Latest Odisha News

BREAKING NEWS

Browsing Category

ରାଜନୀତି

ଆଞ୍ଚଳିକ ନାୟକଙ୍କ ନାମରେ ନାମିତ ହେବ ଏମ୍ସ 

ନୂଆଦିଲ୍ଲୀ:  ସ୍ଥାନୀୟ ସ୍ୱାଧୀନତା ସଂଗ୍ରାମୀ ଓ ଏୈତିହାସିକ ଘଟଣାର ସ୍ମାରକିଙ୍କ ନାମରେ ଦେଶର ଦିଲ୍ଲୀ ସମେତ ସମସ୍ତ ୨୩ଟି ଏମ୍ସ ନାମକରଣ କରିବାକୁ କେନ୍ଦ୍ର ସରକାର ପ୍ରସ୍ତାବ ଦେଇଛନ୍ତି ।କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏ ସର୍ମ୍ପକରେ ପରାମର୍ଶ ଲୋଡିବା ପରେ ଅଧିକାଂଶ…

କଳାବଜାରି କରି ଦରଦାମ ବୃଦ୍ଧି କରୁଥିବା ବ୍ୟବସାୟୀଙ୍କ ଉପରେ ଗୁଇନ୍ଦା ନଜର

ଭୁବନେଶ୍ୱର : ରାଜ୍ୟ ବାସିଙ୍କ ପାଇଁ ବୋଝ ଉପରେ ନଳିତା ବିଡା  । ବର୍ଷା ଓ ବନ୍ୟାର ଦୁଃଖ ସହ ଦରଦାମ ବୃଦ୍ଧି ରାଜ୍ୟବାସିଙ୍କ  ମୁଣ୍ଡବ୍ୟଥାର କାରଣ ପାଲିଟିଛି  । ଚାଷୀ କ୍ଷତିଗ୍ରସ୍ତ ହେବା ସହ ସେମାନଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଛି । ତାସହ  ଦରଦାମ ବୃଦ୍ଧି ଖାଉଟି  ମାନଙ୍କ ଉପରେ ବୋଝ…

ସେପ୍ଟେମ୍ବର ୫ତାରିଖ ପର୍ଯ୍ୟନ୍ତ ହାଜତରେ ରହିବେ ସଞ୍ଜୟ ରାଉତ

ମୁମ୍ୱଇ: ପାତ୍ରା ଚୈଲ ଜମି ଦୁର୍ନୀତି ଅଭିଯୋଗ ମାମଲାରେ ଗିରଫ ହୋଇଥିବା ଶିବ ସେନାର ସାଂସଦ ସଞ୍ଜୟ ରାଉତଙ୍କୁ ବିଚାର ବିଭାଗୀୟ ମିଆଦ ଅବଧିକୁ ସେପ୍ଟେମ୍ବର ୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଦିଆଯାଇଛି। ଅଗଷ୍ଟ ମାସ ଆରମ୍ଭରେ ଇଡି ସଞ୍ଜୟଙ୍କୁ ଗିରଫ କରିଥିଲା । ପ୍ରଥମେ ପ୍ରବର୍ତ୍ତନ…

ବିଜେପିକୁ କର୍ଣ୍ଣାଟକ ଶାସନରୁ ଦୂରରେ ରଖିବା ପାଇଁ ହୋଇପାରେ କଂଗ୍ରେସ ଓ ଜେଡିଏସ୍ ଦଳର ମେଣ୍ଟ

କର୍ଣ୍ଣାଟକ: କର୍ଣ୍ଣାଟକ ବିଧାନସଭା  ନିର୍ବାଚନକୁ ଆଉ ମାତ୍ର ଆଠ ମାସ ବାକିଅଛି । ଏବେ ଠାରୁ କର୍ଣ୍ଣାଟକ ବିଧାନସଭା ଦଖଲ ପାଇଁ ପ୍ରମୁଖ ରାଜନୈତିକ ଦଳ ମାନେ ରଣନୀତି ପ୍ରସ୍ତୁତ ଆରମ୍ଭ କରିସାରିଲେଣି । ବିଜେପିକୁ କର୍ଣ୍ଣାଟକ ଶାସନ ରେ ଦୁରରେ ରଖିବା ପାଇଁ ପୁଣିଥରେ କଂଗ୍ରେସ ଓ ଜେଡିଏସ୍ ଦଳର…

ବନ୍ୟାପରେ ରାଜ୍ୟବାସୀ ସରକାରଙ୍କ ଭରସାରେ ନୁହେଁ ଭଗବାନଙ୍କ ଭରସାରେ ଅଛନ୍ତି

ଭୁବନେଶ୍ୱର : ରାଜ୍ୟରେ ଆସିଥିବା ବଡଧରଣର ବନ୍ୟାରେ ଅନେକ ଧନ ଜୀବନ ନଷ୍ଟ ହୋଇଛି । ତେବେ ଏହି ବନ୍ୟାପାଇଁ ରାଜ୍ୟ ସରକାରଙ୍କୁ ସମ୍ପୂର୍ଣ ଦାୟୀ କରିଛି ବିଜେପି  । ଏଭଲି ବନ୍ୟା  ପ୍ରାକୃତିକ ନୁହେଁ ସମ୍ପୂର୍ଣ ଭାବେ ମନୁଷ୍ୟକୃତ ବୋଲି ଏକ ସାମ୍ବାଦିକ ସମ୍ମିଳନି କରି ବିଜେପିର ସାଧାରଣ ସମ୍ପାଦକ…

