Latest Odisha News

BREAKING NEWS

Browsing Category

ରାଜନୀତି

ବଘେଲଙ୍କ ଗଣିତ ଭୁଲ କରିବାକୁ ଅଙ୍କ କଷୁଛନ୍ତି ଶାହା

ଭୁବନେଶ୍ୱର: ରାଜ୍ୟର ବିଧାନସଭା ନିର୍ବାଚନକୁ ଆଉ ମାତ୍ର କେଇ ମାସ ବାକି ଥିବାବେଳେ ଛତିଶଗଡ଼ରେ ରାଜନୈତିକ ଉଷ୍ମତା ଦେଖାଦେଇଛି। ଉଭୟ କଂଗ୍ରେସ ଓ ବିଜେପି ନିଜ ନିଜର ରାଜନୈତିକ କାର୍ଯ୍ୟକ୍ରମକୁ ତୀଵ୍ର କରିଛନ୍ତି। କଂଗ୍ରେସ ପକ୍ଷରୁ ଅଵ କି ବାର ୭୫ ପାରର ନାରା ଦିଆଯାଇ ରାଜ୍ୟବ୍ୟାପୀ…

‘ମୋଦିଙ୍କୁ ହରାଇପାରିବେ ପ୍ରିୟଙ୍କା’

ଭୁବନେଶ୍ୱର: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ମିଳିବ କି ବଡ଼ ଦାୟିତ୍ୱ। ଉତ୍ତରପ୍ରଦେଶ ଦାୟିତ୍ବରୁ ମୁକ୍ତି ପାଇ ପ୍ରିୟଙ୍କା ସାରା ଦେଶରେ କଂଗ୍ରେସକୁ ଶକ୍ତ କରିବାର ଦାୟିତ୍ୱ ନେବେ କି। ଏମିତି କିଛି କଳ୍ପନାଜଳ୍ପନା ଏବେ ଜାତୀୟ ରାଜନୀତିରେ ଦେଖିବାକୁ ମିଳିଛି। କର୍ଣ୍ଣାଟକ…

ଓଡ଼ିଶାରେ ଆପକୁ ଜିତାଇବ କି ମାଗଣା ବିଜୁଳି ଫଣ୍ଡା?

ଭୁବନେଶ୍ୱର: ଓଡ଼ିଶାରେ ଦୁଇଶହ ୟୁନିଟ ମାଗଣା ବିଜୁଳି ଯୋଗାଇ ଦେବା ପାଇଁ ଦାବି କରିଛି ଆମ ଆଦମୀ ପାର୍ଟି। ଏହି ଦାବି ନେଇ ପାର୍ଟିର ହଜାର ହଜାର କର୍ମୀ ଓ କାର୍ଯ୍ୟକର୍ତା ପିଏମଜି ଛକରେ ଏକାଠି ହୋଇଥିଲେ। ଏ ସମ୍ପର୍କିତ ଦାବିକୁ ନେଇ ରାଜ୍ୟର ପାଞ୍ଚ ଲକ୍ଷ ଲୋକଙ୍କ ଦସ୍ତଖତ ସମ୍ବଳିତ ଏକ…

ରାଜସ୍ଥାନରେ ବିଜେପିର ଜନ ଆକ୍ରୋଶ ଯାତ୍ରା ବନାମ ଗେହଲଟଙ୍କ ମାଗଣା ଯୋଜନା

ଭୁବନେଶ୍ୱର: ରାଜସ୍ଥାନ ରାଜନୀତି ବର୍ତ୍ତମାନ ରୋଚକ ମୋଡ଼କୁ ଆସିଯାଇଛି। ଦୀର୍ଘ ବର୍ଷର ଟ୍ରେଣ୍ଡ ଅନୁଯାୟୀ ରାଜସ୍ଥାନରେ ପ୍ରତି ପାଞ୍ଚ ବର୍ଷରେ ସରକାର ପରିବର୍ତ୍ତନ ହୁଏ। ତେଣୁ ବର୍ତ୍ତମାନ କଂଗ୍ରେସ ସରକାର ଥିବାରୁ ଆଗକୁ ବିଜେପି ଶାସନକୁ ଫେରିବା ପାଇଁ ସବୁ ଉଦ୍ୟମ କରୁଛି। ରାଜସ୍ଥାନ…

ବିଜେପି ହାରିବା କାରଣ ଖୋଜୁଛି, ଜିତିବା ରାସ୍ତା ପ୍ରସ୍ତୁତ କରୁଛି

ଭୁବନେଶ୍ୱର: ହାରିବାର କାରଣ ଖୋଜୁଛି ବିଜେପି। କର୍ଣ୍ଣାଟକରେ ସବୁ ଶକ୍ତି ଖଟାଇବା ପରେ ମଧ୍ୟ ଦଳ କାହିଁକି ହାରିଲା ତାର କାରଣ ଖୋଜା ଆରମ୍ଭ ହୋଇଛି। ବିଜେପିର ଜାତୀୟ ସଭାପତି ଜେ ପି ନଡ୍ଡା, ଗୃହମନ୍ତ୍ରୀ ଅମିତ ଶାହା, ଦଳର ସାଧାରଣ ସମ୍ପାଦକ ବି ଏଲ ସନ୍ତୋଷ ପ୍ରମୁଖ ବୈଠକ କରିବା ସହ ହାରିବାର…

