Latest Odisha News

BREAKING NEWS

Browsing Category

ରାଜନୀତି

ହାଇକୋର୍ଟରୁ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି

କଟକ: ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟଙ୍କ ରହିତାଦେଶ । ଯିବନି କଂଗ୍ରେସ ବିଧାୟ ମହମ୍ମଦ ମୋକିମଙ୍କ ପଦ । ଓଡ଼ିଶା ରୁରାଲ୍ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ୍ (ORHDC) ଦୁର୍ନୀତି ମାମଲାରେ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ଜେଲ୍ ଦଣ୍ଡାଦେଶ ଦେଇଥିଲେ ଭିଜିଲାନ୍ସ…

ସ୍ୱାଧୀନ ପ୍ରାର୍ଥୀ ହେବା ପରେ ରାଜେନ୍ଦ୍ର ଦାସଙ୍କୁ ବହିଷ୍କାର କଲା ବିଜେଡି

ଭୁବନେଶ୍ୱର: ବିଦ୍ରୋହୀ ନେତା ରାଜେନ୍ଦ୍ର ଦାସଙ୍କୁ ଆଜି ବହିଷ୍କାର କରିଛି ବିଜେଡି । ଦଳ ବିରୋଧୀ କାର୍ଯ୍ୟ ପାଇଁ ରାଜେନ୍ଦ୍ରଙ୍କୁ ବହିଷ୍କାର କରାଯାଇଥିବା କୁହାଯାଇଛି । ଧାମନଗର ଉପନିର୍ବାଚନରେ ଦଳ ଅବନ୍ତୀଙ୍କୁ ପ୍ରାର୍ଥୀ କରିବା ପରେ ରାଜେନ୍ଦ୍ର ଅସନ୍ତୁଷ୍ଟ ହୋଇ ସ୍ୱାଧୀନ ପ୍ରାର୍ଥୀ…

ଅର୍ଚ୍ଚନା ମାମଲାରେ ପୋଲିସ ତଦନ୍ତକୁ ନେଇ ପ୍ରଶ୍ନ ଉଠାଇଲେ ବିରୋଧୀ

ଭୁବନେଶ୍ୱର: ଅର୍ଚ୍ଚନା ମାମଲାରେ ୭୦ କୋଟିର କାରବାର । ଫସିଛନ୍ତି ବିଜେପି, ବିଜେଡିର ବହୁ ନେତା । ତଦନ୍ତ କରିବାକୁ ଡରୁଛି ପୋଲିସ । ଆଜି ଏମିତି କିଛି କହି କଂଗ୍ରେସ ବିଧାୟକ ତାରା ବାହିନୀପତି ଟାର୍ଗେଟ୍ କରିଛନ୍ତି । କହିଛନ୍ତି, ବ୍ଲାକମେଲର ଅର୍ଚ୍ଚନା ନାଗ ସହ ନେତା, ମନ୍ତ୍ରୀ ଏବଂ…

ଅବନ୍ତୀଙ୍କ ଉପରେ ଭାରି ପଡ଼ିବେ କି ରାଜେନ୍ଦ୍ର ନା ବୁଡ଼ିଯିବ ନୌକା ?

ଭଦ୍ରକ: ଧାମନଗର ଉପନିର୍ବାଚନକୁ ନେଇ ଉଷ୍ଣ ହେଉଛି ରାଜନୀତି । ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନରେ କେହି ପ୍ରାର୍ଥିତ୍ୱ ପ୍ରତ୍ୟାହାର କରି ନାହାଁନ୍ତି । ଫଳରେ ୩ ଦଳର ପ୍ରାର୍ଥୀଙ୍କ ସହ ୨ ସ୍ୱାଧୀନ ପ୍ରାର୍ଥୀ ଏବେ ଉପନିର୍ବାଚନ ମୈଦାନରେ । ବିଜେଡିର ଅବନ୍ତୀ ଦାସ, ବିଜେପିର…

କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ମତଦାନ ଜାରି, ୨୦ ବର୍ଷ ପରେ ଗାନ୍ଧୀ ପରିବାର ବାହାରୁ କିଏ ହେବେ ହାଇକମାଣ୍ଡ ?

