Latest Odisha News

BREAKING NEWS

Browsing Category

ରାଜନୀତି

‘ଅଫିସର ରାଜ’ ପ୍ରସଙ୍ଗରେ ବିଧାନସଭା ହୁଲୁସ୍ତୁଲ, ବିରୋଧୀ ଦେଖାଇଲେ ମନ୍ତ୍ରୀ ରୀତା ସାହୁ ଓ ନିରଞ୍ଜନଙ୍କ…

ଭୁବନେଶ୍ୱର: ଓଡ଼ିଶାରେ 'ଅଫିସର ରାଜ୍' ଚାଲିଛି ବୋଲି ଅଭିଯୋଗ କରି ବିରୋଧୀ ବିଜେପି ଓ କଂଗ୍ରେସ ବିଧାୟକମାନେ ଶନିବାର ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଥିଲେ। ଫଳରେ ଗୃହରେ ଦିନସାରା ବିଭିନ୍ନ ମୁଲତବୀ ଆଲୋଚନା ହୋଇଥିଲା। ଗୃହ କାର୍ଯ୍ୟ ଆରମ୍ଭ ହେବାର କିଛି ସମୟ ପରେ ବିଧାୟକଙ୍କ ସହ କୋଇଡା…

ରାଜନୀତିର ପଶାପାଲିରେ ଓବିସି !

ଭୁବନେଶ୍ୱର: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜନୀତି ସେତିକି ତୀବ୍ର ହେଉଛି। ଏବେ ଓବିସି ଜନଗଣନାକୁ ନେଇ ରାଜନୀତି ସରଗରମ। ଓବିସି ବର୍ଗର ସ୍ୱତନ୍ତ୍ର ଜନଗଣନା ପାଇଁ ପୂର୍ବରୁ ଦାବି ହୋଇ ଆସୁଛି। ସେମାନଙ୍କ ଗଣନା ସହ ସଂରକ୍ଷଣ ଆଦି ପ୍ରସଙ୍ଗକୁ ନେଇ ଶାସକ…

କାହାର ହେବେ ନବୀନ ?

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଦେଶବ୍ୟାପୀ ବିରୋଧୀଙ୍କ ନଜର ଏବେ ନବୀନଙ୍କ ଉପରେ। ବିଜେପିକୁ ଶାସନରୁ ହଟାଇବା ପାଇଁ ବିରୋଧୀ ଏକାଠି ହେଉଛନ୍ତି। ଏଭଳି ସ୍ଥିତିରେ ୫ ପାଳି ନିରଙ୍କୁସ ଭାବେ ଓଡ଼ିଶାର ଶାସନ ଭାର ସମ୍ଭାଳି ଆସୁଥିବା ନବୀନଙ୍କୁ କିଏ ନିଜ ପକ୍ଷକୁ ନେଇପାରିବ ତାକୁ ନେଇ…

‘ଦୂତ’ ଭାବେ ଅଖିଳେଶ ଭେଟିବା ପରେ ବଦଳିଗଲା ମମତାଙ୍କ ମନ; ନବୀନଙ୍କୁ ସାକ୍ଷାତ ଚର୍ଚ୍ଚା ପଛରେ ରହିଛି କି…

ଭୁବନେଶ୍ୱର: ଯଦିଓ ସାଧାରଣ ନିର୍ବାଚନରେ ଟିଏମସି ଏକାକୀ ନିର୍ବାଚନ ଲଢିବ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି କିନ୍ତୁ ସମାଜବାଦୀ ପାର୍ଟି ସୁପ୍ରିମୋ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କୁ ଭେଟି ଓଡିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ତଥା…

‘ଓଡ଼ିଶାରେ ମହିଳା ସଶକ୍ତ’, କେନ୍ଦ୍ର ଦେଲା ସାର୍ଟିଫିକେଟ !

ଭୁବନେଶ୍ୱର: ନିର୍ବାଚନ ଆସନ୍ନ ଥିବାରୁ ବିଜେଡି ପୁଣି ମହିଳାଙ୍କୁ ଫୋକସ କରିବା ପ୍ରକ୍ରିୟାକୁ ଜୋରଦାର କରିଛି। ଏଥିରେ ଦଳକୁ ବେଶ ସହାୟକ ହୋଇଛି ନ୍ୟାସନାଲ ଫ୍ୟାମିଲି ହେଲଥ ସର୍ଭେ ରିପୋର୍ଟ। ଓଡ଼ିଶାର ୮୭ ପ୍ରତିଶତ ମହିଳାଙ୍କ ନିଜସ୍ୱ ବ୍ୟାଙ୍କ ଆକାଉଣ୍ଟ ଥିବା ସହ ସେମାନେ ଏହାକୁ ବ୍ୟବହାର…

‘ଜୟନାରାୟଣ’ ରୋକ୍ ସକୋ ତୋ ରୋକ୍ ଲୋ !

