ୍ଚାରଣ କରନ୍ତି। ତେଣୁ ପ୍ରତେକ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପାଇଁ ଜୟ…

ଆଗ୍ରେସିଭ ରାଜ୍ୟ ବିଜେପି, କେନ୍ଦ୍ରର ସହଯୋଗ ମିଳିବ ତ?

ଭୁବନେଶ୍ୱର: ଆକ୍ରମଣତ୍ମକ ମୁଦ୍ରାରେ ରାଜ୍ୟ ବିଜେପି। ନୂଆ ଆଗ୍ରେସିଭ ଟିମକୁ ନେଇ ଆଗାମୀ ସାଧାରଣ ନିର୍ବାଚନରେ ଶାସନକୁ ଆସିବାକୁ ଯୋଜନା କରୁଛି ଦଳ। ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ଶାସକ ଦଳ ଉପରେ ଲଗାତର ବର୍ଷି ଚାଲିଛନ୍ତି। ବହୁ ସମ୍ବେଦନଶୀଳ ପ୍ରସଙ୍ଗରେ ଶାସକ ଦଳର ମଙ୍ଗୁଆଳଙ୍କୁ…

ଗେମଚେଞ୍ଜର ହେବ ରାହୁଲ ପ୍ରସଙ୍ଗ !

ଭୁବନେଶ୍ୱର: ମାତ୍ର ଅଳ୍ପ କିଛି ସମୟରେ ବଦଳିଯାଇଛି ଦେଶର ରାଜନୈତିକ ଚିତ୍ର। ଯିଏ ବ୍ୟାକଫୁଟରେ ଥିଲା ସେ ଫ୍ରଣ୍ଟଫୁଟରେ ଆଉ ଯିଏ ଫ୍ରଣ୍ଟରେ ଥିଲା ସେ ବ୍ୟାକରେ। ରାହୁଲଙ୍କ ପ୍ରସଙ୍ଗ ପରେ ଏବେ ଦେଶରେ ଏମିତି କିଛି ସ୍ଥିତି ସୃଷ୍ଟି ହୋଇଥିବା ଦେଖାଯାଇଛି। ରାହୁଲଙ୍କ ବିବାଦୀୟ ମନ୍ତବ୍ୟ ଓ…

ପୁଣି ନୂଆ ବିବାଦ ଘରରେ ରାହୁଲ ! କ୍ଷମା ନମାଗିଲେ, FIR ଧମକ ଦେଲେ ବୀର ସାବରକରଙ୍କ ନାତି

ନୂଆଦିଲ୍ଲୀ : ସତେ ଯେମିତି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପଡ଼ିଛି ରାହୁ ଦଶା ! ପ୍ରଥମେ ମୋଦି ସାଙ୍ଗିଆ ମାମଲାରେ ରାହୁଲ ଗାନ୍ଧୀଙ୍କୁ ସଂସଦର ସଦସ୍ୟତା ହରାଇବାକୁ ପଡିଥିବାବେଳେ ଏବେ ପୁଣି ଏକ ନୂଆ ବିବାଦ ଭିତରକୁ ଟାଣି ହୋଇ ଯାଇଛନ୍ତି ରାହୁଲ। ଏଥର ବୀର ଦାମୋଦର ସାବରକରଙ୍କ ନାତି…

ହୀରାକୁଦ ଜଳସ୍ତର ହ୍ରାସ ପଛରେ ମହାନଦୀ ବିବାଦ, ଟ୍ରିବ୍ୟୁନାଲଙ୍କ ଏପ୍ରିଲ ଗସ୍ତ ଉପରେ ନଜର

ଭୁବନେଶ୍ୱର : ମହାନଦୀ ଜଳ ବିବାଦ ଏବେର ନୁହେଁ । ଅନେକବର୍ଷ ଧରି ଓଡ଼ିଶା ଓ ପଡୋଶୀ ଛତିଶଗଡ଼ ମଧ୍ୟରେ ପାଣିକୁ ନେଇ ଚାଲିଥିବା ଏହି ବିବାଦର ସମାଧାନ ହେବ କଣ, ଓଲଟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି । ଦୁଇ ରାଜ୍ୟ ମଧ୍ୟରେ ଚାଲିଥିବା ଏହି ବିବାଦର ସମାଧନ ପାଇଁ କେନ୍ଦ୍ର ଜଳ ମନ୍ତ୍ରାଳୟଙ୍କ…