Latest Odisha News

BREAKING NEWS

Browsing Category

ରାଜନୀତି

ବିହାର ଚେହେରାରୁ ଦେଶର ଚେହେରା ହେବେ ନୀତିଶ

ନୂଆଦିଲ୍ଲୀ: ବିହାରରେ ମହାଗଠବନ୍ଧନ ସରକାର ଗଠନ କରିବା ପରେ ନୀତିଶଙ୍କ ନଜରରେ ୨୦୨୪ନିର୍ବାଚନ ରହିଛି  । ପାଟନା ରୁ ଦିଲ୍ଲୀ ଦଖଲ ପାଇଁ ଚାଲିଛି ପ୍ରସ୍ତୁତି । ନିତୀଶଙ୍କ ବିହାର ଚେହେରା କୁ ଏବେ ଦେଶର ଚେହେରାରେ ପରିଣତ କରିବା ପାଇଁ ଚାଲିଛି ଜୋରସୋର ଉଦ୍ୟମ । ବିହାର ରାଜନୀତି ପାଇଁ ଖୁବ…

ମଣିପୁରରେ ନୀତୀଶଙ୍କୁ ଝଟକା

ନୂଆଦିଲ୍ଲୀ : NDA ମେଣ୍ଟରୁ ଅଲଗାହୋଇ ବିହାରରେ ବିଜେପିକୁ ଶକ୍ତ ଝଟକା ଦେଇଥିବା ନୀତିଶଙ୍କୁ  ମଣିପୁରରେ ଲାଗିଛି ଝଟକା । ମଣିପୁର ଜନତା ଦଳ ୟୁନାଇଟେଡ (JDU)ର ୬ ଜଣ ବିଧାୟକଙ୍କ ମଧ୍ୟରୁ ୫ ଜଣ ପଦ୍ମ ଧରିଛନ୍ତି । ମଣିପୁର ବିଧାନସଭା ପକ୍ଷରୁ ଏହି ସୂଚନା ଦିଆଯାଇଛି । ଜେଡିୟୁ ବିଧାୟକ…

ସରକାରଙ୍କ ଅପାରଗତା ପାଇଁ ବନ୍ୟା ହେଲା :ବିଜେପି

ଭୁବନେଶ୍ୱର : ରାଜ୍ୟରେ ବନ୍ୟା ଜନିତ କ୍ଷୟକ୍ଷତି ପ୍ରସଙ୍ଗରେ ରାଜ୍ୟ ବିଜେପି ପକ୍ଷରୁ ପ୍ରେସମିଟ୍ କରାଯାଇଛି । ବନ୍ୟାଞ୍ଚଳ ପରିଦର୍ଶନ କରି ଏକ ଚାର୍ଜସିଟ ପ୍ରସ୍ତୁତ କରିଛି ଦଳ । ରାଜ୍ୟରେ ହୋଇଥିବା ବନ୍ୟା ପାଇଁ ରାଜ୍ୟ ସରକାରଙ୍କୁ ସମ୍ପୁର୍ଣ୍ଣ ଦାୟୀ କରିଛି ବିଜେପି  । ସରକାରଙ୍କ…

୨୦୨୪ ପାଇଁ ବିଜେପି ଫୋକସରେ ଓଡ଼ିଶା, ସେପ୍ଟେମ୍ବର ଶେଷ ଆଡ଼କୁ ଆସିବେ ଜେପି ନଡ୍ଡା

ଭୁବନେଶ୍ୱର: ୨୦୨୪ ପାଇଁ ବିଜେପି ଫୋକସରେ ଓଡ଼ିଶା । ଅମିତ ଶାହ ଆସିଥିଲେ, ଏବେ ଜେପି ନଡ୍ଡା ଆସିବେ । ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ଗୋଟି ଚାଳନା କରୁଛି ବିଜେପି । ଫୋକସରେ ରହିଛି ଓଡ଼ିଶା । ରାଜ୍ୟରେ ମୁଖ୍ୟ ବିରୋଧୀ ଦଳ ଥିବା ବିଜେପି ୨୦୨୪ରେ ସରକାରକୁ ଆସିବା ପାଇଁ ପ୍ରସ୍ତୁତ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରିପୋର୍ଟ କାର୍ଡ ପ୍ରଦାନ କଲେ ସାଂସଦ ଷଡ଼ଙ୍ଗୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଏହି ଅବସରରେ ସାଂସଦ ବିଗତ ଦୁଇ ବର୍ଷ ପରି ଏ ବର୍ଷ ମଧ୍ୟ ପ୍ରଧାନମନ୍ତ୍ରୀ  ମୋଦିଙ୍କୁ ରିପୋର୍ଟ କାର୍ଡ ପ୍ରଦାନ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ନିର୍ଦେଶ କ୍ରମେ ଚାଲିଥିବା…

