Latest Odisha News

BREAKING NEWS

Browsing Category

ରାଜନୀତି

ମୋକିମ୍ କହିଲେ ପାର୍ଟି ଅଫିସ ଯିବେନି, ତାରା କହିଲେ ଥରେ ବିଧାୟକ ହୋଇ ଏତେ ବ୍ୟଗ୍ର କାହିଁକି

ଭୁବନେଶ୍ୱର: କଟକ ବାରବାଟିର ବିଧାୟକ ମହମ୍ମଦ ମୋକିମ କହିଛନ୍ତି ସେ କଂଗ୍ରେସ ଭବନ ଯିବେ ନାହିଁ କି କଂଗ୍ରେସର କୌଣସି କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ। ଯେପର୍ଯ୍ୟନ୍ତ ବିବାଦର ସମାଧାନ ନହୋଇଛି ସେପର୍ଯ୍ୟନ୍ତ ଦଳୀୟ ଅଫିସକୁ ଯିବେ ନାହିଁ ବୋଲି କହିଛନ୍ତି। ରାଷ୍ଚ୍ରପତି ନିର୍ବାଚନରେ…

ଦିଲ୍ଲୀରୁ ଫେରିବା ପରେ ଜୋଶରେ ଜୟନାରାୟଣ, ବିଜେଡି କହିଲା ‘ବାହାସ୍ପୋଟ’

ଭୁବନେଶ୍ୱର: ଫୁଲ୍ ଜୋଶରେ ବିରୋଧୀ ଦଳ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର। ନୂଆଦିଲ୍ଲୀ ଗସ୍ତରେ ଯାଇ ଦଳର ଶୀର୍ଷ ନେତା ତଥା ଗୃହମନ୍ତ୍ରୀ ଅମିତ ଶାହ ଏବଂ ଦଳର ସଭାପତି ଜେ.ପି ନଡ୍ଜାଙ୍କୁ ଭେଟିବା ପରେ ଭୁବନେଶ୍ୱର ଫେରିଛନ୍ତି ବିରୋଧୀ ଦଳ ନେତା ଜୟନରାୟଣ ମିଶ୍ର। ଶୀର୍ଷ…

ବିଜେପିରେ ମିଶିବେ କ୍ୟାପଟେନ୍

ଚଣ୍ଡିଗଡ: ପଞ୍ଜାବ କଂଗ୍ରେସର ଟାଣୁଆ ନେତା ବୋଲାଉଥିବା କ୍ୟାପଟେନ୍ ଅମରିନ୍ଦର ସିଂହ ଆଜି ଧରିବେ ପଦ୍ମ । ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସର ପ୍ରମୁଖ କ୍ୟାପଟେନ୍ ଅମରିନ୍ଦର ସିଂହ ଆଜି ବିଜେପି ରେ ଯୋଗ ଦେବେ । ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତାଙ୍କ…

ବିଷ୍ଣୁଙ୍କ ଶେଷ କବିତା !

ଭୁବନେଶ୍ୱର :  ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ଶପଥ ନେଇଥିଲେ । ସେଥିପାଇଁ ଦେଶ ବିଦେଶରୁ ଶୁଭେଚ୍ଛାର ସୁଅ ଛୁଟୁଥାଏ ।ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଶପଥ ନେଇଥିବାରୁ ଓଡ଼ିଆ ମାନଙ୍କ ପାଇଁ ଗର୍ବ ଓ ଗୌରବର ଦିନଥାଏ  । ସେଥିପାଇଁ ଓଡ଼ିଆ ଝିଅ ଦ୍ରୌପଦୀ…

ମାର୍ଚ୍ଚ ୨୦୨୩ ସୁଦ୍ଧା ନୂଆ ବସ ଟର୍ମିନାଲ

ଭୁବନେଶ୍ୱର: ବରମୁଣ୍ଡା ସ୍ଥିତ ଆନ୍ତ ରାଜ୍ୟ ବସ ଟର୍ମିନାଲର ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି  5T ସଚିବ ଭି. କେ. ପାଣ୍ଡିଆନ  । ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ଆନ୍ତ ରାଜ୍ୟ ବସ ଟର୍ମିନାଲରେ ପ୍ରତିଦିନ  ରାଜ୍ୟର ବିଭିନ୍ନ ଅଞ୍ଚଳ କୁ ଶହ ଶହ ବସ  ଚଳା ଚଳ  ହୋଇଥାଏ  । ଏହା ଏକ…

