Latest Odisha News
Browsing Category

ରାଜନୀତି

ପରମ୍ପରା ଭାଙ୍ଗିଲେ ଶରତ !

ଭୁବନେଶ୍ୱର: ଶରତଙ୍କ ଯୁବ କାର୍ଡ। ପାରମ୍ପରିକ ରାଜନୀତିରୁ ଟିକେ ବାହାରକୁ ଯାଇ ନୂଆ ପିଢିଙ୍କୁ ରାଜନୀତିରେ ଅଧିକ ସୁଯୋଗ ଦେବାକୁ ପିସିସି ସଭାପତି ଶରତ ପଟ୍ଟନାୟକ ଉଦ୍ୟମ କରିଛନ୍ତି। ବିଳମ୍ବରେ ହେଲେ ମଧ୍ୟ ଶରତଙ୍କ ଟିମରେ ଏଭଳି କିଛି ଦେଖିବାକୁ ମିଳିଛି। କଂଗ୍ରେସରେ ବିଶାଳ ଟିମରେ ଯୁବ…

ଛାଡିବେନି ସତ୍ୟପାଲ !

ଭୁବନେଶ୍ୱର: ଜାମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ବିଜେପିକୁ ଟାର୍ଗେଟ କରି ଏବେ ସବୁଆଡେ ଚର୍ଚ୍ଚାରେ। ପୁଲୱାମା ଆକ୍ରମଣ ଭଳି ଏକ ସମ୍ବେଦନଶୀଳ ଘଟଣାକୁ ନେଇ ବିଜେପି ଓ ମୋଦିଙ୍କୁ ଟାର୍ଗେଟ କରି ସତ୍ୟପାଲ ଚର୍ଚ୍ଚାରେ ରହିଛନ୍ତି। ଏପରିକି ମୋଦି ସରକାରର ଅବହେଳା କାରଣରୁ…

ରାହୁଲଙ୍କୁ ମାନହାନି ଅଡୁଆ !

ଭୁବନେଶ୍ୱର: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଚାରିଆଡୁ ବିପଦ। ବିଭିନ୍ନ ରାଜ୍ୟର କୋର୍ଟରେ ରାହୁଲଙ୍କ ବିରୋଧରେ ମାନହାନୀ ମାମଲା ଥିବାରୁ ବିଭିନ୍ନ ତାରିଖରେ ସେସବୁର ଶୁଣାଣି ରହୁଛି। ଗୋଟିଏ ପଟେ ସୁରଟ ସେସନ୍ସ କୋର୍ଟ ରାହୁଲଙ୍କ ଆବେଦନ ଖାରଜ କରିବା ପରେ ଦଣ୍ଡାଦେଶ କାୟମ ରହିଛି। ଏଭଳି…

କର୍ଣ୍ଣାଟକ ନିର୍ବାଚନ, ରାହୁଲ ଖେଳିଲେ ଜିଏସଟି କାର୍ଡ

ଭୁବନେଶ୍ୱର: କର୍ଣ୍ଣାଟକରେ ଏବେ ପ୍ରତିଶୃତିର ପାହାଡ଼। ବିଜେପି କଂଗ୍ରେସର ପ୍ରଚାର ସାଙ୍ଗକୁ ପ୍ରମୁଖ ନେତାମାନେ ଗଦା ଗଦା ପ୍ରତିଶୃତି ଦେଉଛନ୍ତି। ଯାହାକୁ ନେଇ ସରଗରମ କର୍ଣ୍ଣାଟକ ରାଜନୀତି। ଏଭଳି ସ୍ଥିତିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ କର୍ଣ୍ଣାଟକରେ ବଡ଼ ଘୋଷଣାଟିଏ କରିଦେଇଛନ୍ତି।…

ବିଶୃଙ୍ଖଳା ପାଇଁ ଆୟୋଜକକାରୀଙ୍କୁ ଦାୟୀ କରିବା ହିନ୍ଦୁ ବିରୋଧୀ ମାନସିକତା ନୁହେଁ କି ?: ବିଜେପି

ଭୁବନେଶ୍ୱର: ବିଜେଡି ଶାସନରେ ଓଡ଼ିଶାରେ ଅରାଜକତା ବ୍ୟାପିଛି । ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଦେଖା ଦେଇଥିବାରୁ ଓଡ଼ିଶାବାସୀଙ୍କ ସୁରକ୍ଷାକୁ ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି । କ୍ୟାବିନେଟ୍ ମନ୍ତ୍ରୀଙ୍କ ହତ୍ୟାକାଣ୍ଡ ପରେ ଝାରସୁଗୁଡ଼ାରେ ଏକ ଶିଶୁର ଅପହରଣ ଓ ମୃତଦେହ ମିଳିବା ଏବଂ ସେହିପରି…

ରାଜସ୍ଥାନରେ କଂଗ୍ରେସର ବିଜେପି ମଡେଲ !

