Latest Odisha News
Browsing Category

ରାଜନୀତି

ଶରଦଙ୍କ ଶରଣରେ ଆଦାନୀ !

ଭୁବନେଶ୍ୱର: ଲଗାତର ରାହୁଲଙ୍କ ଟାର୍ଗେଟର ଶିକାର ହେଉଥିବା ଶିଳ୍ପପତି ଗୌତମ ଆଦାନୀ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଭେଟିବା ପରେ ରାଜନୈତିକ ମହଲରେ ଜୋରଦାର ଚର୍ଚ୍ଚା। ହିଣ୍ଡେନବର୍ଗ ରିପୋର୍ଟ ପରେ ଅଡ଼ୁଆରେ ପଡ଼ିଥିବା ଆଦାନି ହଠାତ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ କାହିଁକି ଭେଟିଲେ ତାକୁ ନେଇ…

ନିଜେ ଫସିଛନ୍ତି, କିନ୍ତୁ ରାହୁଲଙ୍କ ଉପରେ ବର୍ଷୁଛନ୍ତି !

ଭୁବନେଶ୍ୱର: ସୁରଟ ସେସନ୍ସ କୋର୍ଟ ଦ୍ୱାରା ରାହୁଲ ଗାନ୍ଧୀଙ୍କ ଆବେଦନ ଖାରଜ ହେବା ପରେ ପୁଣିଥରେ ରାହୁଲଙ୍କ ବିଷୟରେ ଚର୍ଚ୍ଚା ଜୋର ଧରିଛି। କୋର୍ଟଙ୍କ ନିଷ୍ପତ୍ତି ପଦାକୁ ଆସୁ ଆସୁ ତୁରନ୍ତ ବିଜେପି ନେତାମାନେ ରାହୁଲଙ୍କୁ ଟାର୍ଗେଟ କରିବା ଆରମ୍ଭ କରି ଦେଇଛନ୍ତି। ବିଜେପିର ଜାତୀୟ ସ୍ତରର…

କର୍ଣ୍ଣାଟକରେ କଂଗ୍ରେସକୁ ଦଳିତଙ୍କ ସମର୍ଥନ !

ଭୁବନେଶ୍ୱର: କର୍ଣ୍ଣାଟକ ନିର୍ବାଚନ ଦିନକୁ ଦିନ ରୋଚକ ମୋଡ଼ ନେଉଛି। ଦୁଇ ଟାଣୁଆ ଲିଙ୍ଗାୟତ ନେତା ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ସେଟ୍ଟାର ଓ ଉପମୁଖ୍ୟମନ୍ତ୍ରୀ ଲକ୍ଷଣ ସାବାଡି କଂଗ୍ରେସରେ ଯୋଗ ଦେଇଥିବା ବେଳେ ଲିଙ୍ଗାୟତଙ୍କ ସମର୍ଥନ କଂଗ୍ରେସକୁ ଆସିବ ବୋଲି କୁହାଯାଉଛି। ଏଭଳି ସ୍ଥିତିରେ…

ଅମିତ ଶାହାଙ୍କୁ ଫୋନ୍ ଘଟଣାରେ ଶୁଭେନ୍ଦୁ ଅଧିକାରୀ ଓ ମମତା ବାନାର୍ଜୀ ମୁହାମୁହିଁ, ଉଭୟ ଦେଲେ ଖୋଲା ଚ୍ୟାଲେଞ୍ଜ୍ !

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ହରାଇବାରେ ବିଫଳ ହେଲେ ରାଜନୀତି ଛାଡିଦେବି। ଏଭଳି କହି ମମତାଙ୍କୁ ଖୋଲା ଚ୍ୟାଲେଞ୍ଜ୍ ଦେଇଛନ୍ତି ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ। ଶୁଭେନ୍ଦୁ କହିଛନ୍ତି, ଯଦି ଗଣତାନ୍ତ୍ରିକ ପଦ୍ଧତିରେ ମମତା ବାନାର୍ଜୀଙ୍କୁ…

ଝାରସୁଗୁଡ଼ା ଉପନିର୍ବାଚନ, ଆଜି ପ୍ରାର୍ଥୀପତ୍ର ଯାଞ୍ଚ ଓ ୨୪ରେ ନାମାଙ୍କନ ପ୍ରତ୍ୟାହାର

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଦାଖଲ ହୋଇଥିବା ନାମାଙ୍କନ ପତ୍ରଗୁଡ଼ିକର ଶୁକ୍ରବାର ସଂଧ୍ୟା ସୁଦ୍ଧା ଯାଞ୍ଚ ଶେଷ ହେବା ସହ ଯୋଗ୍ୟ ବିବେଚିତ ହୋଇଥିବା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ। ବିଜେଡି, ବିଜେପି ଓ କଂଗ୍ରେସ ସମେତ ମୋଟ ୧୪ଜଣ…