ଭୁବନେଶ୍ୱର: ନବ ଦାସଙ୍କ ହତ୍ୟାକାଣ୍ଡ ରାଜ୍ୟ ରାଜନୀତିର ପାଣିପାଗକୁ ବଦଳାଇଦେଇଛି। ଅତି ବଡ଼ ସମ୍ବେଦନଶୀଳ ପ୍ରସଙ୍ଗ ହୋଇଥିବାବେଳେ ଘଟଣାର ସ୍ପଷ୍ଟତା ନ ଆସିବା ସ୍ଥିତିକୁ ଜଟିଳ କରିଛି। ଏହି ଘଟଣାରେ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛନ୍ତି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର। ଘଟଣା ଘଟିବା ପରଠୁ…

ଆସନ୍ତା ସପ୍ତାହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ମମତା ବାନାର୍ଜୀ !

ଭୁବନେଶ୍ୱର: ୨୦୨୪ ନିର୍ବାଚନ ପୂର୍ବରୁ ବିରୋଧୀଙ୍କ ମେଳି ଦେଖିବାକୁ ମିଳୁଛି । କଂଗ୍ରେସ ଠାରୁ ତୃଣମୂଳ କଂଗ୍ରେସ ଦୂରେଇ ଯାଉଥିବା ବେଳେ ଆସନ୍ତା ସପ୍ତାହରେ ଟିଏମସି ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ମମତା…

ଡ୍ରାଇଭରଙ୍କୁ ନେଇ ଗୃହ ଭିତରେ ବାହାରେ ଝଡ଼

ଭୁବନେଶ୍ୱର: ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ତୀବ୍ର ରୂପ ନେଉଛି। ରାଜ୍ୟବ୍ୟାପୀ ଏହି ଆନ୍ଦୋଳନ ଯୋଗୁ ଯାତାୟାତ ପରିବହନ ଆଦି ବ୍ୟାପକ ଭାବେ ବାଧାପ୍ରାପ୍ତ ହେବା ସହ ବିଭିନ୍ନ ସ୍ଥାନରେ ଡ୍ରାଇଭରଙ୍କ ବିକ୍ଷୋଭ ଯୋଗୁ ସ୍ଥିତି ସଙ୍ଗୀନ ହୋଇଛି। ୧୦ ଦଫା ଦାବି ନେଇ ଜିଲ୍ଲା ସ୍ତରଠୁ ଆରମ୍ଭ…

ରାଜନଗରରୁ ଧ୍ରୁବଙ୍କ ବଦଳରେ ଅଂଶୁମାନ !

ଭୁବନେଶ୍ୱର: କେନ୍ଦ୍ରାପଡା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀର ଏଥର ବିଜେଡି ପ୍ରାର୍ଥୀ କିଏ ହେବ। ବର୍ତ୍ତମାନର ବିଜେଡି ବିଧାୟକ ଧ୍ରୁବ ସାହୁ ହିଁ ପ୍ରାର୍ଥୀ ହେବେ ନା ଆଉ କିଏ ପ୍ରାର୍ଥୀ ହେବ। କଂଗ୍ରେସର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ବିଜେଡିରେ ମିଶିବା ସହ ରାଜନଗରରୁ ବିଧାୟକ…

ରହସ୍ୟରେ ରହିଯିବ ଅର୍ଚ୍ଚନା ନାଗ ପେଡିର ସତ !

ଭୁବନେଶ୍ୱର: କୁଆଡେ ଗଲା ଅର୍ଚ୍ଚନା ନାଗ ପ୍ରସଙ୍ଗ। ନିଜର ନାଗ ଫାଶରେ ପ୍ରମୁଖ ଦଳର ବଡ଼ ବଡ଼ ନେତା, ବ୍ୟବସାୟୀ,ପୋଲିସ, ଅଫିସର, ସିନେ ଦୁନିଆର ହସ୍ତୀଙ୍କ ସମେତ ସମାଜର ଆଗଧାଡ଼ିର ଲୋକଙ୍କୁ ଫସାଇଥିବା ଅର୍ଚ୍ଚନା ପ୍ରସଙ୍ଗକୁ ନେଇ ଆଉ ଚର୍ଚ୍ଚା ହେଉ ନାହିଁ। କେତେ ନେତାଙ୍କର ଅର୍ଚ୍ଚନାଙ୍କ ସହ…