Latest Odisha News

BREAKING NEWS

Browsing Category

ରାଜନୀତି

ଚାଷୀମାନଙ୍କୁ ଲୁଟୁଥିବା ମିଲର୍ସ ଓ ଦଲାଲ୍‌ଙ୍କ ମଧ୍ୟସ୍ଥି ଭୁମିକାରୁ ନିବୃତ ରୁହନ୍ତୁ ରାଜ୍ୟ ସରକାର : ପ୍ରଦୀପ ପୁରୋହିତ

ଭୁବନେଶ୍ୱର: ମୋଦି ସରକାରଙ୍କ ଏମଏସପି ବୃଦ୍ଧିକୁ ନେଇ ରାଜ୍ୟ ବିଜେପି ପକ୍ଷରୁ ପ୍ରଶଂସା କରାଯାଇଛି । ଖରିଫ ଫସଲର ଏମଏସପି ବୃଦ୍ଧି ଫଳରେ ଚାଷୀମାନଙ୍କ ଆୟ ବୃଦ୍ଧି  ହେବାରେ ସହାୟକ ହୋଇପାରିବ ।  ଓଡ଼ିଶାରେ ଧାନ ଚାଷ ଅଧିକ ପରିମାଣରେ ହେଉଥିବାରୁ ଓଡ଼ିଶାର ଚାଷୀମାନଙ୍କୁ ଅଧିକ ଉପକୃତ ହେବେ ।…

ଗଞ୍ଜାମରେ ଥମୁନି ରାଜନୈତିକ ହିଂସା: ପୂର୍ବତନ ସରପଞ୍ଚଙ୍କୁ ଏବେର ସରପଞ୍ଚଙ୍କ ଆକ୍ରମଣ

ବ୍ରହ୍ମପୁର: ପଞ୍ଚାୟତ ନିର୍ବାଚନ ଶେଷ ହୋଇ ତିନି ମାସରୁ ଅଧିକ ସମୟ ବିତିଗଲାଣି । ହେଲେ ଗଞ୍ଜାମ ଜିଲାରେ ରାଜନୈତିକ ହିଂସା ଥମୁନି । ଗୋଟିଏ ପରେ ଗୋଟିଏ ଘଟଣା ଘଟି ଚାଲିଛି । ସୋମବାର ରାତିରେ କୁକୁଡାଖଣ୍ଡି ବ୍ଳକ ମସିହାଖାଲି ପଞ୍ଚାୟତର ପୂର୍ବତନ ସରପଞ୍ଚ ମନୋଜ ସେଠୀ ଏବଂ ତାଙ୍କର ଦୁଇ…

ଅନୁସୂଚିତ ବର୍ଗଙ୍କ ବିକାଶ, ମୋଦି ସରକାରଙ୍କ ପ୍ରାଥମିକତା: ସମୀର ମହାନ୍ତି

ଭୁବନେଶ୍ୱର: ଗତ ୮ବର୍ଷରେ ବାବା ସାହେବଙ୍କ ସାମାଜିକ ଆର୍ଥିକ ଗଣତାନ୍ତ୍ରିକ ଦୃଷ୍ଟିକୋଣକୁ ସମ୍ପୂର୍ଣ୍ଣ କରିବା ପାଇଁ କେନ୍ଦ୍ରରେ ମୋଦି ସରକାର ଅହରହ ପ୍ରୟାସ ଜାରୀ ରଖିଛନ୍ତି ବୋଲି ଅନୁଗୁଳ ଜିଲ୍ଲା ଛେଣ୍ଡିପଦାର ବସନ୍ତପୁର ପଂଚାୟତଠାରେ ଅନୁଷ୍ଠିତ ‘ଅନୁସୁଚିତ ଜାତି ମୋର୍ଚ୍ଚା ସମାବେଶ’ରେ ଯୋଗ…

ମୋଦି ସରକାରଙ୍କ ମହିଳା ସଶକ୍ତିକରଣ ଯୋଜନାର ପ୍ରଚାର ପାଇଁ ବିଭିନ୍ନ ସ୍ଥାନରେ ‘ମହିଳା ସମାବଶ’ ଆୟୋଜନ

ଭୁବନେଶ୍ୱର: ଆତ୍ମନିର୍ଭର ଭାରତ ଗଠନରେ ମହିଳାଙ୍କ ଭୁମିକାକୁ ମୋଦି ସରକାର ଅତ୍ୟନ୍ତ ଗୁରୁତ୍ୱ ଦେଉଛନ୍ତି ବୋଲି କଟକଠାରେ ଅନୁଷ୍ଠିତ ‘ମହିଳା ସମାବେଶ’ରେ ଯୋଗ ଦେଇ ରାଜ୍ୟ ସଭାପତି  ସମୀର ମହାନ୍ତି କହିଛନ୍ତି । ଏହି ଅବସରରେ କେନ୍ଦ୍ରୀୟ ଯୋଜନାର ହିତାଧିକାରୀ ମା ଓ ଭଉଣୀଙ୍କୁ ଶ୍ରୀ ମହାନ୍ତି…

