Latest Odisha News

BREAKING NEWS

Browsing Category

ରାଜନୀତି

‘କେନ୍ଦ୍ରାପଡା’ ଏଥର ବିଜେଡିରୁ ଗୀତାଞ୍ଜଳି ନା ରାଜେଶ ?

ଭୁବନେଶ୍ୱର: ଆଗାମୀ ନିର୍ବାଚନରେ କେନ୍ଦ୍ରାପଡାରେ ବିଜେଡିରୁ କିଏ ହେବ ପ୍ରାର୍ଥୀ ?ଶଶୀଭୂଷଣଙ୍କ ଜାଗା କିଏ ନେବ। ଏହାକୁ ନେଇ ଏବେ କେନ୍ଦ୍ରାପଡା ରାଜନୈତିକ ମହଲରେ ଜୋରଦାର ଚର୍ଚ୍ଚା। ଗତ ସାଧାରଣ ନିର୍ବାଚନରେ ଶଶୀଭୂଷଣ ବେହେରା କେନ୍ଦ୍ରାପଡା ବିଧାନସଭା କ୍ଷେତ୍ରରେ ପ୍ରାର୍ଥୀ ହେବା ପରେ…

ଜୟନାରାୟଣଙ୍କ ମାନସିକ ଦୋଷ ଅଛି, ଟ୍ରିଟମେଣ୍ଟ୍ ଆବଶ୍ୟକ : ଲତିକା

ଭୁବନେଶ୍ୱର : ବିରୋଧୀଦଳ ନେତା ଜୟନାରାୟଣ ମିଶ୍ରଙ୍କ ମୁଣ୍ଡ ଦୋଷ ଅଛି ବୋଲି ଶୁଣାଇଛନ୍ତି ବିଜେଡି ବିଧାୟିକା ଲତିକା ପ୍ରଧାନ । ଶାସକ ଦଳ ବିଧାୟକ ଅମର ଶତପଥୀଙ୍କ ପରେ ପୁଣି ସମାନ ଢଙ୍ଗରେ ଜୟନାରାୟଣ ମିଶ୍ରଙ୍କୁ 5-T ର ଭୂତ ଲଗା ଭୂମିକାକୁ ଭିଡିଛନ୍ତି ଲତିକା। ଏପରିକି ବିରୋଧୀ ଦଳ ନେତା…

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଭଦ୍ରକ ଗସ୍ତ ସ୍ଥଗିତ

ଭୁବନେଶ୍ୱର: ଆସନ୍ତା ୨୬ ତାରିଖରେ ଓଡ଼ିଶା ଆସିବେନି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଅମିତ ଶାହଙ୍କ ଭଦ୍ରକ ଗସ୍ତ ବର୍ତ୍ତମାନ ସ୍ଥଗିତ ରଖାଯାଇଥିବା ସୂଚନା ମିଳିଛି । ତେବେ ଶାହଙ୍କ ଭଦ୍ରକ ଗତ କାହିଁକି ସ୍ଥଗିତ ରଖାଗଲା ସେ ନେଇ କୌଣସି କାରଣ କୁହାଯାଇ ନାହିଁ । ଅମିତ ଶାହଙ୍କ ଗସ୍ତ…

ତୃତୀୟ ସାମ୍ମୁଖ୍ୟ ଗଠନ ପାଇଁ ପ୍ରତିଯୋଗିତା: କେସିଆର, ମମତାଙ୍କ ପରେ କେଜ୍ରିଓ୍ୱାଲଙ୍କ ପ୍ରୟାସ

ନୂଆଦିଲ୍ଲୀ: ଗୋଟିଏ ପଟେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଗାମୀ ସାଧାରଣ ନିର୍ବାଚନ ପାଇଁ ସ୍ୱତନ୍ତ୍ର ପ୍ଲାନ ନେଇ ତାଙ୍କ ପ୍ରତିପକ୍ଷ ନବୀନ ପଟ୍ଟନାୟକଙ୍କୁ ଭେଟିବାକୁ ଓଡ଼ିଶା ଗସ୍ତରେ ଆସୁଛନ୍ତି! ଯାହା ଉପରେ ସାରା ଦେଶର ନଜର ରହିଛି। ଅନ୍ୟପଟେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ…

ନୂଆ ଆଲେଖ୍ୟ ଲେଖି ପୁଣିଥରେ ନିଜ ଦଳକୁ ପରୋକ୍ଷରେ ଭର୍ତ୍ତୃହରିଙ୍କ ଟାର୍ଗେଟ

ଭୁବନେଶ୍ୱର: ବିଜୁ ଜନତା ଦଳର ସାଂସଦ ଭର୍ତ୍ତୃହରି ମହତାବ, ପୁଣିଥରେ ନିଜ ସମ୍ପାଦିତ ଦୈନିକ ଖବରକାଗଜ ପ୍ରଜାତନ୍ତ୍ରରେ ରବିବାର ଏକ ଆଲେଖ୍ୟ ଲେଖିଛନ୍ତି। ଯେଉଁଥିରେ ସେ 'ରାଜନୀତିର ବାଟ ହୁଡିଯାଇଛୁ କି ଆମେ?' ଶୀର୍ଷକ ଲେଖି ପୁଣିଥରେ ନିଜ ଦଳ ତଥା ସରକାରକୁ ଟାର୍ଗେଟ କରିଛନ୍ତି। ସେ ତାଙ୍କ…