ନୂଆଦିଲ୍ଲୀ: ଗାନ୍ଧୀ ପରିବାର ହାତରୁ ଖସିବ କଂଗ୍ରେସ କମାଣ । ଶଶୀ ଥରୁର୍ ନା ମଲ୍ଲିକାର୍ଜୁନ୍ ଖଡ଼ଗେ କିଏ ହେବେ କଂଗ୍ରେସ ହାଇକମାଣ୍ଡ । କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲାଗି ମତଦାନ ହେଉଛି । ସାରା ଦେଶରେ ୩୬ଟି ମତଦାନ କେନ୍ଦ୍ରର ୬୭ଟି ବୁଥରେ ଭୋଟ୍ ଦେଉଛନ୍ତି ୯୩୦୦ରୁ ଅଧିକ କଂଗ୍ରେସ ନେତା ।…

ଧାମନଗର ପାଇଁ କଂଗ୍ରେସର ୩୦ ଜଣ ଷ୍ଟାର ପ୍ରଚାରକ

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ କଂଗ୍ରେସ ଘୋଷଣା କରିଛି ଷ୍ଟାର ପ୍ରଚାରକ ତାଲିକା । ପ୍ରକାଶିତ ତାଲିକାରେ କଂଗ୍ରେସ ଓଡ଼ିଶା ପ୍ରଭାରୀ ତଥା ସାଂସଦ ଡ. ଏ ଚେଲ୍କା କୁମାରଙ୍କ ସମେତ ସହ ପ୍ରଭାରୀ ତଥା ଏଆଇସିସି ସମ୍ପାଦକ ଜି ରୁଦ୍ରରାଜୁ ଏବଂ ପିସିସି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ…

ଧାମନଗରରେ ଅବନ୍ତୀଙ୍କ ଭୋଟକୁ ହାଇଜାକ କରିବେ କି ରାଜୁ ଦାସ ?

ଭଦ୍ରକ: ଧାମନଗର ଉପନିର୍ବାଚନ ନାମାଙ୍କନର ଶେଷ ଦିନରେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଥାଟବାଟ ଧରି ବିଜେଡି ଧାମନଗରରେ ଶକ୍ତି ପ୍ରଦର୍ଶନ କରିଛି । ସେପଟେ ବିଜେଡି ଟିକେଟ୍ ନପାଇ ରାଜୁ ଦାସ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ କରି ବିଜେଡିକୁ ଝଟକା…

ନଭେମ୍ବର ୧୨ରେ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଭୋଟ୍, ଡିସେମ୍ବର ୮ରେ ଗଣତି

ନୂଆଦିଲ୍ଲୀ: ହିମାଚଳ ପ୍ରଦେଶରେ ନୂଆ ସରକାର ଲାଗି ନଭେମ୍ବର ୧୨ ତାରିଖରେ ଭୋଟ୍ ଗ୍ରହଣ ହେବ । ଗୋଟିଏ ପର୍ଯ୍ୟାୟରେ ହିମାଚଳ ପ୍ରଦେଶରେ ମତଦାନ ହେବ । ଡିସେମ୍ବର ୮ ତାରିଖରେ ଭୋଟ୍ ଗଣତି କରାଯିବ । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ହିମାଚଳ ବିଧାନସଭା…

ବୁଝାଇ ପାରିଲେନି ୨ ପ୍ରଣବ ! ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ କଲେ ରାଜେନ୍ଦ୍ର ଦାସ

ଭଦ୍ରକ: ଭଦ୍ରକ ବିଜେଡିରେ ବିଦ୍ରୋହ । ଟିକେଟ୍ ଦେଲାନି ଦଳ । ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ କଲେ ରାଜେନ୍ଦ୍ର ଦାସ । ପୂର୍ବତନ ବିଜେଡି ବିଧାୟକ ରାଜେନ୍ଦ୍ର ଦାସ ଧାମନଗର ଉପନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ହୋଇଛନ୍ତି । ଶେଷ ମୁହୂର୍ତ୍ତ ଯାଏ ରାଜେନ୍ଦ୍ର ଦାସଙ୍କ ନାଁ ଚର୍ଚ୍ଚା ହେଉଥଲା…

ଧାମନଗର: ମହିଳା ସଶକ୍ତିକରଣର ବାର୍ତ୍ତା ଦେବାକୁ ଯାଇ ‘ଆନୁଗତ୍ୟ’କୁ ବିଜେଡିରେ ଅଣଦେଖା?

ଭୁବନେଶ୍ୱର: ବୋଧହୁଏ ନିକଟ ଅତୀତରେ ବିଜେଡି ଏଭଳି ଏକ ଅଡୁଆରେ ପଡ଼ିନଥିଲା ଯେଉଁଠି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଜଣଙ୍କ ନାଁ ପ୍ରାର୍ଥୀ ଭାବେ ଘୋଷଣା କରିବା ପରେ ଦଳରେ ଅସନ୍ତୋଷ ବୃଦ୍ଧି ପାଇଥିବ। ଆଉ ଦଳୀୟ ପ୍ରାର୍ଥୀକୁ ସୁପ୍ରିମୋଙ୍କ ନିଷ୍ପତ୍ତିରେ ଅସନ୍ତୋଷ ପ୍ରକାଶ କରି ନିଜେ…