Latest Odisha News

BREAKING NEWS

Browsing Category

ରାଜନୀତି

ସଂସଦ ଅଧିବେଶନରେ ଉଠିଲା ଦିଲ୍ଲୀ ପ୍ରଦୂଷଣ ପ୍ରସଙ୍ଗ, ଭୟ କଲେଣି ସାଂସଦ

ନୂଆଦିଲ୍ଲୀ: ସଂସଦ ଅଧିବେଶନରେ ଉଠିଲା ଦିଲ୍ଲୀ ବାୟୁ ପ୍ରଦୂଷଣ ପ୍ରସଙ୍ଗ । ଏତେ ମାତ୍ରାରେ ପ୍ରଦୁଷଣକୁ ନେଇ ଚିନ୍ତାରେ ପଡ଼ିଗଲେଣି ସାଂସଦ ।ଦିଲ୍ଲୀରେ ପ୍ରଦୂଷଣ ଏକ ସମସ୍ୟା ହୋଇ ରହିଛି, ଏବଂ ବାୟୁ ଗୁଣବତ୍ତା ବର୍ତ୍ତମାନ ଖରାପ ହେଉଛି। ଏଠାକାର ବାସିନ୍ଦାମାନେ ସ୍ୱଚ୍ଛ ବାୟୁ ପାଇଁ ଆଗ୍ରହୀ।…

ଦୁଇ ଦିନିଆ ମଣିପୁର ଗସ୍ତରେ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦୁଇ ଦିନିଆ ମଣିପୁର ଗସ୍ତ ପୂର୍ବରୁ ଗୁରୁବାର ଦିନ ଇମ୍ଫାଲରେ ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତି ଜୋର୍ ଧରିଛି। ସେ ଆସନ୍ତା ଡିସେମ୍ବର ୧୧-୧୨ ତାରିଖରେ ମଣିପୁର ଯିବା ନେଇ ସୂଚନା ମିଳିଛି। ରାଷ୍ଟ୍ରପତି ଭାବେ ଦାୟିତ୍ଵ ଗ୍ରହଣ କରିବା ପରେ…

ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ ରାଜ୍ୟ ବିଜେପି ସଭାପତି

ଭୁବନେଶ୍ୱର: ରାଜ୍ୟ ବିଜେପି ମଙ୍ଗଳବାର ମୋର୍ଚ୍ଚା ସଭାପତି ଏବଂ ଜିଲ୍ଲା ପ୍ରଭାରୀଙ୍କ ନାମ ଘୋଷଣା କରିଛି। ଐଶ୍ୱର୍ଯ୍ୟା ବିଶ୍ଵାଳଙ୍କୁ ମହିଳା ମୋର୍ଚ୍ଚା ସଭାପତି ଭାବରେ ପୁନଃନିଯୁକ୍ତ କରାଯାଇଥିବା ନେଇ ରାଜ୍ୟ କାର୍ଯ୍ୟାଳୟ ତରଫରୁ ସୂଚନା ଜାରି କରାଯାଇଛି। ସେହିପରି ଅଭିଳାଷ ପଣ୍ଡାଙ୍କୁ…

ବଢିଲା ମନ୍ତ୍ରୀ ଓ ବିଧାୟକଙ୍କ ଦରମା, ଜାଣନ୍ତୁ କେତେ…

ଭୁବନେଶ୍ୱର: ଶୀତକାଳୀନ ଅଧିବେଶନ ଶେଷ ହେବା ପୂର୍ବରୁ ଓ ଗୃହକୁ ମୁଲତବୀ ରଖିବା ପୂର୍ବରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଦ୍ୱାରା ଉପସ୍ଥାପିତ ପାରିଶ୍ରମିକ ବିଲ୍ କୁ ବିଧାନସଭା ପାସ୍ କରିଛି। ତଦନୁଯାୟୀ ବିଧାୟକ, ମନ୍ତ୍ରୀ ଏବଂ ବାଚସ୍ପତିଙ୍କ ଦରମା ଏବଂ ପୂର୍ବତନ…

ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇଛି। ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଥିଲା ଗୃହ। ଏହି ୧୧ ଦିନ ମଧ୍ୟରେ ୧୭,୪୪୦ କୋଟି ଟଙ୍କାର ସପ୍ଲିମେଣ୍ଟରୀ ବଜେଟ୍ ଏବଂ କିଛି ପ୍ରମୁଖ ବିଲ୍ ଗୃହୀତ ହୋଇଥିଲା। ତେବେ ଏହି ଅଧିବେଶନ…

ରାଜଗାଙ୍ଗପୁରରେ ପୀଡିତାଙ୍କ ମୃତ୍ୟୁ; ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ

