Latest Odisha News

BREAKING NEWS

Browsing Category

ରାଜନୀତି

ପୀଡିତା ବାପାଙ୍କ ଅଭିଯୋଗ : ହୀନ ରାଜନୀତି କରୁଛି ପାରାଦ୍ଵୀପ ବିଜେପି

ପାରାଦ୍ଵୀପ :  ଅଗଷ୍ଟ ୨୬ ତାରିଖରେ ପାରାଦ୍ଵୀପ ଠାରେ ଆଶା କର୍ମୀ ବଳତ୍କାର ଘଟଣାକୁ ନେଇ ରାଜନୀତି ଆରମ୍ଭ ହେଇଯାଇଛି  । ଏହାକୁ ନେଇ ପାରାଦ୍ଵୀପ ବିଜେପି ହୀନ ରାଜନୀତି କରୁଥିବାର ଗଣମାଧ୍ୟମ ସମ୍ମୁଖରେ ଅଭିଯୋଗ କରିଛନ୍ତି ପୀଡିତା ଙ୍କ ବାପା  । ଘଟଣାକୁ ଭୁଲି ବଞ୍ଚିବା ପାଇଁ ଚେଷ୍ଟା…

ନେହେରୁ ଯେଉଁ ଆସନରୁ ଲଢ଼ି ପ୍ରଧାନମନ୍ତ୍ରୀ ହୋଇଥିଲେ ସେହି ଆସନରୁ ଲଢ଼ିବେ ନୀତୀଶ !

ନୂଆଦିଲ୍ଲୀ: ଦେଶରେ ଯିଏ ସରକାର ଗଢ଼ିବାକୁ ଚାହିଁବ ତାକୁ ପ୍ରଥମେ ୟୁପି ରାଜନୀତିକୁ ଦଖଲ କରିବାକୁ ହେବ। ଯଦି ୟୁପିରେ ଭଲ ଫଳାଫଳ ହେବ ତାହେଲେ ଦିଲ୍ଲୀ ଆଉ ଦୂର ନୁହେଁ। ଏହି ସମୀକରଣରେ ମୋଦୀ ହୁଅନ୍ତୁ ଅବା ଅନ୍ୟ ନେତା ମଧ୍ୟ ୟୁପିରୁ ସାଂସଦ ଭାବେ ନିର୍ବାଚନ ଲଢି ପ୍ରଧାନମନ୍ତ୍ରୀ ଆସନରେ…

ଗୋଆରେ କଂଗ୍ରେସ ବିଧାୟକ ବିଜେପିରେ ସାମିଲ ହେବା ପଛରେ ମମତାଙ୍କ ନେତା !

ପାଣାଜି: ଗୋଆରେ କଂଗ୍ରେସ ଛାଡି ବିଜେପିରେ ମିଶିଛନ୍ତି ୮ ବିଧାୟକ। ଏହି ମିଶ୍ରଣ ପଛରେ ମାଷ୍ଟର ମାଇଣ୍ଡ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ବୋଲି ଚର୍ଚ୍ଚା ହେଉଥିବା ବେଳେ ଏବେ ଆଉ ଏକ ଖବର ଆସିଛି ଯାହା ସମସ୍ତଙ୍କୁ ଚକିତ କରିଛି। କାରଣ ଏହି କଂଗ୍ରେସ ବିଧାୟକ ବିଜେପିରେ ସାମିଲ ହେବା…

୨୦୨୪ ନିର୍ବାଚନରେ ଓଡ଼ିଶାରେ ବିଜେପି ସରକାର ଗଢ଼ିବ: ବିରୋଧୀ ଦଳ ନେତା

ପୁରୀ: ଆସନ୍ତା ୨୦୨୪ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ସରକାର ଗଠନ କରିବ । ବିରୋଧୀ ଦଳ ନେତା ତଥା ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ର ଗୁରୁବାର ଏହା କହିଛନ୍ତି। ପୁରୀରେ ତିନି ଦିନିଆ ପ୍ରଶିକ୍ଷଣ ଶିବିର ଚାଲିଥିଲା। ଏହି ଶିବିରରେ ବିଜୟର ମନ୍ତ୍ର ଦିଆଯାଇଛି। ଏହି…

ଓଡ଼ିଶା ଆକାଶରେ ଏୟାର ସୋ

ଭୁବନେଶ୍ୱର :  ରାଜଧାନୀ ଉପକଣ୍ଠରେ ଥିବା କୂଆଖାଇ ନଦୀପଠାରେ ‘ସୂର୍ଯ୍ଯକିରଣ’ ଏୟାର ସୋ’ର ଅଭ୍ୟାସ ଅନୁଷ୍ଠିତ ହୋଇଛି। ଶୁକ୍ରବାର ଏହି ସୋ’ ପ୍ରଦର୍ଶିତ ହେବ। ବାୟୁସେନାର ୧୧ ହକ ବିମାନ ଏହି ସୋରେ ସାମିଲ ହୋଇଛନ୍ତି।  ଆଜି ପରୀକ୍ଷାମୂଳକ ଭାବେ ନୀଳ ଆକାଶର ଛାତି ଚିରି ରାଜଧାନୀର ଆକାଶରେ…

