Latest Odisha News
Browsing Category

ରାଜନୀତି

କାହିଁକି ବିଧି ଭାଙ୍ଗୁଛନ୍ତି ସରକାର?

ଭୁବନେଶ୍ୱର: ସାମ୍ବିଧାନିକ ବିଧି ବ୍ୟବସ୍ଥା ଅନୁଯାୟୀ ଲୋକପ୍ରତିନିଧି ଭାବେ ଜଣେ ନିର୍ବାଚିତ ହେବା ପରେ ତାଙ୍କୁ କେବଳ ଦଳ ଭିତରେ ସୀମିତ ରଖାଯାଇ ପାରିବ ନାହିଁ। ଯିଏ ଯେଉଁଠି ସରକାରରେ ଥିଲେ ମଧ୍ୟ ବିପକ୍ଷ ଦଳ ହେଉ କିମ୍ବା ଯେକୌଣସି ନିର୍ବାଚିତ ପ୍ରତିନିଧିଙ୍କୁ ସରକାରୀ କାର୍ଯ୍ୟକ୍ରମରେ ନିୟମ…

କେନ୍ଦ୍ର ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ମମତା, କହିଲେ; ଆଇନ ସହ ଖେଳୁଛନ୍ତି ଅମିତ ଶାହା

ପଶ୍ଚିମବଙ୍ଗ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଇସ୍ତଫା ଦାବି କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମସି ସୁପ୍ରିମୋ ମମତା ବାନାର୍ଜୀ । ମମତା କହିଛନ୍ତି ଯେ, ସମୟ ପୂର୍ବରୁ ମୋ ସରକାର ଭାଙ୍ଗି ଦେବାକୁ ଧମକ ଦେଇଥିବା ଗୃହମନ୍ତ୍ରୀ ଅମିତ ଶାହା ଇସ୍ତଫା ଦିଅନ୍ତୁ। ମୋ ସରକାରକୁ…

କେନ୍ଦ୍ର ଟାର୍ଗେଟରେ ବିଜେଡି !

ଭୁବନେଶ୍ୱର: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟରେ ରାଜନୈତିକ ତାତି ସେତିକି ଅଧିକ ଅନୁଭୂତ ହେଉଛି। ଏହି କ୍ରମରେ ବର୍ତ୍ତମାନ କେନ୍ଦ୍ରମନ୍ତ୍ରୀମାନଙ୍କର ରାଜ୍ୟକୁ ଟାର୍ଗେଟ ଦେଖିବାକୁ ମିଳିଛି। ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସୁଥିବା କେନ୍ଦ୍ରମନ୍ତ୍ରୀମାନେ ରାଜ୍ୟର…

‘କର୍ଣ୍ଣାଟକ ପ୍ରଚାର’ ଚାଲିଛି ରାହୁଲ ଶୋ

ଭୁବନେଶ୍ୱର : କର୍ଣ୍ଣାଟକରେ ରାହୁଲଙ୍କ ଜୋରଦାର ପ୍ରଚାର। କୋଲାରରେ ବିବାଦୀୟ ଟିପ୍ପଣୀ ପାଇଁ ରାହୁଲଙ୍କ ସଦସ୍ୟ ପଦ ରଦ୍ଦ ହୋଇଥିବା ବେଳେ ଠିକ ସେହି ଜାଗାରୁ ହିଁ ରାହୁଲ ଜୋରଦାର ପ୍ରଚାର ଆରମ୍ଭ କରିଥିଲେ। ନିଜ ସଦସ୍ୟ ପଦ ରଦ୍ଦ ପାଇଁ ଚର୍ଚ୍ଚାରେ ଥିବା ରାହୁଲ ଏହାକୁ ପ୍ରମୁଖ ମୁଦ୍ଦା କରିଥିବା…