ଅକ୍ଟୋବର ୩୧ରୁ ଓଡ଼ିଶାରେ ‘ଭାରତ ଯୋଡ଼ୋ’ ଯାତ୍ରା

ଭୁବନେଶ୍ୱର :  ଅକ୍ଟୋବର ୩୧ରୁ ଆରମ୍ଭ ହେବ ‘ଭାରତ ଯୋଡ଼ୋ’ ଯାତ୍ରା । ଭୁବନେଶ୍ୱର ଇନ୍ଦିରା ପାର୍କରୁ ଆରମ୍ଭ ହେବ ‘ଭାରତ ଯୋଡ଼ୋ’ ଯାତ୍ରା । ଏହା ପ୍ରାୟ ଶହେ ଦିନ ଯାଏଁ ହେବ । ୨୨୫୦ କିଲୋମିଟର ପଦଯାତ୍ରା ହେବ। ୨୦ ସଂସଦୀୟ କ୍ଷେତ୍ରରେ ହେବ ଏହି  ଯାତ୍ରା।  ଏଥିରେ ବିଭିନ୍ନ ସାମାଜିକ କର୍ମୀଙ୍କୁ…

ରତ୍ନଭଣ୍ଡାର ଖୋଲିବା ନେଇ ବିଜୟ ମହାପାତ୍ରଙ୍କ ଦାବୀ

ଭୁବନେଶ୍ୱର : ରତ୍ନଭଣ୍ଡାର ଖୋଲିବା ନେଇ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଆଇନ ମନ୍ତ୍ରୀ ବିଜୟ ମହାପାତ୍ର ସାମ୍ବାଦିକ ସମ୍ମିଳନୀରେ ଦାବୀ କରିଛନ୍ତି  । ସେ କହିଛନ୍ତି  ନିକଟରେ ଆମିକ୍ୟସ କ୍ୟୁରି କୋର୍ଟଙ୍କ ନିର୍ଦ୍ଦେଶରେ ପୁରୀ ଆସିଥିଲେ। ସେ ଅନୁଭବ କରିଛନ୍ତି ସୁରକ୍ଷା ଓ ମରାମତି ଦିଗରେ…

ପୀଡିତା ବାପାଙ୍କ ଅଭିଯୋଗ : ହୀନ ରାଜନୀତି କରୁଛି ପାରାଦ୍ଵୀପ ବିଜେପି

ପାରାଦ୍ଵୀପ :  ଅଗଷ୍ଟ ୨୬ ତାରିଖରେ ପାରାଦ୍ଵୀପ ଠାରେ ଆଶା କର୍ମୀ ବଳତ୍କାର ଘଟଣାକୁ ନେଇ ରାଜନୀତି ଆରମ୍ଭ ହେଇଯାଇଛି  । ଏହାକୁ ନେଇ ପାରାଦ୍ଵୀପ ବିଜେପି ହୀନ ରାଜନୀତି କରୁଥିବାର ଗଣମାଧ୍ୟମ ସମ୍ମୁଖରେ ଅଭିଯୋଗ କରିଛନ୍ତି ପୀଡିତା ଙ୍କ ବାପା  । ଘଟଣାକୁ ଭୁଲି ବଞ୍ଚିବା ପାଇଁ ଚେଷ୍ଟା…

ନେହେରୁ ଯେଉଁ ଆସନରୁ ଲଢ଼ି ପ୍ରଧାନମନ୍ତ୍ରୀ ହୋଇଥିଲେ ସେହି ଆସନରୁ ଲଢ଼ିବେ ନୀତୀଶ !

ନୂଆଦିଲ୍ଲୀ: ଦେଶରେ ଯିଏ ସରକାର ଗଢ଼ିବାକୁ ଚାହିଁବ ତାକୁ ପ୍ରଥମେ ୟୁପି ରାଜନୀତିକୁ ଦଖଲ କରିବାକୁ ହେବ। ଯଦି ୟୁପିରେ ଭଲ ଫଳାଫଳ ହେବ ତାହେଲେ ଦିଲ୍ଲୀ ଆଉ ଦୂର ନୁହେଁ। ଏହି ସମୀକରଣରେ ମୋଦୀ ହୁଅନ୍ତୁ ଅବା ଅନ୍ୟ ନେତା ମଧ୍ୟ ୟୁପିରୁ ସାଂସଦ ଭାବେ ନିର୍ବାଚନ ଲଢି ପ୍ରଧାନମନ୍ତ୍ରୀ ଆସନରେ…

ଗୋଆରେ କଂଗ୍ରେସ ବିଧାୟକ ବିଜେପିରେ ସାମିଲ ହେବା ପଛରେ ମମତାଙ୍କ ନେତା !

ପାଣାଜି: ଗୋଆରେ କଂଗ୍ରେସ ଛାଡି ବିଜେପିରେ ମିଶିଛନ୍ତି ୮ ବିଧାୟକ। ଏହି ମିଶ୍ରଣ ପଛରେ ମାଷ୍ଟର ମାଇଣ୍ଡ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ବୋଲି ଚର୍ଚ୍ଚା ହେଉଥିବା ବେଳେ ଏବେ ଆଉ ଏକ ଖବର ଆସିଛି ଯାହା ସମସ୍ତଙ୍କୁ ଚକିତ କରିଛି। କାରଣ ଏହି କଂଗ୍ରେସ ବିଧାୟକ ବିଜେପିରେ ସାମିଲ ହେବା…