Latest Odisha News

BREAKING NEWS

Browsing Category

ରାଜନୀତି

କଂଗ୍ରେସ ଅଧ୍ୟକ୍ଷ ରେସରୁ ଗେହଲୋଟ୍ ଆଉଟ୍, କମଲନାଥ୍ ଇନ୍ !

ନୂଆଦିଲ୍ଲୀ: ରାଜସ୍ଥାନ ରାଜଧାନୀ ଜୟପୁରରୁ ଦେଶର ରାଜଧାନୀ ଦିଲ୍ଲୀ କଂଗ୍ରେସ ଶିବିର ଚଳଚଞ୍ଚଳ ହୋଇଛି। ମୁଖ୍ୟମନ୍ତ୍ରୀ ପଦକୁ ନେଇ ଅଶୋକ ଗେହଲୋଟଙ୍କ ଶିବିର ବିଦ୍ରୋହ କରିବା ପରେ ଅନେକ ରାଜନୈତିକ ସମୀକରଣ ବଦଳିବାରେ ଲାଗିଛି। କଂଗ୍ରେସ ସଭାପତି ପଦ ପାଇଁ ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା…

ଭୁବନେଶ୍ୱର ଓ କଟକରେ ମେଟ୍ରୋ ଟ୍ରେନ୍ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତାଙ୍କ ଚିଠି

ଭୁବନେଶ୍ୱର: ଟ୍ୱିନସିଟିରେ ବଢ଼ୁଛି ଜନସଂଖ୍ୟା । ଭୁବନେଶ୍ୱର-କଟକ ଦ୍ୱୈତ ନଗରୀରେ ଦୌଡ଼ି ପାରିବ ମେଟ୍ରୋ । ମେଟ୍ରୋ ରେଲ ନୀତି- ୨୦୧୭ ଅନୁସାରେ, ୨୦ ଲକ୍ଷରୁ ଅଧିକ ଜନସଂଖ୍ୟା ଥିବା ସହରରେ ମେଟ୍ରୋ ରେଳ ସିଷ୍ଟମ ଯୋଜନା ହୋଇ ପାରିବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି…

ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର: ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ପଛରେ କିଏ ? ମନ୍ତ୍ରୀ ସମୀର ଦାଶଙ୍କ ସମ୍ପୃକ୍ତି ନେଇ ବିରୋଧୀ ଅଭିଯୋଗ ଆଣିଛନ୍ତି । ଧର୍ମେନ୍ଦ୍ରଙ୍କ ମୃତ୍ୟୁର ୨ ଦିନ ପରେ ମନ୍ତ୍ରୀ ସମୀର ଦାଶ ମୁହଁ ଖୋଲିଛନ୍ତି । ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକୁ ନେଇ ଦୁଃଖିତ…

ଭୁବନେଶ୍ୱର କ୍ଲବ ସଭାପତି ହୋଇଛନ୍ତି ଅସିତ ତ୍ରିପାଠୀ

ଭୁବନେଶ୍ୱର: ଭୁବନେଶ୍ୱର କ୍ଲବ ସଭାପତି ହୋଇଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ୮୫୮ ଖଣ୍ଡ ଭୋଟରେ ସେ ବିଜୟୀ ହୋଇଛନ୍ତି। ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଥିବା ଆଇଏଏସ ଅସିତ ତ୍ରିପାଠୀ ଲଗାତର ଦ୍ୱିତୀୟ ଥର ପାଇଁ କ୍ଲବର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି।…

ଦିବଂଗତ ବିଧାୟକଙ୍କ ଏକାଦଶାହ ପୂର୍ବରୁ ଧାମନଗର ଉପନିର୍ବାଚନ ପାଇଁ ପ୍ରସ୍ତୁତି

ଭୁବନେଶ୍ୱର: ଦିବଂଗତ ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ ପରେ ଏହି ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ଶାସକ ବିଜୁ ଜନତା ଦଳ ଓ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଜେପି ଏପରି ପ୍ରସ୍ତୁତିକୁ ସମାଲୋଚନା କରିଛି। ସରକାର ସାମନ୍ୟତମ ସୌଜନ୍ୟତା ରଖିବା ଦରକାର ବୋଲି ବିଜେପି…