ଭୁବନେଶ୍ୱର: ରାଜସ୍ଥାନ ରାଜନୀତିକୁ ନେଇ ନୂଆ ଖବର। ନିର୍ବାଚନ ଆସନ୍ନ ଥିବାବେଳେ ମୁଖ୍ୟମନ୍ତ୍ରୀ ଗେହଲଟ ପାଇଲଟ ଲଢେଇ ତୀବ୍ର ରୂପ ନେଉଛି। ଏପରିକି କଂଗ୍ରେସ ନେତା ତଥା ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ମୁଖ୍ୟମନ୍ତ୍ରୀ ଗେହଲଟଙ୍କ ବିରୋଧରେ ଯୁଦ୍ଧ୍ଯଂଦେହୀ ଡାକରା ଦେଇଥିବା…

‘ବିଜେପି ଟାର୍ଗେଟରେ’, ବିରୋଧୀ ହଟାଇବେ ନା ହଟିବେ ?

ଭୁବନେଶ୍ୱର: ବିରୋଧୀ ବିଜେପି ମୁହାଁମୁହିଁ। କେହି କାହାକୁ ଛାଡିବା ଅବସ୍ଥାରେ ନାହାଁନ୍ତି। ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ଏବେ ଲଢେଇ ଆରମ୍ଭ ହୋଇଗଲାଣି। ଦେଶର ବିଭିନ୍ନ ରାଜ୍ୟରେ ଏଭଳି ସ୍ଥିତି ଦେଖିବାକୁ ମିଳୁଛି। ଯେଉଁ ରାଜ୍ୟରେ ଶକ୍ତ ଆଞ୍ଚଳିକ ଦଳ ଅଛନ୍ତି ଓ ବିଜେପିକୁ କଡା…

କେବେ ଭାଙ୍ଗିବ ସିନ୍ଦେ ବିଜେପି ସରକାର?

ଭୁବନେଶ୍ୱର: ଦେଶରେ ଏବେ ମହାରାଷ୍ଟ୍ର ଚର୍ଚ୍ଚା ଅନ୍ୟ ସବୁ ଚର୍ଚ୍ଚାକୁ ବଳିଯାଇଛି। ମହାରାଷ୍ଟ୍ର ରାଜନୀତି କେଉଁ ରୂପ ନେବ ତାକୁ ନେଇ ସାରା ଦେଶର ରାଜନୈତିକ ମହଲରେ ଜୋରଦାର ଆଲୋଚନା ହେଉଛି। ଏନସିପି ନେତା ଅଜିତ ପାୱାରଙ୍କ ମନ୍ତବ୍ୟ ଓ ଏକନାଥ ସିନ୍ଦେ ଗୋଷ୍ଠୀର ପ୍ରତିକ୍ରିୟା ଆଦିକୁ ଦେଖିଲେ…

‘କର୍ଣ୍ଣାଟକ ନିର୍ବାଚନ’, ରାହୁଲ କରୁଛନ୍ତି, ମୋଦି ଆରମ୍ଭ କରିବେ !

ଭୁବନେଶ୍ୱର: କର୍ଣ୍ଣାଟକ ନିର୍ବାଚନରେ ପ୍ରଚାର ଏବେ ଜମୁଛି। କଂଗ୍ରେସ ଓ ବିଜେପି ଭିନ୍ନ ଭିନ୍ନ ରାଜନୈତିକ ପ୍ରସଙ୍ଗକୁ ନେଇ ଲୋକଙ୍କ ପାଖକୁ ଯାଉଛନ୍ତି। କିନ୍ତୁ ଦୁଇ ପ୍ରମୁଖ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ସମସ୍ତଙ୍କର ନଜର ରହିଛି।…

‘ନବୀନ ଡାକିଲେ, ମୁଁ ଆସିଲି’, ଶଙ୍ଖ ଭବନର ଉଦଘାଟନରେ ଯୋଗ ଦେଇ ତଥାଗତ କହିଲେ ସେ ନିର୍ଦ୍ଦଳୀୟ

ଭୁବନେଶ୍ୱର: ଢେଙ୍କାନାଳରୁ ପୁଣି ବିଜେଡି ଟିକେଟରେ ଲଢ଼ିବେ କି ତଥାଗତ ଶତପଥୀ ? ଆଜି ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ଶଙ୍ଖ ଭବନର ଉଦଘାଟନୀ ଉତ୍ସବରେ ତଥାଗତଙ୍କ ଉପସ୍ଥିତି ଏହି ଚର୍ଚ୍ଚାକୁ ଖୋରାକ୍ ଯୋଗାଇ ଥିଲା । ୨୦୧୯ ସାଧାରଣ ନିର୍ବାଚନ ଆଗରୁ ତଥାଗତ ନିର୍ବାଚନ ରାଜନୀତିରୁ ଦୂରେଇ…