Latest Odisha News

BREAKING NEWS

Browsing Category

ରାଜନୀତି

ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଜନ କଲ୍ୟାଣକାରୀ ନେତୃତ୍ୱକୁ ପୁଣିଥରେ ମିଳିଛି ଜାତୀୟ ସ୍ତରର ସ୍ୱୀକୃତି । ନୂଆଦିଲ୍ଲୀର ସମ୍ମାନଜନକ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ…

ବିହାରରେ  ବିଜେପିର ମିଶନ 35 ସଫଳ ହେବ କି?

ବିହାରରେ ବିଜେପି ଏବେ ବିରୋଧୀ ଦଳର ଭୂମିକାରେ ରହିଛି । ତେବେ ଗୃହମନ୍ତ୍ରୀ ଅମିତ ଶାହ ବିହାରରେ 2024 ନିର୍ବାଚନ ପାଇଁ ମିଶନ 35 ଟାର୍ଗେଟ ଦେଇଛନ୍ତି । ଅମିତ ଶାହଙ୍କ ଟାର୍ଗେଟ ପୂରଣ କରିବା ପାଇଁ ବିଜେପି ନେତାମାନେ ଏବେ ବିହାରରେ କସରତ ଆରମ୍ଭ କରିଦେଇଛନ୍ତି । ବିଜେପିକୁ ବାଏ ବାଏ କହି…

ଦରବୃଦ୍ଧି ଓ ବେକାରୀ ପ୍ରସଙ୍ଗରେ କଂଗ୍ରେସ କରିବ ବଡ଼ ଆନ୍ଦୋଳନ

ଭୁବନେଶ୍ୱର: ଦରଦାମ ବୃଦ୍ଧି ଏବଂ ବେରୋଜଗାରୀକୁ ପ୍ରସଙ୍ଗ କରି କେନ୍ଦ୍ରକୁ ଘେରିବ କଂଗ୍ରେସ। ଏଥିପାଇଁ ସେପ୍ଚେମ୍ବର ୪ ତାରିଖରେ ଦିଲ୍ଲୀ ରାମଲୀଳା ମୈଦାନରେ ଏକ ବଡ଼ ଆନ୍ଦୋଳନ କରିବ ବୋଲି ଦଳର ସାଂସଦ ନୀରଜ ଡାଙ୍ଗୀ ସୂଚନା ଦେଇଛନ୍ତି। ଓଡ଼ିଶାର ଶାସକ ଦଳକୁ ମଧ୍ୟ ଟାର୍ଗେଟ କରିବାକୁ ଯାଇ ସେ…

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟକୁ ଆପର ବିରୋଧ

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶିକ୍ଷା ନୀତିକୁ ନେଇ ନିଜର ମତ ପରେ ଏହାକୁ ବିରୋଧ କରିଛି  ଆମ ଆଦମୀ ପାର୍ଟି  । ଏକ ସାକ୍ଷାତକାର କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ନୀତିକୁ ନେଇ ନିଜର ମତ ରଖିଥିଲେ  । ଏଥିରେ…

ମୁଖ୍ୟମନ୍ତ୍ରୀଙ୍କ ୬ ଦିନିଆ ଦିଲ୍ଲୀ ଗସ୍ତ : ଶିଳ୍ପପତି ମାନଙ୍କୁ ଓଡିଶାରେ ପୁଞ୍ଜିନିବେଶ ପାଇଁ ଆମନ୍ତ୍ରଣ କରାଯିବ

ଭୁବନେଶ୍ୱର : ମେକ୍‍ ଇନ୍‍ ଓଡ଼ିଶା ମାଧ୍ୟମରେ ଓଡିଶାରେ ଅଧିକ ପୁଞ୍ଜିନିବେଶ ନେଇ ବାଟ ଫିଟିବ । ଦେଶ ଓ ବିଦେଶରୁ ଶିଳ୍ପପତି ମାନଙ୍କୁ ଓଡିଶାରେ ପୁଞ୍ଜିନିବେଶ ପାଇଁ ଆମନ୍ତ୍ରଣ କରାଯାଉଛି । ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ସଫଳ ରୁପାୟନ ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି…

