Latest Odisha News

BREAKING NEWS

Browsing Category

ରାଜନୀତି

‘କୁଖ୍ୟାତ କଏଦୀଙ୍କ ସହ ସିସୋଦିଆ’, ଜେଲରେ ହତ୍ୟା କରିବାକୁ ଷଡ଼ଯନ୍ତ୍ର ହୋଇଥିବା ‘ଆପ୍’ର ଅଭିଯୋଗ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମନୀଷ ସିସୋଦିଆଙ୍କ ଗିରଫଦାରୀକୁ ନେଇ ରାଜନୀତି ଥମୁନି । ଆମ୍ ଆଦମୀ ପାର୍ଟିର ବିଧାୟକ ସୌରଭ ଭରଦ୍ୱାଜ କହିଛନ୍ତି, କେନ୍ଦ୍ର ସରକାରଙ୍କ ଷଡ଼ଯନ୍ତ୍ର ପାଇଁ ଆଜି ଜେଲରେ ମନୀଷ ସିସୋଦିଆ । ତାଙ୍କୁ ଷଡ଼ଯନ୍ତ୍ର କରି ତିହାରର ୧ ନମ୍ବର ଜେଲରେ…

ଅପରାଧିକ କାର୍ଯ୍ୟକଳାପ ଓ ଦୁର୍ନୀତିକୁ ପ୍ରୋତ୍ସାହନ ଦେଉଛନ୍ତି ରାଜ୍ୟ ସରକାର: ବିଜେପି

ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାରେ ବାଟବଣା ତଦନ୍ତ ପ୍ରକ୍ର୍ରିୟାରେ ଅଭିଯୁକ୍ତ ଗୋପାଳ ଦାସଙ୍କୁ ପାଗଳ ସଜାଇବାର ଉଦ୍ୟମ ପ୍ରସଙ୍ଗ ଓ ଦୁର୍ନୀତିଗ୍ରସ୍ତ ଅଧିକାରୀ ରାଜନେତା ଲିଙ୍କ୍ ପ୍ରସଙ୍ଗକୁ ନେଇ ପୁଣି ବର୍ଷିଛି ବିଜେପି । ଶାସକ ବିଜୁ ଜନତା ଦଳର ବିଧାୟକ ଓ ନେତାମାନେ…

ନବ ଦାସଙ୍କ ଚରିତ୍ରକୁ ନେଇ ନରସିଂହଙ୍କ ମନ୍ତବ୍ୟ ପରେ ହାତ ଯୋଡ଼ିଲେ ଦୀପାଳି

ଝାରସୁଗୁଡ଼ା: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୋପାଳ କାହିଁକି ମାରିଲା ? ସେ ଦିଗରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିବା ବେଳେ କିଛି ନିଷ୍କର୍ସ ମିଳୁନି । ଅନ୍ୟପଟେ ଗୋପାଳକୁ ନେଇ ରାଜନୈତିକ ଦଳ ବିଭିନ୍ନ ବୟାନବାଜି କରୁଛନ୍ତି । କ୍ରାଇମବ୍ରାଞ୍ଚ ତଦନ୍ତ ଓ ଗୋପାଳ ଗୁଳିକୁ ନେଇ କଂଗ୍ରେସ…

ରାହୁଲଙ୍କ ବୟାନ କେତେ ସତ କେତେ ମିଛ?

ଭୁବନେଶ୍ୱର: ଦେଶରେ ଭାରତ ଯୋଡୋ ଯାତ୍ରା କରି ଚର୍ଚ୍ଚାରେ ରହିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ ବିଦେଶ ମାଟିରେ ବି ଚର୍ଚ୍ଚାରେ। ଏଥର ବିଦେଶ ମାଟିରେ ଭାରତର ଗଣତନ୍ତ୍ର ବିପଦରେ ଥିବା ମନ୍ତବ୍ୟକୁ ନେଇ ଚର୍ଚ୍ଚାରେ ରାହୁଲ। ବ୍ରିଟେନ ଗସ୍ତରେ ଥିବା ରାହୁଲ ବହୁ କାର୍ଯ୍ୟକ୍ରମରେ ଯୋଗ ଦେଇ…

ବ୍ରହ୍ମଗିରିରେ ବେବିଙ୍କ ପରେ ଉପାସନା !

ଭୁବନେଶ୍ୱର: ସାଧାରଣ ନିର୍ବାଚନ ଧୀରେ ଧୀରେ ପାଖେଇ ଆସୁଥିବାରୁ ବିଭିନ୍ନ ନିର୍ବାଚନ ମଣ୍ଡଳୀକୁ ନେଇ ଚର୍ଚ୍ଚା ବଢୁଛି। ଏଭଳି ସ୍ଥିତିରେ ପୁରୀ ଜିଲ୍ଲା ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଦିବଙ୍ଗତ ବିଧାୟକ ତଥା ଟାଣୁଆ କଂଗ୍ରେସ ନେତା ଲଲାଟେନ୍ଦୁ ବିଦ୍ୟାଧର…

“ଓଡିଶା ବିଜେପି” ବଢିବ ନା ଛିଡିବ ?