‘ଓଡ଼ିଶା ସରକାର ଗରିବ, ଦଳିତ ଓ ଆଦିବାସୀ ବିରୋଧୀ’: ବିଭୂ ତରାଇ

ଭୁବନେଶ୍ୱର: ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମିକୁ ବେଆଇନ୍ ଭାବେ ଜୋର ଜବରଦସ୍ତ ହଡପ କରାଯାଉଥିବା ଅଭିଯୋଗ କରିଛି ବିଜେପି । ଏଥିରେ ବିରାଟ ରାକେଟ କାର୍ଯ୍ୟ କରୁଛି ଏବଂ ଏହାର ସଦସ୍ୟ ଭାବେ ବହୁ ସରକାରୀ କର୍ମଚାରୀ ସମ୍ପୃକ୍ତ । ଏଭଳି ଅନୈତିକ କାର୍ଯ୍ୟକୁ ଶାସକ ବିଜେଡିର ବହୁ ମନ୍ତ୍ରୀ ଓ ନେତା…

ଗାଁକୁ ଯିବେ ବିଜେପି କଂଗ୍ରେସ, ଆଗରେ ଚାଲୁଛି ବିଜେଡି

ଭୁବନେଶ୍ୱର: ଆସନ୍ନ ନିର୍ବାଚନ ପାଇଁ ଏବେ ଦଲଗୁଡିକର ଗାଁକୁ ଚାଲ ପର୍ବ ଆରମ୍ଭ ହୋଇଛି। ଏହି କ୍ରମରେ ରାଜ୍ୟରେ ଦୁଇ ପ୍ରମୁଖ ଜାତୀୟ ଦଳ କଂଗ୍ରେସ ଓ ବିଜେପି ଗାଁ ଗାଁରେ କାର୍ଯ୍ୟକ୍ରମ କରିବାକୁ ଯୋଜନା କରିଛନ୍ତି। କଂଗ୍ରେସ ପକ୍ଷରୁ ଆସନ୍ତା 23 ତାରିଖରୁ 31 ତାରିଖ ପର୍ଯ୍ୟନ୍ତ ପ୍ରତେକ…

ଜୟ ନାରାୟଣଙ୍କ ପଛରେ ବଂଶଲ ପାୱାର !

ଭୁବନେଶ୍ୱର: କାହା ବଳରେ ବଳିୟାନ ଜୟନାରାୟଣ ମିଶ୍ର? କାହାଠୁ ଏତେ ଶକ୍ତି ପାଉଛନ୍ତି ଜୟ? ଜୟଙ୍କ ପଛରେ କିଏ? ବିଭିନ୍ନ ସମ୍ବେଦନଶୀଳ ପ୍ରସଙ୍ଗରେ ସରକାରଙ୍କୁ ଲଗାତର ଟାର୍ଗେଟ କରୁଥିବା ଜୟନାରାୟଣଙ୍କୁ ବିଜେପିର କିଛି ପ୍ରଭାବଶାଳୀ ନେତା ପରୋକ୍ଷରେ ସହଯୋଗ କରୁଥିବା ଚର୍ଚ୍ଚା ହେଉଛି। ଜୟଙ୍କ…

ଏପ୍ରିଲ ୬ରୁ ବିଜେପି ଓବିସି ମୋର୍ଚ୍ଚା ପକ୍ଷରୁ ‘ଗାଁ ଗାଁ ଚାଲ; ଘର ଘର ଚାଲ’ ଅଭିଯାନ

ଭୁବନେଶ୍ୱର: ଓଡ଼ିଶାରେ ଦୀର୍ଘ ୨୩ ବର୍ଷ ଧରି ନିରନ୍ତର ଶାସନ କ୍ଷମତାରେ ଥିବା ନବୀନ ପଟ୍ଟନାୟକଙ୍କ ବିଜେଡି ସରକାର ରାଜ୍ୟର ପଛୁଆ ବର୍ଗଙ୍କ ପ୍ରତି ଆଦୌ ଦରଦ ନାହିଁ ଏବଂ ତାଙ୍କୁ ବିକାଶ ଧାରାରୁ ବଞ୍ଚିତ ରଖୁଛନ୍ତି । ଓଡ଼ିଶାରେ ସମୁଦାୟ ଜନସଂଖ୍ୟାର ୫୪ ପ୍ରତିଶତ ହେଉଛନ୍ତି ପଛୁଆ ବର୍ଗର । ଆଜି…

ପ୍ରଣବଙ୍କ ମନ୍ତବ୍ୟକୁ ନେଇ ଘେରିଲା ବିଜେପି, ପଚାରିଲା CMO କିଏ ?

ଭୁବନେଶ୍ୱର: CMO କିଏ ? 5Tକୁ ନେଇ ପ୍ରଶ୍ନ ପରେ ବିଜେପି ପଚାରିଲା ସିଏମଓ କିଏ ? ବିଧାନସଭାରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର 5T କଣ ଏକ ବିଭାଗ ବୋଲି ପ୍ରଶ୍ନ କରି ଘେରିବାକୁ ଚେଷ୍ଟା କରିଥିଲେ । ଯାହାର ଜବାବରେ ବିଜେଡି କହିଥିଲା 5T ହେଉଛି ଏକ ଚିନ୍ତାଧାରା । ଚିନ୍ତାଧାରା ପୁଣି କଣ…