[ଦେଖନ୍ତୁ ଭିଡିଓ] କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ଅକ୍ଟୋବର ୧୭ରେ ନିର୍ବାଚନ, ୧୯ରେ ହେବ ଭୋଟ୍ ଗଣତି

ନୂଆଦିଲ୍ଲୀ: କଂଗ୍ରେସକୁ ମିଳିବ ନୂଆ ଅଧ୍ୟକ୍ଷ । ଅଧ୍ୟକ୍ଷ ପଦ ପାଇ ନିର୍ବାଚନ ହେବ । ଅକ୍ଟୋବର ୧୭ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ ୧୯ ତାରିଖରେ ହେବ ଭୋଟ୍ ଗଣତି । ଆଜି ବସିଥିବା ସଡବ୍ଲୁସି ବୈଠକରେ ଏନେଇ ନିଷ୍ପତ୍ତି ନେଇଛି ।…

ପ୍ରଶାସନିକ ସ୍ତରରେ ଅଦଳବଦଳ

ଭୁବନେଶ୍ୱର:  ରାଜ୍ୟ ସରକାର ଆଇଏଏସ ସ୍ତରରେ  ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ  ବିଜ୍ଞପ୍ତି ପ୍ରକାଶ ପାଇଛି ।ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି  ଅନୁସାରେ – ୧୯୯୩ ବ୍ୟାଚ୍‌ ଆଇଏଏସ ତଥା ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ସଚିବ ଦେଓରଞ୍ଜନ…

ସଂକଟରେ ସୋରେନ ସରକାର, ବସରେ ଅନ୍ୟତ୍ର ସିଫ୍ଟ ହେଲେ ବିଧାୟକ

ରାଞ୍ଚି: ସଂକଟରେ ସୋରେନ ସରକାର । ଲଗାତାର ଦ୍ୱିତୀୟ ଦିନ ବିଧାୟକଙ୍କ ସହ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ବୈଠକ କରିବା ପରେ ସମସ୍ତ ବିଧାୟକଙ୍କ ଫୋନ ସ୍ୱିଚ୍ ଅଫ୍ କରାଯାଇଛି । ବସରେ ୟୁପିଏ ବିଧାୟକମାନଙ୍କୁ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ରାଜ୍ୟ ବାହାରକୁ ନେଇଛନ୍ତି । ବିଶେଷକରି ଛତିଶଗଡ଼ ସିଫ୍ଟ…

ସାର ଯୋଗାଇବାରେ କେନ୍ଦ୍ର କରୁଛି ଅବହେଳା , କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ୱର:  ରାଜ୍ୟକୁ ଆବଶ୍ୟକତା ଅନୁସାରେ ସାର ଯୋଗାଇବାରେ କେନ୍ଦ୍ର କରୁଛି ଅବହେଳା । ଯାହାଫଳରେ ଖରିଫ ବେଉଷଣ ସମୟରେ ଚାଷୀମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି  । ଏଥିଯୋଗୁ ଫସଲ ଉତ୍ପାଦନ ପରିମାଣ ହ୍ରାସ ପାଇବାର ଆଶଙ୍କା ସୃଷ୍ଟି ହୋଇଛି  । ଏଥର ଭଲ ମୌସୁମୀ ବର୍ଷା ହୋଇଥିବାରୁ…

‘ଭାରତ ଯୋଡ଼ୋ’ ପୂର୍ବରୁ କଂଗ୍ରେସକୁ ଯୋଡ଼, ଦଳ ଛାଡ଼ିବା ପରେ ରାହୁଲଙ୍କୁ ଟାର୍ଗେଟ୍

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବି ଆଜାଦ୍ କଂଗ୍ରେସକୁ ବାଏ ବାଏ କହିଛନ୍ତି । ଦଳ ଛାଡ଼ିବା ସହ କଂଗ୍ରେସରୁ ସମ୍ପୂର୍ଣ୍ଣ ସ୍ୱାଧୀନତା ପାଇଛନ୍ତି ଆଜାଦ୍ । କିନ୍ତୁ ଇସ୍ତଫା ପତ୍ରରେ ସେ ରାହୁଲ ଗାନ୍ଧୀଙ୍କୁ ସମାଲୋଚନା କରିଛନ୍ତି । ସୋନିଆ ଗାନ୍ଧୀଙ୍କୁ, ଗୁଲାମ ନବି ଆଜାଦ ୫…