Latest Odisha News

BREAKING NEWS

Browsing Category

ରାଜନୀତି

naveen targets bjp: ମଞ୍ଚ ଉପରେ ବିଜେପି ସରକାରକୁ ଟାର୍ଗେଟ କଲେ ନବୀନ

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ପାଳୁଛି ୨୯ତମ ପ୍ରତିଷ୍ଠା ଦିବସ ।  ଶଙ୍ଖ ଭବନରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ । ଏହି ଅବସରରେ ସମସ୍ତଙ୍କୁ ନବୀନ ଶୁଭେଚ୍ଛା ଜଣାଇ ନିଜ ଅଭିଭାଷଣ ରଖିଥିଲେ । ଯେଉଁଥିରେ ଦଳ କରିଥିବା ରାଜ୍ୟର ବିକାଶ କୁ ମନେପକାଇଥିଲେ ଏବଂ ଏବେର ରାଜ୍ୟ…

ହସ୍ତିନାପୁର ଉପରେ ଦ୍ରୌପଦୀଙ୍କ ଅଭିଶାପ ପଡ଼ିଛି; କାହିଁକି ଏଭଳି କହିଲେ ଯୋଗୀଙ୍କ ମନ୍ତ୍ରୀ

ମେରଠ: ହସ୍ତିନାପୁର ଏକ ଅଭିଶପ୍ତ ଭୂମି। ଏହା ଉପରେ ଦ୍ରୌପଦୀଙ୍କ ଅଭିଶାପ ପଡ଼ିଛି। ମେରଠର ହସ୍ତିନାପୁର ନିର୍ବାଚନମଣ୍ଡଳୀର ବିଜେପି ବିଧାୟକ ତଥା ୟୁପି ସରକାରଙ୍କ ରାଜ୍ୟମନ୍ତ୍ରୀ ଦିନେଶ ଖାଟିକ୍ ଏହି ବିବାଦୀୟ ବୟାନ ଦେଇଛନ୍ତି। ଏମ୍ଏସ୍ ହେରିଟେଜ୍ ସ୍କୁଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ…

ବିଜେପି ଶାସନରେ ଦୁଷ୍କର୍ମ ମାମଲା; ବର୍ଷିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ଜଣେ ୧୦ ବର୍ଷୀୟା ନାବାଳିକା ସହିତ ହୋଇଥିବା ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୀବ୍ର ନିନ୍ଦା କରିଛନ୍ତି। ଏପରିକି ଏହାକୁ 'ଏକ ଅତ୍ୟନ୍ତ ଜଘନ୍ୟ କାଣ୍ଡ' ବୋଲି…

ହିନ୍ଦୁମାନେ ୪ ଛୁଆ ଜନ୍ମ କରନ୍ତୁ, ନଚେତ୍ ପକିସ୍ତାନ; କାହିଁକି ଏଭଳି କହିଲେ ବିଜେପି ନେତ୍ରୀ…

ନୂଆଦିଲ୍ଲୀ: ବିଜେପି ନେତ୍ରୀ ତଥା ପୂର୍ବତନ ସାଂସଦ ନବନୀତ ରାଣା ହିନ୍ଦୁ ସମ୍ପ୍ରଦାୟକୁ ଅତି କମରେ ତିନିରୁ ଚାରୋଟି ସନ୍ତାନ ଜନ୍ମ କରିବାକୁ ନିବେଦନ କରିଛନ୍ତି। ସେ କହିଛନ୍ତି ଯେ କିଛି ଲୋକ ବହୁ ସଂଖ୍ୟକ ସନ୍ତାନ ଜନ୍ମ କରି ଭାରତକୁ ପାକିସ୍ତାନରେ ପରିଣତ କରିବାକୁ ଷଡ଼ଯନ୍ତ୍ର କରୁଛନ୍ତି,…

ଚୀନ ଭିସା ଦୁର୍ନୀତି ମାମଲାରେ କାର୍ତ୍ତି ଚିଦାମ୍ବରମଙ୍କୁ ଝଟକା

ନୂଆଦିଲ୍ଲୀ: ଚୀନ ଭିସା ଦୁର୍ନୀତି ମାମଲାକୁ ନେଇ ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମ୍‌ଙ୍କ ବିରୋଧରେ ଶୁଣାଣି କରିଛନ୍ତି। ଯାହା ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ବିଚାରପତି ପ୍ରମାଣକୁ ଦୃଷ୍ଟିରେ ରଖି କାର୍ତ୍ତି ଚିଦାମ୍ବରମ୍‌, ତାଙ୍କ…