ପୁଞ୍ଜପତି ବନ୍ଧୁଙ୍କୁ ସହଯୋଗ କରୁଛନ୍ତି ମୋଦୀ , ସିବିଆଇ ଏବଂ ଇଡି ତଦନ୍ତ ଦାବି କଲା ଆପ୍ ।

ଭୁବନେଶ୍ୱର : ଦିଲ୍ଲୀରେ ଅପରେସନ ଲୋଟସ୍ ଫେଲ ହେବା ପରେ ବିଜେପିକୁ ସିରିଏଲ୍ କିଲର କହିଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ  ।ଏହାପରେ ଆଜି ପ୍ରେସ ମିଟ କରି ରାଜ୍ୟ ଆପ୍ ସଭାପତି ନିଶିକାନ୍ତ ମହାପାତ୍ର ବିଜେପି ସରକାର ଓ ମୋଦୀ ସରକାରଙ୍କ ଉପରେ ଅନେକ ଅଭିଯୋଗ ଲଗାଇଛନ୍ତି  । ଆପ୍…

ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଜନ କଲ୍ୟାଣକାରୀ ନେତୃତ୍ୱକୁ ପୁଣିଥରେ ମିଳିଛି ଜାତୀୟ ସ୍ତରର ସ୍ୱୀକୃତି । ନୂଆଦିଲ୍ଲୀର ସମ୍ମାନଜନକ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ…

ବିହାରରେ  ବିଜେପିର ମିଶନ 35 ସଫଳ ହେବ କି?

ବିହାରରେ ବିଜେପି ଏବେ ବିରୋଧୀ ଦଳର ଭୂମିକାରେ ରହିଛି । ତେବେ ଗୃହମନ୍ତ୍ରୀ ଅମିତ ଶାହ ବିହାରରେ 2024 ନିର୍ବାଚନ ପାଇଁ ମିଶନ 35 ଟାର୍ଗେଟ ଦେଇଛନ୍ତି । ଅମିତ ଶାହଙ୍କ ଟାର୍ଗେଟ ପୂରଣ କରିବା ପାଇଁ ବିଜେପି ନେତାମାନେ ଏବେ ବିହାରରେ କସରତ ଆରମ୍ଭ କରିଦେଇଛନ୍ତି । ବିଜେପିକୁ ବାଏ ବାଏ କହି…

ଦରବୃଦ୍ଧି ଓ ବେକାରୀ ପ୍ରସଙ୍ଗରେ କଂଗ୍ରେସ କରିବ ବଡ଼ ଆନ୍ଦୋଳନ

ଭୁବନେଶ୍ୱର: ଦରଦାମ ବୃଦ୍ଧି ଏବଂ ବେରୋଜଗାରୀକୁ ପ୍ରସଙ୍ଗ କରି କେନ୍ଦ୍ରକୁ ଘେରିବ କଂଗ୍ରେସ। ଏଥିପାଇଁ ସେପ୍ଚେମ୍ବର ୪ ତାରିଖରେ ଦିଲ୍ଲୀ ରାମଲୀଳା ମୈଦାନରେ ଏକ ବଡ଼ ଆନ୍ଦୋଳନ କରିବ ବୋଲି ଦଳର ସାଂସଦ ନୀରଜ ଡାଙ୍ଗୀ ସୂଚନା ଦେଇଛନ୍ତି। ଓଡ଼ିଶାର ଶାସକ ଦଳକୁ ମଧ୍ୟ ଟାର୍ଗେଟ କରିବାକୁ ଯାଇ ସେ…