Latest Odisha News

BREAKING NEWS

Browsing Category

ରାଜନୀତି

ରାଜ୍ୟର ନିଷ୍ପତ୍ତି ମୁଖ୍ୟମନ୍ତ୍ରୀ ନେଉ ନାହାନ୍ତି କହି ବର୍ଷିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଶା ସରକାରରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଉନାହାନ୍ତି। ସାମ୍ପ୍ରତିକ ଅବ୍ୟବସ୍ଥାକୁ ନେଇ ଉଦବେଗ ପ୍ରକାଶ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଏପରି କହି ସମାଲୋଚନା କରିଛନ୍ତି। ଭୁବନେଶ୍ୱରରେ ଦିଲ୍ଲୀପ ଶତପଥୀ ସ୍ମାରକୀ…

କୋରାପୁଟ କଂଗ୍ରେସ ମୁଖିଆ ପଦରୁ ହଟିଲେ ତାରାଙ୍କ ପତ୍ନୀ ମିନାକ୍ଷୀ, ତେଜିଲା କନ୍ଦଳ!

କୋରାପୁଟ: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ଓଡ଼ିଶାରେ ନୂଆ ଜିଲ୍ଲା ସଭାପତି ନିଯୁକ୍ତି କରିଛି। ଏହି ଅଦଳବଦଳ କ୍ରମରେ କୋରାପୁଟ ଜିଲ୍ଲାର ସଭାପତି ଭାବେ ଦାୟିତ୍ୱ ତୁଲାଉଥିବା ତଥା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପତ୍ନୀ ମିନାକ୍ଷୀ…

ଟ୍ରେନ ଟ୍ରାଜେଡି ବେଳେ ବିଜେଡି ନେତାଙ୍କ ବିଦେଶ ବୁଲା: ବର୍ଷିଲା ବିଜେପି, ଗସ୍ତ ସପକ୍ଷରେ ଯୁକ୍ତି ବାଢିଲେ ସୋର…

ଭୁବନେଶ୍ୱର: ଗତ ଜୁନ୍ ୨ ତାରିଖ (ଶୁକ୍ରବାର) ସନ୍ଧ୍ୟାରେ ବାଲେଶ୍ୱରର ବାହାନଗାରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଖବର ସାରା ଦେଶ ଓ ବିଶ୍ୱକୁ ସ୍ତବ୍ଧ କରିଦେଇଥିଲା। ଦେଶର ସବୁଠାରୁ ଭୟଙ୍କର ରେଳ ଦୁର୍ଘଟଣା ମଧ୍ୟରୁ ଅନ୍ୟତମ ଏହି ଦୁର୍ଘଟଣାରେ ୨୮୮ ଜଣଙ୍କ ଜୀବନ ଯାଇଛି। ତା'ପର ଦିନ ମନ୍ତ୍ରୀ ଓ…

‘ରେଢ଼ାଖୋଲ ରାଜନୀତି’, ରୋହିତ ହାରିଲେ ଆସଫ ଜିତିଲେ!

ଭୁବନେଶ୍ୱର: ରୋହିତ ପୂଜାରୀଙ୍କୁ ମନ୍ତ୍ରୀପଦରୁ ବାଦ ଦେବା ପ୍ରସଙ୍ଗ ଏବେ ରାଜ୍ୟର ସବୁଠୁ ବଡ଼ ପ୍ରସଙ୍ଗ ବୋଲି ଚର୍ଚ୍ଚା ହେଉଛି। ରେଢ଼ାଖୋଲ ନିର୍ବାଚନମଣ୍ଡଳୀର ଦୁଇ ଦୁଇ ଥରର ବିଧାୟକ ତଥା ଯୁବ ନେତା ରୋହିତ ପୂଜାରୀ ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇଥିଲେ। ପୂର୍ବରୁ ଯେତେବେଳେ ବି…

‘କର୍ଣ୍ଣାଟକ ରାଜନୀତି’, ବିରୋଧୀ ଦଳ ନେତା ବାଛିପାରୁନି ବିଜେପି !

ଭୁବନେଶ୍ୱର: କର୍ଣ୍ଣାଟକରେ ବଡ଼ ପରାଜୟ ପରେ ବିରୋଧୀ ଦଳ ଆସନରେ ବସିଥିବା ବିଜେପି ଏଯାଏ ବିରୋଧୀ ଦଳ ନେତା ଚୟନ କରି ପାରି ନାହିଁ। କଂଗ୍ରେସ ନୂଆ ସରକାର ଗଠନ କରିବା ସହ ସବୁ ମନ୍ତ୍ରୀ ଶପଥ ନେଇ କାର୍ଯ୍ୟ କରିବା ଆରମ୍ଭ କରିଛନ୍ତି। ବିଜେପି କିନ୍ତୁ ବିଧାନସଭାରେ ନିଜ ନେତା ଚୟନ କରି ନ…

ମନ୍ତ୍ରୀ ପଦ କାଢ଼ିନେଲେ ଟିକେଟ ଦେବେ ତ ?

