Latest Odisha News

BREAKING NEWS

Browsing Category

ରାଜନୀତି

ଜୟନାରାୟଣ ହାଜିର ହୋ ! ୨୦୧୮ ଦିଲେଶ୍ୱର ହତ୍ୟା ମାମଲାରେ ବ୍ୟକ୍ତିଗତ ହାଜର ପାଇଁ କୋର୍ଟଙ୍କ ନୋଟିସ୍

ଭୁବନେଶ୍ୱର : ପ୍ରାୟତଃ ନିଜ ଆଚରଣ ଓ ଉଚ୍ଚାରଣ ପାଇଁ ବିବାଦରେ ରହୁଥିବା ବିଜେପି ବିଧାୟକ ଦଳ ନେତା ଜୟ ନାରାୟଣ ମିଶ୍ରଙ୍କ ପାଇଁ ପୁଣି ଅଡୁଆ ବଢିଛି । ୨୦୧୮ ମସିହାର ବହୁ ଚର୍ଚ୍ଚିତ ଦିଲେଶ୍ୱର ସାହୁ ହତ୍ୟା ମାମଲାରେ ହାଜର ପାଇଁ ଜୟନାରାୟଣଙ୍କୁ ଭୁବନେଶ୍ୱର ଅତିରିକ୍ତ ଦୌରାଜଜ୍ କୋର୍ଟ ନୋଟିସ୍…

ପ୍ୟାରୀମୋହନ ଏବଂ ପାଣ୍ଡିଆନଙ୍କ ମଧ୍ୟରେ ଫରକ କ’ଣ?

ଓଡ଼ିଶା ସମ୍ବାଦ ବ୍ୟୁରୋ: ବିିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ପୂର୍ବତନ ବିଜେଡି ସାଂସଦ ବୈଜୟନ୍ତ ପଣ୍ଡା 'ଦ ଲଲନଟପ'କୁ ଏକ ସାକ୍ଷାତକାର ଦେଇଛନ୍ତି। ଯେଉଁଥିରେ ସେ କାହିଁକି ଓ କେଉଁ ପରିସ୍ଥିତିରେ ଦଳ ଛାଡିଲେ, ଓଡ଼ିଶା ରାଜନୀତିଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

କିଏ ଦଖଲ କରିବ ନବଙ୍କ ଗଡ଼ ?

ଭୁବନେଶ୍ୱର: ଉପନିର୍ବାଚନ ଘୋଷଣା ହୋଇନି ଆରମ୍ଭ ହୋଇଗଲାଣି ଲଢେଇ। ଏମିତି କିଛି ଦେଖିବାକୁ ମିଳିଛି ଝାରସୁଗୁଡ଼ାରେ। ନବ ଦାସଙ୍କ ହତ୍ୟା ପରେ ଝାରସୁଗୁଡ଼ା ଆସନ ଖାଲି ରହିଛି। କୋଉ ମୁହୂର୍ତ୍ତରେ ସେଠାରେ ଉପନିର୍ବାଚନ ଘୋଷଣା ହୋଇପାରେ। କିନ୍ତୁ ଏହାର ବହୁ ପୂର୍ବରୁ ଦଳୀୟ ଟିକେଟ ଆଶାୟୀଙ୍କ…

ଝାରସୁଗୁଡାରୁ କିଏ ହେବ ବିଜେଡି ପ୍ରାର୍ଥୀ ଦୀପାଳି ନା ଚାର୍ଭି ?

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇ ନ ଥିବାବେଳେ ବିଜେଡି ଟିକେଟ କିଏ ନେବ ତାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ନବ ଦାସଙ୍କ ହତ୍ୟା ପ୍ରସଙ୍ଗକୁ ନେଇ ରାଜନୈତିକ ଲଢେଇ ତୀଵ୍ରରୁ ତୀବ୍ରତର ହେବାରେ ଲାଗିଛି। ସେହିପରି ସମାନ୍ତରାଳ ଭାବେ ବିଜେଡି ଟିକେଟ ପାଇଁ ପ୍ରମୁଖ…

ନିର୍ବାଚନ ପୂର୍ବରୁ ଆଦିବାସୀଙ୍କ ପାଇଁ ସରକାରଙ୍କ ୫୦୦ କୋଟିର ବ୍ୟୟବରାଦ, ଜାଣନ୍ତୁ ଯୋଜନା ପଛର ଭିତିରି କଥା

ଭୁବନେଶ୍ୱର: ସାଧାରଣ ନିର୍ବାଚନକୁ ପାଖାପାଖି ବର୍ଷେ ବାକି ଥିବା ବେଳେ ରାଜ୍ୟ ସରକାର ଏକ ନୂଆ ଯୋଜନା ଆଣିଛନ୍ତି। ଏହାର ନାମ ରହିଛି 'ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ୍ ଫର୍ ୨୦୨୩-୨୦୨୬'। ଏଥିପାଇଁ ୫୦୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ତେବେ ନିର୍ବାଚନକୁ ବର୍ଷେ ପାଖାପାଖି ସମୟ…

ବିଜେଡି ଗଡ଼ରେ ଅମିତ ଶାହ କରିବେ ବିଶାଳ ସଭା, ବଦଳିବ କି ଜିଲ୍ଲା ରାଜନୀତିର ସମୀକରଣ?