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ୱର: ମୋଦି ସରକାର ଶାସନ କ୍ଷମତାକୁ ଆସିବା ପରେ ଓଡ଼ିଶାକୁ ପୂର୍ବାପେକ୍ଷା ବହୁ ମାତ୍ରାରେ କେନ୍ଦ୍ରୀୟ ଅନୁଦାନର ସହାୟତା ମିଳୁଛି । ରାଜ୍ୟ ସରକାରଙ୍କ ଦଳୀୟ ପାତର ଅନ୍ତର ନୀତି ଓ ଅପାରଗତା କାରଣରୁ ମୋଦି ସରକାରଙ୍କ ଅନେକ ଜନକଲ୍ୟାଣ ଯୋଜନାର ସୁଫଳ ପାଇବାରୁ ବଂଚିତ ହେଉଛନ୍ତି…

କାଲିଠୁ ଓବିସି ମୋର୍ଚ୍ଚାର ଜନଜାଗରଣ ଯାତ୍ରା; ଲିଫ୍‌ଲେଟ୍‌, ପୋଷ୍ଟର ଓ ଗୀତ ରିଲିଜ୍‌

ଭୁବନେଶ୍ୱର: ସାରା ଦେଶରେ ଶିକ୍ଷା ଓ ନିଯୁକ୍ତିରେ ଓବିସି ବର୍ଗଙ୍କୁ ୨୭ ପ୍ରତିଶତ ସଂରକ୍ଷଣ ମିଳୁଥିବା ବେଳେ ଓଡ଼ିଶାରେ ଏହା ମିଳୁନାହିଁ । ବିଶେଷକରି ଶିକ୍ଷା ଅନୁଷ୍ଠାନରେ ନାମଲେଖାରେ ପଛୁଆ ବର୍ଗର ଛାତ୍ରଛାତ୍ରୀମାନଙ୍କୁ ଆଦୌ ସଂରକ୍ଷଣ ମିଳୁନାହିଁ । ରାଜ୍ୟରେ ଓବିସିଙ୍କ ଜନସଂଖ୍ୟା ହେଉଛି ୫୪…

ବିରୋଧୀଙ୍କୁ ବିଜେଡିର ଜବାବ, ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ସୁଶାନ୍ତ ସିଂ

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି । ବିଜେଡି ପ୍ରାର୍ଥିନୀ ଦୀପାଳି ଦାସଙ୍କ ଲାଗି ବିଜେଡି ୪୦ ଜଣିଆ ଷ୍ଟାର କ୍ୟାମ୍ପେନରଙ୍କ ନାଁ ଘୋଷଣା କରିଥିବା ବେଳେ ଭଟଲି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାଁ ନବମ…

କଂଗ୍ରେସକୁ ବିଜେପି ନେତା ସମ୍ବିତ ପାତ୍ରଙ୍କ କଟାକ୍ଷ ! କହିଲେ; ସୁରଟ କୋର୍ଟଙ୍କ ରାୟ ଗାନ୍ଧି ପରିବାର ମୁହଁରେ ଚାପୁଡ଼ା

ନୂଆଦିଲ୍ଲୀ : କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ମାନହାନୀ ମାମଲାରେ ତଳକୋର୍ଟ ଦେଇଥିବା ଦଣ୍ଡାଦେଶ ଉପରେ ସ୍ଥଗିତାଦେଶ ପାଇଁ ଆବେଦନକୁ ସୁରଟର ସେସନ୍ସ କୋର୍ଟ ଖାରଜ କରିଦେବା ପରେ କଡ଼ା ପ୍ରତିକ୍ରିୟା ରଖିଛି ବିଜେପି । ଦଳର ମୁଖପାତ୍ର ସମ୍ବିତ ପାତ୍ର ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ…

କଂଗ୍ରେସରେ ଅଲୋଡ଼ା ‘ପାଇଲଟ’ !

ଭୁବନେଶ୍ୱର: ଧୀରେ ଧୀରେ ଅଲୋଡ଼ା ହୋଇପଡୁଛନ୍ତି କି ପାଇଲଟ ? ରାଜସ୍ଥାନ କଂଗ୍ରେସର ଭବିଷ୍ୟତ ତଥା ଜାତୀୟ କଂଗ୍ରେସର ଯୁବ ଚେହେରା ସଚିନ ପାଇଲଟଙ୍କ ରାଜନୈତିକ ଭବିଷ୍ୟତ କଣ ହେବ? ସେ କଂଗ୍ରେସରେ ରହିବେ ନା କିଛି ବିକଳ୍ପ ଚିନ୍ତା କରିବେ? ଏମିତି କିଛି ଚର୍ଚ୍ଚା ଏବେ ଜୋର ଧରିଛି। କଂଗ୍ରେସ…