ଭୁବନେଶ୍ୱର: କାହିଁକି ମନ୍ତ୍ରୀମଣ୍ଡଳରୁ ବାଦ ପଡିଲେ ରୋହିତ ପୂଜାରୀ। ଉଚ୍ଚଶିକ୍ଷା ମନ୍ତ୍ରୀ ଭାବେ ରୋହିତ ପୂଜାରୀଙ୍କ ପ୍ରଦର୍ଶନ ଖରାପ ଥିବାରୁ ତାଙ୍କୁ ବାଦ ଦିଆଯାଇଥିବା ଦର୍ଶାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବିଭିନ୍ନ ବିଭାଗର ବାର୍ଷିକ ପ୍ରଦର୍ଶନକୁ ନେଇ ସମୀକ୍ଷା କରାଯାଇଥିଲା। କିନ୍ତୁ…

୧୦ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା କଂଗ୍ରେସ, ପଞ୍ଚାନନ କାନୁନଗୋ ମାନିଫେଷ୍ଟୋ କମିଟି ଅଧ୍ୟକ୍ଷ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୧୦ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା ହୋଇଛି । ୨୦୨୪ ନିର୍ବାଚନ ପୂର୍ବରୁ କଂଗ୍ରେସ ତୃଣମୂଳ ସ୍ତରରେ ସଂଗଠନ ସଜାଡ଼ିବା ଲାଗି ଆରମ୍ଭ କରିଛି । କୋରାପୁଟ ଜିଲ୍ଲା ସଭାପତି ଥିବା କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପତ୍ନୀ ମିନାକ୍ଷୀ…

‘ମୁଖ୍ୟମନ୍ତ୍ରୀଙ୍କ ଆଶା ଯାହା ଥିଲା ହୁଏତ ପୂରଣ କରି ପାରିନି’: ରୋହିତ ପୂଜାରୀ

ଭୁବନେଶ୍ୱର: ନବୀନଙ୍କ କ୍ୟାବିନେଟରୁ ଉଚ୍ଚଶିକ୍ଷା ମନ୍ତ୍ରୀ ଭାବେ ବାଦ୍ ପଡ଼ିଛନ୍ତି ରୋହିତ ପୂଜାରୀ । ମନ୍ତ୍ରୀ ପଦ ଯିବା ପରେ ରେଢାଖୋଲ ବିଧାୟକ ରୋହିତ ପୂଜାରୀ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ ଆଶୀର୍ବାଦ ଦେଇଛନ୍ତି । ବିଗତ ଦିନରେ…

ନବୀନଙ୍କ କ୍ୟାବିନେଟରୁ ରୋହିତ ପୂଜାରୀ ବାଦ୍ ପଡ଼ିବା ପଛର ୫ ବଡ଼ କାରଣ !

ଭୁବନେଶ୍ୱର: ଦୁଇ ଥରର ବିଧାୟକ । ଠିକ୍ ବର୍ଷକରେ ନବୀନ କାଢ଼ି ନେଲେ ମନ୍ତ୍ରୀ ପଦ । ଉଚ୍ଚଶିକ୍ଷା ମନ୍ତ୍ରୀ ଥିବା ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀଙ୍କୁ ନବୀନ ତାଙ୍କ କ୍ୟାବିନେଟରୁ ବିଦା କରିଛନ୍ତି । ଗତବର୍ଷ ଜୁନ୍ ମାସରେ ଅରୁଣ ସାହୁଙ୍କ ପରେ ରୋହିତ ନବୀନଙ୍କ କ୍ୟାବିନେଟରେ ସାମିଲ୍…

ଧାନର ଏମଏସପି ବୃଦ୍ଧି ନେଇ ତେଜିଲା ରାଜନୀତି, କେନ୍ଦ୍ର ବିରୋଧରେ ବର୍ଷିଲେ ବିଜେଡି-କଂଗ୍ରେସ

ଭୁବନେଶ୍ୱର: କେନ୍ଦ୍ର ସରକାର ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସପି)ରେ ଉଲ୍ଲେଖନୀୟ ବୃଦ୍ଧି ଘୋଷଣା କରି ଆଗାମୀ ୨୦୨୩-୨୪ (ଜୁଲାଇ-ଜୁନ୍) ଖରିପ ଋତୁ ପାଇଁ କ୍ୱିଣ୍ଟାଲ ପିଛା ୧୪୩ ଟଙ୍କା ବୃଦ୍ଧି କରି ୨୧୮୩ ଟଙ୍କା କରିଛନ୍ତି। ଏହି ପଦକ୍ଷେପର ଉଦ୍ଦେଶ୍ୟ ହେଉଛି କୃଷକମାନଙ୍କୁ ସେମାନଙ୍କ…