ବିଜେପି ସହ ଆପ୍ କରିପାରିବ ଫାଇଟ୍ ? କ’ଣ କହୁଛି ଟ୍ରାକ ରେକର୍ଡ

ଓଡ଼ିଶା ସମ୍ବାଦ ବ୍ୟୁରୋ: ୨୦୧୩ଠୁ ଦିଲ୍ଲୀ ରାଜନୀତିର ବେତାଜ ବାଦଶାହ ଅରବିନ୍ଦ କେଜ୍ରିଓ୍ୱାଲ। କଂଗ୍ରେସର ଶୀଲା ଦୀକ୍ଷିତ ସରକାରକୁ ହଟାଇ ସରକାର ଗଢିଛନ୍ତି କେଜ୍ରିଓ୍ଲାଲ। କେନ୍ଦ୍ରରେ ବିଜେପି କ୍ଷମତାରେ ରହିଛି । କିନ୍ତୁ ଏଯାବତ କେଜ୍ରିଓ୍ୱାଲକୁ ବିଧାନସଭା ନିର୍ବାଚନରେ  ମାତ୍ ଦେବାରେ ସଫଳ…

ଝାଡଖଣ୍ଡରେ ଭାଙ୍ଗିବକି ହେମନ୍ତଙ୍କ ସରକାର ? ମହାରାଷ୍ଟ୍ର ଭଳି ଝାଡଖଣ୍ଡରେ ସରକାର ଗଢିବ କି ବିଜେପି ?

ଝାଡଖଣ୍ଡ : ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କି ହେମନ୍ତ ସୋରେନ ? ଝାଡଖଣ୍ଡରେ ଭାଙ୍ଗିବ କି ହେମନ୍ତଙ୍କ ମହାଗଠବନ୍ଧନ ସରକାର ?  ବିଜେପି ମହାରାଷ୍ଟ୍ର ଭଳି ଝାଡଖଣ୍ଡରେ ସରକାର ଗଢିବ କି ? ଏମିତି ଅନେକ ପ୍ରଶ୍ନ ଏବେ ଉଙ୍କିମାରୁଛି  ଝାଡଖଣ୍ଡର ରାଜ୍ୟ ରାଜନୀତିରେ  ? ଖଣି ଲିଜ୍ ଆବଣ୍ଟନରେ…

ବିଧାନସଭାରେ ୧୪୭ ବିଧାୟକଙ୍କ ମଧ୍ୟରୁ କିଏ ଶ୍ରେଷ୍ଠ ବିଧାୟକ ?

ଭୁବନେଶ୍ବର : ବିଧାନସଭାରେ ୧୪୭ ବିଧାୟକଙ୍କ ମଧ୍ୟରୁ କିଏ ଶ୍ରେଷ୍ଠ ବିଧାୟକ ? କେଉଁ ବିଧାୟକଙ୍କର ରାଜ୍ୟ ପ୍ରତି ସର୍ବାଧିକ ଦାଇତ୍ବବୋଧ ରହିଛି ? କେଉଁ ବିଧାୟକ ବିଧାନସଭାର ଗୃହ କାର୍ଯ୍ୟରେ ଉଲ୍ଲେଖନୀୟ ପଦର୍ଶନ କରିଛନ୍ତି? ଶ୍ରେଷ୍ଠ ବିଧାୟକ ଚୟନ ପାଇଁ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି …

ମେକ୍ ଇଣ୍ଡିଆ ନମ୍ବର ୧ ମିଶନକୁ ଓଡ଼ିଶାରେ କାର୍ଯ୍ୟକାରୀ କରିବ ଆପ୍

ଭୁବନେଶ୍ବର: ଓଡିଶାରେ ଏକ ବିକଳ୍ପ ରାଜନୀତି କରିବା ସହ ପରିବର୍ତ୍ତନ ଆଣିବାକୁ  ଆମ୍ ଆଦମୀ ପାର୍ଟି ରଣନୀତି ପ୍ରସ୍ତୁତ କରୁଛି ।  ଆମ୍ ଆଦମୀ ପାର୍ଟି ଓଡ଼ିଶାର ରାଜ୍ୟସ୍ତରୀୟ କର୍ମୀ ସମ୍ମିଳନୀ  ଆସନ୍ତା ୨୧ ଅଗଷ୍ଟରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବାକୁଯାଉଛି । ଏହି କର୍ମୀସମ୍ମିଳନୀରେ …

ଦିଲ୍ଲୀ ଉପମୁ୍ଖ୍ୟମନ୍ତ୍ରୀଙ୍କ ଘରେ ସିବିଆଇ, ସ୍ବାଗତ କଲେ ସିସୋଦିଆ 

ଦିଲ୍ଲୀ : ଦିଲ୍ଲୀ ଉପମୁ୍ଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଘରେ ସିବିଆଇ ରେଡ । ଟୁଇଟ କରି ସିବିଆଇଙ୍କୁ ସ୍ବାଗତ କଲେ ସିସୋଦିଆ  । ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ହିନ୍ଦୀରେ ଏକ ଟୁଇଟ୍ କରି ସୂଚନା ଦେଇଛନ୍ତି , "ସିବିଆଇ ଆସିଛି “। ଆମେ ତାଙ୍କୁ  ସ୍ୱାଗତକରୁଛୁ । ଆମେ ଅତ୍ୟନ୍ତ…