ଶୁଭେନ୍ଦୁଙ୍କ ଫର୍ମୁଲାରେ ଓଡିଶା ବିଜେପି

ଭୁବନେଶ୍ୱର : କେନ୍ଦ୍ର ବିଜେପି ଫୋକସରେ ଓଡିଶା  । ଶାସକ ବିଜେଡିକୁ ଗାଦିଚ୍ୟୁତ କରିବାକୁ ରଣନୀତି ପ୍ରସ୍ତୁତ କରୁଛି ବିଜେପି  । ଓଡିଶା ବିଜେପି ଏହି ରଣନୀତି ପଶ୍ଚିମବଙ୍ଗ ବିଜେପି ଭଳି ଆକ୍ରମଣାତ୍ମକ ହେବାକୁ ଯାଉଛି  । କାରଣ ବିଜେଡିର କଟ୍ଟର ବିରୋଧି କୁହାଯାଉଥିବା ଜୟନାରାୟଣ ମିଶ୍ରଙ୍କୁ…

ପୁଣି ଡରାଇଲେ ବିଶ୍ୱେଶ୍ୱର ଟୁଡୁ, ରାଜ୍ୟରେ ରେଡ୍ କରିବ କି ED, CBI ?

ପୁରୀ: ପୁଣି ଡରାଇଲେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ । ଅନ୍ୟ ରାଜ୍ୟ ଭଳି ଓଡ଼ିଶାରେ ଘାଣ୍ଟିବ କେନ୍ଦ୍ରୀୟ ସଂସ୍ଥା । ପରୋକ୍ଷରେ କହିଲେ ରାଜ୍ୟରେ ହେବ ଇଡି, ସିବିଆଇ ରେଡ୍ । ୨୦୨୪ ନିର୍ବାଚନକୁ ଆଖି ଆଗରେ ରଖି ରାଜ୍ୟରେ ଗୋଟି ଚାଳନା କରୁଛି ବିଜେପି । ବିଭିନ୍ନ ରାଜ୍ୟରେ କ୍ଷମତାକୁ…

ସିଏମସି କମିଶନରଙ୍କୁ ବାଥରୁମ କବାଟ ଦେଲେ କଟକ କଂଗ୍ରେସ ନେତା

କଟକ : ସରକାରଙ୍କ ବିଫଳତାକୁ ନେଇ ବିରୋଧି ବିଭିନ୍ନ ପ୍ରକାରର ପ୍ରତିବାଦ କରୁଥିବାର ଦେଖିବାକୁ ମିଳେ । ହେଲେ କଟକ ସହରରେ କିଛି ଭିନ୍ନ ଘଟଣା ଦେଖିବାକୁ ମିଳିଛି  । କଟକ ମହାନଗର ନିଗମର କାର୍ଯ୍ୟାଳୟରେ ଦେଖିବାକୁ ମିଳିଛି କିଛି ଭିନ୍ନ ଧରଣର ଓ ନିଆରା  ଘଟଣା । ସିଏମସି କମିଶନରଙ୍କୁ ବାଥରୁମ…

ଓଡିଶାରେ ପୁଞ୍ଜିନିବେଶ ପାଇଁ ଶିଳ୍ପପତି ମାନଙ୍କ ସହ ୱାନ ଟୁ ୱାନ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ବାଣିଜ୍ୟିକ ରାଜଧାନୀ ମୁମ୍ୱାଇରେ ବିଶିଷ୍ଟ ଶିଳ୍ପପତି ମାନଙ୍କ ସହ ୱାନ ଟୁ ୱାନ ଆଲୋଚନା କରୁଛନ୍ତି । ଓଡ଼ିଶାରେ ଶିଳ୍ପ ଅନୁକୁଳ ବାତାବରଣ ସମ୍ପର୍କରେ ଅବଗତ କରାଇବା ସହିତ ରାଜ୍ୟରେ ପୁଞ୍ଜିନିବେଶ ପାଇଁ ଆହ୍ୱାନ କରିବେ  । ଏହି…

ଗୋଆରେ କଂଗ୍ରେସର ୧୧ ବିଧାୟକରୁ ୮ ବିଧାୟକ ଦଳ ଛାଡ଼ିଲେ

ପାଣାଜି: ଗୋଆରେ କଂଗ୍ରେସର ୧୧ ବିଧାୟକରୁ ୮ ବିଧାୟକ ଶାସକ ଦଳ ବିଜେପିରେ ସାମିଲ ହେବେ। ଦୀର୍ଘ ଦୁଇ ମାସ ହେବ କଂଗ୍ରେସ ବିଧାୟକ ବିଜେପିରେ ମିଶିବା ନେଇ ଚର୍ଚ୍ଚା ହେଉଥିଲା। ଏବେ କିନ୍ତୁ ଏହି ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡିବାକୁ ଯାଉଛି। ୧୧ ବିଧାୟକରୁ ୮ ବିଧାୟକ ବିଜେପିରେ ସାମିଲ ହେବେ ତେଣୁ…