ଜେପି ନଡ୍ଡାଙ୍କ ଦୁଇ ଦିନିଆ ଓଡିଶା ଗସ୍ତର କାର୍ଯ୍ୟକ୍ରମ ସୂଚନା

ଭୁବନେଶ୍ନର :  ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ । ଏହି ବିଷୟରେ  ବିସ୍ତୃତ କାର୍ଯ୍ୟକ୍ରମର ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର  । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୯ ତାରିଖ ଦିନ ୧୦ ଟା ବେଳେ…

ପାଇଲଟ ମୁଖ୍ୟମନ୍ତ୍ରୀ, ଗେହଲଟ କଂଗ୍ରେସ ଅଧ୍ୟକ୍ଷ !

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ପଦ ସହିତ ମୁଖ୍ୟମନ୍ତ୍ରୀ ଆସନ ପାଖରେ ରଖିବେ ବୋଲି ଅଶୋକ ଗେହଲଟ ଦୁଇ ଦିନ ତଳେ ପରୋକ୍ଷରେ ଏକ ବୟାନ ଦେଇଥିଲେ। ଏହାପରେ ରାଜସ୍ଥାନ କଂଗ୍ରେସରେ ଗୋଟିଏ ବଡ଼ କନ୍ଦଳ ସୃଷ୍ଟି ହୋଇପାରେ ବୋଲି ଆଶଙ୍କା କରାଯାଉଥିଲା। ଏବେ କିନ୍ତୁ ଏହି ସ୍ଥିତିରେ ସୁଧାର…

କୁପୋଷଣ ମୁକାବିଲାରେ ସରକାର ବିଫଳ ୧୮ଦିନରେ ୧୩ ଜଣ ଶିଶୁଙ୍କ ମୃତ୍ୟୁ

ଭୁବନେଶ୍ୱର :  ରାଜ୍ୟ ସରକାର କୁପୋଷଣ ମୁକାବିଲାରେ ବିଫଳ ହୋଇଛନ୍ତି  । କୁପୋଷଣର ଶିକାର ହୋଇ ଶିଶୁ ମୃତ୍ୟୁ ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ଦୁର୍ନୀତିଖୋର ରାଜ୍ୟ ସରକାରଙ୍କ ଅପାରଗତାକୁ ସ୍ପଷ୍ଟ କରୁଛି ଏବଂ ପିଏମ ପୋଷଣ ଅଭିଯାନକୁ ରାଜ୍ୟରେ ବିଫଳ କରିବା ପାଇଁ ରାଜ୍ୟ ସରକାରଙ୍କ ହୀନ…

କଂଗ୍ରେସରେ ଅଧ୍ୟକ୍ଷ ପଦ ନିର୍ବାଚନ ପରେ ରାଜସ୍ଥାନ କଂଗ୍ରେସରେ ଭୂକମ୍ପ ଆଶଙ୍କା !

ନୂଆଦିଲ୍ଲୀ: ଆଜି କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଦେଶର ସର୍ବ ପୂରାତନ ରାଜନୈତିକ ଦଳ କଂଗ୍ରେସରେ ଅଧ୍ୟକ୍ଷ ପଦ ପାଇଁ  ନିର୍ବାଚନ ହେବାକୁ ଯାଉଥିବାରୁ ଏହାକୁ ନେଇ ବର୍ତ୍ତମାନ ସବୁ ଆଡେ ଜୋରଦାର ଚର୍ଚ୍ଚା ହେବାକୁ  ଲାଗିଛି  । ଠିକ ଏହି ସମୟରେ ସବୁଠୁ ଅଧିକ…