ଭୁବନେଶ୍ୱର: ଗତବର୍ଷ ଯେଉଁ ସ୍ଥାନରେ ଉପନିର୍ବାଚନ ଜିତି ବିଜେପି ଗଡ଼ ବଜାୟି ରଖିଲା ସେହି ସ୍ଥାନକୁ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପିର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ। ଆସନ୍ତା ୨୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଜ୍ୟ ବିଜେପି ସାଧାରଣ ସମ୍ପାଦିକା ଲେଖାଶ୍ରୀ…

ନିର୍ବାଚନ ଗଣିତ ବିଗାଡିବ କି ନବଙ୍କ ହତ୍ୟା ?

ଭୁବନେଶ୍ୱର: ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ବିରୋଧୀ ଶାସକ ଦଳ ମଧ୍ୟରେ ଲଢେ଼ଇ ତୀବ୍ରତର ହେଉଛି। ବିରୋଧୀ ଦଳର ପ୍ରମୁଖ ନେତାମାନେ ଏହି ହତ୍ୟାକାଣ୍ଡ ପାଇଁ ସିଧାସଳଖ ଶାସକ ଦଳର ମୁଖିଆ ମାନଙ୍କୁ ଦାୟୀ କରିବା ସହ କାଠଗଡାକୁ ଟାଣିଛନ୍ତି। ଏପରିକି ଲଗାତର ଏହି ପ୍ରକ୍ରିୟା ଜାରି ରହିଛି। ବିରୋଧୀ…

ସତ୍ୟବାଦୀରେ ଏଥର ଉମା ନା ସଞ୍ଜୟ ?

ଭୁବନେଶ୍ୱର: ନିର୍ବାଚନ ପାଖେଇ ଆସୁଥିବାରୁ ବିଭିନ୍ନ ବିଧାନସଭା କ୍ଷେତ୍ର ଚଳଚଞ୍ଚଳ ହୋଇଉଠିଛି। ପୁରୀ ଜିଲ୍ଲାର ସତ୍ୟବାଦୀ ନିର୍ବାଚନ ମଣ୍ଡଳୀକୁ ନେଇ ଏଥର ବହୁ କଳ୍ପନା ଜଳ୍ପନା ପ୍ରକାଶ ପାଉଛି। ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଏହି ମାଟି ସବୁବେଳେ ଟ୍ରେଣ୍ଡରୁ ବାହାରକୁ ଯାଇ ନିଷ୍ପତ୍ତି ଶୁଣାଇଛି।…

ପଦ୍ମ ଧରିଲେ ଓଲିଉଡ ତାରକା ଦମ୍ପତି ଜିନା ଓ ରୁଦ୍ର

ବାଲେଶ୍ୱର: ପଦ୍ମ ଧରିଲେ ଓଲିଉଡ ଅଭିନେତ୍ରୀ ଜିନା ସାମଲ । ଜିନାଙ୍କ ସହ ସ୍ୱାମୀ ତଥା ଅଭିନେତା ରୁଦ୍ର ପାଣିଗ୍ରାହୀ ମଧ୍ୟ ପଦ୍ମ ଧରିଛନ୍ତି।  ବାଲେଶ୍ୱରରେ ସାସଂଦ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଉଭୟ ବିଜେପିରେ ସାମିଲ ହୋଇଛନ୍ତି । ଆଜି ଏଠାରେ ଅନୁଷ୍ଠିତ ଏକ ମିଶ୍ରଣ ପର୍ବରେ ଜିନା ଓ…

EDର ଚଢାଉ ନେଇ ମୁହଁ ଖୋଲିଲେ ଲାଲୁ ! କହିଲେ ଆମେ ଆପାତକାଳ ପରିସ୍ଥିତି ମଧ୍ୟ ଦେଖିଛୁ, ଳଢିଛୁ ବି ! ଭାଙ୍ଗିବୁ ନାହଁ

ପାଟନା - ଲ୍ୟାଣ୍ଡ ଫର୍ ଜବ ସ୍କାମ ମାମଲାରେ ଏବେ ଆକ୍ସନ ମୋଡରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଓ ସିବିଆଇ, ଯାହାକୁ ଆରଜେଡି ଏବେ ଗୁରତ୍ବର ନେଇ କାଉଁଟର୍ ଅନ୍ଦାଜରେ ଆସିଥିବା ଦେଖିବାକୁ ମିଳିଛି । ଆଉ ତାଙ୍କର ଓ ତାଙ୍କ ପରିବାର ଉପରେ ଏହା ବିପକ୍ଷର ଉଦେଶ୍ୟମୂଳକ ଆକ୍ରମଣ କହି ଆଗକୁ ଆସିଛନ୍ତି…