କର୍ଣ୍ଣାଟକ ବିଜେପିକୁ ସେଟ୍ଟାର ଝଟକା

ଭୁବନେଶ୍ୱର: କର୍ଣ୍ଣାଟକରେ ବିଜେପିକୁ ପୁଣି ଏକ ଝଟକା। ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଲକ୍ଷ୍ମଣ ସାବାଡି ଦଳ ଛାଡି କଂଗ୍ରେସରେ ମିଶିବାର କିଛି ଦିନ ଭିତରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଜଗଦୀଶ ସେଟ୍ଟାର କଂଗ୍ରେସରେ ମିଶିଛନ୍ତି। ଯାହାକୁ ନେଇ ଖୋଦ କର୍ଣ୍ଣାଟକ…

ବିଶାଳ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ

ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନ ଲାଗି ବେଜିପ ପକ୍ଷରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଟଙ୍କଧର ତ୍ରିପାଠୀ । ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଟଙ୍କଧର ସକାଳେ ଝାଡ଼େଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଠାରୁ ଦଳୀୟ ଟିକେଟ୍ ଗ୍ରହଣ କରି ବିଶାଳ…

ସାଢ଼େ ୯ ଘଣ୍ଟାର ଜେରା ପରେ ସିବିଆଇକୁ କାହିଁକି ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ୍ ?

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ମାମଲାରେ ସିବିଆଇ ରବିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସାଢ଼େ ୯ ଘଣ୍ଟା ଧରି ଜେରା କରିଥିଲା । ସିବିଆଇ ଜେରା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍, ସିବିଆଇକୁ ଶୁଭେଚ୍ଛା ଜଣାଇଛନ୍ତି । କହିଛନ୍ତି, ‘ଜେରା ପାଇଁ ସିବିଆଇ ଅଫିସରେ…

କର୍ଣ୍ଣାଟକର କୋଲାରରେ ଗର୍ଜିଲେ ରାହୁଲ, କହିଲେ ‘ମୋତେ କେହି ଅଟକାଇ ପାରିବେନି’

ବେଙ୍ଗଳୁରୁ: କଂଗ୍ରେସ ନେତା ରାହୁଲ ଗାନ୍ଧି ରବିବାର କର୍ଣ୍ଣାଟକ କୋଲାରଠାରେ ଏକ ବିଶାଳ ଦଳୀୟ ସଭାକୁ ସମ୍ବୋଧନ କରି କେନ୍ଦ୍ରର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଏଠାରେ କହି ରଖିବାକୁ ଚାହିଁବୁ, କୋଲାର ସେହି ଜାଗା, ଯେଉଁଠି ୨୦୧୯ ମସିହାରେ ମୋଦି ସାଙ୍ଗିଆକୁ ନେଇ ରାହୁଲ ମନ୍ତବ୍ୟ ଦେବା…

ଝାରସୁଗୁଡ଼ା ଉପନିର୍ବାଚନ, ଜୁଏଲ ଓରାମ ଓ ସୁରେଶ ପୂଜାରୀଙ୍କୁ ଦାୟିତ୍ୱ ଦେଲା ବିଜେପି

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ସୁପରିଚାଳନା ଓ ପ୍ରଚାର ଲାଗି ରାଜ୍ୟ ବିଜେପି ୨ଟି କମିଟି ଗଠନ କରିଛି । ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମଙ୍କ ଅଧ୍ୟକ୍ଷତାରେ ୮ ଜଣ ସଦସ୍ୟ ବିଶିଷ୍ଟ ନିର୍ବାଚନ ପରିଚାଳନା କମିଟି ଗଠିତ ହୋଇଛି । ସେହିଭଳି ବରଗଡ଼ ସାଂସଦ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ…

ପିଏମ୍ ଆବାସ ଯୋଜନା ବିବାଦ ! ବିଜେପିର ଆରୋପକୁ କାଉଣ୍ଟର କରି ଦୋଷ ଲଦିଲା ବିଜେଡି

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ରବିବାର ବିଜେପି ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ଆରୋପ ଉପରେ ବିଜେଡି ପ୍ରତିକ୍ରିୟା ରଖିଛି। ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ କହିଛନ୍ତି, ଡାହାଣୀ ହୋଇ ଲାଗିବା ଗୁଣିଆ ହୋଇ ଝାଡ଼ିବା ଭଳି କାମ କେନ୍ଦ୍ର ସରକାର କରୁଛନ୍ତି ।…