ଗଞ୍ଜାମ ବିଜେଡ଼ିରେ ବଢୁଛି ଶ୍ରୀକାନ୍ତଙ୍କ ଗୁରୁତ୍ୱ

ବ୍ରହ୍ମପୁର: ନୂତନ ମନ୍ତ୍ରୀମଣ୍ଡଳ ଗଠନ ପରେ ଯେଉଁ ନାଁକୁ ନେଇ ଗଞ୍ଜାମ ରାଜନୀତିରେ ପ୍ରବଳ ଚର୍ଚ୍ଚା ଚାଲିଛି, ସେଇ ନାଁଟି ହେଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ । ରବିବାର ଶ୍ରୀକାନ୍ତ ଶ୍ରମ, ନିଯୁକ୍ତି ଓ ବୀମା ବିଭାଗର ରାଷ୍ଟ୍ରମନ୍ତ୍ରୀ(ସ୍ୱତନ୍ତ୍ର ଦାୟିତ୍ୱ) ଭାବେ ଶପଥ ଗ୍ରହଣ…

ପ୍ରଶାନ୍ତ ମୁଦୁଲି ସରକାରୀ ଦଳ ମୁଖ୍ୟ ସଚେତକ

ଭୁବନେଶ୍ୱର: ରବିବାର ସକାଳେ ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ ହୋଇଥିବା ବେଳେ ସରକାରୀ ଦଳର ମୁଖ୍ୟ ସଚେତକ ଓ ଉପ-ମୁଖ୍ୟ ସଚେତକ ପଦ ମଧ୍ୟ ପରିବର୍ତ୍ତନ କରାଯାଇଛି । ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ପ୍ରମିଳା ମଲ୍ଲିକଙ୍କ ସ୍ଥାନ ନେଇଛନ୍ତି । ସେପଟେ…

ନବୀନଙ୍କ ରଣନୀତିରେ ଅନୁଗତଙ୍କ ଅକଲ ଗୁଡୁମ୍ !

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ଅନେକ କିଛି ନୁଆ ଫର୍ମୁଲା ନବୀନ ଆପଣେଇଛନ୍ତି । ଅତୀତରେ ଏହାର ଅନେକ ପ୍ରମାଣ ମଧ୍ୟ ରହିଛି । କେତେବେଳେ ସେ କାହାର ପତ୍ତା କାଟନ୍ତି କାହାକୁ ଟେର ମଧ୍ୟ ମିଳେ ନାହିଁ । ତେବେ ବର୍ତମାନରେ ଦେଖିବାକୁ ଗଲେ ନବୀନଙ୍କ ନିଷ୍ପତ୍ତି କେବଳ ଶାସକ ଦଳର ନେତାଙ୍କୁ…

ମନ୍ତ୍ରୀମଣ୍ଡଳରେ ସାତ ଜଣ ସଂପୂର୍ଣ୍ଣ ନୂଆ ଚେହେରା; ବାସନ୍ତୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ଭୁବନେଶ୍ୱର: ଏଥର ମନ୍ତ୍ରୀମଣ୍ଡଳରେ ୭ଜଣ ସଂପୂର୍ଣ୍ଣ ନୂଆ ମୁହଁ ଦେଖିବାକୁ ମିଳିଛି । ଯେଉଁମାନଙ୍କର ପୂର୍ବରୁ ଆଦୌ ଅଭିଜ୍ଞତା ନାହିଁ । ନବୀନ କାହାକୁ ବି କେତେବେଳେ ଆଉ କିଛି ବି ସୁଯୋଗ ଦେଇଦିଅନ୍ତି ବୋଲି ବିଜେଡିକୁ ଅତି ନିକଟରୁ ଦେଖୁଥିବା ଲୋକେ ଆଲୋଚନା କରନ୍ତି । ସେ ରାଜ୍ୟସଭା ଟିକେଟ ହେଉ…

ବିଭାଗ ପାଇଲେ, ମୁଖ୍ୟମନ୍ତ୍ରୀଙ୍କୁ ଆନୁଗତ୍ୟ ଜଣାଇଲେ

ଭୁବନେଶ୍ୱର: ରାଜ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ମନ୍ତ୍ରୀମଣ୍ଡଳ ଗଠନ କରିସାରିବା ପରେ ସଦ୍ୟ ଶପଥ ନେଇଥିବା ମନ୍ତ୍ରୀ ମାନଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି । ସେପଟେ ଶୁଭେଚ୍ଛା ପାଉଥିବା ଏହି ମନ୍ତ୍ରୀ ମାନେ କିନ୍ତୁ ତାଙ୍କ ଉପରେ ଆସ୍ଥା ଜୁଟାଇଥିବା ଛାମୁ ଦଳର ସଭାପତିଙ୍କୁ…