Latest Odisha News

BREAKING NEWS

Browsing Category

ରାଜନୀତି

ଘରେ ଘରେ ପହଞ୍ଚିବ ମୋଦି ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ବାର୍ତ୍ତା

କଟକ: ରାଜ୍ୟବାସୀଙ୍କୁ ଭ୍ରଷ୍ଟାଚାରୀ ଓ ଦୁର୍ନୀତିଗ୍ରସ୍ତ ବିଜେଡି ସରକାରର ଆଉ ଆବଶ୍ୟକତା ନାହିଁ । ମହିଳା, ଯୁବ, କୃଷକ, ଅନୁସୁଚିତ ଜାତି ଓ ଜନଜାତି, ପଛୁଆ, ସଂଖ୍ୟାଲଘୁ ବର୍ଗ ଲୋକଙ୍କୁ ବାରମ୍ବାର ପ୍ରତାରିତ କରି ଆସୁଛି ଶାସକ ବିଜେଡି । ରାଜ୍ୟ ସରକାରଙ୍କ ମିଛ ବର୍ତ୍ତମାନ ପଦାରେ ପଡ଼ିଲାଣି ।…

ଏଥର କମ୍ପିବ ବିଧାନସଭା

ଭୁବନେଶ୍ୱର: ରାତି ପାହିଲେ ବିଧାନସଭାର ବଜେଟ ଅଧିବେଶନ। ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ ଆୟୋଜିତ ହୋଇଛି ସର୍ବଦଳୀୟ ବୈଠକ। ଗୃହକୁ ସୁରୁଖୁରୁରେ ଚଳାଇବା ପାଇଁ ବିଭିନ୍ନ ପ୍ରସଙ୍ଗରେ ରାଜନୈତିକ ଦଳଗୁଡିକର ପ୍ରତିନିଧି ମାନଙ୍କ ସହ ଆଲୋଚନା କରିଛନ୍ତି ବାଚସ୍ପତି । ଭିଡିଓ କନ୍ଫରେନ୍ସିଂ…

ଭୁବନେଶ୍ୱରରୁ ଲଢ଼ିବେ ତିନି ପ୍ରଶାସକ !

ଭୁବନେଶ୍ୱର: ଭୁବନେଶ୍ୱରରେ ମୁହାଁମୁହିଁ ହେବେ କି ତିନି ପ୍ରଶାସକ। ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ତିନି ପ୍ରଶାସକ ଅପରାଜିତା, ଅରୂପ ଓ ବିଜୟଙ୍କୁ ଦେଖିବାକୁ ମିଳିବ କି ? ଏଭଳି ଚର୍ଚ୍ଚା ଏବେ ଜୋର ଧରିଛି। ରାଜ୍ୟର ତିନି ପ୍ରମୁଖ ଦଳ ବିଜେଡି ବିଜେପି କଂଗ୍ରେସରେ ଏବେ ପୂର୍ବତନ ପ୍ରଶାସକ…

‘ନେତା ନୁହେଁ ନବୀନଙ୍କୁ ଭୋଟ୍ ଦେଉଛନ୍ତି ଜନତା’

ଭୁବନେଶ୍ୱର: ବିଜେଡି କହିଲେ ନବୀନ । ନବୀନ କହିଲେ ବିଜେଡି। ଖୋଦ ବିଜେଡିର ନେତା ମାନେ ଏ କଥା ଖୋଲାଖୋଲା କହୁଛନ୍ତି । ଅବଶ୍ୟ ଏ କଥା କିଛି ନୂଆ ନୂହେଁ । ପୂର୍ବରୁ ମଧ୍ୟ ବହୁ ଦଳୀୟ ନେତା ଏ ସଂପର୍କରେ ବିଭିନ୍ନ ସମୟରେ ମତ ରଖିଛନ୍ତି । ନିର୍ବାଚନ ଆସନ୍ନ ଥିବାରୁ ବର୍ତ୍ତମାନ କିଏ କେଉଁ ଆସନରୁ…

ପ୍ରତିଶ୍ରୁତି ରାଜନୀତି, ଧର୍ମେନ୍ଦ୍ର-ସସ୍ମିତଙ୍କ ମଧ୍ୟରେ ଟ୍ୱିଟ୍ ଯୁଦ୍ଧ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନଙ୍କ ପଦ୍ମପୁର ଗସ୍ତ ଓ ମନ୍ତବ୍ୟକୁ ନେଇ ଆରମ୍ଭ ହୋଇଛି ଟ୍ୱିଟ୍ ୱାର୍ । ନବୀନଙ୍କ ମନ୍ତବ୍ୟର କିଛି ସମୟ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି କାଉଣ୍ଟର କରିଥିଲେ । ପଚାରିଥିଲେ ୨୩ ବର୍ଷର ଶାସନରେ କେତେ ବିକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ…

