Latest Odisha News

BREAKING NEWS

Browsing Category

ରାଜନୀତି

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ଡାକ୍ତରଙ୍କ ତମାମ୍ ପ୍ରଚେଷ୍ଟା ସତ୍ତ୍ୱେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ ହୋଇଛି । ନବ ଦାସଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି । କହିଛନ୍ତି, ନବଙ୍କୁ ବଞ୍ଚାଇବା ଲାଗି ଡାକ୍ତର ସମସ୍ତ ଚେଷ୍ଟା କରିଥିଲେ । ଦୁର୍ଭାଗ୍ୟବଶତଃ ସମ୍ଭବ…

ଅସ୍ତ୍ରୋପଚାର ସତ୍ତ୍ୱେ ଆଖି ବୁଜିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ

ଭୁବନେଶ୍ୱର: ଆଖି ବୁଜିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ଆପୋଲ ହସ୍ପିଟାଲରେ ତୁରନ୍ତ ଅସ୍ତ୍ରୋପଚାର ସତ୍ତ୍ୱେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ ହୋଇଛି । ନବ ଦାସଙ୍କ ପରଲୋକ ନେଇ ଆପୋଲ ହସ୍ପିଟାଲ୍ ପକ୍ଷରୁ ସୂଚନା ଦିଆଯାଇଛି । ରବିବାର ଦିନ ପ୍ରାୟ ୧୨ଟା ବେଳେ ବ୍ରଜରାଜନଗରରେ…

ଓଡ଼ିଶାରେ ବିଆରଏସର ବିଗ୍ ଏଣ୍ଟ୍ରି: କାହାର ଲାଭ, କାହାର କ୍ଷତି?

ଭୁବନେଶ୍ୱର: ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ ସମେତ ଅନେକ ବରିଷ୍ଠ ନେତା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ନେତୃତ୍ୱାଧୀନ ଭାରତ ରାଷ୍ଟ୍ର ସମିତି (ବିଆରଏସ୍)ରେ ଯୋଗ ଦେଇଛନ୍ତି। ତେବେ ଓଡ଼ିଶାରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଆରଏସର ପ୍ରଭାବ…

ରାୟଗଡାରେ ତେଜୁଛି ଜିଲ୍ଲା ବିଜେଡି ସଭାପତି ଓ ପୂର୍ବତନ ସାଂସଦ ଭାସ୍କର ରାଓଙ୍କ କଳି!

ରାୟଗଡା (ପ୍ରମୋଦ କୁମାର ସାହୁ): ସରକାରୀ କାର୍ଯ୍ୟକ୍ରମ ବେଳେ ପଦାରେ ପଡିଲା ଶାସକ ଦଳର କନ୍ଦଳ। ରାୟଗଡା ଜିଲ୍ଲାରେ ଦୀର୍ଘଦିନ ଧରି ଚାଲିଥିବା ପୂର୍ବତନ ସାଂସଦ ଏନ୍ ଭାସ୍କର ରାଓ ଏବଂ ଜିଲ୍ଲା ବିଜେଡି ସଭାପତିଙ୍କ କନ୍ଦଳ ସାମ୍ନାକୁ ଆସିଛି। ପୂର୍ବରୁ ପୋଷ୍ଟର ୱାର ଏବଂ ପରେ ଏକ ଘରୋଇ…

କେସିଆରଙ୍କ ‘ଆମ୍ବାସଡାର’ରେ ଦୁଇ ପ୍ରତିଦ୍ୱନ୍ଦୀ ଗମାଙ୍ଗ-ପାଙ୍ଗୀ ରହିପାରିବେ ତ?

ଓଡ଼ିଶା ସମ୍ବାଦ ବ୍ୟୁରୋ: ଉଭୟ ପରସ୍ପରର ରାଜନୈତିକ ପ୍ରତିଦ୍ବନ୍ଦୀ। କଂଗ୍ରେସ-ବିଜେଡି ଛାଡି ବିଜେପିରେ ସାମିଲ ହୋଇଥିଲେ। କିନ୍ତୁ ନିଜ ଭିତରେ ଥିବା ମତଭେଦ ପାଇଁ ଅସୁରକ୍ଷିତ ମନେ କରିଥିଲେ। ଏବେ କିନ୍ତୁ ଉଭୟ ପଦ୍ମ ପ୍ଲାଟଫର୍ମ ଛାଡି ଧଳା ରଙ୍ଗର 'ଆମ୍ବାସଡାର' (ବିଆରଏସ ଲୋଗୋ)ରେ…

କେସିଆରଙ୍କ ମିଶନ ଓଡ଼ିଶା, କିଏ କିଏ ହେଲେ BRSରେ ସାମିଲ୍ ?