ମୋଦି ସରକାରର ୯ ବର୍ଷ ପୂର୍ତ୍ତି ଅବସରରେ ଯୁବମୋର୍ଚ୍ଚାର ମହାଜନସମ୍ପର୍କ ଅଭିଯାନ

ଭୁବନେଶ୍ୱର: ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସେବା, ସୁଶାସନ ଓ ଗରୀବକଲ୍ୟାଣର ୯ବର୍ଷ ପୂର୍ତି ଅବସରରେ କେନ୍ଦ୍ର ସରକାରଙ୍କ ଉପଲବ୍ଧି ଓ ସଫଳତାକୁ ଘରେ ଘରେ ପହଁଚାଇବା, ଲୋକଙ୍କ ମଧ୍ୟରେ ଚର୍ଚ୍ଚା ପରିସରକୁ ଆଣିବା, ସାଧାରଣ ଲୋକଙ୍କୁ ଏହାର ଭାଗିଦାରୀ କରିବା, ଲାଭାର୍ଥୀଙ୍କ ସହ…

‘ହିମାଚଳ ରାଜନୀତି’, ଦଳୀୟ ନେତାଙ୍କ କଥା ଶୁଣୁନି କଂଗ୍ରେସ ସରକାର!

ଭୁବନେଶ୍ୱର: ହିମାଚଳ ପ୍ରଦେଶରେ କଂଗ୍ରେସ ସରକାର ବିଭିନ୍ନ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ସହ ଏହାକୁ ପ୍ରଚାର ପ୍ରସାର କରୁଛି। ଏପରିକି ବିଧାନସଭା ନିର୍ବାଚନ ପରେ ଶିମଲା ନଗର ନିଗମ ନିର୍ବାଚନରେ ମଧ୍ୟ ବାଜି ମାରିଛି କଂଗ୍ରେସ। କିନ୍ତୁ ଏବେ ଦଳ ଭିତରେ ନେତୃତ୍ୱକୁ ନେଇ ଟୀକା…

‘ମହାରାଷ୍ଟ୍ର ରାଜନୀତି’, ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ହେଲେ ଭାଙ୍ଗିଯିବ ସରକାର !

ଭୁବନେଶ୍ୱର: ଆଗକୁ ଦେଶର ସାଧାରଣ ନିର୍ବାଚନ ଆସୁଥିବାରୁ ପ୍ରମୁଖ ରାଜ୍ୟ ମହାରାଷ୍ଟ୍ର ଉପରେ ପ୍ରମୁଖ ଦଳଗୁଡିକର ନଜର ରହିଛି। ପ୍ରଥମେ ଏମଭିଏ ମେଣ୍ଟ ସରକାର ଗଢିଥିବା ବେଳେ ଘଟଣାକ୍ରମେ ସିନ୍ଦେ ବିଜେପି ସରକାର ଏବେ ରାଜ୍ୟରେ ଚାଲିଛି। ମହାରାଷ୍ଟ୍ର ରାଜନୀତି ଏବେ ବହୁ ଉତ୍ଥାନପତନ ମଧ୍ୟରେ…

‘ବାଲେଶ୍ଵର ଟ୍ରେନ ଦୁର୍ଘଟଣା ପଛରେ ତୃଣମୂଳ କଂଗ୍ରେସର ହାତ’

ଭୁବନେଶ୍ୱର: ଓଡ଼ିଶାର ବାଲେଶ୍ଵର ଟ୍ରେନ ଦୁର୍ଘଟଣା ଦେଶର ଏକ ପ୍ରମୁଖ ରାଜନୈତିକ ପ୍ରସଙ୍ଗ ପାଲଟିଛି। ଗୋଟିଏ ପଟେ ଏହି ଦୁର୍ଘଟଣାର ସିବିଆଇ ତଦନ୍ତ ଆରମ୍ଭ ହୋଇଥିବା ବେଳେ ବିରୋଧୀ କିନ୍ତୁ ଏହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ତୃଣମୂଳ କଂଗ୍ରେସ ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ପ୍ରଶ୍ନ ଉଠାଇଥିବା…

ଆରମ୍ଭରୁ ଚାଳ ବାଜିଲାଣି, ସ୍ଥଗିତ ରହିଲା ବିରୋଧୀଙ୍କ ପାଟନା ବୈଠକ !

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରେ ପାଟନାରେ ହେବାକୁ ଥିବା ବିରୋଧୀ ଦଳ ଗୁଡ଼ିକର ବୈଠକକୁ ଘୁଞ୍ଚାଇ ଦିଆଯାଇଛି। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସାରା ଦେଶର ବିଭିନ୍ନ ରାଜ୍ୟ ବୁଲି ବିରୋଧୀଙ୍କୁ ଏକାଠି କରିବା ଉଦ୍ୟମକୁ ଜୋରଦାର କରିଛନ୍ତି। ଏପରିକି ଚଳିତ ମାସ ୧୨ ତାରିଖରେ ପାଟନାରେ…