ପଦ୍ମପୁର ପ୍ରତିଶ୍ରୁତିକୁ ନେଇ ନବୀନ, ଧର୍ମେନ୍ଦ୍ର ମୁହାଁମୁହିଁ

ଭୁବନେଶ୍ୱର: ନବ ଦାସଙ୍କୁ ହତ୍ୟା, ଜୟନାରାୟଣ ଓ ପୋଲିସ ଧସ୍ତାଧସ୍ତିକୁ ନେଇ ଗତ କିଛିଦିନ ହେଲା ରାଜ୍ୟ ରାଜନୀତି ଉଷ୍ଣ ରହିଥିବା ବେଳେ ଆଜି ରାଜନୀତିର ନିଆଁରେ ଘିଅ ଢାଳିଛି ପଦ୍ମପୁର । ପଦ୍ମପୁର ଉପନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର…

BRSରେ ମିଶିବେ କି ଜାନକୀ ନନ୍ଦନ ? ଗିରିଧର ଗମାଙ୍ଗଙ୍କ ସହ ଭେଟଘାଟ୍ ପରେ ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର: ଓଡ଼ିଶାରେ ବଳ ବଢ଼ାଇବାକୁ ଉଦ୍ୟମ କରୁଛି ଭାରତ ରାଷ୍ଟ୍ର ସମିତି । କିଛିଦିନ ତଳେ ବିଆରଏସ୍ ନେତା ବିଜୟ ମହାପାତ୍ରଙ୍କୁ ଭେଟିଥିବା ବେଳେ ଆଜି ଗମାଙ୍ଗ ବାପପୁଅ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପୁଅ ପୃଥ୍ୱୀ ବଲ୍ଲଭଙ୍କୁ ଭେଟିଛନ୍ତି । ଓଡ଼ିଶାରେ ନିର୍ବାଚିତ…

ପଦ୍ମପୁର ବାସୀଙ୍କୁ ଧୋକା ଦେଲେ ମୁଖ୍ୟମନ୍ତ୍ରୀ, ନୃସିଂହନାଥ ସଦବୁଦ୍ଧି ଦିଅନ୍ତୁ : ପ୍ରଦୀପ ପୁରୋହିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ପଦ୍ମପୁରବାସୀଙ୍କୁ ଧୋକା ଦେଇ ଦେଲେ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର ଗସ୍ତରେ ଯାଇ ତିନି ତିନୋଟି ସଭା କରିଛନ୍ତି । ବର୍ଷକ ମଧ୍ୟରେ ପଦ୍ମପୁର ଜିଲ୍ଲା ମାନ୍ୟତା ପାଇବ ବୋଲି ସଭାରେ କହିଥିବା ବେଳେ ବିଜେପି ପ୍ରଦୀପ ପୁରୋହିତ କହିଛନ୍ତି…

ନ୍ୟାୟ ପାଇଁ ବିରୋଧୀ ଦଳ ନେତାଙ୍କୁ ଭେଟିଲେ ସୋମାଲିକା

ଭୁବନେଶ୍ୱର: ଏତଲା ରଖିବାକୁ ୯ ମାସ ବିତିଲା । ହାଇକୋର୍ଟଙ୍କ ହସ୍ତକ୍ଷେପ ପରେ ୨୧ ଦିନ ତଳେ ପୋଲିସ ଏତଲା କରିଛି । ଶାସକ ଦଳରେ ସମସ୍ତେ ସ୍ୱଚ୍ଛ ହୋଇଥିବାରୁ କାର୍ଯ୍ୟାନୁଷ୍ଠାନ ନିଆଯାଉନି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ଭେଟିବା ପରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ତିର୍ତ୍ତୋଲ…

ନିର୍ମଳାଙ୍କ ‘ନା’ ପରେ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ନେଇ ଜାଗିଲା ବିଜେଡି

ଭୁବନେଶ୍ୱର: ଚଳିତ ସପ୍ତାହରେ ଓଡ଼ିଶା ଗସ୍ତରେ ଆସିଥିବା ବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଥିଲେ, ଚତୁର୍ଦ୍ଦଶ ଅର୍ଥ କମିଶନ ସାଧାରଣ ରାଜ୍ୟ ଓ ସ୍ୱତନ୍ତ୍ର ପାହ୍ୟା ରାଜ୍ୟ ମଧ୍ୟରେ କୌଣସି ପ୍ରଭେଦ ରଖିନଥିବାରୁ କୌଣସି ରାଜ୍ୟକୁ ସ୍ୱତନ୍ତ୍ର ମାନ୍ୟତା ମିଳିବ ନାହିଁ।…