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ହଲଚଲ୍ । ଏଣ୍ଟ୍ରି ମାରିଲେ କେସିଆର୍ । ୨୦୨୪ରେ ବଦଳିବ କି ଓଡ଼ିଶା ରାଜନୀତିର ଗତି ? ଚାଷୀ ବହୁଳ ରାଜ୍ୟ ଓଡ଼ିଶାରେ ପାଦ ଥାପିଛି କେସିଆରଙ୍କ ଦଳ ଭାରତ ରାଷ୍ଟ୍ର ସମିତି । ଶୁକ୍ରବାର ହାଇଦ୍ରାବାଦରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପୂର୍ବତନ…

କାହିଁକି ବିଜେପି ଛାଡିବେ ଗିରିଧର ଗମାଙ୍ଗ, ଜବାବ ସୁଆଲରେ କହିଲେ ଶିଶିର

ଜବାବ ସୁଆଲ: ଓଡ଼ିଶା ବିଜେପିର ଅସନ୍ତୁଷ୍ଟ ନେତା କୁହାଯାଉଥିବା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ ଏବଂ ତାଙ୍କ ପୁଅ ଶିଶିର ଗମାଙ୍ଗ ତେଲେଙ୍ଗାନା ରାଷ୍ଟ୍ର ସମିତି ବା ଭାରତ ରାଷ୍ଟ୍ର ସମିତିରେ ଯୋଗ ଦେବେ। ଯଦିଓ ତାରିଖ କେବେ କହି ନାହାନ୍ତି ହେଲେ ଉଭୟ ବିଆରଏସରେ ଯୋଗ ଦେବେ ନେଇ…

୨୦୨୪ ନିର୍ବାଚନ ଲଢିବେନି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ

ଭୁବନେଶ୍ୱର: ନିର୍ବାଚନ ଲଢିବେନି ବରିଷ୍ଠ କଂଗ୍ରେସ ନେତା ତଥା ଜଟଣି ବିଧାୟକ ସୁର ରାଉତରାୟ  । ୨୦୨୪ ନିର୍ବାଚନରେ ସେ ଆଉ ଲଢିବେ ନାହିଁ ସୂଚନା ଦେଇଛନ୍ତି । ସୋମବାର ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ରାଉତରାୟ କହିଛନ୍ତି, ତାଙ୍କ ପୁଅ ସିଦ୍ଧାର୍ଥ ରାଉତରାୟ ତାଙ୍କର ପ୍ରତିନିଧିତ୍ୱ…

ବୀର ସୁରେନ୍ଦ୍ର ସାଏ ଜନ୍ମ ଜୟନ୍ତୀରେ ବିଜେଡି-ବିଜେପିର ଶକ୍ତି ପ୍ରଦର୍ଶନ

ସମ୍ବଲପୁର: ପଶ୍ଚିମ ଓଡ଼ିଶାରେ ବିଜେଡି-ବିଜେପିର ଶକ୍ତି ପ୍ରଦର୍ଶନ। ବୀର ସୁରେନ୍ଦ୍ର ସାଏ ଜନ୍ମଜୟନ୍ତୀରେ ପାଓ୍ୱାର ଶୋ' କରିଛନ୍ତି ଦୁଇ ଦଳର ପ୍ରମୁଖ ନେତା। ଗୋଟିଏ ପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୀର ସୁରେନ୍ଦ୍ର ସାଏ ଜନ୍ମଜୟନ୍ତୀରେ ପାଓ୍ୱାର ଶୋ' ଦେଖାଇଛନ୍ତି ତ ଅନ୍ୟପଟେ…

ଘର କଳି: ସମସ୍ତ ବ୍ଲକରେ ବିଜେପି କରିବ ଆନ୍ଦୋଳନ, ମନ୍ତ୍ରୀ ଦେଲେ ଜବାବ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସମ୍ଭାବ୍ୟ ହିତାଧିକାରୀ ତାଲିକାକୁ ନେଇ ଶାସକ-ବିରୋଧୀ ତୁ ତୁ ମେଁ ମେଁ ଜାରି ରହିଛି। ଏହାରି ଭିତରେ ବିଭିନ୍ନ ଅଞ୍ଚଳରୁ ଆସୁଥିବା ଅନିୟିମିତତା ଅଭିଯୋଗକୁ ଆଧାର କରି ରାଜ୍ୟର ୩୧୪ଟି ବ୍ଲକରେ ବିଜେପି କରିବ ଜନ ଆନ୍ଦୋଳନ। ଆସନ୍ତାକାଲି…