ଭୁବନେଶ୍ୱର: ଆଗାମୀ ନିର୍ବାଚନ ପାଇଁ ବିଜେପି ପ୍ରସ୍ତୁତିକୁ ଜୋରଦାର କରିଛି। ୨୦୧୯ ନିର୍ବାଚନରେ ବିଜେଡି ସହ କଡା ଟକ୍କର ଦେଇ ମୁଖ୍ୟ ବିରୋଧୀ ଆସନ ପାଇଥିବା ବିଜେପି ଆଗାମୀ ନିର୍ବାଚନରେ ଶାସନ କ୍ଷମତାକୁ ଆସିବାକୁ ଲକ୍ଷ ରଖିଛି। ଏଥିପାଇଁ ଦଳ ବିଭିନ୍ନ ପ୍ରମୁଖ ପ୍ରସଙ୍ଗକୁ ନେଇ ଆନ୍ଦୋଳନ କରିବା…

ଭର୍ତ୍ତୃହରିଙ୍କ ଲେଖାକୁ ନେଇ ବଢ଼ିଲା ବିବାଦ, ବିଜେଡି କହିଲା ‘ବରାଦିଆ ସମ୍ପାଦକୀୟ’

ଭୁବନେଶ୍ୱର: ରାଜ୍ୟରେ ବିପର୍ଯ୍ୟସ୍ଥ ଆଇନ୍ ଶୃଙ୍ଖଳା ଓ ପୋଲିସ ବିରୋଧରେ ବିଜେପି ଯୁବ ମୋର୍ଚ୍ଚାର ବିଧାନସଭା ଘେରାଉ ବେଳେ ପୋଲିସ ଓ ବିଜେପି କର୍ମୀ ସଂଘର୍ଷକୁ ନେଇ ବିଜେପି ରାଜ୍ୟବ୍ୟାପି ପ୍ରତିବାଦ କରୁଛି । ଅନ୍ୟପଟେ ବିଜେଡି, ବିଜେପିକୁ କାଉଣ୍ଟର କରିବାକୁ ଯାଇ ଗ୍ୟାସ୍ ଦରବୃଦ୍ଧିକୁ…

ଗୋପାଳକୁ ବଞ୍ଚାଇବାକୁ ପାରୁ ପର୍ଯ୍ୟନ୍ତ ଲାଗିଛି ଓଡ଼ିଶା ସରକାର: ଜୟନାରାୟଣ

ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳକୁ ସୁରକ୍ଷା ଦିଆଯାଉଛି । ଗୋପାଳକୁ ବଞ୍ଚାଇବାକୁ ପାରୁ ପର୍ଯ୍ୟନ୍ତ ଲାଗିଛି ଓଡ଼ିଶା ସରକାର । ଆଜି ଏଭଳି କିଛି ମନ୍ତବ୍ୟ ଦେଇଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ବିରୋଧୀ ଦଳ ନେତା କହିଛନ୍ତି, ପୋଲିସ…

ରାଜ୍ୟରେ ଆଇନ୍ ଶୃଙ୍ଖଳା ସ୍ଥିତି ନେଇ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲେ ବିଜେପି ବିଧାୟକ

ଭୁବନେଶ୍ୱର: ରାଜ୍ୟରେ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ଥ ହୋଇ ହୋଇ ପଡ଼ିଥିବା ନେଇ ବିଜେପି ଅଭିଯୋଗ କରିଛି । ଏହ ପରିପ୍ରେକ୍ଷୀରେ ବିଜେପି ବିଧାୟକ ଦଳ ଆଜି ରାଜ୍ୟପାଳଙ୍କୁ ଫେରାଦ ହୋଇଛନ୍ତି । ଦଳ ପକ୍ଷରୁ କୁହାଯାଇଛି ବହୁଚର୍ଚ୍ଚିତ ନବ ଦାସ ହତ୍ୟାକାଣ୍ଡ ତଦନ୍ତରେ ଶିତିଳତା ଓ ଅସ୍ପଷ୍ଟତା ଏବଂ…

ମହେଶ୍ୱରଙ୍କୁ ଲକି ଅଡୁଆ !

ପୁରୀ/ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନରେ ଶାସକ ବିଜେଡି ଉପରେ ସମସ୍ତଙ୍କ ନଜର। ଏପରିକି ପ୍ରାୟ ବହୁ ନେତାଙ୍କ ଆଖି ବିଜେଡି ଟିକେଟ ଉପରେ। ସେଥିପାଇଁ ବିଭିନ୍ନ ବିଧାନସଭା କ୍ଷେତ୍ରରେ ଆଗ ଧାଡ଼ିର ନେତା ଓ ଟିକେଟ ଆଶାୟୀଙ୍କ ଶକ୍ତି ପ୍ରଦର୍ଶନ ଦେଖିବାକୁ ମିଲିଲାଣି।ବିଭିନ୍ନ ଦଳୀୟ…