ଭୁବନେଶ୍ୱର: ରାଜଗାଙ୍ଗପୁର ଅଞ୍ଚଳରେ ଜଣେ କଲେଜ ଛାତ୍ରୀ ଆତ୍ମହତ୍ୟା କରିବା ପରେ ତାଙ୍କ ମୃତ୍ୟୁ ଘଟଣାରେ ଓଡ଼ିଶା ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ। ଏଥିସହିତ ପିଡିତାଙ୍କୁ ନ୍ୟାୟ ପ୍ରଦାନ ଏବଂ ଅପରାଧୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି…

ବନ୍ଦେ ମାତରମ୍”କୁ ନେଇ ଚର୍ଚ୍ଚା; ମୋଦି କହିଲେ ଜିନ୍ନାଙ୍କ ଆଗରେ ନଇଁ ଯାଇଥିଲେ ନେହେରୁ 

ନୂଆଦିଲ୍ଲୀ: ଲୋକସଭାରେ "ବନ୍ଦେ ମାତରମ୍" ଉପରେ ଆଲୋଚନା ସମୟରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ "ବନ୍ଦେ ମାତରମ୍" ଗୀତ ଦେଶର ସ୍ୱାଧୀନତାକୁ ଉର୍ଜା ଦେଇଥିଲା। ସେ କହିଛନ୍ତି ଯେ "ବନ୍ଦେ ମାତରମ୍" ଗୀତରେ ହଜାର ହଜାର ବର୍ଷର ସାଂସ୍କୃତିକ ଶକ୍ତି, ସ୍ୱାଧୀନତାର ଭାବନା…

୧୮ ମାସରେ ୨୦ ପୋଲିସ ସମେତ ୨୭୧ ଅଧିକାରୀଙ୍କୁ ବାନ୍ଧିଛି ଭିଜିଲାନ୍ସ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡିଶା ଭିଜିଲାନ୍ସ ନିର୍ଦ୍ଦେଶାଳୟ ଗତ ୧୮ ମାସ ମଧ୍ୟରେ ୨୦ ଜଣ ପୋଲିସ ଅଧିକାରୀ ଏବଂ କର୍ମଚାରୀଙ୍କୁ ଲାଞ୍ଚ ନେବ ଅଭିଯୋଗରେ ବାନ୍ଧିଛି। ରାଜ୍ୟ ବିଧାନସଭାରେ ସୋମବାର ଦିନ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସରକାରୀ ପରିସଂଖ୍ୟାନ ଅନୁଯାୟୀ, ଏହି ସମୟ…

ଏସ. ଜୟଶଙ୍କରଙ୍କ ମନ୍ତବ୍ୟକୁ ନେଇ ଚିହିଁକିଲା ପାକିସ୍ତାନ…

ନୂଆଦିଲ୍ଲୀ: ଭାରତୀୟ ବୈଦେଶିକ ମନ୍ତ୍ରୀଙ୍କ ଦ୍ୱାରା ଦିଆଯାଇଥିବା ବିବୃତ୍ତି ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ, ଭିତ୍ତିହୀନ ଏବଂ ଦାୟିତ୍ୱହୀନ ବୋଲି ପାକିସ୍ତାନ ବୈଦେଶିକ କାର୍ଯ୍ୟାଳୟର ମୁଖପାତ୍ର ତାହିର ଆଦରାବି ଏକ ଲିଖିତ ବିବୃତ୍ତି ଜାରି କରି କହିଛନ୍ତି। ଏହିପରି ମନ୍ତବ୍ୟକୁ ପାକିସ୍ତାନ…

ପାକିସ୍ତାନ ସଂସଦରେ ଗଧ, ଭିଡିଓ ଭାଇରାଲ…

କରାଚି: ପାକିସ୍ତାନ ସଂସଦରେ ଲାଇଭ୍ ଅଧିବେଶନ ସମୟରେ ହଠାତ୍ ଏକ ଗଧ ସେନେଟରେ ପ୍ରବେଶ କରି ଯାଇଥିଲା।ଏହାପରେ ସୁରକ୍ଷା କର୍ମୀମାନେ ତୁରନ୍ତ ଗଧଟିକୁ ବାହାର କରିବାକୁ ଚେଷ୍ଟା କରିଥିଲେ। କିନ୍ତୁ ଗଧଟି ବାହାରିବା ପରିବର୍ତ୍ତେ ଭିତରକୁ ଦୌଡ଼ିବାରୁ ଅନେକ ସାଂସଦଙ୍କ ସହିତ ଧକ୍କା ହୋଇଯାଇଥିଲା।…