ବିଜେପିକୁ ମିଳିଛି ୬୬୫୪ କୋଟି; ଜାଣନ୍ତୁ ଆଉ କେଉଁ ଦଳକୁ କେତେ ମିଳିଛି ଚାନ୍ଦା…

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ନିର୍ବାଚନୀ ବଣ୍ଡ ଯୋଜନାକୁ ଉଚ୍ଛେଦ କରିବା ପରେ ଭାରତୀୟ ଜନତା ପାର୍ଟି ନିର୍ବାଚନ କମିଶନଙ୍କୁ ଏକ ରିପୋର୍ଟ ଦାଖଲ କରିଥିଲା। ଯେଉଁଥିରେ ୨୦୨୪-୨୫ ଆର୍ଥିକ ବର୍ଷରେ ବିଜେପିକୁ ୬,୬୫୪.୯୩ କୋଟି ଟଙ୍କା ଚାନ୍ଦା ମିଳିଥିବା ନେଇ ସୂଚନା ଦିଆଯାଇଛି। ଯାହାକି ପୂର୍ବ ବର୍ଷ…

ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଐତିହାସିକ ବାଣିଜ୍ୟିକ ଚୁକ୍ତି; ୯୫ ସାମଗ୍ରୀ…

ନୂଆଦିଲ୍ଲୀ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଏକ ନୂଆ ମୁକ୍ତ ବାଣିଜ୍ୟିକ ଚୁକ୍ତିନାମା ସ୍ୱାକ୍ଷର କରିଛନ୍ତି। ଯାହା ନ୍ୟୁଜିଲାଣ୍ଡର ୯୫ ପ୍ରତିଶତ ସାମଗ୍ରୀ ଉପରେ ଶୁଳ୍କ ହ୍ରାସ କରୁଛି। ଏହି ଚୁକ୍ତିନାମା ୧.୪ ବିଲିୟନ ଭାରତୀୟ ଗ୍ରାହକଙ୍କ ନିକଟରେ ପହଞ୍ଚିବା ପାଇଁ ନ୍ୟୁଜିଲାଣ୍ଡକୁ ଏକ ପ୍ରମୁଖ…

ଆରାବଳି ବଞ୍ଚିଲେ ଦିଲ୍ଲୀ ବଞ୍ଚିବ; କାହିଁକି ଏଭଳି କହିଲେ ଅଖିଳେଶ ଯାଦବ

ନୂଆଦିଲ୍ଲୀ: ଆରାବଳି ବଞ୍ଚିଲେ ଦିଲ୍ଲୀ ବଞ୍ଚିବ। ସପା ଅଧ୍ୟକ୍ଷ ଅଖିଳେଶ ଯାଦବ ଆରାବଳି ପାହାଡ଼କୁ ରକ୍ଷା କରିବା ପାଇଁ ଦିଲ୍ଲୀବାସୀଙ୍କୁ ଏକ ବାର୍ତ୍ତା ପଠାଇ କହିଛନ୍ତି ଯେ, ଏହା ଏକ ବିକଳ୍ପ ନୁହେଁ ବରଂ ସଂକଳ୍ପ ହେବା ଉଚିତ। ଯଦି ଆରାବଳି ପାହାଡ଼ ବଞ୍ଚି ରହିବ ତାହେଲେ ଦିଲ୍ଲୀ ସବୁଜମୟ…

ବାଂଲାଦେଶରେ ବଢୁଛି ହିଂସା; ଚିଟାଗଙ୍ଗର ଭିସା ଆବେଦନ କେନ୍ଦ୍ର ବନ୍ଦ କଲା ଭାରତ

ନୂଆଦିଲ୍ଲୀ: ବାଂଲାଦେଶରେ ବୃଦ୍ଧି ପାଉଥିବା ରାଜନୈତିକ ହିଂସା ଏବଂ ଭାରତ ବିରୋଧୀ ଘଟଣା ମଧ୍ୟରେ ସୁରକ୍ଷାକୁ ନେଇ ଭାରତର ଚିନ୍ତା ବୃଦ୍ଧି ପାଇଛି। ଯାହାଫଳରେ ବାଂଲାଦେଶର ଦ୍ୱିତୀୟ ବୃହତ୍ତମ ସହର ଚିଟାଗଙ୍ଗରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)ରେ ସମସ୍ତ ଭିସା ସେବା ପରବର୍ତ୍ତୀ…